Home

ଟସ୍‌ ଜିତିଲା ଭାରତ

ପୋର୍ଟ ଅଫ୍‌ ସ୍ପେନ୍‌,୨୭।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ତ୍ରିନିଦାଦର କ୍ୱିନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଅଧିନାୟକ ଶିଖର ଧାୱନ ଟସ…

କନ୍ଦମୂଳ ଉତ୍ପାଦନରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ରାଜ୍ୟରେ ଉଦ୍ୟାନ କୃଷି ସଫଳତାର ସହ କୃଷକଙ୍କ ନିକଟରେ ପହଞ୍ଚି ପାରିଛି। ଜାତୀୟ ଉଦ୍ୟାନ ବୋର୍ଡ ତଥ୍ୟ ଅନୁଯାୟୀ ସର୍ବ ଭାରତୀୟସ୍ତରରେ ଫଳ ଓ ପନିପରିବା ଉତ୍ପାଦନରେ ଓଡ଼ିଶାର ସ୍ଥାନ ଅନ୍ୟତମ। କନ୍ଦମୂଳରେ ଓଡ଼ିଶା ପ୍ରଥମ ସ୍ଥାନରେ ଥିବାବେଳେ…

ସ୍ପାଇସଜେଟ୍‌ ଉପରେ ଡିଜିସିଏର ବଡ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୭।୭: ସ୍ପାଇସଜେଟ୍‌ ଉପରେ ବୁଧବାର ଏକ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଡାଇରେକ୍ଟୋରେଟ ଜେନେରାଲ ସିଭିଲ ଆଭିଏସନ (ଡିଜିସିଏ)। ସ୍ପାଇସଜେଟ୍‌ର ୫୦ ପ୍ରତିଶତ ବିମାନକୁ ୮ ସପ୍ତାହ ପାଇଁ ସ୍ଥଗିତ ରଖାଯାଇଛି। ବିମାନରେ ଥିବା ତ୍ରୁଟିକୁ ଦୃଷ୍ଟିରେ ରଖି ଡିଜିସିଏ ଏହି…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୬୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୦୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୯୩,୯୫୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ବାଡ଼ ଖାଉଛି ଫସଲ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ବାଡ଼ ଖାଉଛି ଫସଲ। ରାଜ୍ୟରେ ତଳସ୍ତରରୁ ଉପରଯାଏ ଦୁର୍ନୀତି ଭରି ରହିଛି। ପର୍ସେଣ୍ଟେଜ୍‌(ପିସି) କାରବାର ବୃଦ୍ଧି ପାଇଛି। ସରକାରଙ୍କ ସମସ୍ତ ବିଭାଗରେ ପୁଳାପୁଳା ଦୁର୍ନୀତି। ଏଥିରେ ତଳଶ୍ରେଣୀର କର୍ମଚାରୀଠାରୁ ଆରମ୍ଭ କରି ଉପର ଅଫିସର ପର୍ଯ୍ୟନ୍ତ ଏକ ର଼୍ୟାକେଟ…

ବିଏସଏନଏଲକୁ ପୁନରୁଦ୍ଧାର ପାଇଁ ୧.୬୪ ଲକ୍ଷ କୋଟିର ପ୍ୟାକେଜ୍‌ ଘୋଷଣା

ନୂଆଦିଲ୍ଲୀ,୨୭।୭: ମୋଦି କ୍ୟାବିନେଟ ପକ୍ଷରୁ ବୁଧବାର ବିଏସଏନଏଲ ପୁନରୁଦ୍ଧାର ପାଇଁ ପ୍ୟାକେଜ ଅନୁମୋଦନ କରାଯାଇଛି। କ୍ୟାବିନେଟ ବୈଠକ ପରେ ଟେଲିକମ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଏସଏନଏଲ ପାଇଁ ୧.୬୪ ଲକ୍ଷ କୋଟିର ପ୍ୟାକେଜ ଘୋଷଣା…

ବାଇଡେନ-ଜିନ୍‌ପିଙ୍ଗ୍‌ଙ୍କ ମଧ୍ୟରେ ହେବ ଆଲୋଚନା

ଓ୍ବାଶିଂଟନ,୨୭ା୭: ତାଇଓ୍ବାନ ଏବଂ ୟୁକ୍ରେନ ଯୁଦ୍ଧକୁ ନେଇ ୪ ମାସର ତିକ୍ତତା ବୃଦ୍ଧି ପରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନ୍‌ଫିଙ୍ଗ୍‌ ଗୁରୁବାର ଆଲୋଚନା କରିବେ। ଆମେରିକାର ଜଣେ ଅଧିକାରୀଙ୍କ କହିବାନୁସାରେ, ଦୁଇ ନେତାଙ୍କ ମଧ୍ୟରେ…

‘ମୁଁ ଦୁନିଆ ଛାଡ଼ିଦେବି’

ଚପଳ ଶିଶୁ। ସେମାନଙ୍କର ମନ ସର୍ବଦା ଖେଳିବା, ବୁଲିବାରେ ବ୍ୟସ୍ତ। କିନ୍ତୁ ଆଜିର ପିଲାମାନେ ଟିଭି, ମୋବାଇଲ ଦେଖି ଏତେ ବଡ଼ ବଡ଼ କଥା ଶିଖୁଛନ୍ତି, ସେମାନଙ୍କ କଥା ଶୁଣି ବଡ଼ମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଉଛନ୍ତି। ସୋସିଆଲ ମିଡିଆରେ ଏହିପରି ଏକ…

ଦୁଇଦିନ ପରେ ସମସ୍ତ କଥା କହିବେ ବାବୁସାନ୍‌

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ଅନେକ ତର୍କ, ବିତର୍କ, ଆଶା, ଆଶଙ୍କା ମଧ୍ୟରେ ଓଲିଉଡ୍‌ ଅଭିନେତା ବାବୁସାନ୍‌ ମହାନ୍ତି ବୁଧବାର ଓଡ଼ିଶା ଫେରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବାବୁସାନ୍‌ ସିଧା ଘରକୁ ଯାଇଥିଲେ। ଗଣମାଧ୍ୟମ ଆଗରେ ସେ କିଛି କହି ନ ଥିଲେ। କିନ୍ତୁ…

‘ଭାଜପା ଯୋଗାଯୋଗରେ ଅଛନ୍ତି ୩୮ ଟିଏମ୍‌ସି ଏମ୍‌ପି’

କୋଲକତା,୨୭।୭: ଅଭିନେତାରୁ ରାଜନେତା ପାଲଟିଥିବା ମିଥୁନ ଚକ୍ରବର୍ତ୍ତୀ ବୁଧବାର ବଡ଼ ଦାବି କରିଛନ୍ତି। ୩୮ ଟିଏମସି ବିଧାୟକ ଭାଜପା ସହ ଯୋଗାଯୋଗରେ ଥିବା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀ କହିଛନ୍ତି। ବୁଧବାର କୋଲକତାର ପାର୍ଟି କାର୍ଯ୍ୟାଳୟରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀ…

ଯମଜ ସନ୍ତାନ ନେଇ ମୁହଁ ଖୋଲିଲେ ଆଲିଆ

ବି ଟାଉନ୍‌ରେ ରଣବୀର କପୁର ଏବଂ ଆଲିଆ ଭଟ୍ଟ ପାଓ୍ବାରଫୁଲ୍‌ ଯୋଡି ଭାବେ ଜଣାଶୁଣା। ଖୁବ ଶୀଘ୍ର ଉଭୟ ନିଜର ପ୍ରଥମ ସନ୍ତାନକୁ ଏହି ଦୁନିଆକୁ ସ୍ବାଗତ କରିବାକୁ ଯାଉଛନ୍ତି। ଏନେଇ ଦୁହେଁ ବେଶ୍‌ ଖୁସି ଅଛନ୍ତି। କିନ୍ତୁ ଉଭୟଙ୍କ ପାଇଁ…

ନିଆଁର ନଦୀ, ଭିଡିଓ ଦେଖିଲେ…

ପ୍ରକୃତିର ଅନେକ ରୂପ ଆମେ ପୃଥିବୀରେ ଦେଖିଥାଉ। କେଉଁଠି ଜଳ ବ୍ୟାପିଛି ତ କେଉଁଠି ପାହାଡ଼, ପର୍ବତ ରହିଛି। ସେହିପରି ଆଉ କେଉଁଠି ଶୀତଳ ଆଚ୍ଛାଦିତ ବରଫ ଥିବା ବେଳେ ମରୁଭୂମି ବି ରହିଛି। ଅନେକ ସମୟରେ ଲୋକେ ପୃଥିବୀର ସୁନ୍ଦର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri