Home

ଭାରତୀୟ ଅର୍ଥନୀତିକୁ କଟାକ୍ଷ

ମାଡ୍ରିଡ୍‌/ ନୂଆଦିଲ୍ଲୀ,୧୫।୧୦: ଏକଦା ଭାରତକୁ ସାପୁଆକେଳାଙ୍କ ଦେଶ ବୋଲି ୟୁରୋପୀୟମାନେ କହୁଥିଲେ। ଦେଶ ବିକାଶ ଦିଗରେ ଅଗ୍ରସର ହେଉଥିବା ଦର୍ଶାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ପୂର୍ବରୁ ଭାରତ ପ୍ରତି ପାଶ୍ଚାତ୍ୟର ସାପୁଆ କେଳା ଓ କଳାଯାଦୁ ଆଭିମୁଖ୍ୟ ବିଷୟରେ ଏକାଧିକଥର…

ଜ୍ଞାନବାପି ମସ୍‌ଜିଦ ମାମଲା: ଶିବଲିଙ୍ଗର କାର୍ବନ ଡେଟିଂ ଆବେଦନ ଖାରଜ

ବାରାଣସୀ,୧୫।୧୦(ପି.ଟି.): ଜ୍ଞାନବାପି ମସ୍‌ଜିଦ ପରିସରରେ ଥିବା ଶିବଲିଙ୍ଗର କାର୍ବନ ଡେଟିଂ କରିବା ଲାଗି ଆବେଦନକୁ ବାରାଣସୀର ଏକ ଅଦାଲତ ଶୁକ୍ରବାର ଖାରଜ କରିଦେଇଛନ୍ତି। ଫଳରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟକା ଲାଗିଛି। ମସ୍‌ଜିଦ ପରିସରରେ କେବେଠାରୁ ଶିବଲିଙ୍ଗ ସ୍ଥାପିତ ହୋଇଥିଲା ତାହା…

ତୁର୍କି କୋଇଲା ଖଣିରେ ବିସ୍ଫୋରଣ, ୧୪ ମୃତ ୨୮ରୁ ଅଧିକ ଆହତ, ଫସି ରହିଛନ୍ତି ୫୦, ଯାତ୍ରା ରଦ୍ଦ କଲେ ରାଷ୍ଟ୍ରପତି

ଅଂକାରା,୧୫ ।୧୦: ତୁର୍କିର ଏକ କୋଇଲା ଖଣିରେ ହୋଇଥିବା ବିସ୍ଫୋରଣରେ ଅତିକମରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହି ବିସ୍ଫୋରଣରେ ୨୮ରୁ ଅଧିକ ଆହତ ହୋଇଛନ୍ତି । ଦେଶର ଗୃହ ମନ୍ତ୍ରୀ ସୁଲେମାନ ସୋୟଲୁ ସୂଚନା ଦେଇ…

ଲୁହା ବୋଝେଇ ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ: ଜାତୀୟ ରାଜପଥରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ

ବଲାଙ୍ଗୀର ଅଫିସ, ୧୪।୧୦- ବଲାଙ୍ଗୀର ସହର ସତ୍ୟନାରାୟଣପଡାଠାରେ ଶୁକ୍ରବାର ରାତିରେ ଏକ ଲୁହା ବୋଝେଇ ଟ୍ରଲର ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତ ବାଇକ ଆରୋହୀ ଜଣଙ୍କ ହେଲେ ବରଗଡ ଜିଲା ଡାଙ୍ଗବାହାଲ ଗାଁର କୃଷ୍ଣଚନ୍ଦ୍ର ଭୋଇ। ତେବେ…

ସ୍ପେନ ଖବରକାଗଜରେ ଭାରତର ଅଭିବୃଦ୍ଧିକୁ ନେଇ ପ୍ରସ୍ତୁତ କାର୍ଟୁନକୁ ନେଇ ବିବାଦ

ନୂଆଦିଲ୍ଲୀ,୧୪।୧୦: ଭାରତୀୟ ଅର୍ଥନୀତିକୁ ନେଇ ସ୍ପେନର ଏକ ଖବରକାଗଜରେ ପ୍ରକାଶିତ ଆର୍ଟିକିଲ୍‌କୁ ନେଇ ବିବାଦ ଦେଖାଦେଇଛି। ସ୍ପେନର ସାପ୍ତାହିକ ଖବରକାଗଜ ‘ଲା ଭାନୁଗାର୍ଡିଆ’ର ପ୍ରଥମ ପୃଷ୍ଠାରେ ଭାରତର ଅର୍ଥନୀତିକୁ ସାପୁଆକେଳା ଭାବେ ଦର୍ଶାଯାଇଛି। ଖବରକାଗଜ ପୃଷ୍ଠାରେ ଏକ ସାପୁଆକେଳାର ଟୋକେଇରୁ ଏକ…

ଓ୍ବାର୍ନରଙ୍କୁ ନେଇ ଅଷ୍ଟ୍ରେଲିଆର ଚିନ୍ତା ବଢ଼ିଲା

କାନବେରା,୧୪ା୧୦: ଟି୨୦ ବିଶ୍ୱକପ ପୂର୍ବରୁ ଓପନର ଡେଭିଡ୍‌ ଓ୍ବାର୍ନରଙ୍କୁ ନେଇ ଚିନ୍ତାରେ ଅଷ୍ଟ୍ରେଲିଆ। ବେକରେ ଆଘାତ ଲାଗିଥିବାରୁ ଓ୍ବାର୍ନର ଇଂଲଣ୍ଡ ବିପକ୍ଷ ତୃତୀୟ ଟି୨୦ରୁ ବାଦ୍‌ ପଡିଛନ୍ତି। ଏପରିକି ତାଙ୍କର ବିଶ୍ୱକପ୍‌ ଅଂଶଗ୍ରହଣକୁ ନେଇ ଆଶଙ୍କା ଦେଖାଦେଇଛି। ଅକ୍ଟୋବର ୨୨ ତାରିଖରେ…

ଓସିଏ ସଭାପତି ପ୍ରାର୍ଥୀ ହେବେ ବିଧାୟକ ପ୍ରଣବ ପ୍ରକାଶ ଦାସ

ପୁରୀ ଅଫିସ,୧୪ା୧୦: ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ୍‌ (ଓସିଏ) ସଭାପତି ପ୍ରାର୍ଥୀ ହେବେ ଯାଜପୁର ବିଧାୟକ ତଥା ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଏହି ନିର୍ବାଚନ ନେଇ ଶୁକ୍ରବାର ପୁରୀସ୍ଥିତ ଏକ ଘରୋଇ ହୋଟେଲରେ ଅନୁଷ୍ଠିତ ଅନୌପଚାରିକ ବୈଠକରେ ପ୍ରଣବଙ୍କୁ…

୨ ଦିନିଆ ହାଇଦ୍ରାବାଦ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ)-ଦିଲ୍ଲୀ, ମୁମ୍ବାଇ, ବାଙ୍ଗୋଲୋର ପରେ ଆସନ୍ତା ୧୭ ତାରିଖରେ ହାଇଦ୍ରାବାଦରେ ଇନଭେଷ୍ଟର୍ସ ମିଟ୍‌ ହେବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୬ ତାରିଖରେ ୨ ଦିନିଆ ହାଇଦ୍ରାବାଦ ଗସ୍ତରେ ଯିବେ। ଆସନ୍ତା ନଭେମ୍ବର ୩୦ରେ ଆରମ୍ଭ…

ଜାମିନ ଆବେଦନ କଲେ ଅର୍ଚ୍ଚନା,ଏପରି ଯୁକ୍ତି ବାଢ଼ିଲେ ତାଙ୍କ ଓକିଲ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ବ୍ଲାକ୍‌ମେଲିଂ କରି ଟଙ୍କା ଲୁଟୁଥିବା ରହସ୍ୟମୟୀ ଅର୍ଚ୍ଚନା ନାଗଙ୍କ ଗିରଫ ଘଟଣାକୁ ସପ୍ତାହରୁ ଅଧିକ ଦିନ ବିତିଛି। ଇତିମଧ୍ୟରେ ଜେଲରେ ଥିବା ଅଭିଯୁକ୍ତା ଅର୍ଚ୍ଚନା ଶୁକ୍ରବାର ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ଜାମିନ ଆବେଦନ କରିଛନ୍ତି। ତାଙ୍କ ପକ୍ଷରୁ ଓକିଲ ଦେବାଶିଷ…

ମାତାଲ ହେବା ପଡ଼ିଲା ମହଙ୍ଗା: ନିଲମ୍ବିତ ହେଲେ ୨ ଶିକ୍ଷକ

ବଲାଙ୍ଗୀର ଅଫିସ , ୧୪।୧୦: ମାତାଲ ହେବା ପଡ଼ିଲା ମହଙ୍ଗା। ଚାକିରିରୁ ନିଲମ୍ବିତ ହେଲେ ଦୁଇ ଶିକ୍ଷକ। ବଲାଙ୍ଗିର ଜିଲ ଦେଓଗାଁ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ମାଟୁପାଲି ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜୟଦେବ ବିଶି ଓ ସହକାରୀ ଶିକ୍ଷକ ସଂଜିବ ଦୋରା…

‘ଯେମିତି କରିଥିଲେ, ସେମିତି ପାଇଲେ’

ନୂଆଦିଲ୍ଲୀ,୧୪।୧୦: ଯେମିତି କରିଥିଲେ, ସେମିତି ପାଇଲେ। କିଛି ଏଭଳି କଥାକୁ ନେଇ ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ପ୍ରଶଂସକ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କୁ ଟ୍ରୋଲ କରୁଛନ୍ତି। ଅଧ୍ୟକ୍ଷ ପଦରୁ ଗାଙ୍ଗୁଲି ବିଦା ହେବେ ବୋଲି କୁହାଯାଉଥିବା ବେଳେ ତାଙ୍କ…

୪୬ ବଲ୍‌ରେ ଶତକ

ରାଜକୋଟ,୧୪।୧୦: ଭାରତୀୟ ଟିମ୍‌ର ଷ୍ଟାର ଓପନର୍‌ ପୃଥ୍ବୀ ଶ’ ବିସ୍ଫୋରକ ବ୍ୟାଟିଂ କରି ବୋଲର୍‌ଙ୍କୁ ଘାଇଲା କରିଛନ୍ତି। ଟି୨୦ ଫର୍ମାଟରେ ୪୬ ବଲ୍‌ରେ ସେ ନିଜର ଶତକ ପୂରଣ କରିଛନ୍ତି। ଏହି ଫର୍ମାଟରେ ପୃଥ୍ବୀଙ୍କ ଏହା ପ୍ରଥମ ଶତକ ଥିବାରୁ ତାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri