Home

ଜଳବାୟୁ ପରିବର୍ତ୍ତନ ନେଇ ଆଇନ ପ୍ରଣୟନ

ମେଲବୋର୍ନ,୮ା୯: ଅଷ୍ଟ୍ରେଲିଆରେ ପରିବେଶକୁ ସଫାସୁତରା ରଖିବା ଏବଂ ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ଏକ ବଡ଼ ପଦକ୍ଷେପ ନିଆଯାଇଛି। ଦେଶର ସଂସଦ ଗୁରୁବାର ଗ୍ରୀନ୍ସ ପାର୍ଟି ଏବଂ ସ୍ବାଧୀନତାବାଦୀଙ୍କ ସମର୍ଥନରେ ଏକ ଆଇନ ପ୍ରଣୟନ କରି ୨୦୩୦ ସୁଦ୍ଧା କାର୍ବନ ନିର୍ଗମନକୁ…

ପୁଣି କେନ୍ଦ୍ର ସରକାରକୁ ଟାର୍ଗେଟ୍‌ କଲେ ମମତା: କହିଲେ, ମୁଁ ଯେମିତି ତାଙ୍କ ଶ୍ରମିକ

କୋଲକତା,୮।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମସି ମୁଖ୍ୟ ମମତା ବାନାର୍ଜୀ ପୁଣି ଥରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ଆଜି ସନ୍ଧ୍ୟାରେ ଦିଲ୍ଲୀର କର୍ତ୍ତବ୍ୟ ପଥରେ ଆୟୋଜିତ ହେବାକୁ ଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚନ ସମାରୋହରେ ନିମନ୍ତ୍ରଣ…

ଏମ୍‌କେସିଜିରୁ ପୁଣି ଖସିଲା ଶିଲିଂ

ବ୍ରହ୍ମପୁର ଅଫିସ,୮ା୯: ବ୍ରହ୍ମପୁର ଏମ୍‌କେସିଜିରେ ଗୁରୁବାର ପୁଣି ଅଘଟଣ ଘଟିଛି। ସୁପର ସ୍ପେଶାଲିଷ୍ଟ ବ୍ଲକର ପଞ୍ଚମ ମହଲାର ଶିଲିଂ ଖସିପଡ଼ିଥିବା ଦେଖିବାକୁ ମିଳିଛି। ପୂର୍ବରୁ ଏହି ୟୁରୋଲୋଜି ଓ୍ବାର୍ଡରେ ନିଆଁ ଲାଗିଯାଇଥିଲା। ଏବେ ପୁଣି ଥରେ ଶିଲିଂ ଖସିବାରୁ ଲୋକେ ଭୟଭୀତ…

ପାକିସ୍ତାନୀ ଖେଳାଳିଙ୍କ ପ୍ରିୟ ନାୟିକା ‘ଡିମ୍ପଲ ଗର୍ଲ’

ମୁମ୍ବାଇ: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ମହମ୍ମଦ ଅମୀର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥାଇ ପାରନ୍ତି। କିନ୍ତୁ ସେ ବିଭିନ୍ନ ଦେଶର କ୍ରିକେଟ ଲିଗ୍‌ରେ ଖେଳୁଛନ୍ତି। ଏବେ ଏକ କାରଣକୁ ନେଇ ସେ ଚର୍ଚ୍ଚାରେ ରହିଛନ୍ତି। ଅମୀର କାରବିଆନ ପ୍ରିମିୟର ଲିଗ୍‌ରେ…

ପୁରୁଷ ହକି ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷିତ

ନୂଆଦିଲ୍ଲୀ,୮।୯: ପୁରୁଷ ହକି ବିଶ୍ୱକପ ୨୦୨୩ ପାଇଁ ଗୁରୁବାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ୧୬ଟି ଦଳ ଚାରୋଟି ଭିନ୍ନ ଗ୍ରୁପ୍‌ରେ ସ୍ଥାନିତ କରାଯାଇଛି। ଭାରତ ଇଂଲଣ୍ଡ, ସ୍ପେନ ଏବଂ ୱେଲ୍ସ ସହିତ ଗ୍ରୁପ ଡିରେ ଅଛି। ଏଥି ସହିତ ଅଷ୍ଟ୍ରେଲିଆ ଗ୍ରୁପ…

ଖରାରେ ଶୋଇଥିଲା ହାତୀଛୁଆ, ଅଧିକାରୀ କଲେ ଏମିତି କାମ; ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓଗୁଡିକ ମଧ୍ୟରୁ ସବୁଠୁ ସୁନ୍ଦର ହେଉଛି ପଶୁପକ୍ଷୀଙ୍କ ଭିଡିଓ। ଯେଉଁଥିରେ ଏମାନେ ସୁନ୍ଦର କାର୍ଯ୍ୟ କରି ଦର୍ଶକଙ୍କ ମନ ଜିଣିଥାନ୍ତି। ଏବେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ କିଛି ଅଧିକାରୀ…

ସଫେଇ କର୍ମଚାରୀଙ୍କୁ ହୃଦୟ ଦେଇ ବସିଲେ ମହିଳା ଡାକ୍ତର

ପ୍ରେମ ଶାଶ୍ୱତ, ପ୍ରେମ ଚିରନ୍ତନ। ପ୍ରେମ ଧନୀ କି ଗରିବ କିଛି ମାନେ ନାହିଁ। ବିଶ୍ୱାସ ସହିତ ସ୍ନେହ ଓ ଉଭୟ ଉଭୟଙ୍କୁ ଦେଇଥିବା ପ୍ରତିଶ୍ରୁତି ହିଁ ପ୍ରେମ ସମ୍ପର୍କ ଡୋରିକୁ ଅଧିକ ସୁଦୃଢ କରି ଥାଏ। ଏହାର ଜ୍ୱଳନ୍ତ ଉଦାହରଣ…

କୋରିୟରରେ ପହଞ୍ଚିଲା “ସୌର୍ଯ୍ୟ ଚକ୍ର’, ଫେରାଇ ଦେଲେ ମାତାପତି, କହିଲେ ଶହୀଦର ସମ୍ମାନ ପଠାଯାଏ ନାହିଁ

ଅହମଦାବାଦ,୮ ।୯: ଗୂଜରାଟ ଅହମଦାବାଦର ଶହୀଦ ଲାନ୍ସ ନାଏକ ଗୋପଳ ସିଂ ଭଦୋରିୟାଙ୍କ ମାତା ପିତା କୋରିୟରରେ ପହଞ୍ଚିଥିବା ଏକ ‘ସୌର୍ଯ୍ୟ ଚକ୍ର’କୁ ଫେରାଇ ଦେଇଛନ୍ତି । ସେମାନେ କହିଛନ୍ତି ଶହୀଦର ସମ୍ମାନକୁ କୋରିୟରରେ ପଠାଇ ଆପଣ ଆମ ଶହୀଦ ପୁଅର…

ଦରଦାମ୍‌ ବୃଦ୍ଧି ପାଇଁ କେବଳ କେନ୍ଦ୍ର ନୁହେଁ ରାଜ୍ୟ ବି ଦାୟୀ: ଅର୍ଥମନ୍ତ୍ରୀ…

ନୂଆଦିଲ୍ଲୀ, ୮।୯ : ଦରଦାମ୍‌ ବୃଦ୍ଧି ସମ୍ପର୍କରେ ତାଙ୍କ ବିବୃତ୍ତି ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସମ୍ପ୍ରତି ଚର୍ଚ୍ଚାରେ ରହିଛନ୍ତି। ଦରଦାମ୍‌ ବଢ଼ିବା ନେଇ ଅର୍ଥମନ୍ତ୍ରୀ ପୁଣି ଏକ ବଡ଼ ବିବୃତ୍ତି ଦେଇଛନ୍ତି। ଅର୍ଥମନ୍ତ୍ରୀ କହିଛନ୍ତି ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ୍‌ ହ୍ରାସ…

‘ଜାପାନ-ଭାରତ ସମ୍ପର୍କ ଆହୁରି ସୁଦୃଢ଼ ହେବ’

ଟୋକିଓ,୮ା୯: ଗୁରୁବାର ଭାରତ ଏବଂ ଜାପାନ ମଧ୍ୟରେ ଚାଲିଥିବା ଟୁ-ପ୍ଲସ-ଟୁ’ ମନ୍ତ୍ରୀସ୍ତରୀୟ ଆଲୋଚନାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ଏଏମ୍‌ଏସ୍‌ ଜୟଶଙ୍କର ଯୋଗ ଦେଇଛନ୍ତି। ପ୍ରତିରକ୍ଷା ସହଯୋଗକୁ ଆହୁରି ଦୃଢ଼ କରିବ ବୋଲି ଗୁରୁବାର ଭାରତ ଏବଂ ଜାପାନ କହିଛନ୍ତି।…

ଦୁରାରୋଗ୍ୟ ବ୍ୟାଧି ସନ୍ଦେହକରି ମହିଳାଙ୍କୁ ଛାଡ଼ି ସ୍ବାମୀ, ପୁଅ ଫେରାର

ଅମରପାଲି,୮ା୯(ଡି.ଏନ.ଏ.): ଦୁରାରୋଗ୍ୟ ବ୍ୟାଧି ହୋଇଥିବା ସନ୍ଦେହ କରି ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀଙ୍କ ସମେତ ପୁଅ ବୋହୁ ଗୁରୁତର ଅବସ୍ଥାରେ ଘରେ ଛାଡି ଫେରାର ହୋଇ ଯାଇଛନ୍ତି। ସେ ରହୁଥିବା ପଡାବାସୀ ମଧ୍ୟ ତାଙ୍କୁ ସାମାଜିକ ବାସନ୍ଦ କରିଛନ୍ତି । ଏହି…

ନାସା ଯିବେ କଳାହାଣ୍ଡି ପୁଅ ହ୍ରିଙ୍କାର ମିଶ୍ର

ଭବାନୀପାଟଣା,୮।୯(ସ୍ବ.ପ୍ର.): ଓଡ଼ିଆ ପୁଅଙ୍କ ସଫଳତା। ନାସାରେ ରକେଟ ଲଞ୍ଚ କାର୍ଯ୍ୟକ୍ରମରେ କାମ କରିବାର ସୁଯୋଗ ପାଇବେ କଳାହାଣ୍ଡି ଜିଲା ଭବାନୀପାଟଣା ସହରର ଜଣେ ମେଧାବୀ ଛାତ୍ର ହ୍ରିଙ୍କାର ମିଶ୍ର। ତୁଳସୀ ଦୁଇପତ୍ରରୁ ବାସିବା ଭଳି ଛାତ୍ର ଜଣଙ୍କ ପ୍ରତିଭା ପିଲାଟି ବେଳୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri