Home

ଯାଞ୍ଚ୍‌ ଏଜେନ୍ସିର ଅପବ୍ୟବହାର, ବିଧାନସଭାରେ କେନ୍ଦ୍ର ବିରୋଧୀ ପ୍ରସ୍ତାବ ଆଣିବ ଟିଏମ୍‌ସି…

ନୂଆଦିଲ୍ଲୀ, ୬।୯ : ପଶ୍ଚିମବଙ୍ଗରେ ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଦୀର୍ଘ ଦିନ ଧରି କେନ୍ଦ୍ରୀୟ ଅନୁସନ୍ଧାନକାରୀ ସଂସ୍ଥାଗୁଡ଼ିକର ଅପବ୍ୟବହାର ଅଭିଯୋଗ କରିଆସୁଛି। ଏହା ବିରୋଧରେ ସେ ବର୍ତ୍ତମାନ ବଙ୍ଗଳା ବିଧାନସଭାର ମୌସୁମୀ ଅଧିବେଶନରେ ଏକ ସଂକଳ୍ପ ଆଣିବାକୁ ଚିନ୍ତା କରୁଛନ୍ତି।…

ଆକ୍ରମଣ କରୁଥିବା ଶକ୍ତି ପ୍ରତି ସଚେତନତା ଜରୁରୀ: ମୋଦି…

ନୂଆଦିଲ୍ଲୀ,୬।୯ : ମଙ୍ଗଳବାର ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ସହ ସାକ୍ଷାତ ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଛନ୍ତି। ଏଠାରେ ଦୁଇ ନେତା ପରସ୍ପରକୁ ଅଭିନନ୍ଦନ ଜଣାଇ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦିନକୁ ଦିନ…

ଆପଣ ପତଳା ହୋଇଥିଲେ…

ବ୍ଲାକ୍‌ ଟି’ ଶଟର୍‌ସ ସହିତ ରାପିଂ ସ୍କର୍ଟ ଆପଣଙ୍କୁ ଭଲ ମାନିବ। ଏହା ଆପଣଙ୍କ ପର୍ସନାଲିଟିକୁ ବହୁତ ବୋଲ୍ଡ ଦେଖାଯିବାରେ ସାହାଯ୍ୟ କରିବ। ଆପଣ ଏହି ଆଉଟ୍‌ଫିଟ୍‌ ସହିତ ବ୍ଲାକ୍‌ ବୁଟ୍‌ ପିନ୍ଧିପାରିବେ, ଯାହା ଆପଣଙ୍କୁ ଅଧିକ ଷ୍ଟାଇଲିଶ୍‌ ଦେଖାଯିବାରେ ସାହାଯ୍ୟ…

ସୁସ୍ଥ କେଶ ପାଇଁ ପିଆଜ ରସ

ଯଦି ଆପଣଙ୍କର କେଶ ପତଳା ହୋଇଥାଏ, ତେବେ ପିଆଜ ସାହାଯ୍ୟରେ କିପରି କେଶକୁ ମୋଟା କରିବେ ଜାଣନ୍ତୁ ଏ ସମ୍ପର୍କରେ କେତୋଟି ଟିପ୍ସ… ପିଆଜ ରସରେ ଥିବା ସଲ୍‌ଫର କେଶକୁ ମୋଟା ଓ ଲମ୍ବା କରିବାରେ ସାହାଯ୍ୟ କରିଥାଏ। ପିଆଜ ରସକୁ…

ଦୈନିକ ସଂକ୍ରମଣ ୫ ହଜାର ତଳେ…

ନୂଆଦିଲ୍ଲୀ, ୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫୩ ହଜାର ତଳେ ରହିଛି। କେରଳରେ ସତର୍କ ସୂଚନା…

କେବଳ ଆର୍ଯ୍ୟ ସମାଜର ବିବାହ ପ୍ରମାଣପତ୍ର ଯଥେଷ୍ଟ ନୁହେଁ: ହାଇକୋର୍ଟ

ପ୍ରୟାଗରାଜ,୬।୯: ବିବାହ ପ୍ରମାଣ କରିବା ପାଇଁ ଆର୍ଯ୍ୟ ସମାଜ ମନ୍ଦିରର ବିବାହ ପ୍ରମାଣପତ୍ର ଯଥେଷ୍ଟ ନୁହେଁ। ଏକ ଆବେଦନର ଶୁଣାଣି ସମୟରେ ଏଭଳି ମନ୍ତବ୍ୟ ଦେଇଛନ୍ତି ଆହ୍ଲାବାଦ ହାଇକୋର୍ଟ। ଏଥିସହ ନିଜ ପତ୍ନୀଙ୍କୁ ଫେରାଇ ଆଣିବା ପାଇଁ ଜଣେ ବ୍ୟକ୍ତିଙ୍କ ଦ୍ୱାରା…

କିପରି କମାଇବେ ବିଜୁଳି ବିଲ୍‌

ବିଜୁଳି ବିଲ୍‌କୁ ନେଇ ଆପଣ ଚିନ୍ତିତ କି? ଯଦି ହଁ, ତେବେ ନିମ୍ନୋକ୍ତ କେତୋଟି ଟିପ୍ସକୁ ଆପଣାଇଲେ କିଛିମାତ୍ରାରେ ବିଜୁଳି ବିଲ୍‌ କମାଇ ପାରିବେ… ଯଦି ରୁମ୍‌ରେ କେହିନାହାନ୍ତି ଏବଂ ସେଠାରେ ଲାଇଟ୍‌ ଜଳୁଛି କିମ୍ବା ଫ୍ୟାନ୍‌ ବୁଲୁଛି, ତେବେ ସେ…

ଘର ଭଡ଼ା ନେଉଥିଲେ…

ମନଲାଖି ଘରଭଡା ଟିଏ ମିଳିବା ବହୁତ କଷ୍ଟାସାଧ୍ୟ ହୋଇଗଲାଣି। ଘର ମାଲିକ କିପରି ତାହା ମଧ୍ୟ ଭଲ ଭାବେ ବୁଝିସୁଝି ନେଲେ ଭଲ । କୌଣସି କର୍ମଜୀବୀ ହୁଅନ୍ତୁ ଅବା ଶିକ୍ଷା କିମ୍ବା କୌଣସି ବିଷୟରେ ଟ୍ରେନିଂ ନେବାକୁ ସହରକୁ ଆସି…

ପ୍ରଧାନମନ୍ତ୍ରୀ ହେବାକୁ ମୋର ଇଚ୍ଛା ନାହିଁ: ନୀତୀଶ କୁମାର

ନୂଆଦିଲ୍ଲୀ,୬।୯: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଙ୍ଗଳବାର ଦିଲ୍ଲୀ ଗସ୍ତ ସମୟରେ ସିପିଆଇ-ଏମ ନେତା ସୀତାରାମ ୟେଚୁରୀଙ୍କୁ ଭେଟିଛନ୍ତି। ସାକ୍ଷାତ ପରେ ଉଭୟ ନେତା ଗଣମାଧ୍ୟମ ସହିତ ଆଲୋଚନା କରିଥିଲେ। ଏହି ସମୟରେ ନୀତୀଶ କହିଛନ୍ତି, ତାଙ୍କର ପ୍ରଧାନମନ୍ତ୍ରୀ ହେବାକୁ ଇଚ୍ଛା…

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଯବାନଙ୍କ ଉପରେ ଚଳାଇଲା ଗୁଳି

ଶ୍ରୀନଗର,୬।୯: ପାକିସ୍ତାନ ନିଜ ମନ୍ଦ ଆଚରଣରୁ ବାଦ୍‌ ପଡ଼ୁନି। ଲଗାତର ଭାରତ ବିରୋଧରେ ଷଡ଼ଯନ୍ତ୍ର ରଚୁଥିବା ବେଳେ ଅସ୍ତ୍ରବିରତି ଉଲ୍ଲଂଘନ ମଧ୍ୟ ଜାରି ରହିଛି। ଇତିମଧ୍ୟରେ ମଙ୍ଗଳବାର ପୁଣି ଥରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ସୈନିକମାନେ ସୀମାରେ ବାଡ଼…

ଘରୋଇ କ୍ରିକେଟକୁ ଅଲବିଦା କହିଲେ ରାଇନା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟର୍‌ ସୁରେଶ ରାଇନା ଘରୋଇ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। କିନ୍ତୁ ସେ କ୍ରିକେଟ ଖେଳିବା ଜାରି ରଖିବେ। ରାଇନା ଦକ୍ଷିଣ ଆଫ୍ରିକା, ୟୁଏଇ ଏବଂ ଶ୍ରୀଲଙ୍କାର ଟି-୨୦ ଲିଗର ପରବର୍ତ୍ତୀ ସିଜନରେ ଅଂଶଗ୍ରହଣ କରିବାର ସମ୍ଭାବନା ରହିଛି।…

ମୁଁ ବି ଟ୍ରାଫିକ୍‌ ନିୟମ ଭାଙ୍ଗିଛି: ଗଡକରୀ

ନୂଆଦିଲ୍ଲୀ,୬।୯: ଜଣାଶୁଣା ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରୀଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ପରେ ସଡକ ସୁରକ୍ଷା ବୈଶିଷ୍ଟ୍ୟକୁ ନେଇ ଅନେକ ପ୍ରଶ୍ନ ଉଙ୍କି ମାରୁଛି। ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି ଯେ, ସେ ପଛ ସିଟରେ ବସିଥିଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri