ସ୍ତ୍ରୀଙ୍କୁ ଗଣବଳାତ୍କାର ପରେ ତିନି ତଲାକ୍
ଲକ୍ଷ୍ନୌ,୩୦।୭: ଉତ୍ତର ପ୍ରଦେଶ ଗୋଣ୍ଡାରେ ଜଣେ ମହିଳାଙ୍କୁ ଯୌତୁକ ପାଇଁ ତାଙ୍କ ସ୍ବାମୀ ଓ ଦିଅର ବଳାତ୍କାର କରିବା ପରେ ତାଙ୍କୁ ଟ୍ରିପଲ୍ ତଲାକ୍ ଦେଇଛନ୍ତି। ଏ ନେଇ ପୀଡ଼ିତା ଅଭିଯୋଗ କରିବା ପରେ ଅଭିଯୁକ୍ତ ସ୍ବାମୀ ମହମ୍ମଦ ଆଦନାନଙ୍କୁ ପୋଲିସ…
କେଟିଆର୍ଙ୍କ ଜନ୍ମଦିନ ଉତ୍ସବରେ ଯୋଗ ନ ଦେବାରୁ ୪ କର୍ମଚାରୀ ନିଲମ୍ବିତ
ହାଇଦ୍ରାବାଦ,୩୦।୭: ତେଲଙ୍ଗାନାର ପ୍ରଭାବଶାଳୀ ମନ୍ତ୍ରୀ କେ.ଟି. ରାମାରାଓ (କେଟିଆର୍)ଙ୍କ ଜନ୍ମଦିନ ଉତ୍ସବରେ ଯୋଗଦେଇ ନ ଥିବା ବେଲାମପାଲ୍ଲୀ ମ୍ୟୁନିସିପାଲିଟିର ୪ ଜଣ କର୍ମଚାରୀଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ପୁଅ କେଟିଆର୍ ପୌର ପ୍ରଶାସନ, ସହରାଞ୍ଚଳ ବିକାଶ,…
ଅର୍ପିତା ସମ୍ପୃକ୍ତ ଥିବା ୩ କମ୍ପାନୀ ଉପରେ ଇଡି ଚଢ଼ାଉ
କୋଲକାତା,୩୦।୭: ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଟିଏମ୍ସି ନେତା ତଥା ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ ଘରୁ ୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଓ ବିପୁଳ ପରିମାଣର ସୁନା ମିଳିବା ପରେ…
ତ୍ୱରିତ ନ୍ୟାୟ ଦେଇ ବିଚାରପତି ନିଲମ୍ବିତ
ନୂଆଦିଲ୍ଲୀ,୩୦।୭(ପି.ଟି.): ଏକ ମାମଲାରେ ତ୍ୱରିତ ନ୍ୟାୟ ପ୍ରଦାନ କରି ବିହାରର ଜଣେ ନ୍ୟାୟିକ ଅଧିକାରୀ ଚାକିରିରୁ ନିଲମ୍ବିତ ହୋଇଛନ୍ତି। ପାଟନା ହାଇକୋର୍ଟଙ୍କ ନିଲମ୍ବନ ଆଦେଶକୁ ଚ୍ୟାଲେଞ୍ଜ କରି ଅରାରିଆର ଉକ୍ତ ଅତିରିକ୍ତ ଜିଲା ଓ ସେସନ୍ସ ଜଜ୍ ଶଶିକାନ୍ତ ରାୟ ସୁପ୍ରିମକୋର୍ଟରେ…
ଶକିରାଙ୍କୁ ହୋଇପାରେ ୮ ବର୍ଷ ଜେଲ
ବାର୍ସିଲୋନା,୩୦।୭: ଖ୍ୟାତନାମା ପପ୍ ସିଙ୍ଗର ଶକିରାଙ୍କ ବିରୋଧରେ ଟାକ୍ସ ଠକେଇ ଅଭିଯୋଗ ସାମ୍ନାକୁ ଆସିଛି। ୨୦୧୨ରୁ ୨୦୧୪ ମଧ୍ୟରେ ସେ ୧୪.୫ ମିଲିୟନ୍ ୟୁରୋ (୧,୧୭,୩୮, ୪୭, ୫୦୦ ଟଙ୍କା) ଟାକ୍ସ ପୈଠ ନ କରିବା ଆଧାରରେ ସ୍ପେନ୍ର ଏକ କୋର୍ଟରେ…
ନିଆଁ ସହ ଖେଳ ନାହିଁ
ଓ୍ବାଶିଂଟନ/ବେଜିଂ,୩୦।୭: ତାଇଓ୍ବାନ ପ୍ରସଙ୍ଗରେ ପୁଣି ମୁହାଁମୁହିଁ ଅବସ୍ଥାରେ ଆମେରିକା ଓ ଚାଇନା। ଏହି ଦ୍ୱୀପ ରାଷ୍ଟ୍ରକୁ ନେଇ ମୁଣ୍ଡ ନ ଖେଳାଇବାକୁ ଚାଇନା ରାଷ୍ଟ୍ରପତି ଶି ଜିନ୍ପିଙ୍ଗ ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କୁ ଚେତାବନୀ ଦେଇଛନ୍ତି। ଜିନ୍ପିଙ୍ଗ୍ ତାଇଓ୍ବାନକୁ ବଳପୂର୍ବକ…
୯ରୁ ‘ଘରେ ଘରେ ତ୍ରିରଙ୍ଗା’
ଭୁବନେଶ୍ବର, ୩୦।୭(ବ୍ୟୁରୋ): ଅମୃତ ମହୋତ୍ସବ କାଳଖଣ୍ଡରେ ଓଡ଼ିଶା ସବୁଠାରୁ ଅଧିକ ଗର୍ବ ଓ ଗୌରବ ପ୍ରାପ୍ତ ହୋଇଛି। ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଦେଶର ରାଷ୍ଟ୍ରପତି ହୋଇଛନ୍ତି। ଯାହା ଅମୃତ କାଳଖଣ୍ଡର ଅମୃତ ମହୋତ୍ସବ ପରିପ୍ରେକ୍ଷୀରେ ଓଡ଼ିଆଙ୍କୁ ଗର୍ବିତ ଓ ଗୌରବାନ୍ବିତ…
ସସ୍ମିତ ବିଜେଡି ରାଜ୍ୟସଭା ସଂସଦୀୟ ଦଳ ନେତା
ଭୁବନେଶ୍ୱର,୩୦।୭(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ଭାବେ ସସ୍ମିତ ପାତ୍ର ଏବଂ ସୁଲତା ଦେଓଙ୍କୁ ବିଜେଡି ମୁଖ୍ୟ ସଚେତକ (ଚିଫ୍ ହୁଇପ) ଭାବେ ନିଯୁକ୍ତ ଦେଇଛନ୍ତି । ଏ ନେଇ…
ଶିନ୍ଦେଙ୍କୁ ସମର୍ଥନ ଦେଲେ ଉଦ୍ଧବଙ୍କ ପୁତୁରା
ମୁମ୍ବାଇ,୩୦।୭: ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍ରେଙ୍କ ହାତରୁ ମୁଖ୍ୟମନ୍ତ୍ରୀ ପଦ ଯିବା ପରେ ଦଳକୁ ଏକାଠି ରଖିବାରେ ସେ ଏକପ୍ରକାର ସଂଘର୍ଷ କରୁଛନ୍ତି। ଏହି ସମୟରେ ତାଙ୍କୁ ଆଉ ଏକ ରାଜନୈତିକ ଝଟକା ଲାଗିଛି। ବିଦ୍ରୋହୀ ନେତା ତଥା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ…
ଏ ହେଉଛନ୍ତି ଧର୍ମେନ୍ଦ୍ରଙ୍କ ପ୍ରଥମ ପତ୍ନୀ; ପୁଅଙ୍କ ସହ ଫଟୋ ହେଉଛି ଭାଇରାଲ…
ବମ୍ବେ: ଆଗାମୀ ଫିଲ୍ମ ଲାଗି ଶୁଟିଂ କରୁଛନ୍ତି ଅଭିନେତା ବବି ଦେଓଲ। ଏହି ସମୟରେ ସେଟ୍ରେ ପହଞ୍ଚିଥିଲେ ମା’ ପ୍ରକାଶ କୌର। ଏହାପରେ ଅଭିନେତା ତାଙ୍କ ସହ ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଫଟୋଟି ସମସ୍ତଙ୍କ ହୃଦୟ ଜିତୁଥିବା…
ରୋହିତ-କାର୍ତ୍ତିକଙ୍କ ବିସ୍ଫୋରକ ବ୍ୟାଟିଂ: ଓ୍ବେଷ୍ଟଇଣ୍ଡିଜ୍କୁ ୧୯୧ ରନ୍ର ଟାର୍ଗେଟ
ଟାରୌବା,୨୯।୭: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ଟି୨୦ ସିରିଜର ପ୍ରଥମ ମ୍ୟାଚ୍ ବ୍ରାଏନ୍ ଲାରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ଏଥିରେ ଓ୍ବେଷ୍ଟଇଣ୍ଡିଜ୍କୁ ଭାରତ ୧୯୧ ରନ୍ର ଟାର୍ଗେଟ ଦେଇଛି। ଭାରତ ପକ୍ଷରୁ ଅଧିନାୟକ ରୋହିତ ଶର୍ମା ୬୪ ରନ୍ର ଇନିଂସ…
୮ ଶ୍ରେଣୀକୁ ଅଛି ୨ କୋଠରୀ: ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର
କୋକସରା,୨୯।୭(ଡି.ଏନ୍.ଏ.): ସଭିଏଁ ପଢନ୍ତୁ ସଭିଏଁ ବଢନ୍ତୁ। ରାଜ୍ୟ ସରକାର ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ କରିବା ପାଇଁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଛାତ୍ରଛାତ୍ରୀଙ୍କୁ ସ୍କୁଲ ମୁହାଁ କରିବା ପାଇଁ ମାଗଣା ପାଠ୍ୟପୁସ୍ତକ, ଖାଦ୍ୟ, ପୋଷାକ ସମେତ ଅନେକ ଯୋଜନା ପ୍ରଣୟନ…
Archives


