Home

ପଦାରେ ପଡ଼ିଲା ବନ ବିଭାଗ ଚାରା ଦୁର୍ନୀତି

ମାଥିଲି, ୬।୯ (ଡି.ଏନ.ଏ.):ମାଲକାନଗିରି ଜିଲା ମାଥିଲି ବ୍ଲକରେ ବନ ବିଭାଗର ଚାରାରୋପଣରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ମାଥିଲି ବ୍ଲକର ଗୋଡିଆଳି ଗ୍ରାମର ଗୋଡିଆଳି ସଂରକ୍ଷିତ ଜଙ୍ଗଲରେ ଚଳିତ ବର୍ଷ ବନ ବିଭାଗ ୩୦ ହେକ୍ଟର ଜମିରେ ଚାରାରୋପଣ କରିଥିବା କହୁଥିବା…

‘କେଉଁ ପ୍ରକାର ମେସେଜ୍‌ ଚାହୁଁଥିଲେ କୋହଲି’

ନୂଆଦିଲ୍ଲୀ,୬।୯: ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ପରାଜୟ ପରେ ବିରାଟ କୋହଲି ଏକ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ କହିଥିଲେ, ମୁଁ ଟେଷ୍ଟ ଅଧିନାୟକତ୍ୱ ଛାଡିବା ପରେ କେବଳ ଜଣେ ବ୍ୟକ୍ତିଙ୍କଠାରୁ ମେସେଜ୍‌ ପାଇଥିଲି। ସେ ହେଉଛନ୍ତି ମହେନ୍ଦ୍ର ସିଂ ଧୋନୀ।…

ସୋସିଆଲ ମିଡିଆରେ ଅର୍ଶଦୀପଙ୍କୁ ଆକ୍ଷେପ

ନୂଆଦିଲ୍ଲୀ, ୬ା୯ (ପି.ଟି.):୩୬ବର୍ଷ ପୂର୍ବେ ଚେତନ ଶର୍ମାଙ୍କର ଯାହା ଘଟିଥିଲା ଏବେ ଅର୍ଶଦୀପ ସିଂଙ୍କ କ୍ଷେତ୍ରରେ ତାହା ଦେଖିବାକୁ ମିଳିଛି। ସମାନ ଦଳ ପାକିସ୍ତାନ ବିପକ୍ଷରେ ପୁଣି ତାହା ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ। ଅବଶ୍ୟ ଦୁବାଇ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମର ରୂପରେଖ…

ଦିଲ୍ଲୀ ମଦ ଦୁର୍ନୀତି ମାମଲା: ୩୦ରୁ ଅଧିକ ସ୍ଥାନରେ ଇଡି ଚଢାଉ

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଏବେ ଆକ୍ସନ ମୋଡ୍‌ରେ ଅଛି। ମଙ୍ଗଳବାର ଏକାସାଙ୍ଗରେ ୩୦ରୁ ଅଧିକ ସ୍ଥାନରେ ଚଢାଉ କରାଯାଉଛି। ସୂଚନା ଅନୁଯାୟୀ, ଦିଲ୍ଲୀ, ଉତ୍ତରପ୍ରଦେଶ, ପଞ୍ଜାବ, ହରିୟାଣା, ତେଲେଙ୍ଗାନା ସମେତ ମହାରାଷ୍ଟ୍ରରେ ଇଡି ଅଧିକାରୀଙ୍କ…

ଗୁରୁଙ୍କ ଆଶୀର୍ବାଦ ନେଲେ ଏମ୍‌ପି

ନୀଳଗିରି, ୬।୯(ସ୍ବ.ପ୍ର.)-ପବିତ୍ର ଗୁରୁଦିବସ ଅବସରରେ ସୋମବାର ବାଲେଶ୍ୱର ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ତାଙ୍କ ଶିକ୍ଷକ ତ୍ରିଲୋଚନ ସାହୁଙ୍କ ଘରକୁ ଯାଇ ଆଶୀର୍ବାଦ ନେଇଛନ୍ତି। ନୀଳଗିରି ଏନ୍‌ଏସି ଅଧୀନ ବାଲିଗୋହିରୀସ୍ଥିତ ବାସଭବନକୁ ଯାଇ ଏମ୍‌ପି ଗୁରୁଙ୍କ ସ୍ବାସ୍ଥ୍ୟବସ୍ଥା…

‘ବ୍ରହ୍ମାସ୍ତ୍ର’ ଫିଲ୍ମ ପାଇଁ ରଣବୀର-ଆଲିଆ ନେଇଛନ୍ତି ଏତିକି ଫିସ୍‌

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁରଙ୍କ ଆଗାମୀ ଫିଲ୍ମ ବ୍ରହ୍ମାସ୍ତ୍ର ଏବେ ଚର୍ଚ୍ଚାରେ ଅଛି। ଏହି ଫିଲ୍ମ ୯ ସେପ୍ଟେମ୍ବରରେ ପ୍ରେକ୍ଷାଳୟକୁ ଆସିବାକୁ ଯାଉଛି। ବ୍ରହ୍ମାସ୍ତ୍ରରେ ପ୍ରଥମ ଥର ପାଇଁ ରିଅଲ ଲାଇଫ ଦମ୍ପତି ଆଲିଆ ଏବଂ ରଣବୀର…

ଦେଶରେ କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୬।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪,୪୧୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୬ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା…

ହୃଦଘାତରେ ବିଧାୟକଙ୍କ ପରଲୋକ

ଲକ୍ଷ୍ନୌ,୬।୯: ଉତ୍ତରପ୍ରଦେଶର ଗୋଲା ବିଧାନସଭାର ପାଞ୍ଚ ଥରର ବିଧାୟକ ଅରବିନ୍ଦ ଗିରିଙ୍କ ହୃଦଘାତରେ ମଙ୍ଗଳବାର ସକାଳୁ ପରଲୋକ ଘଟିଛି। ଅରବିନ୍ଦ ବର୍ତ୍ତମାନ ଭାଜପାର ବିଧାୟକ ଥିଲେ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କ ମୃତ୍ୟୁରେ ସମବେଦନା ଜଣାଇଛନ୍ତି। ସୂଚନାଯୋଗ୍ୟ, ଅରବିନ୍ଦ ଗିରି ଗତ…

ଆଜି ଭାରତ ପାଇଁ ‘କର ବା ମର’ ମ୍ୟାଚ୍‌: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ

ଦୁବାଇ,୬।୯: ଏସିଆ କପ ୨୦୨୨ରେ ଆଜି ଭାରତୀୟ ଦଳ ସୁପର-୪ ରାଉଣ୍ଡରେ ଦ୍ୱିତୀୟ ମ୍ୟାଚ ଖେଳିବ। ପ୍ରଥମ ମ୍ୟାଚ ପାକିସ୍ତାନଠାରୁ ହାରିବା ପରେ ଭାରତ ପାଇଁ ଏହି ମ୍ୟାଚ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହେବ। ଏହି ମ୍ୟାଚ ଜିତିବା ପରେ ହିଁ ଭାରତୀୟ…

‘ଭାରତ ଏକ ବଡ଼ ଦେଶ,ବହୁତ କିଛି କରିପାରିବ’

ନୂଆଦିଲ୍ଲୀ,୬।୯: ଚାରି ଦିନିଆ ଭାରତ ଗସ୍ତରେ ଥିବା ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ରୋହିଙ୍ଗ୍ୟା ଶରଣାର୍ଥୀ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସାହାଯ୍ୟ ଆଶା କରୁଛନ୍ତି। ସେ କହିଛନ୍ତି, ଭାରତ ଏକ ବଡ ଦେଶ। ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ସମସ୍ୟାର ମୁକାବିଲା ପାଇଁ ବାଂଲାଦେଶକୁ…

ବନ୍ୟାବିପନ୍ନଙ୍କ ଦୁଃଖ ଦୂରହେଉନି

ଯାଜପୁର ଅଫିସ,୬ା୯:ଦଶରଥପୁର ବ୍ଲକ ଅନ୍ତର୍ଗତ ଦତ୍ତପୁର ପଞ୍ଚାୟତରେ ବନ୍ୟା ବିପନ୍ନଙ୍କ ଦୁଃଖ ଏଯାଏ ଦୂର ହୋଇ ପାରିନାହିଁ। ଏହାକୁ ସମାଧାନ କରିବାରେ ବ୍ଲକ ପ୍ରଶାସନ ବିଫଳ ହୋଇଛି ବୋଲି ସୋମବାର ବିଭିନ୍ନ ଯୁବ ସଂଗଠନ ପକ୍ଷରୁ ଅଭିଯୋଗ ହୋଇଛି। ଏକ ଖବରଦାତା…

ବ୍ୟାସନଗରକୁ ଭାରି କଠିନ ବର୍ଜ୍ୟବସ୍ତୁ

ଯାଜପୁର ରୋଡ୍‌,୬ା୯(ଡି.ଏନ.ଏ.):ରାଜ୍ୟର ସମସ୍ତ ପୌର ଓ ପଞ୍ଚାୟତ କର୍ତ୍ତୃପକ୍ଷଙ୍କୁ କଠିନ ବର୍ଜ୍ୟବସ୍ତୁର ଠିକ୍‌ ପରିଚାଳନା ପାଇଁ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ନିର୍ଦ୍ଦେଶ ଜାରି କରିଛନ୍ତି। କୌଣସି ବର୍ଜ୍ୟବସ୍ତୁକୁ ଖୋଲା ସ୍ଥାନ ତଥା ଆବର୍ଜନା ପକାଯାଉଥିବା ସ୍ଥାନରେ ଜଳାଇବା ସମ୍ପୂର୍ଣ୍ଣ ନିଷେଧ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri