Home

ରାଜଧାନୀରେ ଆଉ ଜଣେ ଯୁବତୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଜବତ କଲା ପୋଲିସ

ଭୁବନେଶ୍ୱର,୧ା୧୦(ବ୍ୟୁରୋ): ରାଜଧାନୀରେ ପୁଣି ଜଣେ ଯୁବତୀ ଆତ୍ମହତ୍ୟା କରିଛନ୍ତି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ଯୁବତୀ ଜଣଙ୍କ ହେଲେ ଢେଙ୍କାନାଳ ଜିଲାର କବିତା ବାରିକ। ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡ଼ି…

ଟ୍ରାକ୍ଟର ଟ୍ରଲି ଓଲଟି ୨୨ ଜଣଙ୍କ ମୃତ୍ୟୁ…

କାନପୁର,୧।୧୦ : ଉତ୍ତରପ୍ରଦେଶ କାନପୁରରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟର ଟ୍ରଲି ଓଲଟି ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାନପୁରର ଘାଟମପୁରର ଭିତରଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଏହି ଦୁର୍ଘଟଣାରେ ବହୁଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି…

ବିଚାରପତିଙ୍କୁ ନେଇ ଟିପ୍ପଣୀ ମାମଲା, ଇମ୍ରାନଙ୍କ ବିରୋଧରେ ଓ୍ବାରେଣ୍ଟ ଜାରି…

ଇସଲାମାବାଦ,୧।୧୦ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କର ସମସ୍ୟା ବଢ଼ିବାରେ ଲାଗିଛି। ଏବେ ତାଙ୍କ ବିରୋଧରେ ଗିରଫ ଓ୍ବାରେଣ୍ଟ ଜାରି ହୋଇଛି। ବିଚାରପତିଙ୍କୁ ନେଇ ଟିପ୍ପଣୀ ଦେଇଥିବା ମାମଲାରେ ସଲାମାବାଦର ମାରଗଲ୍ଲା ପୋଲିସ ଷ୍ଟେଶନର ମାଜିଷ୍ଟ୍ରେଟ୍‌ଙ୍କ ପକ୍ଷରୁ ପିଟିଆଇ ପ୍ରମୁଖଙ୍କ…

ସରିଲା ଷଷ୍ଠୀ

କଟକ ଅଫିସ, ୧ା୧୦- ଦଶହରା ପାଇଁ ଉତ୍ସବ ମୁଖର କଟକ ସହର। କରୋନା ଯୋଗୁ ଦୁଇବର୍ଷ ଧରି ପୂଜା ଫିକା ପଡିଥିଲା। ଚଳିତବର୍ଷ କରୋନା ହ୍ରାସ ପାଇଥିବାରୁ ଓ କଟକଣା ନ ଥିବାରୁ ଦୁର୍ଗାପୂଜାକୁ ଆଡମ୍ବରପୂର୍ଣ୍ଣ କରିବା ପାଇଁ ବିଭିନ୍ନ ପୂଜା…

ଦୁର୍ଗାପୂଜା ପାଇଁ ମୁତୟନ ହେବେ ୨୩୦ ପ୍ଲାଟୁନ୍‌ ଫୋର୍ସ

କଟକ ଅଫିସ,୧ା୧୦: ଚଳିତବର୍ଷ ଦୁର୍ଗାପୂଜାରେ ଶାନ୍ତିଶୃଙ୍ଖଳା ରକ୍ଷା କରିବା ଓ ଅପରାଧ ନିୟନ୍ତ୍ରଣ ପାଇଁ ରାଜ୍ୟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରତି ଜିଲାର ପୋଲିସବାହିନୀ ସହ ଅଧିକ ୨୩୦ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଛି। ସେଥିମଧ୍ୟରେ କଟକରେ ୫୦…

ପାଉଣ୍ଡକୁ ଡଲାର ତୁଳନାରେ କରାଯିବ ସଶକ୍ତ, କହିଲେ ବ୍ରିଟିଶ ପ୍ରଧାନମନ୍ତ୍ରୀ…

ଲଣ୍ଡନ,୧।୧୦ : ଗତ କିଛି ଦିନ ମଧ୍ୟରେ ଆମେରିକୀୟ ଡଲାର ତୁଳନାରେ ବ୍ରିଟିଶ ପାଉଣ୍ଡ ହ୍ରାସ ପାଇଛି। ବ୍ରିଟିଶ ପ୍ରଧାନମନ୍ତ୍ରୀ ଲିଜ ଟ୍ରସ ତାଙ୍କ ସରକାରଙ୍କ ମିନି ବଜେଟ ପରେ ପ୍ରଥମ ଥର ପାଇଁ ସ୍ବୀକାର କରିଛନ୍ତି ଯେ ପାଉଣ୍ଡ ଷ୍ଟର୍ଲିଂ…

୬,୧୦୫ ରେଳଷ୍ଟେଶନରେ ରେଲଟେଲର ହାଇ ସ୍ପିଡ ଓ୍ବାଇଫାଇ ନେଟଓ୍ବାର୍କ ସୁବିଧା…

ନୂଆଦିଲ୍ଲୀ,୧।୧୦ : ବ୍ରଡବ୍ୟାଣ୍ଡ ରେଲୱେୟାରର ଗ୍ରାହକମାନେ ବର୍ତ୍ତମାନ ଦେଶର ୬,୧୦୫ ରେଳଷ୍ଟେଶନରେ ରେଲଟେଲର ହାଇ ସ୍ପିଡ ଓ୍ବାଇଫାଇ ନେଟଓ୍ବାର୍କରେ ନିଜ ଘରର ବ୍ରଡବ୍ୟାଣ୍ଡ ଯୋଜନା ଉପଭୋଗ କରିପାରିବେ। ଏଥିପାଇଁ ଗ୍ରାହକଙ୍କୁ ଆଉ ରେଳ ଷ୍ଟେଶନରେ ପ୍ରିପେଡ ୱାଇ-ଫାଇ ଯୋଜନା କିଣିବାକୁ ପଡିବ…

ବିବାହ ବୟସରେ ଭଉଣୀ-ଭାଇଙ୍କ ବୋଝ ସମ୍ଭାଳୁଛନ୍ତି ନୟନୀ

କର୍ଲାମୁଣ୍ଡା,୧ା୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ପଞ୍ଚାୟତ ଓଡ଼ିଆମୁଣ୍ଡା ଗ୍ରାମର ମା-ବାପା ଛେଉଣ୍ଡ ତିନି ଭଉଣୀ ଭାଇ ବହୁ କଷ୍ଟରେ ଜୀବନ କାଟୁଥିବା ଦେଖିବାକୁ ମିଳିଛି। ସୂଚନାନୁଯାୟୀ, ଏହି ଗ୍ରାମର କରୁଣା ବାଗ ତାଙ୍କ ସ୍ତ୍ରୀ ମଲ୍ଲୀ ବାଗ,ବଡ଼ ଝିଅ…

ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ଦାମ ହୋଇଛି ଦୁଇଗୁଣା, କହିଲେ ଜୟଶଙ୍କର…

ବଡ଼ୋଦରା, ୧।୧୦ : ବହିର୍ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ୍‌. ଜୟଶଙ୍କର ୬୦ଟି ବିଭିନ୍ନ ଦେଶର ପ୍ରତିନିଧୀଙ୍କ ସହ ଗୁଜରାଟ ବଡ଼ୋଦରାର ଲକ୍ଷ୍ମୀ ଭିଲାସ ପ୍ୟାଲେସ ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ ଆଜି ଏହା ଏକ ଗର୍ବର ବିଷୟ…

ସମସ୍ତଙ୍କ ସାମ୍ନାରେ ପ୍ରେମିକଙ୍କୁ ଚୁମ୍ବନ ଦେଲେ ଅମୀରଙ୍କ ଝିଅ

ମୁମ୍ବାଇ: ବଲିଉଡ୍‌ର ମିଷ୍ଟର ପରଫେକ୍ଟନିଷ୍ଟ ତଥା ସୁପରଷ୍ଟାର ଅମୀର ଖାନଙ୍କ ଝିଅ ଇରା ବର୍ତ୍ତମାନ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଇରା ତାଙ୍କ ପ୍ରେମିକ ନୁପୂର ଶିଖରଙ୍କୁ ସମସ୍ତଙ୍କ ସାମ୍ନାରେ ଚୁମ୍ବନ ଦେଇ ବିବାହ ପାଇଁ ପ୍ରସ୍ତାବ ଦେଇଛନ୍ତି। ଏହି ସମୟର ଏକ…

ଅକ୍ଟୋବର ମାସରେ କୁମ୍ଭ ସମେତ ଏହି ୫ ରାଶି ଲାଗି ଧନଲାଭର ଯୋଗ; କ୍ଷତି ସହିବେ ଗୋଟିଏ ରାଶି ବ୍ୟକ୍ତିବିଶେଷ

ଆରମ୍ଭ ହୋଇଛି ଅକ୍ଟୋବର। ଏହି ମାସରେ ଦଶହରା, କୁମାରପୂର୍ଣ୍ଣିମା, ଦୀପାବଳୀ ଭଳି ଉତ୍ସବ ପଡ଼ିବ। ପାର୍ବଣର ଏହି ସମୟରେ ଲୋକଙ୍କ ଖର୍ଚ୍ଚ ମଧ୍ୟ ବଢ଼ିଯାଏ। ସେହିଭଳି ବ୍ୟବସାୟୀଙ୍କ ରୋଜଗାର ବୃଦ୍ଧି ପାଇଥାଏ। ଜ୍ୟୋତିଷ ବିଷାରଦଙ୍କ ମୁତାବକ ଚଳିତ ମାସରେ ୫ ରାଶିର…

ବ୍ୟକ୍ତିଗତ ଗୋପନୀୟତା ଅଧିକାର ମୃତ୍ୟୁରେ ଶେଷ ହୁଏନାହିଁ, କୋର୍ଟଙ୍କ ରାୟ…

କୋଲକାତା,୧।୧୦ : ଗୋପନୀୟତା ଅଧିକାରକୁ ନେଇ କୋଲକାତା ହାଇକୋର୍ଟ ଏକ ବଡ ରାୟ ଦେଇଛନ୍ତି। ଏକ ମାମଲାର ଶୁଣାଣି କରି ହାଇକୋର୍ଟ କହିଛନ୍ତି, ଗୋପନୀୟତା ଅଧିକାର ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ସହିତ ଶେଷ ହୁଏ ନାହିଁ। ଆରଟିଆଇ ଅଧିନିୟମ ଅନୁଯାୟୀ, ଜଣେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri