Home

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ବଡ଼ ରେକର୍ଡ କଲେ ସମ୍ରାଟ ଚୌଧୁରୀ: ପ୍ରଥମଥର ବିହାରରେ…

ପାଟନା,୧୫।୪: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ତାରାପୁର ବିଧାୟକ ସମ୍ରାଟ ଚୌଧୁରୀ ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ଶପଥ ଗ୍ରହଣ ସହିତ,ସେ ବିହାରର ରାଜନୈତିକ ଇତିହାସରେ ଏକ ନୂତନ ଅଧ୍ୟାୟ ଲେଖିଛନ୍ତି। ସେ…

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର ଦ୍ୱାର ଫିଟା ହେବା ପରେ ମା’ଙ୍କ ନୀତିକାନ୍ତି ଯଥା ରୀତିନୀତି ଅନୁସାରେ ପାଳନ…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ ନୂତନ ନଳକୂପ ଖନନ କରାଯାଇଛି। ଏହାକୁ ନେଇ ଡବେରୀରେ ଖୁସିର ଲହରୀ ଖେଳିଯାଇଛି।…

ଶିଶୁପୁତ୍ର ଜନ୍ମଦେଲେ ୧୪ ବର୍ଷୀୟ ବାଳିକା: ବାପା-ମା’ଙ୍କୁ ନେଇ ପୀଡ଼ିତା ଯାହା କହିଲେ, ଗୋଡ଼ ତଳୁ ଖସିଯିବ ମାଟି

ଡେରାଡୁନ,୧୫।୪: ଉତ୍ତରାଖଣ୍ଡର ପିଥୋରାଗଡ଼ର ଜିଲା ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୧୪ ବର୍ଷୀୟା ଝିଅ ଶିଶୁକୁ ଜନ୍ମ ଦେଇଛନ୍ତି। ଏହାପରେ ନବଜାତ ଶିଶୁର ପିତାଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଏନେଇ ଅଧିକାରୀମାନେ ସୂଚନା ଦେଇଛନ୍ତି। ଜିଲ୍ଲାର…

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ (ଟ୍ରାଭଲର- ଓଡି୩ଏଏମ୩୩୩୭) ଦୁର୍ଘଟଣାଗ୍ରସ୍ତ ହୋଇଛି। ବର ମହମ୍ମଦ ହୁସେନ କାଦ୍ରି (୩୫) ଓ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରାଯାଇଛି। ବିଭାଗ ପକ୍ଷରୁ ‘ଅଲ୍‌ ଫର୍‌…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ। ଏ ନେଇ ପରିବାର ଲୋକେ ପୋଲିସ ଓ ଜିଲା ପ୍ରଶାସନକୁ ଲିଖିତ ଭାବେ…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସବୁ ଜିଲାପାଳଙ୍କୁ ନିକଟରେ ଚିଠି କରାଯାଇଛି। ଏହି ଖବର…

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର ସର୍ବୋଚ୍ଚ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ। କିଛି ସ୍ଥାନରେ ପାରଦ…

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ ନୌସେନା ଏହି ଜଳପଥ ଦେଇ ମଧ୍ୟପ୍ରାଚ୍ୟର ସମସ୍ତ ଇରାନୀୟ ବନ୍ଦରକୁ ବନ୍ଦ କରିଦେଇଥିବାବେଳେ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ ଉପରେ ଅସନ୍ତୁଷ୍ଟ ଥିବା ଖବର ସାମ୍ନାକୁ ଆସିଛି। ରାଜସ୍ଥାନ ରୟାଲ୍ସର ଏହି ଓପନର…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ ନାହିଁ। ସମସ୍ତ ରିଫାଇନାରୀ ସେମାନଙ୍କର ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରୁଛି। ଏହା ବ୍ୟତୀତ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?