ଭ୍ରଷ୍ଟାଚାରୀଙ୍କୁ ବଞ୍ଚାଇବାକୁ ବିରୋଧି ହେଉଛନ୍ତି ଏକଜୁଟ: ମୋଦି
କୋଚି,୧ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ କେରଳ ଗସ୍ତରେ ଅଛନ୍ତି । ଗୁରୁବାର ପ୍ରଧାନମନ୍ତ୍ରୀ କୋଚିରେ ଭାରତୀୟ ଜନତା ପାର୍ଟି(ଭାଜପା) କର୍ମୀମାନେ କୋଚିରେ ତାଙ୍କୁ ଜମରଦସ୍ତ ସ୍ୱାଗତ କରିଛନ୍ତି । ଏହାପରେ ମୋଦି କୋଚିର ଜନତାଙ୍କୁ ସମ୍ବୋଧିତ କରି…
କିଶୋର କୁମାରଙ୍କ ବଙ୍ଗଳାକୁ ଭଡ଼ାରେ ନେଲେ କୋହଲି
ମୁମ୍ବାଇ: ବଲିଉଡ୍ର ଭେଟେରାନ ଅଭିନେତା ତଥା ଗାୟକ କିଶୋର କୁମାରଙ୍କର ମୁମ୍ବାଇର ଜୁହୁରେ ଏକ ବିଳାସପୂର୍ଣ୍ଣ ବଙ୍ଗଳା ରହିଛି। ତେବେ ଭାରତୀୟ କ୍ରିକେଟର ବିରାଟ କୋହଲି ଏହି ଅଭିନେତାଙ୍କ ବଙ୍ଗଳାକୁ ୫ ବର୍ଷ ପାଇଁ ଭଡ଼ାରେ ନେଇଛନ୍ତି। କାରଣ କୋହଲି ଖୁବ୍ଶୀଘ୍ର…
ପ୍ରଥମ ଦେଖାରେ ଶାହିଦଙ୍କୁ ଭଲ ପାଇ ବସିଥିଲେ ଏହି ଅଭିନେତ୍ରୀ, ଦୁଇ ମାସ ଯାଏ ପଛରେ ପଡ଼ି…
ବମ୍ବେ: ଦିଲ୍ଲୀରେ ଜନ୍ମ ହୋଇଥିଲେ ହେଁ ମୁମ୍ବାଇ ପାଲଟିଛି ନୂଆ ଠିକଣା। ମା’ବାପା ଅଲଗା ହେବା ପରେ ବାପାଙ୍କସହ ସ୍ବପ୍ନର ସହରକୁ ଚାଲିଆସିଥିଲେ ଅଭିନେତା ଶାହିଦ କପୁର। ୨୦୦୩ରେ ସେ ବଲିଉଡ୍ରେ ଡେବ୍ୟୁ କରିଥିଲେ। ଏହାପରେ ଅନେକ ସୁପରହିଟ୍ ଫିଲ୍ମ ଦର୍ଶକଙ୍କୁ…
ସର୍ଭିକାଲ କ୍ୟାନସର ପାଇଁ ଉପଲବ୍ଧ ହେବ ସ୍ବଦେଶୀ ଟିକା
ନୂଆଦିଲ୍ଲୀ,୧।୯: ଗର୍ଭାଶୟ କର୍କଟ ବା ସର୍ଭିକାଲ କ୍ୟାନସରକୁ ରୋକିବା ପାଇଁ ଖୁବ୍ଶୀଘ୍ର ଭାରତର ପ୍ରଥମ ସ୍ବଦେଶୀ ଟିକା ଉପଲବ୍ଧ ହେବାକୁ ଯାଉଛି। ଏନେଇ ଦେଶର ପ୍ରମୁଖ ଟିକା ଉତ୍ପାଦନକାରୀ ଫାର୍ମା କମ୍ପାନୀ ସେରମ ଇନ୍ଷ୍ଟିଚ୍ୟୁଟ୍ର ସିଇଓ ଅଦାର ପୁନାଓ୍ବାଲା ଗୁରୁବାର ଘୋଷଣା…
ଇମ୍ରାନଙ୍କୁ ମିଳିଲା ଆଶ୍ୱସ୍ତି
ଇସଲାମାବାଦ,୧ା୯: ପାକିସ୍ତାନର ଆତଙ୍କବାଦ ବିରୋଧୀ କୋର୍ଟ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନକୁ ସେପ୍ଟେମ୍ବର ୧୨ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହାପୂର୍ବରୁ ଅଗଷ୍ଟରେ ପିଟିଆଇ ମୁଖ୍ୟ ଇମ୍ରାନଙ୍କୁ ଇସଲାମାବାଦ ସଦର ମାଜିଷ୍ଟ୍ରେଟ ଅଲି ଜାଭେଦ ଅଗଷ୍ଟ ୨୦ରେ ଫେଡେରାଲ ରାଜଧାନୀରେ…
‘ଆଗକୁ ପାକିସ୍ତାନର ସ୍ଥିତି ଆହୁରି ଖରାପ ହେବ’
ଇସଲାମାବାଦ,୧ା୯: ପାକିସ୍ତାନର ସର୍ବୋଚ୍ଚ ଜଳବାୟୁ ଏବଂ ପରିବେଶ ବିଶେଷଜ୍ଞ କହିଛନ୍ତି, ବିଶ୍ୱ ତାପମାତ୍ରାର ପ୍ରଭାବ ଆଶ୍ଚର୍ଯ୍ୟଜନକ। ଯାହାକି ପାକିସ୍ତାନକୁ ବନ୍ୟା ପରିସ୍ଥିତିର ସମ୍ମୁଖୀନ ହେବାକୁ ବାଧ୍ୟ କରିଛି। ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି ଯେ, ଏହା କେବଳ ଜଳବାୟୁ ପରିବର୍ତ୍ତନର ଆରମ୍ଭ। ଏହା…
ଚାକିରିରୁ ବହିଷ୍କୃତ ପରେ କମ୍ପାନୀ ଗେଟ୍ ଆଗରେ ବିଷ ପିଇଲେ ୭ କର୍ମଚାରୀ
ଇନ୍ଦୋର,୧।୯: ମଧ୍ୟପ୍ରଦେଶର ଇଣ୍ଡଷ୍ଟ୍ରିଆଲ ସହର ଇନ୍ଦୋରରେ ଏକ ଅଭାବନୀୟ ଘଟଣା ଘଟିଛି। ଚାକିରିରୁ ବହିଷ୍କୃତ ହେବା ପରେ ୭ ଜଣ କର୍ମଚାରୀ ଗୁରୁବାର କମ୍ପାନୀ ଗେଟ୍ ଆଗରେ ବିଷ ପିଇ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ। ସମସ୍ତ କର୍ମଚାରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି…
କୋହଲି ଅର୍ଦ୍ଧଶତକ ହାସଲ ପରେ ଏମିତି ପ୍ରତିକ୍ରିୟା ଦେଲେ ଅନୁଷ୍କା
ଦୁବାଇ,୧।୯: ଏସିଆ କପ୍ରେ ଭାରତ ଏବଂ ହଂକଂ ମଧ୍ୟରେ ହୋଇଥିବା ମ୍ୟାଚରେ ଭାରତ ୪୦ ରନରେ ଜିତିଛି। ଖରାପ ଫର୍ମରେ ଥିବା ବିରାଟ କୋହଲି ଏହି ମ୍ୟାଚରେ ଅପରାଜିତ ୫୯ ରନ୍ର ପାଳି ଖେଳିଥିଲେ। ଦୀର୍ଘ ଦିନ ଧରି ବିରାଟଙ୍କ ଏହି…
ସରକାରୀ ଅନୁଦାନ ଆତ୍ମସାତ୍ ଅଭିଯୋଗ: ଲୋକାୟୁକ୍ତ ପକ୍ଷରୁ ହେବ ତଦନ୍ତ
ହାଟଡିହୀ,୧ା୯(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ପଞ୍ଚାୟତରେ ସରକାରୀ ଅନୁଦାନ ଆତ୍ମସାତ ହୋଇଥିବା ନେଇ ଓଡ଼ିଶା ଲୋକାୟୁକ୍ତଙ୍କ ତଦନ୍ତକାରୀ ଦଳ ସେପ୍ଟେମ୍ବର ୨ରେ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ପ୍ରାଥମିକ ତଦନ୍ତ କରିବେ। ଏ ବାବଦରେ ଲୋକାୟୁକ୍ତଙ୍କ କାର୍ଯ୍ୟାଳୟ ପକ୍ଷରୁ ଜଣାଯାଇଛି।…
ଅପରାହ୍ନ ୪ଟାରେ ରାଜ୍ୟପାଳଙ୍କୁ ଭେଟିବେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ: ଦେଇପାରନ୍ତି ଇସ୍ତଫା
ରାଞ୍ଚି,୧।୯: ଝାଡ଼ଖଣ୍ଡରେ ରାଜନୈତିକ ସଙ୍କଟ ମଧ୍ୟରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଅପରାହ୍ନ ୪ଟାରେ ରାଜ୍ୟପାଳ ରମେଶ ବାଇସଙ୍କୁ ଭେଟିବେ। ରାଜ୍ୟପାଳଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ଏକ କ୍ୟାବିନେଟ୍ ବୈଠକ ଡକାଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ନିଜ ଇସ୍ତଫା ଦେବେ ବୋଲି ମଧ୍ୟ…
ଆସ୍ଥା ଭୋଟ୍ରେ ଜିତିଲେ କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୧।୯: ଦିଲ୍ଲୀ ବିଧାନସଭାରେ ଉତ୍ତେଜନା ମଧ୍ୟରେ ଅରବିନ୍ଦ କେଜ୍ରିୱାଲ ଆସ୍ଥା ଭୋଟ୍ରେ ଜିତିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସମେତ ୫୮ ଜଣ ସଦସ୍ୟ ବିଶ୍ୱାସ ମତ ପ୍ରସ୍ତାବକୁ ସମର୍ଥନ କରୁଥିବାବେଳେ କେହି ଏହାକୁ ବିରୋଧ କରିନାହାଁନ୍ତି। ବିଶ୍ୱାସ ମତ ପାରିତ ହେବା ପରେ କେଜ୍ରିିୱାଲ…
ନୂଆଁଖାଇରେ ଉଦାହରଣ ପାଲଟିଲେ ଡାକ୍ତର ଦମ୍ପତି
ବରଗଡ଼ ଅଫିସ,୧ା୯: ଗୁରୁବାର ମହାନ କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ବର୍ତ୍ତମାନ ଚଳଚଞ୍ଚଳ ସମଗ୍ର ପଶ୍ଚିମ ଓଡ଼ିଶା। ପୂର୍ବରୁ ସମଲେଶ୍ବରୀଙ୍କ ପୀଠରେ ପଣ୍ଡିତମାନଙ୍କ ଦ୍ବାରା ଲଗ୍ନ ନିର୍ଦ୍ଧାରିତ କରିଥିଲେ। ଏହା ପରଠୁ ଅଞ୍ଚଳରେ ଉତ୍ସବର ମାହୋଲ ଆରମ୍ଭ ହୋଇଥିଲା। ଘର…
Archives


