Home

ଦୁର୍ବଳ ମୌସୁମୀ ଯୋଗୁ ବଢୁଛି ତାପମାତ୍ରା

ଭୁବନେଶ୍ୱର, ୩-ା୮(ବ୍ୟୁରୋ):ଦୁର୍ବଳ ମୌସୁମୀ ପ୍ରଭାବରେ ରାଜ୍ୟରେ ତାପମାତ୍ରା ବଢ଼ି ଚାଲିଛି। ବର୍ଷା ଋତୁରେ ଗ୍ରୀଷ୍ମର ଅନୁଭବ ହେଉଛି। ମଝିରେ ମଝିରେ କେଉଁଠି କେମିତି ବର୍ଷା ହେଉଥିଲେ ମଧ୍ୟ ତାତି ଓ ଗୁଳୁଗୁଳି ଜନଜୀବନକୁ ପ୍ରଭାବିତ କରୁଛି। ସୋମବାର ରାଜ୍ୟର ୬ ସ୍ଥାନରେ…

ଗଢ଼ାହେବ ୩ ୟୁନିଟ୍‌ ଷ୍ଟ୍ରାଇକିଂ ଫାୟାର ଫୋର୍ସ

ଭୁବନେଶ୍ୱର,୩୦ା୮(ବ୍ୟୁରୋ):ସମୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱାରୋପ କରିଛନ୍ତି। ବିଭିନ୍ନ ବିପର୍ଯ୍ୟୟ ବିଶେଷକରି ଅଗ୍ନି ଦୁର୍ଘଟଣା ସମୟରେ ଲୋକଙ୍କ ଉଦ୍ଧାର କାର୍ଯ୍ୟ ଯେପରି ତ୍ୱରାନ୍ବିତ କରାଯାଇପାରିବ,ତାହାକୁ ଦୃଷ୍ଟିରେ…

ଆଜି ୨୭୬ ଅଧ୍ୟାପକଙ୍କୁ ମିଳିବ ନିଯୁକ୍ତିପତ୍ର

ଭୁବନେଶ୍ୱର, ୩୦।୮(ବ୍ୟୁରୋ):ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ଅଣଅନୁଦାନପ୍ରାପ୍ତ ଡିଗ୍ରୀ କଲେଜଗୁଡ଼ିକରେ ୨୭୬ଜଣ ନୂଆ ଅଧ୍ୟାପକ ନିଯୁକ୍ତ ହେବେ। ରାଜନୀତି ବିଜ୍ଞାନ ଓ ଇଂଲିଶ ବିଷୟ ପାଇଁ ଏହି ଅଧ୍ୟାପକଙ୍କୁ ଚୟନ କରାଯାଇଛି। ନବନିଯୁକ୍ତ ଅଧ୍ୟାପକଙ୍କ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ ମଙ୍ଗଳବାର ଅପରାହ୍ନ ସାଢ଼େ…

ବିକୃତ ଗଣେଶ ମୂର୍ତ୍ତି ନିର୍ମାଣ ମାମଲା:ହସ୍ତକ୍ଷେପ କରିବାକୁ ମନାକଲେ ହାଇକୋର୍ଟ

କଟକ ଅଫିସ,୩୦ା୮: ବିକୃତ ଗଣେଶ ମୂର୍ତ୍ତି ନିର୍ମାଣ ପ୍ରସଙ୍ଗକୁ ନେଇ ଆଗତ ମାମଲାରେ ହସ୍ତକ୍ଷେପ କରିବାକୁ ସୋମବାର ହାଇକୋର୍ଟ ମନା କରିଦେଇଛନ୍ତି। ଏଥିସହ ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧର ଏବଂ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି…

ରାଜଧାନୀରେ ୧୭୫ ବେଆଇନ ଆପାର୍ଟମେଣ୍ଟ

ଭୁବନେଶ୍ୱର,୩୦ା୮(ବ୍ୟୁରୋ):ଉତ୍ତର ପ୍ରଦେଶର ନୋଏଡ଼ାରେ ନିର୍ମାଣ ହୋଇଥିବା ୧୦୦ ମିଟର ଉଚ୍ଚତାର ଦୁଇଟି ବେଆଇନ ଅଟ୍ଟାଳିକାକୁ ରବିବାର ବିସ୍ଫୋରଣରେ ଉଡ଼ାଇ ଦିଆଯାଇଛି। କୋଷ୍ଟାଲ ରେଗୁଲେଶନ ଜୋନ୍‌ ସର୍ତ୍ତକୁ ଉଲ୍ଲଂଘନ କରିଥିବାରୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶରେ ସେହି ବହୁତଳ ଆପାର୍ଟମେଣ୍ଟକୁ ଧରାଶାୟୀ କରାଯାଇଛି। ଅନ୍ୟପକ୍ଷରେ ରାଜଧାନୀ…

ମୁଖ୍ୟମନ୍ତ୍ରୀଙ୍କୁ ମିଳିବ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ଆଓ୍ବାର୍ଡ

ଭୁବନେଶ୍ୱର,୩୦ା୮(ବ୍ୟୁରୋ):ସଫଳ ଓ ଉଲ୍ଲେଖନୀୟ ନେତୃତ୍ୱ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ଆଓ୍ବାର୍ଡ ମିଳିବ। ଆସନ୍ତା ୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ କ୍ୟାପିଟାଲ୍‌ ଫାଉଣ୍ଡେଶନ ପକ୍ଷରୁ ଏହି ଆଓ୍ବାର୍ଡରେ ସମ୍ମାନିତ କରାଯିବ। ସୁପ୍ରିମ କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏନ୍‌.ଭି.…

ଦେଢ଼ ଲକ୍ଷରେ ବହୁରୂପୀ ଏଣ୍ଡୁଅ ଡିଲ୍‌

ଭୁବନେଶ୍ୱର, ୩୦ା୮(ବ୍ୟୁରୋ):ରାଜ୍ୟରେ ବଜ୍ରକାପ୍ତା ଭଳି ବହୁରୂପୀ ଏଣ୍ଡୁଅର ମଧ୍ୟ ଚୋରା ଚାଲାଣ ହେଉଛି। ରାଜଧାନୀ ଭୁବନେଶ୍ୱରରେ ଏହି ରାକେଟ ସକ୍ରିୟ ଥିବାବେଳେ ଲକ୍ଷ ଲକ୍ଷ ଟଙ୍କାରେ କାରବାର ହେଉଥିବା ଜଣାପଡିଛି। ସୋମବାର ସତ୍‌ସଙ୍ଗ ବିହାର ନିକଟ ଶ୍ୟାମାପ୍ରସାଦ ପାର୍କରେ ଚଢ଼ାଉ କରି…

ମହିଳା, ଶିଶୁ ବିରୋଧୀ ଅପରାଧ ୧୫% ବୃଦ୍ଧି

ନୂଆଦିଲ୍ଲୀ, ୩୦ା୮: ଦେଶବ୍ୟାପୀ ମହିଳା ଓ ଶିଶୁ ବିରୋଧୀ ହିଂସା, ଅପରାଧ ବୃଦ୍ଧି ଚିନ୍ତାଜନକ ରହିଛି। ଅଧିକାଂଶ ମହିଳା ବିଶେଷକରି ଘରୋଇ ହିଂସାର ଶିକାର ହେଉଥିବାବେଳେ ଅସଦାଚରଣ, ଅପହରଣ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ମହିଳା ବିରୋଧୀ ଅପରାଧ ମାମଲା ୨୦୨୦ ତୁଳନାରେ…

ଆତ୍ମହତ୍ୟା: ଦିନମଜୁରିଆ ଆଗରେ

ନୂଆଦିଲ୍ଲୀ, ୩୦ା୮:ଗତ କିଛି ବର୍ଷ ଭଳି ୨୦୨୧ରେ ଦେଶରେ ଆତ୍ମହତ୍ୟା ବୃଦ୍ଧିପାଇଛି। ପାରିବାରିକ ସମସ୍ୟା, ଅସୁସ୍ଥତା ଦୁଇଟି ପ୍ରମୁଖ କାରଣ ହୋଇଥିବାବେଳେ ବୃତ୍ତି ଓ ପେସାଗତ ସମସ୍ୟା ଜନିତ ଆତ୍ମହତ୍ୟା ଚିନ୍ତାଜନକ ରହିଛି। କାରଣ ମହାମାରୀ କରୋନା ଯୋଗୁ ଆର୍ଥିକ ସ୍ଥିତ…

ବିଶ୍ୱର ଏକାକୀ ରହୁଥିବା ବ୍ୟକ୍ତିଙ୍କ ମୃତ୍ୟୁ

ବ୍ରାସିଲିଆ,୨୯।୮:: ବିଶ୍ୱର ସବୁଠାରୁ ଏକୁଟିଆ ରହୁଥିବା ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ବ୍ରାଜିଲର ରେନ୍‌ ଫରେଷ୍ଟରୁ ତାଙ୍କ ମୃତଦେହ ମିଳିଛି। ମୃତ ବ୍ୟକ୍ତିଙ୍କ ବାବଦରେ କାହାରି ପାଖରେ କୌଣସି ତଥ୍ୟ ନ ଥିବା ବେଳେ ଦୀର୍ଘ ୨୬ ବର୍ଷ ଧରି ବ୍ୟକ୍ତି ଜଣକ…

ବୁଧବାର ପାଟନା ଗସ୍ତ କରିବେ କେସିଆର

ହାଇଦ୍ରାବାଦ,୨୯।୮: ଟିଆରଏସ୍‌ ମୁଖ୍ୟ ତଥା ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ(କେସିଆର) ବୁଧବାର ବିହାର ଗସ୍ତ କରିବେ। ବୁଧବାର ସକାଳେ ହାଇଦ୍ରାବାଦ ବିମାନବନ୍ଦରରୁ ସେ ପାଟନାକୁ ଯିବେ। ପାଟନାରେ କେସିଆର ରାଜ୍ୟର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଭେଟିବେ। ଏହି ସମୟରେ ଦୁହେଁ…

୧୦୦ ବେଆଇନ ବିଲ୍ଡିଂ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୯।୮: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସୁପରଟେକ୍‌ କମ୍ପାନୀର ବେଆଇନ ନିର୍ମିତ ଟ୍ବିନ୍‌୍‌ ଟାଓ୍ବାର ରବିବାର ମାଟିରେ ମିଶିବା ପରେ ଏବେ ନୋଏଡା କର୍ତ୍ତୃପକ୍ଷ ଉକ୍ତ ଅଞ୍ଚଳରେ ବେଆଇନ ଭାବେ ଗଢ଼ିଉଠିଥିବା ଶତାଧିକ ବିଲ୍ଡିଂ ଉପରେ ନଜର ପକାଇଛନ୍ତି। ସେଥିରୁ ଅଧିକାଂଶ ବିଲ୍ଡିଂକୁ ୨୦୦୯ରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri