ପଟ୍ଟାମୁଣ୍ଡାଇ କେନାଲରେ ୩ ଯୁବକ ଭାସିଯିବା ଘଟଣା: ୨ ମୃତଦେହ ମିଳିଲା, ଜଣଙ୍କର ପତ୍ତା ମିଳୁନି
କଟକ ଅଫିସ,୧୩ା୧୦: କଟକ ଜିଲା ଜଗତପୁର ବେଲମାଳିଆ ମନ୍ଦିର ନିକଟ ପଟ୍ଟାମୁଣ୍ଡାଇ କେନାଲରେ ବୁଧବାର ୩ ଯୁବକ ଭାସି ଯାଇଥିଲେ। ଗୁରୁବାର ୨ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଦ୍ୱୟ ତ୍ରିଲୋଚନ ମହଲା ଓ ବାଦଲ ସାହୁ। ତ୍ରିଲୋଚନଙ୍କ ଘର…
ଅନ୍ତର୍ଜାତୀୟ ସୁରକ୍ଷା ନିୟମ ପରିବର୍ତ୍ତନ କରିବାକୁ ଉଦ୍ୟମ କରୁଛି ଚାଇନା, ବ୍ରିଟେନର ଅଭିଯୋଗ…
ଲଣ୍ଡନ,୧୩।୧୦ : ବ୍ରିଟେନର ସାଇବର-ଇଣ୍ଟେଲିଜେନ୍ସ ଏଜେନ୍ସିର ମୁଖ୍ୟ ଜେରେମି ଫ୍ଲେମିଙ୍ଗ ଚାଇନା ଅନ୍ତର୍ଜାତୀୟ ସୁରକ୍ଷାର ନିୟମ ପରିବର୍ତ୍ତନ କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି। ଏହାର ଅଞ୍ଚଳକୁ ବୃଦ୍ଧି କରିବା ତଥା ଅନ୍ୟ ଦେଶରେ ପ୍ରଭାବ ବଢ଼ାଇବା ପାଇଁ ଚାଇନା ଏହାର…
ବନବିଭାଗ ପାଟ୍ରୋଲିଂ ଗାଡ଼ିକୁ ନାଳକୁ ଠେଲିଦେଲା ଦନ୍ତା, ୬ କର୍ମଚାରୀ ଆହତ
ନୀଳଗିରି,୧୩ା୧୦(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟର ଏକ ଦନ୍ତାହାତୀ ଖୁମକୁଟ ଅଞ୍ଚଳରେ ଉପଦ୍ରବ କରୁଥିବାର ଖବରପାଇ କୁଲଡିହା ବନବିଭାଗ ଦନ୍ତାଟିକୁ ଘଉଡ଼ାଇବା ପାଇଁ ଯାଇଥିଲେ। ମାତ୍ର ଦନ୍ତାଟି ହିଂସ୍ରମୁଖା ହୋଇ ପାଲଟା ବନବିଭାଗର ପାଟ୍ରୋଲିଂ ବୋଲେରୋକୁ ଆକ୍ରମଣ…
ଓଲଟିଲା ଯାତ୍ରୀବାହୀ ବସ୍
ରୂପ୍ସା,୧୩ା୧୦(ଡି.ଏନ୍.ଏ.): ବାଲେଶ୍ୱର ୬୦ ନଂ. ଜାତୀୟ ରାଜପଥର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦା ନିକଟରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଛି। ଫଳରେ ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ବସ୍ତା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି…
ପିଲାଟି ଦିନରୁ ସଙ୍ଗୀତଭିତ୍ତିକ ଶୋ’ରେ ନେଉଛନ୍ତି ଭାଗ; ହେଲେ ପିନ୍ଧିପାରିନାହାନ୍ତି ବିଜୟ ମୁକୁଟ
ବମ୍ବେ: ଆରମ୍ଭ ହେବା ଦିନଠାରୁ ଚର୍ଚ୍ଚାରେ ଇଣ୍ଡିଆନ ଆଇଡଲ୍ ୧୩। ଶୋ’ର ପ୍ରତିଯୋଗୀମାନେ ନିଜର ପାରଦର୍ଶିତା ଦେଖାଇ ବିଚାରପତିଙ୍କ ହୃଦୟ ଜିତୁଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ହେଲେ ସୋନାକ୍ଷୀ କର। ସେ ଆଜି ନୁହଁନ୍ତି ବରଂ ପିଲାଟିଦିନରୁ ସିଙ୍ଗିଂ ରିଆଲିଟି ଶୋ’ରେ…
ଭିଜା ନ ମିଳିବାରୁ ଅଷ୍ଟ୍ରେଲିଆ ଯିବେ ନାହିଁ ଉମରାନ, କୁଲଦୀପ
ମୁମ୍ବାଇ,୧୩।୧୦: ଆଇପିଏଲ ୨୦୨୨ରେ ଚମତ୍କାର ବୋଲିଂ କରିଥିବା ଉମରାନ ମଲିକ ଏବଂ କୁଲଦୀପ ସେନ ଭିସା ନ ପାଇ କାରଣରୁ ଅଷ୍ଟ୍ରେଲିଆ ଯାଇପାରିବେ ନାହିଁ। ଏହି ଦୁଇ ଖେଳାଳି ଅଷ୍ଟ୍ରେଲିଆରେ ଟି-୨୦ ବିଶ୍ୱକପ ଖେଳୁଥିବା ଦଳର ନେଟ ବୋଲର ଭାବରେ ମନୋନୀତ…
ଆଣବିକ ଯୁଦ୍ଧ ଆଶଙ୍କା, ଆମେରିକା କିଣୁଛି ଆୟୋଡ଼ିନ ଟାବଲେଟ…
ଓ୍ବାଶିଂଟନ,୧୩।୧୦ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଯୁଦ୍ଧରେ ଏବେ ଆଣବିକ ଆକ୍ରମଣର ଆଶଙ୍କା ମଧ୍ୟ ବୃଦ୍ଧି ପାଉଛି। ତାଙ୍କର ସୀମା ତଥା ସାବଭୌମତ୍ୱର ସୁରକ୍ଷା ପାଇଁ ସେ ଆଣବିକ ଅସ୍ତ୍ରଶସ୍ତ୍ରର ବ୍ୟବହାରକୁ ହାତଛଡ଼ା କରିବେ…
ଲକ୍ଷ୍ୟ ପୂରଣ କରିବାରେ ବିଫଳ ହୋଇଛି ଜାତିସଂଘ
ଇସଲମାବାଦ,୧୩ା୧୦: ଜାତିସଂଘ ଲକ୍ଷ୍ୟ ପୂରଣ କରିବାରେ ବିଫଳ ହୋଇଛି ଏହାର କାରଣ ହେଉଛି ଜାତିସଂଘ ପାକିସ୍ତାନ ବନ୍ୟା ପ୍ରପୀଡ଼ିତଙ୍କ ପାଇଁ ସ୍ଥିର କରିଥିବା ଅର୍ଥର ଅଧା ମଧ୍ୟ ସଂଗ୍ରହ କରିବାରେ ସକ୍ଷମ ହୋଇ ନାହିଁ। କେବଳ ଏତିକି ନୁହେଁ, ବର୍ତ୍ତମାନ ଜାତିସଂଘ…
ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ ବିମାନ
ହାଇଦ୍ରାବାଦ,୧୩।୧୦: ଗୋଆରୁ ଆସୁଥିବା ଏକ ସ୍ପାଇସଜେଟ ବିମାନ ହାଇଦ୍ରାବାଦ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିଛି। ବିମାନର କ୍ୟାବିନରେ ଧୂଆଁ ଦେଖାଯିବା ପରେ ବିମାନଟି ଜରୁରୀକାଳୀନ ଅବତରଣ କରିଥିଲା। ଡିଜିସିଏ ଦେଇଥିବା ସୂଚନା ଅନୁଯାୟୀ, ବିମାନର ସୁରକ୍ଷିତ ଅବତରଣ ପରେ ବିମାନର ଯାତ୍ରୀମାନଙ୍କୁ…
ବନ୍ୟା ପ୍ରପୀଡ଼ିତଙ୍କୁ ସାହାଯ୍ୟ କରିବା ପାଇଁ ପାକିସ୍ତାନରୁ ମୁହଁ ଫେରାଇଲା ଓଆଇସି
ଇସଲମାବାଦ,୧୩ା୧୦: ପାକିସ୍ତାନରେ ହୋଇଥିବା ବନ୍ୟା ପରିସ୍ଥିତି ସମ୍ପର୍କରେ କାହାକୁ ଅଜଣା ନାହିଁ। ଏହି ବନ୍ୟାରେ ୬୦-୬୫ ଲକ୍ଷ ଲୋକ ଭୂମିହୀନ ହୋଇଛନ୍ତି। ୧୭୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଲକ୍ଷ ଲକ୍ଷ ଗୋରୁ ବନ୍ୟାରେ ଭାସି ଯାଇଛନ୍ତି। ଲକ୍ଷ ଲକ୍ଷ ହେକ୍ଟର…
ଏସିଆ କପ୍ ଫାଇନାଲରେ ଭାରତ
ଢାକା,୧୩।୧୦: ହରମାନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ମହିଳା ଦଳ ଟି -୨୦ଏସିଆ କପ ଫାଇନାଲରେ ପ୍ରବେଶ କରିଛି। ଦଳ ପ୍ରଥମ ସେମିଫାଇନାଲରେ ଥାଇଲ୍ୟାଣ୍ଡକୁ ୭୪ ରନରେ ପରାସ୍ତ କରିଛି। ଏହା ହେଉଛି ଟୁର୍ନାମେଣ୍ଟର ଅଷ୍ଟମ ସିଜନ ଏବଂ ଭାରତୀୟ ଦଳ ପ୍ରତ୍ୟେକ…
ତେଜ ପ୍ରତାପଙ୍କ ସହ ଘଟିଲା ଚମତ୍କାର
ପାଟନା,୧୩।୧୦: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତଥା ବିହାର ମନ୍ତ୍ରୀ ତେଜ ପ୍ରତାପଙ୍କ ଏକ ଚମତ୍କାର ଘଟଣା ଘଟିଛି। ତେଜ ପ୍ରତାପ କହିଛନ୍ତି, ଶିରିଡି ସାଇ ବାବା ତାଙ୍କ ସହ ଚମତ୍କାର କରିଛନ୍ତି। ସେ ଟିଭିରେ ସାଇ ବାବା…
Archives


