ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି; ଜନ୍ତରମନ୍ତରରେ ହେବନି ବିକ୍ଷୋଭ ପ୍ରଦର୍ଶନ, ଏହି ୩ ନୂଆ ସ୍ଥାନ….
ନୂଆଦିଲ୍ଲୀ,୧୨।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ ନେଇ ବଡ଼ ପରିବର୍ତ୍ତନ କରାଯାଇଛି । ଦିଲ୍ଲୀ ପୋଲିସ ପକ୍ଷରୁ ଜାରି ଷ୍ଟାଣ୍ଡିଂ…
ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ
ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ ସେ ଏସ୍ଟିଇଏମ୍ ଲାବ୍ ଓ ଏରୋମଡେଲିଂ ଟ୍ରେନିଂ ସେଣ୍ଟର ଉଦ୍ଘାଟନ କରିଥିଲେ। ସେ…
୨୫୨ ଟଙ୍କା ମହଙ୍ଗା ହେଲା LPG ଗ୍ୟାସ, ଜାଣନ୍ତୁ କେତେ ରହିଛି ଦାମ୍
ଢାକା,୧୨।୧୦: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଏବେ ଘରୋଇ LPG ଗ୍ୟାସ୍ର ଦାମ୍କୁ ନେଇ ଉପଭୋକ୍ତା ଚିନ୍ତାରେ ରହିଛନ୍ତି । ଗ୍ୟାସ୍ର ଯୋଗାଣ ହ୍ରାସ ପାଇଥିବାରୁ ବଜାରରେ ଏହାର ଅଭାବ ଦେଖାଦେଇଛି। ଏହାର ସୁଯୋଗ ନେଇ କିଛି ଖୁଚୁରା ବ୍ୟବସାୟୀ ନିର୍ଦ୍ଧାରିତ…
ସଫଳତାର ଶୀର୍ଷରେ ପହଞ୍ଚିବା ପାଇଁ ପାଳନ କରନ୍ତୁ ଚାଣକ୍ୟ ଏହି ୪ କଥା…
ଆଚାର୍ଯ୍ୟ ଚାଣକ୍ୟ ଜଣେ ପ୍ରାଚୀନ ଭାରତୀୟ ଶିକ୍ଷକ, ଦାର୍ଶନିକ ତଥା ରାଜ ପରାମର୍ଶଦାତା ଥିଲେ। ତାଙ୍କୁ ‘ଅର୍ଥଶାସ୍ତ୍ର’ର ରଚୟିତା ଭାବରେ ଜଣାଯାଏ। ଯିଏ କି ଅର୍ଥନୀତି, ରାଜନୀତି ଏବଂ ଯୁଦ୍ଧନୀତି ଉପରେ ଏକ ପ୍ରଭାବଶାଳୀ ଗ୍ରନ୍ଥ ଲେଖିଯାଇଛନ୍ତି। ଭାରତୀୟ ଇତିହାସରେ ତାଙ୍କୁ…
ପ୍ରଧାନମନ୍ତ୍ରୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା ଷଡ଼ଯନ୍ତ୍ର ପଣ୍ଡ; ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରିଛି ପୋଲିସ
ୱାର୍ସା,୧୨।୧୦: ପୋଲାଣ୍ଡର ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ରଚିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ସମ୍ଭାବ୍ୟ ବିପଦ ସମ୍ପର୍କରେ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିବା ପରେ ପୋଲିସ ତୁରନ୍ତ ଅଭିଯୁକ୍ତଙ୍କୁ…
ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…
ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣକ ହେଲେ ଉକ୍ତ ଗାଁର ନିମାଇଁ ବରିହା (୩୫)। ତାଙ୍କ ମୃତ୍ୟୁକୁ…
ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍ ହାତେଇବାକୁ ଆପଣାଉଛନ୍ତି ଏହି…
ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ ଦଖଲ ପାଇଁ ଉଭୟ ବିଜୁ ଛାତ୍ର ଜନତା ଦଳ(ବିସିଜେଡି) ଓ ଅଖିଳ ଭାରତୀୟ…
ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ
ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍ପ୍ରେମୀଙ୍କ ମନରେ ରହିଛି । ୨୦୨୫ ମେ’ ୭ ତାରିଖରେ ରୋହିତ ଶର୍ମା ଏବଂ ମେ’ ୧୨…
ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ
ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି। ବର୍ତ୍ତମାନ ପିଆଜର ଖୁଚୁରା ଦର କିଲୋଗ୍ରାମ ପିଛା ପ୍ରାୟ…
କେଶୁରାରେ ସିରିଜ୍ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍ରେ…
ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍ ଦୁର୍ଘଟଣା ବୋଲି କୁହାଯାଉଥିଲା। ମାତ୍ର ଏହା ଏକ ସୁଚିନ୍ତିତ ହତ୍ୟା ଉଦ୍ୟମ ବୋଲି ସିସିଟିଭି…
କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ
ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ ନେତାମାନେ ସୋମବାର, ଅକ୍ଟୋବର ୧୨ ରେ ଦେଶର ପ୍ରଧାନ ବିଚାରପତି (CJI) ଙ୍କୁ…
ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ
ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର, ଗଞ୍ଜାମ ଓ ଯାଜପୁରର ୭ଟି ସ୍ଥାନରେ ରେଡ୍…

