Home

ଯାଞ୍ଚ କରିବ ଶ୍ରୀମନ୍ଦିର ପରିଚାଳନା କମିଟି

ପୁରୀ ଅଫିସ,୨୯।୮: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖ ଅରୁଣସ୍ତମ୍ଭରେ ଥିବା କିଛି ସୂକ୍ଷ୍ମ ଫାଟକୁ ନେଇ ଚର୍ଚ୍ଚା ଚାଲିଛି। ଅନ୍ୟପକ୍ଷରେ ସମ୍ପୃକ୍ତ ଫାଟ ୧୯୭୦-୭୫ ମସିହାଠାରୁ ଦେଖିବାକୁ ମିଳୁଥିବା ଶ୍ରୀମନ୍ଦିରର କେତେଜଣ ସେବାୟତ କହିଛନ୍ତି। ତେବେ ଦୀର୍ଘବର୍ଷ ଧରି ସେହି ସ୍ଥାନଗୁଡ଼ିକୁ ମରାମତି…

୮୫ ହଜାର ତଳେ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୯।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୮୫ ହଜାର…

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୨୨୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ରାଜ୍ୟରୁ ସୋମବାର ୨୨୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୭,୧୫୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨୯ ଜଣ ଚିହ୍ନଟ ହୋଇଥିବା…

ହଜିଯାଉଛି ଯାତ୍ରୀପଟ୍ଟି ପରମ୍ପରା

ପୁରୀ ଅଫିସ,୨୯।୮: ଆଧୁନିକତା ଛାପରେ ଶ୍ରୀକ୍ଷେତ୍ରରେ ଯାତ୍ରୀପଟ୍ଟି ପରମ୍ପରା ବିଲୁପ୍ତ ହେବାକୁ ବସିଲାଣି। ଦିନେ ଶ୍ରୀଜଗନ୍ନାଥ ପରମ୍ପରାର ବାର୍ତ୍ତାବାହ ସାଜିଥିବା ଯାତ୍ରୀପଟ୍ଟି ସମ୍ପ୍ରତି ନିଜ ପ୍ରାସଙ୍ଗିକତା ହରାଇବାକୁ ବସିଲାଣି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନଙ୍କୁ କୌଳିକ ପଣ୍ଡାମାନେ ମହାପ୍ରସାଦ…

ଦୁର୍ଗନ୍ଧରେ ଅଣନିଃଶ୍ୱାସୀ ଅଞ୍ଚଳବାସୀ

ଭୁବନେଶ୍ୱର,୨୯।୮(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱର ଏବେ ଆବର୍ଜନା ସିଟିରେ ପରିଣତ ହୋଇଛି। ଯୁଆଡେ ଚାହିଁବ ଅଳିଆ ଆବର୍ଜନା ଦେଖିବାକୁ ମିଳୁଛି। ଦାରୁଠେଙ୍ଗ ଗ୍ରାମବାସୀଙ୍କ ନାଲିଆଖି ଓ ବିରୋଧ ଯୋଗୁ ୨୦ ଦିନରୁ ଊର୍ଦ୍ଧ୍ୱ ହେବ ଭୁଆସୁଣୀ ଡମ୍ପିଂୟାର୍ଡକୁ ଅଳିଆ ଯାଇ ପାରୁନାହିଁ। ବିଏମ୍‌ସି…

ପିନାକର କ୍ଷମତା ବଢୁଛି, ଚାଇନା-ପାକିସ୍ତାନ ଚିନ୍ତାରେ…

ନୂଆଦିଲ୍ଲୀ,୨୯।୮ : ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆରଡିଓ) ଦ୍ୱାରା ସମ୍ପୁର୍ଣ୍ଣ ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ପିନାକ ରକେଟର କ୍ଷମତା କ୍ରମାଗତ ଭାବରେ ବୃଦ୍ଧି କରାଯାଉଛି। ଓଡ଼ିଶାର ବାଲେଶ୍ୱର ଏବଂ ରାଜସ୍ଥାନର ପୋଖରାନରେ ପିନାକର ବର୍ଦ୍ଧିତ କ୍ଷମତା ପରୀକ୍ଷା କରାଯାଇଥିଲା।…

ଶୋଭାପାଇବ ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ

ଜଟଣୀ,୨୯ା୮(ଡି.ଏନ୍‌.ଏ.): ଆଉ ଦିନକ ପରେ ଗଣେଶ ପୂଜା। ଏ ନେଇ ଉତ୍ସବ ମୁଖର ପୁରପଲ୍ଲୀ। ଦୁଇବର୍ଷ ପରେ ବିଘ୍ନରାଜ ଗଣପତି ବାବା ଭକ୍ତଙ୍କ ମେଳରେ ପୂଜା ପାଇବେ। ମଣ୍ଡପରେ ଠାକୁରଙ୍କୁ ଦେଖିବା ପାଇଁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ରହିଛି ଉତ୍କଣ୍ଠା। ଏହି ପରିପ୍ରେକ୍ଷୀରେ…

