Home

୩୩% ପରିବାର କ୍ଷୀର ପିଇବା କମାଇଛନ୍ତି

ନୂଆଦିଲ୍ଲୀ,୫ା୯: ଭାରତରେ କ୍ଷୀର ଦରବୃଦ୍ଧି ଯୋଗୁ ଏହାର ବ୍ୟବହାର କେତେ ପ୍ରଭାବିତ ହୋଇଛି ସେନେଇ କମ୍ୟୁନିଟି ସୋସିଆଲ ମିଡିଆ ପ୍ଲାଟଫର୍ମ ଲୋକାଲ ସର୍କଲ୍ସ ପକ୍ଷରୁ ଏକ ସର୍ବେକ୍ଷଣ କରାଯାଇଛି। ପ୍ରତି ୩ରେ ଗୋଟିଏ ପରିବାର କ୍ଷୀର ବ୍ୟବହାର କମାଇଦେଇଛନ୍ତି ବୋଲି ଏହି…

ଛାତ୍ରଙ୍କଠାରୁ ୭୮ ହଜାର ନେଇଗଲେ ସାଇବର ଠକ

ଭୁବନେଶ୍ୱର,୫।୯ (ବ୍ୟୁରୋ):ରାଜଧାନୀରେ ପ୍ରତିଦିନ କେହି ନା କେହି ସାଇବର ଠକେଇର ଶିକାର ହେଉଛନ୍ତି। ଏଠାରେ ରହି ସିଭିଲ୍‌ ସର୍ଭିସ ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଛାତ୍ର ସ୍ମାର୍ଟ ଓ୍ବାଚ୍‌ କିଣିବାକୁ ଯାଇ ସାଇବର ଠକଙ୍କ ଜାଲରେ ପଡିଛନ୍ତି। ସାଇବର ଠକମାନେ ତାଙ୍କଠାରୁ…

ନକଲି ସୁନାବତି ଦେଇ ୧୦ ଲକ୍ଷ ଠକିନେଲେ

କଟକ ଅଫିସ,୫ା୯:ଏକ କିଲୋ ଓଜନର ନକଲି ସୁନାବତି ଦେଇ ୧୦ ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ କ୍ୟାଣ୍ଟନ୍‌ମେଣ୍ଟ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେ ହେଲେ ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ କେନ୍ଦୁଆଡିଅ…

ବିଜେବିରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଫି’ ବଢ଼ିଲା

ଭୁବନେଶ୍ୱର, ୫।୯(ବ୍ୟୁରୋ):୨୦୨୨-୨୩ ଶିକ୍ଷାବର୍ଷରୁ ଭୁବନେଶ୍ୱରସ୍ଥିତ ବିଜେବି କଲେଜରେ ସେଲ୍ଫ ଫାଇନାନ୍ସିଂରେ ପାଠପଢ଼ା ମହଙ୍ଗା ହେବ। ସିଟ୍‌ ସହ କୋର୍ସ ଫି’କୁ ମଧ୍ୟ ବଢ଼ାଇ ଦିଆଯାଇଛି। ପିପିପି ମୋଡ୍‌ରେ ଚାଲୁଥିବା ୫ବର୍ଷିଆ ଇଣ୍ଟିଗ୍ରେଟେଡ ଏମ୍‌ବିଏ, ଆଇଏମ୍‌ଏସ୍‌ସି-ଇଟିସି, ଆଇଏମ୍‌ଏସ୍‌ସି ବିଆଇ, ୨ବର୍ଷିଆ ଏମ୍‌ଜେଏମ୍‌ସିର ଫି’…

ଏପଟେ ଆଲୋଚନା, ସେପଟେ ଆତ୍ମହତ୍ୟା

ଭୁବନେଶ୍ୱର,୫।୯(ବ୍ୟୁରୋ):କରୋନା ପରଠାରୁ ଲୋକଙ୍କ ଆତ୍ମହତ୍ୟା ପ୍ରବଣତା ବଢ଼ି ଚାଲିଛି। ଉନ୍ନତ ଜୀବନ ଶୈଳୀ ଭିତରେ ମଣିଷ ଜୀବନକୁ ମୂଲ୍ୟହୀନ ମନେ କରୁଛି। ବିଶେଷକରି ଓଡ଼ିଶାରେ ଆତ୍ମହତ୍ୟା ହାର ଜାତୀୟ ହାରଠାରୁ ଅଧିକ ରହିବା ଉଦ୍‌ବେଗ ସୃଷ୍ଟି କରିଛି। ଏପରିସ୍ଥିତିରେ କମିଶନରେଟ ପୋଲିସ…

୪୬ ଶିକ୍ଷକଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାରରେ ସମ୍ମାନୀତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୫ ।୯: ଗୁରୁ ଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ସକାଳ ୧୦ଟା ୩୦ରେ ବିଜ୍ଞାନ ଭବନରେ ଦେଶର ୪୬ ଜଣ ଶିକ୍ଷକଙ୍କୁ ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନୀତ କରିବେ ଏହି ୪୬ ଜଣ ଶିକ୍ଷକ ଭିନ୍ନ ଭିନ୍ନ ରାଜ୍ୟରୁ ବଛା…

ଆତ୍ମହତ୍ୟା ଏଡ଼ାଇବାକୁ ସାମଗ୍ରିକ ରଣନୀତି ଆବଶ୍ୟକ

ଭୁବନେଶ୍ୱର,୫।୯ (ବ୍ୟୁରୋ):ବର୍ତ୍ତମାନ ଆତ୍ମହତ୍ୟା ପ୍ରବଣତା ଦିନକୁ ଦିନ ବଢିବାରେ ଲାଗିଛି। ପାରିବାରିକ କଳହ, ପ୍ରେମ ପ୍ରତାରଣା, ଅର୍ଥନୈତିକ ସମସ୍ୟା ଭଳି ଅନ୍ୟାନ୍ୟ କାରଣ ପାଇଁ ସେଲିବ୍ରିଟି ହୁଅନ୍ତୁ ବା ସାଧାରଣ ଲୋକ ଜୀବନ ହାରିଦେଉଛନ୍ତି। ୨୦୨୧ ଏନ୍‌ସିଆର୍‌ବି ରିପୋର୍ଟ ମୁତାବକ, ଆତ୍ମହତ୍ୟା…

ଏ ନାବେ ଗୁରୁ କର୍ଣ୍ଣଧାର

ଭାରତୀୟ ଗୁରୁ-ଶିଷ୍ୟ ପରମ୍ପରାରେ ଗୁରୁ କେବଳ ଜଣେ ବ୍ୟକ୍ତି ନୁହନ୍ତି, ସେ ଏକ ଶକ୍ତିର ଉତ୍ସ। ଜୀବନ ଗଢ଼ିବାର ମହାସୂତ୍ର। ସ୍ବାମୀ ବିବେକାନନ୍ଦଙ୍କ ମତରେ, ଯେଉଁ ଆତ୍ମାରୁ ଶକ୍ତି ସଞ୍ଚରି ଆସେ ସେ ଗୁରୁ। ଯେଉଁଥିରେ ସଞ୍ଚାରିତ ହୁଏ ସେ ଶିଷ୍ୟ।…

ସମୁଦ୍ରରେ ସ୍ନାନବେଳେ ଚାଲିଗଲା ପ୍ରାଣ

ପୁରୀ ସହର,୫ା୯:ଖୁସିରେ ଶ୍ରୀକ୍ଷେତ୍ର ବୁଲିବାକୁ ଆସିଥିଲେ। ସମୁଦ୍ରରେ ଗାଧୋଇ ସାରି ମହାପ୍ରଭୁଙ୍କ ଦର୍ଶନ କରିଥାନ୍ତେ। ସ୍ତ୍ରୀ ଓ ଝିଅକୁ ଧରି ଗାଧୋଉଥିଲେ। ହେଲେ ସବୁ ଅଧାରେ ରହିଗଲା। ସ୍ନାନ କରିବାବେଳେ କୁନିଝିଅ ଆଗରେ ବାପାଙ୍କ ପ୍ରାଣ ଚାଲିଗଲା। ରବିବାର ସକାଳେ ପୁରୀ…

ଝିଅପୁଅ ପରେ ମା’ ଆଖିବୁଜିଲେ

ବଡ଼ମ୍ବା,୫ା୯(ଡି.ଏନ୍‌.ଏ):କଟକ ଜିଲା ବଡ଼ମ୍ବା ଥାନା ଅନ୍ତର୍ଗତ ଅଭିମାନପୁର ପଞ୍ଚାୟତସ୍ଥିତ ବୀରବରପୁର ଗ୍ରାମରେ ଘରେ ତିଆରି ଚାଟ୍‌ ଖାଇ ଗୋବିନ୍ଦ୍ର ପାତ୍ରଙ୍କ ପରିବାରର ୪ ସଦସ୍ୟଙ୍କ ମଧ୍ୟରୁ ଝିଅ ରୁଚିକା ଓ ପୁଅ ରୁଦ୍ରଙ୍କ ଶନିବାର ଭୋର ସମୟରେ ମୃତ୍ୟୁ ହୋଇଥିବା ବେଳେ…

୬ରୁ ବର୍ଷିବ, ତାତିରୁ ଆଶ୍ୱସ୍ତି ମିଳିବ

ଭୁବନେଶ୍ୱର, ୫ା୯(ବ୍ୟୁରୋ):ରାଜ୍ୟରେ ପ୍ରବଳ ଗରମ ଅନୁଭୂତ ହେଉଛି। ପ୍ରଚଣ୍ଡ ରୌଦ୍ରତାପ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ଅଧିକାଂଶ ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି। ରବିବାର ୧୧ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ଥିବାବେଳେ ଚାନ୍ଦବାଲିରେ ସର୍ବାଧିକ ୩୬.୨ ଡିଗ୍ରୀ…

ବୃଦ୍ଧଙ୍କୁ ଅଜଗର ଗିଳିବା ଘଟଣା ଚର୍ଚ୍ଚାରେ ରହିଗଲା: ୮ଦିନ ପରେ ନିଖୋଜ ବୃଦ୍ଧଙ୍କ ପତ୍ତା ମିଳୁନି

ଭୁବନେଶ୍ୱର, ୫।୯(ବ୍ୟୁରୋ):କଟକ ଜିଲା ବାଙ୍କୀ ସବ୍‌ଡିଭିଜନ ଅନ୍ତର୍ଗତ ଡମପଡ଼ା ଅଭୟାରଣ୍ୟ ଭିତରେ ଜଣେ ବୃଦ୍ଧକୁ ଅଜଗର ଗିଳିଥିବା ନେଇ ୫ଦିନ ହେବ ଚର୍ଚ୍ଚା ଚାଲିଛି। ହେଲେ ଏଯାଏ ଅଜଗରଟିକୁ ଧରି ଏକ୍ସ-ରେ କରାଗଲା ନାହିଁ, କି ପେଟରେ କ’ଣ ରହିଛି, ତାହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri