Home

ବିଶ୍ୱର ସବୁଠୁ ବଡ଼ ମୁସଲମାନ ଦେଶ ହୋଇଯିବ ଭାରତ! ଜାଣନ୍ତୁ ହିନ୍ଦୁମାନଙ୍କ ସ୍ଥିତି କୋଉଠି

ନୂଆଦିଲ୍ଲୀ,୧୨।୭: ବିଶ୍ୱରେ ମୁସଲମାନ ସମ୍ପ୍ରଦାୟ ସବୁଠାରୁ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଧାର୍ମିକ ଗୋଷ୍ଠୀ ଭାବରେ ଉଭା ହୋଇଛି। ବିଶ୍ୱରେ ଖ୍ରୀଷ୍ଟିଆନ ଜନସଂଖ୍ୟା ହ୍ରାସ ପାଇଛି। ପ୍ୟୁ ରିସର୍ଚ୍ଚ ସେଣ୍ଟର ଦ୍ୱାରା ଏକ ସାମ୍ପ୍ରତିକ ରିପୋର୍ଟରେ ପ୍ରକାଶିତ ହୋଇଛି। ଏହି ରିପୋର୍ଟରେ…

୫ ଉଇକେଟ୍‌ ନେବାପରେ ବି ସେଲିବ୍ରେଶନ୍‌ କଲେ ନାହିଁ ବୁମ୍‌ରା: ଜାଣନ୍ତୁ କାହିଁକି

ଲର୍ଡସ,୧୨।୭: ଭାରତୀୟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଜସପ୍ରିତ ବୁମରା ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟର ପ୍ରଥମ ଇନିଂସରେ ଚମତ୍କାର ବୋଲିଂ କରିଥିଲେ ଏବଂ ୫ ଜଣ ଇଂଲଣ୍ଡ ବ୍ୟାଟସମ୍ୟାନଙ୍କୁ ପ୍ୟାଭିଲିୟନ ପଠାଇଥିଲେ। ଏହା ସହିତ ସେ ପୂର୍ବତନ ଭାରତୀୟ ଅଧିନାୟକ…

ମାଲ୍‌ବାହୀ ଟ୍ରେନ୍‌ର ୧୧ ବଗି ଲାଇନ୍‌ଚ୍ୟୁତ

ବୀରମିତ୍ରପୁର,୧୨ା୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁରଠାରେ ଶନିବାର ଏକ ମାଲବାହୀ ଟ୍ରେନ୍‌ର ୧୧ଟି ବଗି ଲାଇନଚ୍ୟୁତ ହୋଇଛି। ବୀରମିତ୍ରପୁର ଉପରମାର୍କେଟ ଅଞ୍ଚଳ ନିକଟରେ ଲାଇନଚ୍ୟୁତ ହୋଇଛି। ଚୂନଭଟାରୁ ବୀରମିତ୍ରପୁର ରେଳ ଷ୍ଟେଶନକୁ ଗଲା ବେଳେ ଏହି ଅଘଟଣ ଘଟିଛି।

ବୁମରାଙ୍କ ସୁନାମିରେ ଉଡ଼ିଗଲା ଇଂଲଣ୍ଡ, ଭାଙ୍ଗିଗଲା କପିଲ ଦେବଙ୍କ ରେକର୍ଡ

ଲର୍ଡସ,୧୨।୭: ଲର୍ଡସ ଟେଷ୍ଟରେ ଜସପ୍ରିତ ବୁମରା ଭାରତୀୟ ଦ୍ରୁତ ବୋଲରମାନଙ୍କ ପାଇଁ ଏପର୍ଯ୍ୟନ୍ତ ସ୍ବପ୍ନ ଭଳି କାମ କରିଥିଲେ। କାର୍ଯ୍ୟଭାର ପରିଚାଳନା ଯୋଗୁ ଦ୍ୱିତୀୟ ଟେଷ୍ଟରୁ ବାହାରେ ବସିଥିବା ବୁମରା ତୃତୀୟ ଟେଷ୍ଟର ଦ୍ୱିତୀୟ ସକାଳେ ବଲ ଧରିବା ମାତ୍ରେ ଇଂଲିସ…

ଗୁରୁତ୍ୱପୂର୍ଣ୍ଣ ପଦବୀରେ ନାହାନ୍ତି ଅଧିକାରୀ

ବୈଶିଙ୍ଗା,୧୨ା୭(ରତନ ଦାଶ): ମୟୂରଭଞ୍ଜ ଜିଲା ବାରିପଦା ସଦର ସବ୍‌ଡିଭିଜନ ଅଧୀନରେ ଥିବା ବେତନଟୀ ତହସିଲ ଓ ବ୍ଲକର ପ୍ରଶାସନିକ ସେବା ଯେପରି ଗୁରୁତ୍ୱପୂର୍ଣ୍ଣ ସେହିପରି ମଧ୍ୟ ସମ୍ବେଦନଶୀଳ। ହେଲେ ଦୀର୍ଘ ୬ମାସରୁ ଊଦ୍ଧର୍‌ବ ସମୟ ଧରି ତହସିଲଦାର ପଦବୀ ଓ ୨…

ମେଣ୍ଡୁଲିଙ୍କ ପଛରେ ବଡ଼ ହାତ! ସାମ୍ନାକୁ ଆସିଲା ବଡ଼ ଖୁଲାସା

ଭୁବନେଶ୍ୱର,୧୨।୭: ମୁଣ୍ଡରେ ନାଲି ଗାମୁଛା, ଦେହରେ ମାଟିଆ ପୋଷାକ। ଘର ଆଠମଲ୍ଲିକ। ରାଜ୍ୟ ରାଜନୀତିକୁ ହୁଲସ୍ତୁଲ କରୁଛନ୍ତି ଏହି ନେତା। ଏହି ନେତାଜଣକ ୪ଦିନ ଧରି ରାଜ୍ୟରେ ଡ୍ରାଇଭର ସଂଘ ଆନ୍ଦୋଳନକୁ ଆଗକୁ ବଢାଉଛନ୍ତି। ବଡ଼ବଡ଼ ନେତାଙ୍କ ଠାରୁ ମନ୍ତ୍ରୀ ଯାଏ…

ଶିକ୍ଷକଙ୍କ ବଦଳି ବାତିଲ ଦାବି ନେଇ ତାତିଲେ ଛାତ୍ରୀଛାତ୍ର-ଅଭିଭାବକ

ଛତ୍ରପୁର,୧୨ା୭(ଦିଲ୍ଲୀପ ସାମଲ): ସ୍କୁଲ ଶିକ୍ଷକଙ୍କ ବଦଳି ବାତିଲ କରିବା ନେଇ ଛତ୍ରପୁର ବ୍ଳକ ଟାକିରିଆ ବ୍ରହ୍ମପୁର ଅଭିଭାବକ ଓ ଛାତ୍ରୀ ଛାତ୍ର ଆନ୍ଦୋଳନ କରିଛନ୍ତି। ଶନିବାର ସକାଳୁ ସ୍କୁଲ ଗେଟ୍‌ ଆଗରେ ଆନ୍ଦୋଳନ କରିବା ସହ ଗେଟ୍‌ରେ ତାଲା ପକାଇ ରଖିଛନ୍ତ।…

ମହିଳାଙ୍କୁ ବଳାତ୍କାର ମାମଲା: ଜାମିନ ନାମଞ୍ଜୁର ପରେ ଜେଲ ଗଲେ ଶିକ୍ଷକ

ମହାକାଳପଡ଼ା,୧୨ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଞ୍ଚଳର ସରକାରୀ ଶିକ୍ଷକ ରଞ୍ଜିତ ମଣ୍ଡଳ(୪୭) ଜଣେ ୩୯ ବର୍ଷୀୟା ମହିଳାଙ୍କୁ ବଳାତ୍କାର ମାମଲାରେ ଗିରଫ ହୋଇ ଶୁକ୍ରବାର କୋର୍ଟ ଚାଲାଣ ହୋଇଛନ୍ତି। ଜାମିନ ନାମଞ୍ଜୁର…

ରାଇସ୍‌ ମିଲ୍‌ ପାଉଁଶଗଦାରେ ନାବାଳକଙ୍କ ମୃତ୍ୟୁ ଘଟଣା: ଏନ୍‌ଏଚ୍‌ଆର୍‌ସିର ରିପୋର୍ଟ ତଲବ, ୨୧ରେ ଶୁଣାଣି

ବରଗଡ଼,୧୨ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ମହୁଲେ ଗ୍ରାମରେ ରହିଥିବା କାଳେଶ୍ୱର ରାଇସ୍‌ ମିଲ୍‌ର ପାଉଁଶ ଗଦାରେ ପଡ଼ି ବଇପୁର ଗ୍ରାମର ଜଣେ ନାବାଳକ ପ୍ରତ୍ୟୁଷ ଭଏନାଙ୍କ ମୃତ୍ୟୁ ଘଟଣା ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି) ପାଖରେ ପହଞ୍ଚିଛି। ଭବାନୀପାଟଣା…

କୋଲକାତା ଯାଉଥିଲା କେନ୍ଦୁପତ୍ର ବୋଝେଇ ଟ୍ରକ, ଅତାବିରାରେ ମାଡ଼ିବସିଲା ପୋଲିସ

ଅତାବିରା,୧୨।୭(ଯୁଧିଷ୍ଠିର ମହାପାତ୍ର)- ସମ୍ବଲପୁର ଜିଲା ରେଢାଖୋଲରୁ କଲିକତା ଯାଉଥିବା ଏକ କେନ୍ଦୁପତ୍ର ବୋଝେଇ ଟ୍ରକକୁ ବରଗଡ଼ ଜିଲା ଅତାବିରା ଥାନା ପୋଲିସ ଶୁକ୍ରବାର ଅପରାହ୍ନରେ ଜବତ କରିଛି। ଜବତ କେନ୍ଦୁପତ୍ରର ଆନୁମାନିକ ମୂଲ୍ୟ ୧୦ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଇଛି।…

ପୁଣି ମେଣ୍ଡୁଲିଙ୍କ ଆସିଲା ଭିଡିଓ, ଏଥର ସାଂଘାତିକ ବୟାନ

ଭୁବନେଶ୍ୱର,୧୨।୭: ଓଡ଼ିଶା ଡ୍ରାଇଭର ମହାସଂଘରେ ଅଭ୍ୟନ୍ତରୀଣ ବିବାଦ ଏବେ ଚର୍ଚ୍ଚାର ବିଷୟ ହୋଇଛି। ସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲିଙ୍କ ନେତୃତ୍ୱକୁ ନେଇ ଅନେକ ଡ୍ରାଇଭର ଅସନ୍ତୋଷ ପ୍ରକାଶ କରିଥିବା ବେଳେ, ଏହି ବିବାଦ ଏକ ନୂଆ ମୋଡ଼ ନେଇଛି। ମେଣ୍ଡୁଲିଙ୍କ ବିରୋଧରେ…

ମୁଁ ମୋ ପରିବାରରୁ ଦୂରେଇ ଯିବାକୁ ଚାହୁଁଛି…ରାଧିକାଙ୍କ ହ୍ବାଟସଆପ ଚାଟ ଭାଇରାଲ୍‌

ଗୁରୁଗ୍ରାମ,୧୨।୭: ଗୁରୁଗ୍ରାମର ରାଧିକା ଯାଦବ ହତ୍ୟା ମାମଲା ଏବେ ସାରା ଦେଶରେ ଚର୍ଚ୍ଚାରେ ଅଛି। ଅଭିଯୁକ୍ତ ବାପା ଦୀପକ ଯାଦବ ବର୍ତ୍ତମାନ ଗୋଟିଏ ଦିନିଆ ପୋଲିସ ରିମାଣ୍ଡରେ ଅଛନ୍ତି। ତାଙ୍କୁ ପଚରାଉଚରା କରାଯାଉଛି। ସେ ତାଙ୍କର ଅପରାଧ ସ୍ବୀକାର କରିଛନ୍ତି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri