Home

ଡିଜିପିଙ୍କୁ ରିପୋର୍ଟ ମାଗିଲେ ହାଇକୋର୍ଟ

ରାଞ୍ଚି, ୩୦ା୮: ଝାଡ଼ଖଣ୍ଡ ଦୁମ୍‌କା ଜିଲାର ଯୁକ୍ତ ୨ ଛାତ୍ରୀ ଅଙ୍କିତା ସିଂଙ୍କୁ ପେଟ୍ରୋଲ ଢାଳି ହତ୍ୟା ମାମଲାର ତଦନ୍ତ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଗଠନ କରିଛନ୍ତି। ଜିଲା ଏସ୍‌ପି ଏହି ଟିମ୍‌ର ନେତୃତ୍ୱ ନେବେ।…

ଲକର୍‌ରୁ କିଛି ପାଇଲାନି ସିବିଆଇ: ସିସୋଡିଆ

ନୂଆଦିଲ୍ଲୀ,୩୧ା୮: ଅବକାରୀ ନୀତିରେ ଅନିୟମିତତା ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ମଙ୍ଗଳବାର ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆଙ୍କ ଘର ଏବଂ ବ୍ୟାଙ୍କ ଲକର୍‌ ଯାଞ୍ଚ କରିଛି। ତେବେ ସିବିଆଇ ଅଧିକାରୀମାନେ ସେଠାରୁ କିଛି ପାଇ ନ ଥିବା…

ଚାଇନା ଡ୍ରୋନ୍‌କୁ ଘଉଡ଼ାଇଲା ତାଇଓ୍ବାନ

ତାଇପେଇ, ୩୧ା୮: ପ୍ରାୟ ମାସେ ଧରି ମୁହାଁମୁହିଁ ଅବସ୍ଥାରେ ଥିବା ଚାଇନା ଓ ତାଇଓ୍ବାନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଆମେରିକା ହାଉସ୍‌ ସ୍ପିକର ନାନ୍ସି ପେଲୋସିଙ୍କ ତାଇପେଇ ଗସ୍ତପରଠୁ ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ତାଇଓ୍ବାନ ପ୍ରଣାଳୀରେ ସମରାଭ୍ୟାସ…

୧୪୦ ଯୁଦ୍ଧବିମାନ, ୬୦ ଜାହାଜ

ମସ୍କୋ, ୩୧ା୮: ୟୁକ୍ରେନ୍‌ ଉପରେ ଆକ୍ରମଣ ମଧ୍ୟରେ ରୁଷିଆ ସେପ୍ଟେମ୍ବର ୧ରୁ ଭୋଷ୍ଟୋକ-୨୦୨୨ ସମରାଭ୍ୟାସ ଆୟୋଜନ କରିବାକୁ ଯାଉଛି। ପୂର୍ବ ରୁଷିଆ, ଜାପାନ ସାଗର ସମେତ ବିଭିନ୍ନ ସ୍ଥାନରେ ହେବାକୁ ଥିବା ଏହି ମିଲିଟାରୀ ଡ୍ରିଲ୍‌ ୭ ତାରିଖ ପର୍ଯ୍ୟନ୍ତ ଚାଲିବ।…

ସାବତ ବାପା ନିଜର କର୍ତ୍ତବ୍ୟ ପାଳନ କଲେ ପୁତ୍ର ଦାୟିତ୍ୱ ପାଳନକୁ ମନା କରିପାରିବେ ନାହିଁ, ହାଇକୋର୍ଟ…

କୋଲକାତା, ୩୦।୮ : ଏକ ମାମଲାର ବିଚାର କରି କୋଲକାତା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଯଦି ସାବତ ବାପା ପୁତ୍ରଙ୍କ ପ୍ରତି ନିଜର କର୍ତ୍ତବ୍ୟ ସୂଚାରୁ ରୂପେ ପାଳନ କରିଥାନ୍ତି। ତେବେ ସେଭଳି କ୍ଷେତ୍ରରେ ସାବତ ପୁତ୍ର ପିତାଙ୍କ…

ଭାରତ ପୃଥିବୀର ଶକ୍ତିଶାଳୀ ଦେଶ, ମୋଦିଙ୍କ କଥାରେ ବନ୍ଦ ହୋଇଥିଲା ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ…

ଜୟପୁର, ୩୦।୮ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଙ୍ଗଳବାର ଉଦୟପୁରରେ ପହଞ୍ଚିଛନ୍ତି। ସେ ଏଠାରେ ପନ୍ନାଧାୟ ଉଦ୍ୟାନ ଏବଂ ପ୍ରତିମୂର୍ତ୍ତିର ଲୋକାର୍ପଣ କରଛନ୍ତି। କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ରାଜନାଥ ସିଂ କହିଛନ୍ତି ଯେ ଭାରତ ବର୍ତ୍ତମାନ ବିଶ୍ୱରେ ଏକ ଶକ୍ତିଶାଳୀ…

ଶ୍ରୀଲଙ୍କାରେ ମଧ୍ୟବର୍ତ୍ତିକାଳୀନ ବଜେଟ ଉପସ୍ଥାପନ, ଭାରତ-ଚାଇନା ହସ୍ତକ୍ଷେପରୁ ଦୂରେଇ ରହିବାକୁ ରାଷ୍ଟ୍ରପତିଙ୍କ ପରାମର୍ଶ…

