ମାଛ ଧରିବାକୁ ଯାଇ ନାଳରେ ବୁଡ଼ିଗଲେ ବୃଦ୍ଧ, ମୃତଦେହ ଉଦ୍ଧାର କରି…
ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାଛ ଧରିବାକୁ ଯାଇ ନାଳର ଗଭୀର ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ କୁଚିଳାଘାଟୀ ପଞ୍ଚାୟତ ଖସାଡିହା ଗ୍ରାମର ୬୦ ବର୍ଷୀୟ ସନାତନ ସିଂ। ସୂଚନା ଅନୁଯାୟୀ,…
CJP ବିକ୍ଷୋଭର ଉଦାହରଣ ଦେଇ ସରକାରଙ୍କ ଉପରେ ବର୍ଷିଲେ ସୋନମ ୱାଙ୍ଗଚୁକ
ନୂଆଦିଲ୍ଲୀ,୨୭।୯: ପରିବେଶ କର୍ମୀ ସୋନମ ୱାଙ୍ଗଚୁକ ୨୦୨୫ ସେପ୍ଟେମ୍ବର ୨୪ରେ ଲଦାଖରେ ଘଟିଥିବା ହିଂସାକାଣ୍ଡ ଏବଂ ପୋଲିସ ଗୁଳିଚାଳନା ଘଟଣାର ପ୍ରଥମ ବାର୍ଷିକୀ ଅବସରରେ ଅନେକ ପ୍ରଶ୍ନ ଉଠାଇଛନ୍ତି। ସେ ଗଣମାଧ୍ୟମରେ ଏହାର ପ୍ରସାରଣ, ହିଂସାକାଣ୍ଡର ନ୍ୟାୟିକ ତଦନ୍ତ, ପୀଡ଼ିତଙ୍କ ପାଇଁ…
ଭିଡ଼ିଓ ଭାଇରାଲ, ହଠାତ ଚମକିଲେ ଐଶ୍ୱର୍ଯ୍ୟା, ଆରାଧ୍ୟାଙ୍କୁ ମିସ୍ କଲେ ପ୍ରଶଂସକ
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଦୀର୍ଘ ଦିନ ଧରି ବଡ଼ ପରଦାରୁ ଦୂରେଇ ରହିଥିଲେ ମଧ୍ୟ ସେ ସର୍ବଦା ଚର୍ଚ୍ଚାରେ ରୁହନ୍ତି। ନିକଟରେ ଶନିବାର ରାତିରେ ତାଙ୍କୁ ମୁମ୍ବାଇ ବିମାନବନ୍ଦରରେ ଦେଖିବାକୁ ମିଳିଥିଲା, ଯେଉଁଠାରେ ସେ ନିଜର ନୂଆ…
ପଡ଼ିଆରେ କ୍ରିକେଟ୍ ଖେଳୁଥିଲେ ଏଆର୍ଆଇ, ହଠାତ୍ ଛାତିରେ ହେଲା ଯନ୍ତ୍ରଣା, ଆଉ ତା’ ପରେ…
ଗୁଣପୁର,୨୭ା୯(ସଙ୍କେତ ପାତ୍ର): ରାୟଗଡ଼ାରେ କ୍ରିକେଟ ଖେଳୁଥିବା ସମୟରେ ହଠାତ୍ ଛାତି ଯନ୍ତ୍ରଣା ହେବା ପରେ ଅଚେତ ହୋଇପଡ଼ି ଗୁଣପୁରରେ କାର୍ଯ୍ୟରତ ଏଆର୍ଆଇ ପି. ରାଜେଶଙ୍କ ଅକାଳ ବିୟୋଗ ଘଟିଥିବା ଜଣାପଡ଼ିଛି। ତାଙ୍କୁ ୪୨ ବର୍ଷ ବୟସ ହୋଇଥିଲା। ପି. ରାଜେଶ ପୂର୍ବରୁ…
Amazon-Flipkart- JioMartକୁ ବଡ଼ ଝଟକା, ଗଣିବେ ଏତେ ଲକ୍ଷ ଲକ୍ଷ ଟଙ୍କାର ଜରିମାନା!
ନୂଆଦିଲ୍ଲୀ,୨୭।୯: ଅନଲାଇନ ଗ୍ରାହକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA) ଆମାଜନ (Amazon), ଫ୍ଲିପକାର୍ଟ (Flipkart) ଏବଂ ଜିଓମାର୍ଟ (JioMart) ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ତିନୋଟି ଇ-କମର୍ସ ପ୍ଲାଟଫର୍ମ ଉପରେ ପଞ୍ଜୀକୃତ…
ଧରିତ୍ରୀ ପ୍ରଭାବ: ୪ ଦିନ ପରେ ଖୋଲିଲା ଗାଜଲବାଡ଼ି ଘାଟି ରାସ୍ତା, ତଥାପି ଜାରି ରହିଛି ଭାରୀଯାନ ଚଳାଚଳ କଟକଣା
ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାରୁ ୪ ଦିନ ପରେ ସିଲ୍କୁ ହଟାଇଛି ଗଞ୍ଜାମ ଜିଲା ପ୍ରଶାସନ। ଫଳରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଛି। ତେବେ ଲୁହା, ବାଲି, ଗୋଡ଼ି, ଇଟା ଓ…
ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…
ନୂଆଦିଲ୍ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ ଅନେକ କମ୍ପାନୀ ୧୦୦ ପ୍ରତିଶତ ଇଥାନଲରେ ଚାଲୁଥିବା କାର୍ ଲଞ୍ଚ କରିପାରନ୍ତି। ଏହିସବୁ…
ହର୍ମୁଜକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘କାଙ୍ଗାଳ ହୋଇଗଲାଣି ଇରାନ’
ଓ୍ବାଶିଂଟନ,୨୭।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ ଡି.ସି. ଠାରେ ହର୍ମୁଜ ପ୍ରଣାଳୀ (Strait of Hormuz) ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନ ତୁରନ୍ତ ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବାକୁ ଚାହୁଁଛି କାରଣ…
PM Modi Mann Ki Baat: ୧୩୮ତମ ସଂସ୍କରଣରେ ବାଲାକୋଟ ସର୍ଜିକାଲ ଷ୍ଟ୍ରାଇକ ବିଷୟରେ ଉଲ୍ଲେଖ କଲେ ମୋଦି
ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୭ ସେପ୍ଟେମ୍ବର) ନିଜର ‘ମନ କି ବାତ’ ରେଡିଓ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି କାର୍ଯ୍ୟକ୍ରମର ୧୩୮ତମ ସଂସ୍କରଣରେ ସେ ବାଲାକୋଟ ସର୍ଜିକାଲ ଷ୍ଟ୍ରାଇକ, ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ଏବଂ…

