ଧରା ପଡ଼ି ଛେଚା ଖାଇଲେ ବାଇକ୍ ଚୋର
ବେତନଟୀ,୫।୧୦(ସ୍ବ.ପ୍ର.): ଧରାପଡି ନିର୍ଧୂମ ଛେଚା ଖାଇଲେ ବାଇକ ଚୋର। ବୈଶିଙ୍ଗା ଥାନା ଅଧୀନ ଦାହିବାଡି ସାପ୍ତାହିକ ହାଟରୁ ବାଇକ ଚୋରି କରିବାକୁ ଉଦ୍ୟମ କରୁଥିବା ବେଳେ ୨ ଜଣ ଦୁର୍ବୁତ୍ତଙ୍କ ମଧ୍ୟରୁ ଜଣେ ଛେଚା ଖାଇଛନ୍ତି। ତାଙ୍କୁ ଉପସ୍ଥିତ ଥିବା ବେପାରୀ…
ଭାରତ ସରକାରଙ୍କୁ ପ୍ରଶଂସା କଲା ବିଶ୍ୱବ୍ୟାଙ୍କ
ଓ୍ବାଶିଂଟନ/ନୂଆଦିଲ୍ଲୀ,୫ା୧୦: ବିଶ୍ୱବ୍ୟାଙ୍କର ସଭାପତି ଡେଭିଡ ମାଲପାସ କହିଛନ୍ତି, ବିଶ୍ୱରେ ମହାମାରୀ କରୋନା ସଙ୍କଟରେ ଗରିବ ଏବଂ ଅସହାୟ ଲୋକଙ୍କୁ ଭାରତର ସହାୟତା ଅତୁଳନୀୟ। ଭାରତ ପରି ବ୍ୟାପକ ସବସିଡି ଦେବା ପରିବର୍ତ୍ତେ ଅନ୍ୟ ଦେଶଗୁଡିକ ମଧ୍ୟ ପ୍ରତ୍ୟକ୍ଷ କ୍ୟାଶ ସ୍ଥାନାନ୍ତର କରିବା…
ଦଶହରାରେ ନିର୍ବାଚନୀ ବିଗୁଲ ବଜାଇଲେ ମୋଦି
ନୂଆଦିଲ୍ଲୀ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ହିମାଚଳ ପ୍ରଦେଶରେ ଗସ୍ତରେ ଯାଇଛନ୍ତି। ଏହି ସମୟରେ ନିର୍ବାଚନ ବିଗୁଲ ଫୁଙ୍କିଛନ୍ତି। ବିଲାସପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି ହିମାଚଳ ପ୍ରଦେଶର ପାରମ୍ପରିକ ବାଦ୍ୟଯନ୍ତ୍ର ବଜାଇଛନ୍ତି। ଏହା ମୋଦିଙ୍କର ନିର୍ବାଚନୀ ବିଗୁଲ ବୋଲି ଚର୍ଚ୍ଚା…
ଆଜି ବିଜୟା ଦଶମୀ: ମାଣିକେଶ୍ୱରୀଙ୍କ ପୀଠରେ ଅନୁଷ୍ଠିତ ହେଲା ଲାଖମରା ପର୍ବ
ଭବାନୀପାଟଣା,୫।୧୦(ସ୍ବ.ପ୍ର.)-କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ ବୁଧବାର ବିଜୟା ଦଶମୀ ଅବସରରେ ଭବାନୀପାଟଣାରେ ଅନୁଷ୍ଠିତ ହୋଇଯାଇଛି। ଏହି ପର୍ବର ଏକ ଭିନ୍ନ ସ୍ବତନ୍ତ୍ରତା ରହିଛି। ଲାଖମରା ପର୍ବ ମାଧ୍ୟମରେ ଲାଖବିନ୍ଧା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥାଏ । ବିଜୟ ଯାତ୍ରା…
କୋର୍ଟଙ୍କ ନୋଟିସକୁ ନେଇ ଇମ୍ରାନ ଖପ୍ପା
ଇସଲାମାବାଦ,୫ା୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ କୋର୍ଟରେ ଏକ ପିଟିଶନ ଦାଖଲ କରିଥିବା ସ୍ଥାନୀୟ ଗଣମାଧ୍ୟମ ସୂଚନା ଦେଇଛି। ପାକିସ୍ତାନର ନିର୍ବାଚନ ଆୟୋଗ ଇମ୍ରାନ ଏବଂ ତାଙ୍କର ଘନିଷ୍ଠ ସହଯୋଗୀ ଫଓ୍ବାଦ ଚୌଧୁରୀଙ୍କ ବିରୋଧରେ ଅବମାନନା ନୋଟିସ ଜାରି କରିଛନ୍ତି।…
ମା’ ଦୁର୍ଗାଙ୍କ ବେଶରେ ହେମାମାଳିନୀ
ମୁମ୍ବାଇ: ଦଶହରା ଅବସରରେ ପ୍ରଖ୍ୟାତ ଅଭିନେତ୍ରୀ ହେମାମାଳିନୀ ତାଙ୍କ ଇନ୍ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଦଶହରାର ଶୁଭକାମନା ଜଣାଇଛନ୍ତି। ସେ ଭିଡିଓରେ ମା’ ଦୁର୍ଗାଙ୍କ ବେଶରେ ନଜର ଆସିଛନ୍ତି। ଏହା ଦେଖି ପ୍ରଶଂସକମାନେ ଖୁସି ହୋଇଛନ୍ତି। ଭିଡିଓ ଶେୟାର…
‘ଶିବସେନା ମୁଖ୍ୟ ହେବା ପାଇଁ ଯୋଗ୍ୟ ନୁହଁନ୍ତି ଶିନ୍ଦେ’
ମୁମ୍ବାଇ,୫।୧୦: ଦଶହରାରେ ଶିବସେନାର ଉଭୟ ଦଳ ଅଲଗା ଅଲଗା ରାଲିର ଆୟୋଜନ କରିଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଦଳ ଶିବାଜୀ ପାର୍କରେ ଦଶହରା ରାଲି କରିଥିବାବେଳେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ବମ୍ବେ କୁର୍ଲା କମ୍ପ୍ଲେକ୍ସ…
ପରଦାରେ ରୋମାନ୍ସ, ହେଲେ ବାସ୍ତବ ଜୀବନରେ ପରସ୍ପରର ମୁହଁ ଦେଖିବାକୁ ପସନ୍ଦ କରନ୍ତି ନାହିଁ ଏସବୁ କଳାକାର
ବମ୍ବେ: ଛୋଟ ପରଦାରେ ଅନେକ ସୁପରହିଟ୍ ଯୋଡ଼ି ଅଛନ୍ତି। ଦର୍ଶକମାନେ ସେମାନଙ୍କୁ ସବୁବେଳେ ଏକାଠି ଦେଖିବାକୁ ପସନ୍ଦ କରିଥାନ୍ତି। ହେଲେ ପରଦା ଉପରେ ଭଲ ଲାଗୁଥିବା ସମ୍ପର୍କ ବାସ୍ତବ ଜୀବନରେ ସେଭଳି ନ ଥାଏ। ଟେଲିଭିଜନ ଧାରାବାହିକରେ ଏଭଳି ଅନେକ ଯୋଡ଼ି…
ଦୁର୍ଗା ପୂଜା ଦେଖିବାକୁ ଯିବା ବାଟରେ ସାମ୍ନାରୁ ଧକ୍କା ଦେଲା ଟ୍ରକ: ଜଣେ ମୃତ, ୮ ଗୁରୁତର
ଭବାନୀପାଟଣା,୫।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଞ୍ଚଳରେ ବୁଧବାର ଏକ ଅଟୋ ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ ଜଣ ଗୁରୁତର ହୋଇଛନ୍ତି। ଖବର ପାଇ ସ୍ଥାନୀୟ ଲୋକେ ପହଞ୍ଚି ଗୁରୁତର ବ୍ୟକ୍ତିଙ୍କୁ ଉଦ୍ଧାର…
ଲୋକଙ୍କ ଉପରେ ପଡିଲା ରାବଣଙ୍କ ପୁତ୍ତଳିକା: ଅନେକ ଆହତ
ଯମୁନାନଗର,୫।୧୦: ଦଶହରା ଅବସରରେ ସାରା ଦେଶରେ ରାବଣ ଦହନ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ରାବଣ ଦହନ ହରିୟାଣାର ଯମୁନାନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ଯମୁନାନଗରରେ ରାବଣ ଦହନ ସମୟରେ ଏକ ବଡ଼ ଦୁର୍ଘଟଣାକୁ ଏଡାଇ ଦିଆଯାଇଥିଲା। ମିଳିଥିବା ସୂଚନା ଅନୁଯାୟୀ,…
ଆମେରିକାର ପାକିସ୍ତାନ ପ୍ରେମ: ପିଓକେକୁ ନେଇ ଦେଲା ବଡ ବୟାନ
ନୂଆଦିଲ୍ଲୀ,୫।୧୦: ପାକିସ୍ତାନ ସହ ଘନିଷ୍ଠତା ବଢ଼ାଉଛି ଆମେରିକା। ଏହାର ସଦ୍ୟତମ ଉଦାହରଣ ହେଉଛି ଆମେରିକାର ରାଷ୍ଟ୍ରଦୂତ ଡୋନାଲ୍ଡ ବ୍ଲୋମଙ୍କ ପିଓକେ ଗସ୍ତ। ଏହାକୁ ନେଇ ପାକିସ୍ତାନରେ ଥିବା ଆମେରିକା ଦୂତାବାସର ଏକ ଟୁଇଟ୍ ଭାରତରେ ଆଲୋଡନ ସୃଷ୍ଟି କରିଛି। ଟୁଇଟ୍ରେ ପିଓକେ(ପାକିସ୍ତାନ…
ସ୍ବାମୀଙ୍କଠାରୁ ଅଲଗା ହେବେ ନାହିଁ ଐଶ୍ଚର୍ଯ୍ୟା!
ସାଉଥ ସୁପରଷ୍ଟାର ଧନୁଷ ତାଙ୍କ ବୃତ୍ତିଗତ ତଥା ବ୍ୟକ୍ତିଗତ ଜୀବନକୁ ଅନେକ ସମୟରେ ଚର୍ଚ୍ଚାରେ ଥାନ୍ତି। କିଛି ଦିନ ତଳେ ସ୍ତ୍ରୀ ଐଶ୍ଚର୍ଯ୍ୟା ରଜନୀକାନ୍ତ ପରସ୍ପରଠାରୁ ଅଲଗା ହେବାକୁ ନିଷ୍ପତ୍ତି ନେଇଥିଲେ ଧନୁଷ। କିନ୍ତୁ ଦୁଇଜଣ ବର୍ତ୍ତମାନ ଛାଡପତ୍ର ନେବେ ନାହିଁ…
Archives