କଲମ୍ବୋ, ୩୦।୮ : ଶ୍ରୀଲଙ୍କାର ରାଷ୍ଟ୍ରପତି ରାନିଲ ଓ୍ବିକ୍ରମସିଂଘେ ମଙ୍ଗଳବାର କହିଛନ୍ତି ଯେ ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ସହିତ ଏକ ବେଲଆଉଟ୍‌ ପ୍ୟାକେଜ ଉପରେ ଆଲୋଚନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହା ସହିତ ସେ ସଂସଦରେ ମଧ୍ୟବର୍ତ୍ତୀକାଳୀନ ବଜେଟ ଉପସ୍ଥାପନ…

କାଲି ଗଣେଶ ଚତୁର୍ଥୀ: ରାଶି ଅନୁସାରେ ଜାଣନ୍ତୁ କ’ଣ କରିବେ ଭୋଗ…

ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥିକୁ ଗଣେଶ ଚତୁର୍ଥୀ ଭାବେ ପାଳନ କରାଯାଇଥାଏ। ଚଳିତ ବର୍ଷ ବୁଧବାର ଅର୍ଥାତ ଅଗଷ୍ଟ ୩୧ ତାରିଖରେ ଏହା ପଡ଼ୁଛି। କରୋନା କଟକଣା ହଟିଥିବାରୁ ବିଘ୍ନବିନାଶକଙ୍କ ଉପାସନା ଧୁମଧାମରେ କରାଯିବ ବୋଲି କୁହାଯାଉଛି। ତେବେ…

ବିହାରରେ କ୍ଷମତାରୁ ହଟିବା ପରେ ଭାଜପା ହୋଇଛି ଅବସାଦଗ୍ରସ୍ତ, କହିଲେ ଉପେନ୍ଦ୍ର କୁଶଓ୍ବାହା…

ପାଟନା, ୩୦।୮ : ବିହାରରେ ଭାଜପା କ୍ଷମତାରୁ ହଟିବା ପରେ ଦଳ ଅବସାଦଗ୍ରସ୍ତ ହୋଇଛି। ଜେଡିୟୁ ସଂସଦୀୟ ବୋର୍ଡ ଅଧ୍ୟକ୍ଷ ଉପେନ୍ଦ୍ର କୁଶଓ୍ବାହା କହିଛନ୍ତି। ମଙ୍ଗଳବାର ସମସ୍ତିପୁରରେ ପହଞ୍ଚି କୁଶଓ୍ବାହା ଗଣମାଧ୍ୟମ ପ୍ରତିନିଧିଙ୍କ ସହିତ ଆଲୋଚନା ସମୟରେ ଏଭଳି କହିଛନ୍ତି। ଭାଜପା…

ଉପରାଷ୍ଟ୍ରପତିଙ୍କୁ ଭେଟିଲେ ସସ୍ମିତ ପାତ୍ର

ଭୁବନେଶ୍ୱର,୩୦ା୮(ବ୍ୟୁରୋ): ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍‌ ଧନକରଙ୍କୁ ଭେଟିଛନ୍ତି ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର। ରାଜ୍ୟ ସଭାରେ ବିଜେଡିର ଆଭିମୁଖ୍ୟ ନେଇ ସେ ଉପରାଷ୍ଟ୍ରପତିଙ୍କୁ ଅବଗତ କରିଛନ୍ତି । ସଂସଦରେ ଓଡ଼ିଶା ସ୍ବାର୍ଥ ସମ୍ପର୍କିତ ପ୍ରସଙ୍ଗରେ…

୧୦ ଦିନ ମଧ୍ୟରେ ସିସୋଡିଆଙ୍କୁ ଗିରଫ କରାଯିବା ଆଶଙ୍କା, କେଜରିଓ୍ବାଲଙ୍କ ଦାବି …

ନୂଆଦିଲ୍ଲୀ, ୩୦।୮ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଦାବି କରିଛନ୍ତି ଯେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ସିବିଆଇ ଦ୍ୱାରା ଏକ ଅନୌପଚାରିକ କ୍ଲିନ ଚିଟ ଦିଆଯାଇଛି। କିନ୍ତୁ ରାଜନୈତିକ ଚାପରେ ତାଙ୍କୁ ଏକ ସପ୍ତାହ କିମ୍ବା ଦଶ ଦିନ ମଧ୍ୟରେ ଗିରଫ…

ଆଫଗାନିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୧୨୮…

ସାରଜା, ୩୦।୮ : ଏସିଆ କପ୍‌ ଟି-୨୦ ଟୁର୍ଣ୍ଣାମେଣ୍ଟରେ ମଙ୍ଗଳବାର ବାଂଲାଦେଶ ଏବଂ ଆଫଗାନିସ୍ତାନ ମଧ୍ୟରେ ସାରଜାର କ୍ରିକେଟ ଷ୍ଟାଡିୟମରେ ଖେଳା ଯାଉଥିବା ମ୍ୟାଚରେ ଟସ୍‌ ଜିତି ବାଂଲାଦେଶ ପ୍ରଥମେ ବ୍ୟାଟିଂ ଆରମ୍ଭ କରିଥିଲା। ବାଂଲାଦେଶ ଅଧିନାୟକ ସକିିବ ଅଲ ହାସନଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri