ମାଟି ତଳୁ ବାହାରିଲେ ଜଗନ୍ନାଥ
ବାହାନଗା, ୧୩ା୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଆରୁହାବାଡ ପଞ୍ଚାୟତ ଅଗସ୍ତି ସାହିର କମଳାକାନ୍ତ ଅଗସ୍ତିଙ୍କ ଘର ପଛପଟେ ମାଟିତଳୁ ବୁଧବାର ମହାପ୍ରଭୃ ଜଗନ୍ନାଥଙ୍କ ପଥର ମୂର୍ତ୍ତୀକୁ ପରିବାର ଲୋକେ ଉଦ୍ଧାର କରିଛନ୍ତି। ଦୀର୍ଘ ୩ରୁ ୪ବର୍ଷ ତଳେ କମଳାକାନ୍ତଙ୍କ ପୁଅ…
କଟକଣାକୁ ଅଣଦେଖା, ପୁଣି କ୍ଷେପଣାସ୍ତ୍ର ପରୀକ୍ଷଣ କଲେ କିମ୍…
ପ୍ୟୋଙ୍ଗୟାଙ୍ଗ,୧୩।୧୦ : କ୍ଷେପଣାସ୍ତ୍ର ପରୀକ୍ଷଣ କରି କୋରିଆ ଉପଦ୍ୱୀପରେ ଉତ୍ତର କୋରିଆ ଉତ୍ତେଜନା ବୃଦ୍ଧି କରିଛି। ଗୁରୁବାର ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ ଉନ୍ ପୁଣିଥରେ ଦୂରଗାମୀ କ୍ରୁଜ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। କିମ ଜୋଙ୍ଗ ଉନଙ୍କ ତତ୍ତ୍ୱାବଧାନରେ…
ଅର୍ଥ ନିଗମକୁ ଚୂନ ଲଗାଇଲେ ଶିଳ୍ପପତି
ସମ୍ବଲପୁର,୧୩ା୧୦(ବ୍ୟୁରୋ): ମଧ୍ୟମ ଓ କ୍ଷୁଦ୍ର ଶିଳ୍ପ କ୍ଷେତ୍ରକୁ ପ୍ରୋତ୍ସାହନ ଦେବା ପାଇଁ ରାଜ୍ୟରେ ସରକାର ଅର୍ଥ ନିଗମ ଖୋଲିଥିଲେ। ସେ ସମୟରେ ରାଜନେତା, ପ୍ରତିଷ୍ଠିତ ବ୍ୟବସାୟୀ ଏହା ଦ୍ୱାରା ବେଶ୍ ଲାଭବାନ ହୋଇଥିଲେ। ସେମାନେ ନିଗମରୁ ବହୁ କୋଟି ଟଙ୍କା ଋଣ…
ଥମୁଛି ସକ୍ରିୟ ମାମଲା-ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ, ୧୩।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୭ ହଜାର ତଳେ ରହିଛି। ଗତ ୨୪…
ସୁଶୀଲ କୁମାରଙ୍କ ବିରୋଧରେ ଚାର୍ଜଫ୍ରେମ
ନୂଆଦିଲ୍ଳୀ,୧୩ା୧୦(ପି.ଟି.): ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର ଚାମ୍ପିୟନ ରେସଲରଙ୍କ ହତ୍ୟା ମାମଲାରେ ଅଲିମ୍ପିକ୍ସ ପଦକ ବିଜେତା ସୁଶୀଲ କୁମାରଙ୍କ ନାମରେ କୋର୍ଟ ଚାର୍ଜଫ୍ରେମ୍ କରିଛନ୍ତି। ବୁଧବାର ଦିଲ୍ଲୀର ଏକ କୋର୍ଟ ସୁଶୀଲ ଏବଂ ଅନ୍ୟ ୧୭ ଜଣ ଦୋଷୀଙ୍କ ବିରୋଧରେ…
କମଲ୍ପ୍ରୀତ ୩ ବର୍ଷ ବାସନ୍ଦ
ନୂଆଦିଲ୍ଳୀ,୧୩ା୧୦(ପି.ଟି.): ଟୋକିଓ ୨୦୨୦ରେ ସଫଳତାର ଶିଖର ଛୁଇଁଥିବା ମହିଳା ଡିସ୍କସ ଥ୍ରୋୟର କମଲପ୍ରୀତ କୌରଙ୍କୁ ୩ ବର୍ଷ ବାସନ୍ଦ କରାଯାଇଛି। ତାଙ୍କ ନମୁନାରେ ନିଷିଦ୍ଧ ଶକ୍ତିବର୍ଦ୍ଧକ ପଦାର୍ଥ ଷ୍ଟାନୋଜୋଲୋଲ ମିଳିଥିବା ବେଳେ ଆଥ୍ଲେଟିକ୍ସ ଇଣ୍ଟେଗ୍ରିଟି ୟୁନିଟ (ଏଆଇୟୁ) ପକ୍ଷରୁ ତାଙ୍କୁ ବାସନ୍ଦ…
ଫିଫା ଫୁଟ୍ବଲ ଫର୍ ସ୍କୁଲ୍ସ କାର୍ଯ୍ୟକ୍ରମ ଆରମ୍ଭ
ଭୁବନେଶ୍ୱର, ୧୨।୧୦ (କ୍ରୀଡ଼ା ପ୍ରତିନିଧି): ଫିଫା ଫୁଟବଲ ଫର ସ୍କୁଲ୍ସ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଗତ ୧୦ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍ଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଏମ୍ପି ଅଚ୍ୟୁତ ସାମନ୍ତ କନ୍ଧମାଳ ଓ ବୌଦ୍ଧ…
‘ଆମେରିକା ସମକକ୍ଷ ପ୍ରଦର୍ଶନ କରିପାରିଲୁନି’
ଭୁବନେଶ୍ୱର, ୧୩।୧୦: କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଥିବା ୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ୱକପ୍ରେ ଭାରତ ଏହାର ପ୍ରଥମ ମ୍ୟାଚରେ ଶୋଚନୀୟ ପରାଜୟ ବରଣ କରିଛି। ଆମେରିକା ୮-୦ ଗୋଲରେ ବିଜୟ ସହ ଆଗକୁ ବଢ଼ିଛି। ଏଜ୍ ଗ୍ରୁପ୍ରେ ବିଶ୍ୱର…
ବିପର୍ଯ୍ୟୟ ପାଇଁ ସତର୍କତା ଜରୁରୀ
ବିପର୍ଯ୍ୟୟ କ୍ଷେତ୍ରରେ ବହୁ ଧନ ଜୀବନ ହାନି ହୋଇଥାଏ। ତେବେ ଏନେଇ ପୂର୍ବରୁ ସତର୍କ ହେଲେ ଧନଜୀବନ ସୁରକ୍ଷିତ ରହିଥାଏ। ଏନେଇ ସଚେତନତା ବୃଦ୍ଧି ପାଇଁ ପ୍ରତିବର୍ଷ ଅକ୍ଟୋବର ୧୩ରେ ବିଶ୍ୱ ବିପର୍ଯ୍ୟୟ ଦିବସ ପାଳନ କରାଯାଇଥାଏ। ଅନ୍ତର୍ଜାତୀୟ ଦିବସ ପ୍ରତ୍ୟେକ…
ସ୍ବାସ୍ଥ୍ୟ ହିଁ ସମ୍ପଦ
କୁହାଯାଏ ସୁସ୍ଥ ଶରୀର ହିଁ ସମ୍ପଦ। ଶରୀର ପ୍ରତି ଯତ୍ନବାନ ହେଲେ ସହଜରେ କୌଣସି ଶାରୀରିକ ସମସ୍ୟା ସୃଷ୍ଟି ହୋଇ ନ ଥାଏ। ଶରୀର ମଧ୍ୟରେ ଦୃଷ୍ଟିଶକ୍ତି ହେଉଛି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଦୃଷ୍ଟି ଶକ୍ତି ବଜାୟ ରଖିବା ଏବଂ ଏଥିନେଇ ଦେଖାଦେଉଥିବା…
ବିଶ୍ୱ ର଼୍ୟାଙ୍କିଙ୍ଗ୍ରେ ଉପରକୁ ଉଠିଲା କିଟ୍
ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ଟାଇମ୍ସ ହାୟର ଏଜୁକେଶନ୍ ବିଶ୍ୱ ବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗ୍-୨୦୨୩ ବୁଧବାର ପ୍ରକାଶ ପାଇଛି। ଏଥିରେ କିଟ୍ ବିଶ୍ୱବିଦ୍ୟାଳୟ ଭଲ ପ୍ରଦର୍ଶନ କରିବା ସହ ଉପରକୁ ଉଠିଛି। ପୂର୍ବବର୍ଷ କିଟ୍ ୮୦୧+ ସ୍ଥାନରେ ରହିଥିବାବେଳେ ଏବର୍ଷ ୨ଶହ ର଼୍ୟାଙ୍କ ଉନ୍ନୀତ ହୋଇ…
ଏସ୍ବିଆଇ ପକ୍ଷରୁ ଉତ୍ସବ ବୋନାଞ୍ଜା
ନୂଆଦିଲ୍ଲୀ,୧୩।୧୦: ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସ୍ବିଆଇ) ର ଆବାସିକ ଗୃହଋଣ ପରିମାଣ ୬ ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି। ଏହି ପରିପ୍ରେକ୍ଷୀରେ ଏସ୍ବିଆଇ ପକ୍ଷରୁ ଗୃହଋଣ ଗ୍ରାହକମାନଙ୍କ ପାଇଁ ଉତ୍ସବ ବୋନାଞ୍ଜା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଉତ୍ସବ ବୋନାଞ୍ଜାରେ…
Archives


