ଅଗଷ୍ଟରେ ଜିଏସ୍ଟି ସଂଗ୍ରହ ୧.୪୩ ଲକ୍ଷ କୋଟି
ନୂଆଦିଲ୍ଲୀ,୨।୯:ଦେଶର ଅର୍ଥନୀତିକୁ ସୁଦୃଢ଼ କରିବା ପାଇଁ ସରକାର ଟିକସ ଆଦାୟକୁ ଗୁରୁତ୍ୱ ଦେଇ ଆସିଛନ୍ତି। ଫଳରେ କ୍ରମାଗତ ଭାବେ ଟିକସ ଆଦାୟ ପୂର୍ବ ଅପେକ୍ଷା ଅଧିକ ହୋଇଥିବା ସରକାର ମଧ୍ୟ ସ୍ବୀକାର କରିଛନ୍ତି। ବିଶେଷକରି ଏକକ ଟିକସ ସାମଗ୍ରୀ ଏବଂ ସେବା…
ହଷ୍ଟେଲ ଛାଡୁଛନ୍ତି ଛାତ୍ରୀଛାତ୍ର
ମାଲକାନଗିରି, ୨ା୯(ଡି.ଏନ.ଏ.):ମାଲକାନଗିରି ଜିଲା ପଡିଆ ବ୍ଲକ କାଲଦାପାଲି ପଞ୍ଚାୟତ ଅନ୍ତର୍ଗତ କଲାଗଣ୍ଡାସ୍ଥିତ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳିତ ବିଦ୍ୟାଳୟରେ ଅଜଣା ରୋଗରେ ୨ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିଲା। ଏହାକୁ ନେଇ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ହଷ୍ଟେଲ ଛାଡି ଘରକୁ ଚାଲି ଯାଉଥିବା ଦେଖିବାକୁ…
ଭିଡିଓ ଭାଇରାଲ ପରେ ଜିଲାରେ ତୀବ୍ର ପ୍ରତିକ୍ରିୟା
ଜୟପୁର,୨ା୯(ନି.ପ୍ର.):ପଦ୍ମଶ୍ରୀ କମଳା ପୂଜାରୀ ଅବିଭକ୍ତ କୋରାପୁଟ ଜିଲାର ଗର୍ବ ଓ ଗୌରବ। ଗତ ୨୪ ତାରିଖରେ ସେ ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଜୟପୁର ଜିଲା ଚିକିତ୍ସାଳୟରୁ କଟକ ଏସ୍ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଏକ ଡାକ୍ତରୀ ଟିମ୍ ତାଙ୍କ…
୨ ଲିଜ୍ଧାରୀଙ୍କୁ ୩୬ କୋଟିରୁ ଊର୍ଦ୍ଧ୍ୱ କ୍ଷତିଭରଣା ନିର୍ଦ୍ଦେଶ
ବାରିପଦା ଅଫିସ,୨ା୯:ମୟୂରଭଞ୍ଜ ଜିଲା ବୁଢ଼ାବଳଙ୍ଗ ନଦୀର ଆରପଟା, ଡିଙ୍ଗିରା ଓ ମହୁପୁରା ସଇରାତରୁ ବେଆଇନ ବାଲି ଉତ୍ତୋଳନ ଏବଂ ପରିବହନକୁ ନେଇ ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି) ଇଷ୍ଟର୍ନ ବେଞ୍ଚ କୋଲକତାରେ ହୋଇଥିବା ୩ ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଆସନ୍ତା…
ବୋଲଗଡ଼ ରୋଡ୍ ହେବ ମାଣିକାଗୋଡ଼ା ରେଳ ଷ୍ଟେଶନ
ବୋଲଗଡ଼,୨ା୯(ଡି.ଏନ୍.ଏ.):ଖୋର୍ଦ୍ଧା ଜିଲାର ବୋଲଗଡ଼ ରୋଡ୍ ରେଳ ଷ୍ଟେଶନର ନାମ ପରିବର୍ତ୍ତନ କରାଯାଇ ମାଣିକାଗୋଡ଼ା ହେବ। ଏନେଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଚିଠି ମାଧ୍ୟମରେ ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀଙ୍କୁ ଜଣାଇଛନ୍ତି। ଏହି ସୂଚନା ଗୁରୁବାର ଏମ୍ପିଙ୍କ ବୋଲଗଡ଼ ପ୍ରତିନିଧି ରଘୁନାଥ…
ଭୁବନେଶ୍ୱରରୁ ୪୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର କୋକେନ୍ ଜବତ ଘଟଣା:ମୁଖ୍ୟ ଅଭିଯୁକ୍ତ ଉତ୍ତରପ୍ରଦେଶରୁ ଗିରଫ
ଭୁବନେଶ୍ୱର,୨।୯(ବ୍ୟୁରୋ):କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍ଟିଏଫ୍) ଭୁବନେଶ୍ୱରରୁ ଗତ ଏପ୍ରିଲ ଦ୍ୱିତୀୟ ସପ୍ତାହରେ ଦୁଇ ଆନ୍ତଃରାଜ୍ୟ ନିଶା ବେପାରୀଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୪୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ୨୦୨ଗ୍ରାମର ‘କୋକେନ’ ଜବତ କରିଥିଲା। ଉକ୍ତ ମାମଲାର ମୁଖ୍ୟ ଅଭିଯୁକ୍ତ ଗୁଲ୍ବେସ୍…
‘ଉନ୍ନତ କିସମ ଧାନ ପ୍ରସ୍ତୁତି ଉପରେ ଗୁରୁତ୍ୱଦେବି’
କଟକ ଅଫିସ,୨ା୯:ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ(ଏନ୍ଆର୍ଆର୍ଆଇ)ର ନିର୍ଦ୍ଦେଶକ ଭାବେ ଡ. ଭାସ୍କର ଚନ୍ଦ୍ର ପାତ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଅନୁଷ୍ଠାନର ଦୀର୍ଘ ୭୬ ବର୍ଷର ଯାତ୍ରାରେ ଡ. ପାତ୍ର ହେଉଛନ୍ତି ୨୬ତମ ନିର୍ଦ୍ଦେଶକ। ଧାନ ଗବେଷଣା କ୍ଷେତ୍ରରେ ତାଙ୍କର ଦୀର୍ଘ…
ଭିଜା ପାଇଁ ଫିଙ୍ଗରପ୍ରିଣ୍ଟ ସର୍ଜରି
ହାଇଦ୍ରାବାଦ, ୧ା୯: ବେଆଇନ ଭାବେ ଭିଜା ତିଆରି ଅଭିଯୋଗରେ ତେଲଙ୍ଗାନା ପୋଲିସ ଗୁରୁବାର ଦୁଇ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ଫିଙ୍ଗରପ୍ରିଣ୍ଟ ସର୍ଜରି ଦ୍ୱାରା କୁଏଟ୍ରେ ଚାକିରି କରିବାକୁ ଚାହୁଁଥିବା ଲୋକଙ୍କୁ ଭିଜା ଯୋଗାଉଥିଲେ। ରାଜସ୍ଥାନ ଓ କେରଳରେ ଏହି ଦୁଇ…
୫ରେ ଭାରତ ଆସିବେ ହାସିନା
ନୂଆଦିଲ୍ଲୀ,୧ା୯: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା ଆସନ୍ତା ୫ରେ ଭାରତ ଆସିବେ। ହାସିନା ୫ରୁ ୮ ତାରିଖ ପର୍ଯ୍ୟନ୍ତ ଭାରତରେ ରହିବେ ବୋଲି ଗୁରୁବାର ବହିର୍ବ୍ୟାପାର ମନ୍ତ୍ରଣାଳୟ ସଚିବ ଅରିନ୍ଦମ ବାଗ୍ଚୀ ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ…
ମଧ୍ୟପ୍ରଦେଶରେ ସିରିଏଲ କିଲର ଆତଙ୍କ:୩ ରାତିରେ ୩ ହତ୍ୟା
ଭୋପାଳ, ୨ା୯:ମଧ୍ୟପ୍ରଦେଶର ସାଗର ସହରରେ ଜଣେ ସିରିଏଲ କିଲର ଆତଙ୍କ ଖେଳାଇଛନ୍ତି। ଗତ ୩ ଦିନରେ ୩ ଜଣଙ୍କୁ ହତ୍ୟା କରିବା ପରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ବିଶେଷକରି ସିକ୍ୟୁରିଟି ଗାର୍ଡଙ୍କୁ ସେ ଟାର୍ଗେଟ କରୁଥିବା ଜଣାଯାଇଛି। ଜଗୁଆଳିମାନେ ରାତିରେ ଶୋଇଥିବାବେଳେ…
ଟ୍ରକ୍ ଧକ୍କାରେ ସବ୍ଇନ୍ସପେକ୍ଟର ମୃତ
ନୂଆପଡ଼ା ଅଫିସ,୨/୯: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ ପାଇଁ ଗାଁକୁ ଆସୁଥିବା ବେଳେ ଟ୍ରକ୍ ଧକ୍କାରେ ଜଣେ ପୋଲିସ ସବଇନ୍ସପେକ୍ଟରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନୂଆପଡ଼ା ଜିଲା ବୋଡେନ ଥାନା ବୋଇର ଗାଁର ସୁଧାଂଶୁ ପାଣ୍ଡେ (୫୦)। ସେ…
ସ୍କୁଲ୍ ଛାତ୍ରୀଙ୍କୁ ବଳାତ୍କାର ମାମଲା: ମହନ୍ତ ଶିବମୂର୍ତ୍ତି ଗିରଫ
ବେଙ୍ଗାଲୁରୁ,୧ା୯: ନାବାଳିକା ଯୌନ ନିର୍ଯାତନା ଓ ବଳାତ୍କାର ମାମଲାରେ କର୍ନାଟକର ଏକ ପ୍ରମୁଖ ଲିଙ୍ଗାୟତ ମଠର ମହନ୍ତ ଶିବମୂର୍ତ୍ତି ମୁରୁଘା ଶରାନାରୁଙ୍କୁ ଗୁରୁବାର ରାତିରେ ଗିରଫ କରାଯାଇଛି। ଦୁଇ ସ୍କୁଲ୍ ଛାତ୍ରୀଙ୍କ ଅଭିଯୋଗକ୍ରମେ ତାଙ୍କ ବିରୋଧରେ ପୋକ୍ସୋ ଆଇନରେ ମାମଲା ରୁଜୁ…
Archives


