୧୧ ରାଜ୍ୟର ରିପୋର୍ଟ ଦେଖିଲେ, ସେପ୍ଟେମ୍ବରରେ ୨ୟ ବୈଠକ
ଭୁବନେଶ୍ବର, ୨୭ା୮(ବ୍ୟୁରୋ): ଓଡ଼ିଶା ବିଧାନସଭାର ସଦସ୍ୟ ଏବଂ ପୂର୍ବତନ ସଦସ୍ୟଙ୍କ ଦରମା, ପେନ୍ସନ୍, ଭତ୍ତା ବୃଦ୍ଧି ନିମନ୍ତେ ଆସିଥିବା ପ୍ରସ୍ତାବକୁ ନେଇ ଶୁକ୍ରବାର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ବରିଷ୍ଠ ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ…
ପାଓ୍ବାର କଟ୍ କରିବନି ‘ମନ୍ କୀ ବାତ୍’ ଅଛି
ଭୁବନେଶ୍ବର, ୨୭ା୮(ବ୍ୟୁରୋ): ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ର ନିର୍ମାଣ ଓ ସମାଜ ମଙ୍ଗଳ ପ୍ରସଙ୍ଗରେ ଆଲୋଚନା କରିବା ସହିତ ସାଧାରଣ ଜୀବନ ବାସକରୁଥିବା ଲୋକଙ୍କ ଅକୁହା କଥା ସାମ୍ନାକୁ ଆଣିଥାଆନ୍ତି, ଯାହା ଆମ ସମସ୍ତଙ୍କୁ…
ବନ୍ୟାରେ ଲୋକେ ଛଟପଟ, ମିଛ ପ୍ରଚାରରେ ବ୍ୟସ୍ତ ସରକାର: କଂଗ୍ରେସ
ଭୁବନେଶ୍ବର,୨୭ା୮(ବ୍ୟୁରୋ): ରାଜ୍ୟରେ ଦେଖା ଦେଇଥିବା ଭୟଙ୍କର ବନ୍ୟାରେ ୧୫ ଜିଲା ପ୍ରଭାବିତ ହୋଇଥିବା ବେଳେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପାଣି ଘେରରେ ରହି ଚରମ ଦୁର୍ଦ୍ଦଶାରେ କାଳାତିପାତ କରୁଛନ୍ତି। ହଜାର ହଜାର ଏକର ଫସଲ ଜଳମଗ୍ନ ହୋଇ ସମ୍ପୂର୍ଣ୍ଣ ନଷ୍ଟ…
ବୀମା କମ୍ପାନୀଠୁ ବିଜେଡି ନେଇଛି ୧୦୦ କୋଟି: ଭାଜପା
ଭୁବନେଶ୍ବର, ୨୭ା୮(ବ୍ୟୁରୋ): ଚାଷୀର ବଳ କହୁୁଥିବା ବିଜେଡି ଏବେ ଚାଷୀଙ୍କ ସମସ୍ୟା ଓ ସଙ୍କଟ ବେଳେ ହାତବାନ୍ଧି ବସି ରହିବା ଦୁର୍ଭାଗ୍ୟଜନକ ବୋଲି ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ…
୪୯ ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ୟୁୟୁ ଲଳିତ, କାର୍ଯ୍ୟକାଳ ଅଢେଇ ମାସ
ନୂଆଦିଲ୍ଲୀ,୨୭ ।୮: ବିଚାରପତି ଉଦୟ ଉମେଶ ଲଳିତ ଶନିବାର ଦେଶର ୪୯ ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ ଜଷ୍ଟିଶ ଉଦୟ ଉମେଶ ଲଳିତଙ୍କୁ ଦେଶର ମୁଖ୍ୟ ବିଚାରପତି ଭାବେ ଶପଥ…
ବାସନ୍ଦ ଉଠାଇଲା ଫିଫା
ଜୁରିଚ୍,୨୭ା୮: ପ୍ରଶାସକ କମିଟି (ସିଏଓ)କୁ ସୁପ୍ରିମକୋର୍ଟ କ୍ଷମତାଶୂନ୍ୟ କରିଦେବା ପରେ ବିଶ୍ୱ ଫୁଟ୍ବଲ ପରିଚାଳନା ସଂସ୍ଥା (ଫିଫା) ଶୁକ୍ରବାର ସର୍ବଭାରତୀୟ ଫୁଟ୍ବଲ ମହାସଂଘ (ଏଆଇଏଫ୍ଏଫ୍) ଉପରୁ ବାସନ୍ଦ ଉଠାଇ ଦେଇଛି। ଫଳରେ ଅକ୍ଟୋବରରେ ଭାରତରେ ୧୭ବର୍ଷରୁ କମ୍ ମହିଳା ଫୁଟ୍ବଲ ବିଶ୍ୱକପ୍…
କୃଷକଙ୍କୁ ନେଇ ରାଜନୀତି କରୁଛନ୍ତି ରାଜ୍ୟ ସରକାର: କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟ ସରକାର ଯେତେ ପରିମାଣର ସାର କେନ୍ଦ୍ର ସରକାରଙ୍କୁ ମାଗିଛନ୍ତି ସେହି ପରିମାଣର ସାର କେନ୍ଦ୍ର ସରକାର ଯୋଗାଇ ଦେଇଛନ୍ତି। ୨୦୨୨ ଅଗଷ୍ଟ ୨୫ ସୁଦ୍ଧା ରାଜ୍ୟ ସରକାର ୟୁରିଆ ସାର ୦.୦୮ଏଲ୍ଏମ୍ଟି ମାଗିଥିଲା ବେଳେ କେନ୍ଦ୍ର ସରକାର ୨.୦୪…
କେନ୍ଦ୍ରମନ୍ତ୍ରୀ ମାଣ୍ଡଭ୍ୟଙ୍କୁ ଚିଠି ଲେଖିଲେ ନବୀନ
ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟରେ ଖରିଫ୍ ଚାଷ ଜୋରସୋର ଚାଲିଥିବାବେଳେ ସାର ଅଭାବ ଚାଷୀଙ୍କ ମୁଣ୍ଡବ୍ୟଥା ବଢ଼ାଇଛି। ଧାର୍ଯ୍ୟ ସମୟରେ କେନ୍ଦ୍ର ସରକାର ସାର ଯୋଗାଉନାହାନ୍ତି। ରାଜ୍ୟକୁ ମାସିକିଆ କୋଟା ମିଳୁନାହିଁ। ଖରିଫ ଋତୁରେ ଡିଏପି ସାର ୩୧% କମ୍ ମିଳିଛି। ଚାଷୀଙ୍କ ସମସ୍ୟାର…
୮୨ ଯାତ୍ରୀଙ୍କୁ ନେଇ ଯାଉଥିବା ବୋଟ୍ରେ ନିଆଁ
ମାନିଲା,୨୭ା୮: ଫିଲିପାଇନ୍ସର ବାଟାଙ୍ଗସ୍ ବନ୍ଦରରେ ଏକ ବୋଟ୍ ପହଞ୍ଚତ୍ବା ପୂର୍ବରୁ ଶୁକ୍ରବାର ସେଥିରେ ନିଆଁ ଲାଗିଯାଇଥିଲା। ବୋଟ୍ରେ ୮୨ ଜଣ ଯାତ୍ରୀ ଓ କର୍ମଚାରୀ ଥିଲେ। ସେମାନଙ୍କ ମଧ୍ୟରୁ ୭୩ ଜଣଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟମାନଙ୍କୁ ଖୋଜା ଚାଲିଥିବା ତଟସୁରକ୍ଷା ବାହିନୀ…
ଭାଜପା ସିରିଏଲ୍ କିଲର: କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀ ବିଧାନସଭାର ସ୍ବତନ୍ତ୍ର ଅଧିବେଶନରେ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦ୍ମୀ ପାର୍ଟି (ଏଏପି) ଆବାହକ ଅରବିନ୍ଦ କେଜ୍ରିଓ୍ବାଲ୍ ଶୁକ୍ରବାର ଭାଜପା ଉପରେ ଜୋର୍ଦାର ବର୍ଷିଛନ୍ତି। ନିର୍ବାଚିତ ସରକାରଗୁଡ଼ିକୁ ଭାଙ୍ଗିଦେଉଥିବା ଭାଜପାକୁ ସେ ସିରିଏଲ୍ କିଲର ବୋଲି କହିଛନ୍ତି। ଗୈରିକ ଦଳ…
ମାମଲା ବିଚାର ଅପେକ୍ଷାରେ ପଡ଼ିରହିବା ବଡ଼ ଚ୍ୟାଲେଞ୍ଜ: ସିଜେଆଇ
ନୂଆଦିଲ୍ଲୀ,୨୭ା୮(ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ପଦରୁ ଜଷ୍ଟିସ୍ ଏନ୍.ଭି. ରମନା ଶୁକ୍ରବାର ଅବସର ନେଇଛନ୍ତି। ତାଙ୍କୁ ସୁପ୍ରିମକୋର୍ଟ ପରିସରରେ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ବହୁସଂଖ୍ୟାରେ ମାମଲା ବିଚାର ଅପେକ୍ଷାରେ ପଡ଼ିରହିବା ସବୁଠୁ ବଡ଼ ଚ୍ୟାଲେଞ୍ଜ ବୋଲି ସିଜେଆଇ କହିବା ସହ…
ଫାଇଜର, ବାୟୋଟେକ୍ ବିରୋଧରେ ଅଭିଯୋଗ
ଓ୍ବାଶିଂଟନ,୨୭ା୮: ଆମେରିକାର ଔଷଧ ନିର୍ମାଣକାରୀ କମ୍ପାନୀ ମଡର୍ନା କୋଭିଡ୍ ଟିକା ନିର୍ମାଣକାରୀ ସହଯୋଗୀ କମ୍ପାନୀ ଫାଇଜର ଓ ବାୟୋଟେକ୍ ବିରୋଧରେ କୋର୍ଟରେ ଅଭିଯୋଗ କରିଛି। କରୋନା ଟିକା ପ୍ରସ୍ତୁତିରେ ମଡର୍ନା ବ୍ୟବହାର କରୁଥିବା ଏମ୍ଆର୍ଏନ୍ଏ ଟେକ୍ନିକ୍ର ପାଟେଣ୍ଟସ୍ ଫାଇଜର ଓ ବାୟୋଟେକ୍…
Archives


