ମହାତ୍ମା ଗାନ୍ଧୀଙ୍କ ପରେ ନରେନ୍ଦ୍ର ମୋଦି ହିଁ ଲୋକଙ୍କ ଭାବନାକୁ ବୁଝିଛନ୍ତି: ରାଜନାଥ ସିଂ
ନୂଆଦିଲ୍ଲୀ,୩୦।୮: ମହାତ୍ମା ଗାନ୍ଧୀଙ୍କ ପରେ ନରେନ୍ଦ୍ର ମୋଦି ହେଉଛନ୍ତି ଏକମାତ୍ର ନେତା ଯିଏ ଲୋକଙ୍କ ଭାବନାକୁ ବୁଝନ୍ତି ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି। ଜଣାଶୁଣା ଖବରଦାତା ଅଜୟ ସିଂଙ୍କ ପୁସ୍ତକ ‘The Architect of the New BJP’…
ଦେଶରେ କମୁଛି କରୋନା ସଂକ୍ରମଣ
ନୂଆଦିଲ୍ଲୀ,୩୦।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫,୪୩୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ…
ଇରାକରେ ଘନେଇଲା ରାଜନୈତିକ ସଙ୍କଟ: ସଂଘର୍ଷରେ ୨୦ ମୃତ
ବାଗଦାଦ,୩୦।୮: ଶ୍ରୀଲଙ୍କା ପରେ ବର୍ତ୍ତମାନ ଇରାକରେ ଅରାଜକତା ପରିସ୍ଥିତି ସୃଷ୍ଟି ହୋଇଛି। ଶକ୍ତିଶାଳୀ ଶିଆ ଧର୍ମଗୁରୁ ମୁକତାଦା ଅଲ-ସଦର ମଧ୍ୟ ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ଫଳରେ ଦେଶରେ ରାଜନୈତିକ ସଙ୍କଟ ଆହୁରି ଉଗ୍ର ରୂପ ଧାରଣ କରିଛି। ଅଲ୍-ସଦରଙ୍କ ନିଷ୍ପତ୍ତିକୁ…
ବିଜେଡି ନେତା ଯଯାତି ହତ୍ୟା ମାମଲାରେ ସବ୍ୟସାଚୀ ନିର୍ଦ୍ଦୋଷ
ଗୁଣପୁର,୩୦ା୮(ଡି.ଏନ୍.ଏ.):ରାୟଗଡ଼ା ଜିଲା ଗୁଣପୁର ଏଡିଜେ କୋର୍ଟରେ ବିଜେଡି ନେତା ଯଯାତି କେଶରୀ ସାହୁଙ୍କ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ସାକ୍ଷ୍ୟ ଓ ପ୍ରମାଣ ଅଭାବରୁ ମାଓବାଦୀ ନେତା ସବ୍ୟସାଚୀ ପଣ୍ଡା ଏହି ମାମଲାରୁ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଏଡିଜେ…
୨ କୋଠରିରେ ପଢ଼ୁଛନ୍ତି ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲା
ଦଶମନ୍ତପୁର, ୩୦।୮( ଡି.ଏନ୍.ଏ.):କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅଧୀନ ଚିକମ୍ ପଞ୍ଚାୟତର ଉପର ଗୋଦଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ୧୦୫ ଜଣ ଛାତ୍ରୀଛାତ୍ର ପଢ଼ନ୍ତି। ସେମାନଙ୍କ ପାଇଁ ୩ଜଣ ଶିକ୍ଷକ ଅଛନ୍ତି। କିନ୍ତୁ ଏଠାରେ ମାତ୍ର…
ବିଶ୍ୱର ତୃତୀୟ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ
ନୂଆଦିଲ୍ଲୀ,୩୦।୮: ଭାରତର ଆଦାନୀ ଗ୍ରୁପ୍ର ଚେୟାରମ୍ୟାନ ଗୌତମ ଆଦାନୀ ଦୁନିଆର ତୃତୀୟ ଧନୀ ବ୍ୟକ୍ତି ହୋଇପାରିଛନ୍ତି। ଫ୍ରାନ୍ସର ବ୍ୟବସାୟୀ ବର୍ନାର୍ଡ ଆର୍ନାଲ୍ଟଙ୍କୁ ସେ ପଛରେ ପକାଇ ଦେଇଛନ୍ତି ଏହି ସ୍ଥାନ ହାସଲ କରିଛନ୍ତି। ଗୌତମ ଆଦାନୀ ହେଉଛନ୍ତି ପ୍ରଥମ ଏସୀୟ ବ୍ୟକ୍ତି…
ଅଭିନେତା କମଲ ଖାନ ଗିରଫ
ମୁମ୍ବାଇ,୩୦।୮: ୨୦୨୦ରେ ବିବାଦୀୟ ଟୁଇଟ ପାଇଁ ଅଭିନେତା କମଲ ରସିଦ ଖାନଙ୍କୁ ମଙ୍ଗଳବାର ମୁମ୍ବାଇର ମାଲାଡ ପୋଲିସ ଗିରଫ କରିଛି। ତାଙ୍କୁ ମୁମ୍ବାଇ ବିମାନବନ୍ଦରରେ ଗିରଫ କରାଯାଇଥିଲା। ଆଜି ଅର୍ଥାତ୍ ମଙ୍ଗଳବାର ବୋରିଭାଲୀ କୋର୍ଟରେ ହାଜର କରାଯିବ। କମଲ ରସିଦ ଖାନ…
ଆଜି ରାଜ୍ୟରେ ୨୩୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୩୬…
ପାକିସ୍ତାନ ଖେଳାଳିଙ୍କ ଇଚ୍ଛା ପୂରଣ କଲେ ବିରାଟ କୋହଲି
ଦୁବାଇ,୩୦।୮: ଏସିଆ କପ ୨୦୨୨ର ଏକ ମ୍ୟାଚ୍ ପାକିସ୍ତାନକୁ ୫ ଉଇକେଟ୍ରେ ପରାସ୍ତ କରିଛି ଭାରତ। ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲି ଏହି ମ୍ୟାଚ ସମୟରେ ପାକିସ୍ତାନର ଦ୍ରୁତ ବୋଲର ହରିସ ରୌଫ୍ଙ୍କ ଇଚ୍ଛା ପୂରଣ କରିଥିଲେ। ହରିସ କୋହଲିଙ୍କୁ…
ଭାରତଠାରୁ ହାରିବା ପରେ କାନ୍ଦି କାନ୍ଦି ଡ୍ରେସିଂ ରୁମ୍କୁ ଫେରିଲେ ପାକିସ୍ତାନ ଖେଳାଳି
ଦୁବାଇ,୩୦।୮: ଏସିଆ କପ ୨୦୨୨ରେ ପାକିସ୍ତାନର ଦ୍ରୁତ ବୋଲର ନସିମ ଶାହା ଭାରତ ବିପକ୍ଷରେ ଅନ୍ତର୍ଜାତୀୟ ଟି-୨୦ ଡେବ୍ୟୁ କରିଥିଲେ। ଡେବ୍ୟୁ ମ୍ୟାଚ୍ରେ ସେ ତାଙ୍କ ବୋଲିଂ ବ୍ୟତୀତ କ୍ରିକେଟ୍ ପ୍ରତି ଥିବା ଉତ୍ସାହ ଜରିଆରେ ପ୍ରଶଂସକଙ୍କ ହୃଦୟ ଜିତିଥିଲେ। ନସିମ…
ସାଟେଲାଇଟ ମାପଚୁପ ଆରମ୍ଭ
ଯାଜପୁର ଅଫିସ,୩୦ା୮:ଅନୁମୋଦନଠାରୁ ବହୁ ଗୁଣ ମୂଲ୍ୟବାନ ଗ୍ରାନାଇଟ ପଥର ଉତ୍ତୋଳନ ଉପରେ ସାଟେଲାଇଟ୍ ମାପଚୁପ ପ୍ରକ୍ରିୟା ସୋମବାରଠାରୁ ଆରମ୍ଭ ହୋଇଛି। କଟକସ୍ଥିତ ମାଇ ୱାର୍ଲଡ୍ କନସଲଟାନ୍ସିକୁ ଏହି ଦାୟିତ୍ୱ ଦିଆଯାଇଛି। ଏହି ପ୍ରକ୍ରିୟା ଆରମ୍ଭରେ ଡଙ୍କାରୀ ପାହାଡ଼ର ୩ଟି ଖାଦାନର ମାପଚୁପ…
ଖରିଫ ଧାନରେ ମାଟିଆଗୁଣ୍ଡି ପୋକ
କେନ୍ଦ୍ରାପଡ଼ା ଅଫିସ, ୩୦ା୮:ଚଳିତ ବର୍ଷର ଲଗାଣ ବର୍ଷା ଓ ବନ୍ୟାଜନିତ କ୍ଷତି ଆକଳନ ସରିନାହିଁ। ରାଜକନିକା ଓ ଆଳି ବ୍ଲକ ଅଞ୍ଚଳରେ ପୁନର୍ବାର ବ୍ରାହ୍ମଣୀ, ଖରସ୍ରୋତା ଓ କାଣୀରେ ବନ୍ୟା ଆସି କ୍ଷେତ ଜମି ପାଣି ଘେରରେ ଅଛି। ଏପରି କି…
Archives