ପ୍ରତିଶ୍ରୁତିରେ ଅଟକିଛି ଲେଖନପୁର ଆଡ଼ିବନ୍ଧ ନିର୍ମାଣ

ଖୋର୍ଦ୍ଧା ଅଫିସ,୨୯ା୮: ଖୋର୍ଦ୍ଧା ବ୍ଲକରେ ବନ୍ୟା ତାଣ୍ଡବ ରଚିଥିଲା। ପାଣି ଛାଡ଼ିବା ପରେ ଏବେ ସ୍ଥିତି ସ୍ବାଭାବିକ ହୋଇଛି। ବନ୍ୟାପାଣି ଘେରରେ ଥିବା ବିପନ୍ନ ପରିବାରଙ୍କ ସ୍ଥିତିରେ ସାମାନ୍ୟ ସୁଧାର ଆସିଛି। ଗ୍ରାମବାସୀ ବନ୍ୟାକଷ୍ଟକୁ ଭୁଲି ନିଜ କାମରେ ଲାଗିଲେଣି। ତେବେ…

ଏନ୍‌ଡିଟିଭି: ଚିନ୍ତାରେ ବିଦେଶୀ ଗଣମାଧ୍ୟମ

ଓ୍ବାଶିଂଟନ: ଏସିଆର ଧନିକ ବ୍ୟବସାୟୀ ଗୌତମ ଆଦାନୀ ଏନ୍‌ଡିଟିଭି (ନ୍ୟୁ ଦିଲ୍ଲୀ ଟେଲିଭିଜନ୍‌)ର ୨୯ ପ୍ରତିଶତ ଅଂଶଧନ କିଣିବାକୁ ଯାଉଥିବା ଖବର ବର୍ତ୍ତମାନ ଅନ୍ତର୍ଜାତୀୟ ଗଣମାଧ୍ୟମର ଶିରୋନାମା ପାଲଟିଛି। ବିଦେଶୀ ମିଡିଆ ସଂସ୍ଥାସବୁ ଭାରତୀୟ ଗଣମାଧ୍ୟମ ପାଇଁ ଚିନ୍ତା ପ୍ରକଟ କରିଛନ୍ତି।…

ସିଆଇଆଇ ଦ୍ୱାରା ଟାଟା ଷ୍ଟିଲ୍‌ ମାଇନିଂ ପୁରସ୍କୃତ

ଭୁବନେଶ୍ୱର,୨୯।୮: ଦେଶର ପ୍ରମୁଖ ଘରୋଇ କମ୍ପାନୀ ‘ଟାଟା ଷ୍ଟିଲ ମାଇନିଂ ଲିମିଟେଡ଼’ର ଓଡ଼ିଶାର ଗଞ୍ଜାମ ଓ ଯାଜପୁର ଜିଲାରେ ଯଥାକ୍ରମେ ଅବସ୍ଥିତ, ଗୋପାଳପୁର ଫେରୋକ୍ରୋମ କାରଖାନା ଏବଂ ସୁକିନ୍ଦା କ୍ରୋମାଇଟ ଖଣିକୁ ଭୁବନେଶ୍ୱରଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସମ୍ମାନିତ କରାଯାଇଛି।…

ସେନ୍‌କୋର ନୂଆ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୨୯।୮: ପୂର୍ବ ଭାରତର ସର୍ବବୃହତ ସଂଗଠିତ ଗହଣା ରିଟେଲର ସେନ୍‌କୋ ଗୋଲ୍ଡ ଆଣ୍ଡ୍‌ ଡାଇମଣ୍ଡ୍‌ସ ପକ୍ଷରୁ ଅନ୍‌ଲାଇନ୍‌ ସୁନା କାରବାର ପ୍ଲାଟ୍‌ଫର୍ମ ଡିଜି ଗୋଲ୍ଡ ପାଇଁ ସୌରଭ ଗାଙ୍ଗୁଲିଙ୍କୁ ନେଇ ପ୍ରସ୍ତୁତ କରାଯାଇଥିବା ନୂଆ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି…

ସ୍ତ୍ରୀ, ପ୍ରେମିକ ଜେଲ ଗଲେ

ରାଜକନିକା,୨୯ା୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଭାମଣ୍ଡା ଗ୍ରାମର ନୃସିଂହନାଥ ମନ୍ଦିର ପୂଜକ ରଙ୍ଗାଧର ଦାଶଙ୍କ ମୃତଦେହ ମିଳିବାର ୬ ଦିନ ପରେ ରାଜକନିକା ଥାନା ପୋଲିସ ମୃତକଙ୍କ ସ୍ତ୍ରୀ ରତ୍ନମଣି ଓ ତାଙ୍କ ପ୍ରେମିକ ଅସିତ ଶତପଥୀଙ୍କୁ ଗିରଫ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri