ମା’ ରାମଚଣ୍ଡୀଙ୍କ ଚନ୍ଦନ ପୋଖରୀରେ ଆଣ୍ଠୁଏ ପାଣି, ମେଳାରେ ସମସ୍ୟା ଭୋଗିବେ ବ୍ୟବସାୟୀ, ଅସନ୍ତୋଷ ପ୍ରକାଶ କରି…
ମହାକାଳପଡ଼ା,୧୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗରସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିରରେ ଦିନକ ପରେ ପଣା ସଂକ୍ରାନ୍ତି ଓ ଝାମୁଯାତ୍ରା ଅନୁଷ୍ଠିତ ହେବ। ଏହା ଏକ ସପ୍ତାହ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ମା’ଙ୍କ ମନ୍ଦିର…
ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ ଆସିଲା ଏହି ବ୍ୟକ୍ତିଙ୍କର ଗୋଟିଏ ଫୋନ କଲ୍, ସବୁ ହୋଇଗଲା ଓଲଟପାଲଟ!
ଇସଲାମାବାଦ,୧୩।୪: ଇରାନ ଦାବି କରିଛି ଯେ ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବିବାଦ ସମାଧାନ ପାଇଁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ଦ୍ୱାରା ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କୁ କରାଯାଇଥିବା ଏକ ଫୋନ କଲ – ଠିକ ଆଲୋଚନା ମଧ୍ୟରେ…
ଏଇ ଭାରତରେ
ସଡ଼କ ପଥରେ ଯାତ୍ରୀଙ୍କ ସୁରକ୍ଷା ନିଶ୍ଚିତ କରିବା ପାଇଁ ଏକ ନୂଆ କ୍ୟୁଆର୍ କୋଡ୍ ତିଆରି କରିଛନ୍ତି ଆନ୍ଧ୍ରପ୍ରଦେଶ ଏନ୍ଟିଆର୍ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ। ଯେ କେହି ଯାତ୍ରା କରୁଥିବା ସମୟରେ ଏହି କ୍ୟୁଆର୍ ସ୍କାନ କଲେ ଆନ୍ଧ୍ରପ୍ରଦେଶର ଯେ…
ସଂସ୍କୃତିକୁ ପ୍ରୋତ୍ସାହନ
ଓଡ଼ିଆ ଘରର ଗାଥା-ଗୌରବ, ଚାଲିଚଳଣି, ଖାଦ୍ୟ ପାନୀୟ, ପୋଷାକ ପରିଧାନ, ସଂସ୍କୃତି ଓ ପରମ୍ପରାକୁ ବିଶ୍ୱବିଦିତ କରିବା ଲକ୍ଷ୍ୟରେ ଏପ୍ରିଲ ପହିଲାରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳିତ ହେଉଛି ‘ଓଡ଼ିଆ ପକ୍ଷ-୨୦୨୬’। ପ୍ରତ୍ୟେକ ଜିଲା ଓ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ବିଭାଗ…
ଯୁଦ୍ଧ ଓ ଶ୍ୱାସରୁଦ୍ଧ ସମ୍ବେଦନଶୀଳତା
ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହୋଇଛି। ଆଶା ଥିଲା, ଏହି ଆଲୋଚନାରେ ଉଭୟ ରାଷ୍ଟ୍ର ସକାରାତ୍ମକ ନିଷ୍କର୍ଷ…
ବିଦ୍ୟୁତ୍ ଉପରେ ପଡ଼ୁଛି ଗ୍ୟାସ୍ ଚାପ
ଭୁବନେଶ୍ୱର,୧୩।୪(ରବିନାରାୟଣ ଜେନା): ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତିକୁ ନେଇ ରାଜ୍ୟରେ ଘରୋଇ ରନ୍ଧନ ଗ୍ୟାସ୍(ଏଲ୍ପିଜି)ର ସଙ୍କଟ ସୃଷ୍ଟି ହୋଇଛି। ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ଲୋକେ ଏଲ୍ପିଜି ପାଇବା ପାଇଁ ନାହିଁ ନ ଥିବା ହଇରାଣ ହରକତ ହେଉଛନ୍ତି। ଏଥିପାଇଁ ସରକାରଙ୍କ…
ଇରାନୀ ନେତାର ନାହିଁ ପ୍ରୟୋଜନ
ପାକିସ୍ତାନ ରାଜଧାନୀ ଇସ୍ଲାମାବାଦଠାରେ ଆମେରିକା ଓ ଇରାନ୍ ମଧ୍ୟରେ ୨୧ ଘଣ୍ଟା ଧରି ଚାଲିଥିବା ଶାନ୍ତି ଆଲୋଚନା ଶେଷରେ ବିଫଳ ହୋଇଛି। ସ୍ବଦେଶ ପ୍ରତ୍ୟାବର୍ତ୍ତନ ପୂର୍ବରୁ ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ କହିଛନ୍ତି, ଇରାନ୍ ତାଙ୍କ ସର୍ତ୍ତାବଳୀ ମାନିବାକୁ ରାଜି ନ…
Video: ହର୍ମୁଜକୁ ନେଇ ହେବ ଯୁଦ୍ଧ? ଇରାନ ଜାରି କଲା ୬୦ ସେକେଣ୍ଡର ଭିଡ଼ିଓ, ଆମେରିକାକୁ ଦେଲା ସିଧା ଚେତାବନୀ
ତେହରାନ,୧୩।୪: ଯେଉଁଦିନ ଇରାନ-ଆମେରିକା ମଧ୍ୟସ୍ଥତା ନେତୃତ୍ୱାଧୀନ ଶାନ୍ତି ଆଲୋଚନା ଭାଙ୍ଗି ଯାଇଥିଲା, ସେହି ଦିନ ଇରାନ ଏକ ଭିଡିଓ ଫୁଟେଜ ଜାରି କରିଥିଲା। ଏହା ଦୁଇ ଦେଶ ମଧ୍ୟରେ ଉତ୍ତେଜନାକୁ ଆହୁରି ଘନିଷ୍ଠ କରିଛି। ଏହି ଫୁଟେଜ କେବଳ ଗୋଟିଏ ଦିନ…
ଜୁଏଲେରି ବ୍ୟବସାୟ ସବୁଠୁ ନିରାପଦ: ସଞ୍ଜୀବ ହଂସ
ପ୍ରାୟ ୩୦ ବର୍ଷ ପୂର୍ବେ ପ୍ରତିଷ୍ଠିତ ‘ଶୁଭଲାଭ ଜୁଏଲର୍ସ’ ଓଡ଼ିଶାର ଏକ ପ୍ରମୁଖ ଜୁଏଲେରି ବ୍ରାଣ୍ଡ୍ ଭାବରେ ପରିଚିତ। ଏକ ଛୋଟ ଦୋକାନରୁ ଆରମ୍ଭ ହୋଇଥିବା ଏହି ସଂସ୍ଥାର ଏକାଧିକ ଷ୍ଟୋର ଏବେ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ରହିଛି।…
ବିବାହ ସାରି ଫେରୁଥିବା ବେଳେ ଟ୍ରକକୁ ପିଟିଲା ବସ, ୬ ମୃତ, ୧୩ ଆହତ
ଧୌଲାନା,୧୩।୪: ରବିବାର ବିଳମ୍ବିତ ରାତିରେ ପ୍ରାୟ ୧ଟା ୩୦ ସମୟରେ ଉତ୍ତର ପ୍ରଦେଶର ଧୌଲାନା-ମସୁରୀ ରାସ୍ତାରେ ଅରବିନ୍ଦ ଡାଏରୀ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୁଲାବତୀରୁ ଫେରୁଥିବା ଏକ ବିବାହ ଶୋଭାଯାତ୍ରା ଡାସନାର ବାସିନ୍ଦା ଇକରାମ କୁରେଶୀଙ୍କ ପୁଅକୁ…
ଓଜନ କମାଇବାକୁ ଚାହୁଁଥିଲେ ଆପଣାନ୍ତୁ ଏହି ସହଜ ଉପାୟ
ବର୍ତ୍ତମାନ ଓଜନ ବୃଦ୍ଧି ବା ଓବେସିଟି ଅନ୍ୟତମ ପ୍ରମୁଖ ସମସ୍ୟା ଭାବରେ ଉଭା ହୋଇଛି। ବିଶେଷଭାବରେ ଯୁବପିଢ଼ି ଏହାର ଅଧିକ ସମ୍ମୁଖୀନ ହେଉଥିବାର ଦେଖିବାକୁ ମିଳୁଛି। ବିଶେଷଭାବରେ ଖାଦ୍ୟପେୟ ଏବଂ ନିଜ ଜୀବନଶୈଳୀ ପ୍ରତି ଆବଶ୍ୟକ ମୁତାବକ ସଚେତନ ନ ରହିବା…
ପଶ୍ଚିମବଙ୍ଗ ଏସ୍ଆଇଆର୍ ଶୁଣାଣି ଆଜି
ନୂଆଦିଲ୍ଲୀ,୧୩ା୪(ପି.ଟି.): ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍)କୁ ବିରୋଧ କରି ଦାଏର ଅନେକ ପିଟିଶନ ଉପରେ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ୍ ଜୟମାଲ୍ୟ ବାଗ୍ଚୀଙ୍କ…

