Home

୨୧ ବର୍ଷରୁ କମ୍‌ ବୟସ୍କଙ୍କୁ ହ୍ବିିପ୍ଡ କ୍ରିମ୍‌ ଡବା ବିକ୍ରି ମନା

ଲଣ୍ଡନ: ବ୍ରିଟେନ୍‌ ଓ ଆମେରିକାରେ ହ୍ବିପ୍ଡ କ୍ରିମ୍‌ (ମିଠା ଜାତୀୟ ଖାଦ୍ୟ, ଯାହାକୁ ବିଶେଷ ଭାବେ କେକ୍‌ ଖାଇବା ସମୟରେ ବ୍ୟବହାର କରାଯାଏ) ଡବା ବିକ୍ରି ନେଇ ନୂଆ ଆଇନ ଲାଗୁ କରାଯାଇଛି। ୨୧ ବର୍ଷରୁ କମ୍‌ ବୟସ ବର୍ଗଙ୍କୁ କୌଣସି…

ଅମିଷାଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ: ବଲିଉଡ୍‌ ଅଭିନେତ୍ରୀ ଅମିଶା ପଟେଲଙ୍କୁ ସୁପ୍ରିମକୋର୍ଟ ପକ୍ଷରୁ ବଡ଼ ଆଶ୍ୱସ୍ତି ମିଳିଛି। ନାୟିକାଙ୍କ ବିରୋଧରେ ଆପରାଧିକ ମାମଲା ରୁଜୁ କରାଯିବା ଉପରେ ସୁପ୍ରିମ କୋର୍ଟ ରୋକ ଲଗାଇଛନ୍ତି। ଅମିଷାଙ୍କ ବିରୋଧରେ ଠକେଇ ଅଭିଯୋଗ ଦାଏର କରାଯିବା ପରେ ଝାଡ଼ଖଣ୍ଡର ଏକ…

ତରଳୁଛି ବରଫ: ବିପର୍ଯ୍ୟୟ ଆଶଙ୍କା

ନୁକ୍‌: ଜଳବାୟୁ ପରିବର୍ତ୍ତନ କାରଣରୁ ସମଗ୍ର ବିଶ୍ୱରେ ପ୍ରାକୃତିକ ବିପର୍ଯ୍ୟୟର ମାତ୍ରା ବଢ଼ିବାରେ ଲାଗିଛି। ଏହାର ପ୍ରଭାବ ଗ୍ରୀନ୍‌ଲାଣ୍ଡ ଉପରେ ମଧ୍ୟ ପଡ଼ିଛି। ଏଠାରେ ବରଫ ଚାଦର ତରଳିବା କାରଣରୁ ସମୁଦ୍ର ଜଳସ୍ତର ବୃଦ୍ଧି ଆଶଙ୍କା କରାଯାଉଛି। ଜଳବାୟୁ ପରିବର୍ତ୍ତନ ଯୋଗୁ…

ଓସିଆର୍‌ ଜରିଆରେ ସ୍ପଟ୍‌ ବିଲିଂ ବିକଳ୍ପ ଚୟନ

ଭୁବନେଶ୍ୱର,୩୧ା୮: ଆର୍ଟିଫିସିଆଲ ଇଣ୍ଟେଲିଜେନ୍‌ସ କ୍ଷେତ୍ରରେ କାର୍ଯ୍ୟ କରୁଥିବା ପ୍ରମୁଖ ଘରୋଇ ସଂସ୍ଥା ଏନିଲାଇନ୍‌ ସହ ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ସହଯୋଗିତା ସ୍ଥାପନ ସମ୍ପର୍କରେ ଘୋଷଣା କରାଯାଇଛି। ସେହିଭଳି କମ୍ପାନୀର ମିଟର ରିଡିଂ ପାଇଁ ଅପ୍ଟିକାଲ୍‌ କ୍ୟାରେକ୍ଟର ରେକଗ୍ନିସନ୍‌…

୮୬୧କୋଟି ଟଙ୍କାର ବୋନସ୍‌ ଘୋଷଣା

ନୂଆଦିଲ୍ଲୀ,୩୧ା୮: ଦେଶର ପ୍ରମୁଖ ଘରୋଇ ଜୀବନ ବୀମା କମ୍ପାନୀ ଟାଟା ଏଆଇଏ ଲାଇଫ୍‌ ପକ୍ଷରୁ ସମସ୍ତ ଯୋଗ୍ୟ ପଲିସିଧାରକଙ୍କ ପାଇଁ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ୮୬୧ କୋଟି ଟଙ୍କାର ବୋନସ୍‌ ଘୋଷଣା କରାଯାଇଛି। ଏପରିକି କ୍ରମାଗତ ୫ମ ବର୍ଷ ପାଇଁ…

ୟୁନିୟନ ରିଟାୟାରମେଣ୍ଟ ଫଣ୍ଡର ପ୍ରଚଳନ

ନୂଆଦିଲ୍ଲୀ,୩୧ା୮: ୟୁନିୟନ ଏଏମସି ପକ୍ଷରୁ ୟୁନିୟନ ରିଟାୟାରମେଣ୍ଟ ଫଣ୍ଡର ପ୍ରଚଳନ ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଏକ ଓପନ-ଏଣ୍ଡେଡ ଅବସରକାଳୀନ ସମାଧାନ ଭିତ୍ତିକ ଯୋଜନା, ଯେଉଁଥିରେ ୫ବର୍ଷର ଲକ୍‌-ଇନ୍‌ ଅଥବା ଅବସର ବୟସ ପର୍ଯ୍ୟନ୍ତ (ଯେଉଁଟି ଶୀଘ୍ର ହେବ) ପାଣ୍ଠି ନିବେଶ…

ଡିସିବି ବ୍ୟାଙ୍କ ନୂଆ ଅନ୍‌ଲାଇନ୍‌ ପ୍ଲାଟଫର୍ମ ‘ଡିସିବି ଇଜିବି’

ନୂଆଦିଲ୍ଲୀ,୩୧ା୮: ଡିସିବି ବ୍ୟାଙ୍କର ନୂଆ ଅନଲାଇନ୍‌ ମ୍ୟୁଚୁଆଲ୍‌ ଫଣ୍ଡ୍‌ ପ୍ଲାଟଫର୍ମ ‘ଡିସିବି ଇଜିବି’ ନିବେଶକମାନଙ୍କୁ ଯେ କୌଣସି ସମୟରେ ଏବଂ ଯେ କୌଣସିଠାରେ ନିଜ ମ୍ୟୁଚୁଆଲ୍‌ ଫଣ୍ଡ୍‌କୁ ନିରୀକ୍ଷଣ କରିବା ଓ ନିୟନ୍ତ୍ରଣ କରିବାରେ ସହାୟକ ହେଉଛି। ଏହା ନିବେଶକମାନଙ୍କୁ ଶାଖା…

ଜେଏସ୍‌ଏଲ୍‌କୁ ‘ଏମର୍ଜିଂ ଷ୍ଟିଲ୍‌ କମ୍ପାନୀ ଅଫ୍‌ ଦି ଇୟର’ପୁରସ୍କାର

ନୂଆଦିଲ୍ଲୀ,୩୧ା୮: ଷ୍ଟିଲ ୟୁଜର୍ସ ଫେଡେରେଶନ୍‌ ଅଫ୍‌ ଇଣ୍ଡିଆ (ଏସ୍‌ୟୁଏଫଆଇ) ଏବଂ ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସ୍‌ଇ) ସହଯୋଗରେ ମୁମ୍ବାଇରେ ଆୟୋଜିତ ‘ଇଣ୍ଡିଆ ଷ୍ଟିଲ କନ୍‌ଫରେନ୍ସ-୨୦୨୨ ଏବଂ ଏସୟୁଏଫଆଇ ଷ୍ଟିଲ୍‌ ଆୱାର୍ଡସ୍‌ ୨୦୨୧’ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଜିନ୍ଦଲ ଷ୍ଟେନଲେସ୍‌କୁ ‘ଏମର୍ଜିଂ ଷ୍ଟିଲ୍‌…

ବାଣିଜ୍ୟ କର ତଥା ଜିଏସ୍‌ଟି କମିଶନର ଭାବେ ସଞ୍ଜୟ ସିଂହଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର,୩୧ା୮: ରାଜ୍ୟ ସରକାରଙ୍କ ବରିଷ୍ଠ ପ୍ରଶାସକ ତଥା ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ମଙ୍ଗଳବାର ଅପରାହ୍ନରେ କଟକସ୍ଥିତ ବିଭାଗୀୟ ମୁଖ୍ୟ କାର୍ଯ୍ୟାଳୟରେ ବାଣିଜ୍ୟ କର ଏବଂ ଜିଏସ୍‌ଟି କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ…

ଶେୟାର ବଜାରରେ ଉତ୍ସାହ

ମୁମ୍ବାଇ,୩୧ା୮: ଗତ କିଛି ମାସ ପରେ ଦଲାଲ ଷ୍ଟ୍ରିଟରେ ଏକ ବଡଧରଣର କାରବାର ହୋଇଥିବା ଜଣାପଡିଛି। ଫଳରେ ନିବେଶକଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି। ଏପରିକି ଚଳିତ ବର୍ଷ ମେ ୨୦ ପରେ ଏହା ସର୍ବବୃହତ ବଜାର ଲାଭ ବୋଲି ବଜାର…

ମାଇକେଲ ଜ୍ୟାକ୍‌ସନଙ୍କ ଆଇଡି ଜାଲିଆତି

ଲସ୍‌ ଏଞ୍ଜେଲ୍ସ, ୩୧ା୮(ଆଇଏନ୍‌ଏସ୍‌): ପପ୍‌ ଡ୍ୟାନ୍ସର ମାଇକେଲ ଜ୍ୟାକ୍‌ସନଙ୍କ ମୃତ୍ୟୁ ଉପରେ ପ୍ରକାଶିତ ନୂଆ ଡକ୍ୟୁମେଣ୍ଟାରିରେ ଚକିତ କଲାଭଳି ତଥ୍ୟ ପ୍ରଘଟ ହୋଇଛି। ଅତ୍ୟଧିକ ଡ୍ରଗ୍ସ ସେବନ ଯୋଗୁ ୨୦୦୯ରେ ୫୦ ବର୍ଷୀୟ ମାଇକେଲଙ୍କ ମୃତ୍ୟୁ ଘଟିଥିବା କୁହାଯାଉଥିବାବେଳେ ସେ ଏହି…

ସାନିଟାରି ନାପ୍‌କିନ୍‌ ପାଇଁ ମୁଖ୍ୟ ବିଚାରପତିଙ୍କୁ ଚିଠି

ନୂଆଦିଲ୍ଳୀ,୩୧ା୮: ଦିଲ୍ଳୀ ହାଇକୋର୍ଟ ପରିସରରେ ସାନିଟାରି ନାପ୍‌କିନ୍‌ ସୁବିଧା ଉପଲବ୍ଧ କରିବା ପାଇଁ କୋର୍ଟରେ ଇନ୍‌ଟର୍ନ କରୁଥିବା ଜଣେ ମହିଳା ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଛନ୍ତି। ମହିଳା ଜଣକ ଅଗଷ୍ଟ ୧ରୁ ହାଇକୋର୍ଟର ଜଣେ ଆଇନଜୀବୀଙ୍କ ଅଧୀନରେ ପ୍ରାକ୍ଟିସ୍‌ କରୁଥିବାବେଳେ ତାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri