ବିଦେଶୀ ଛାତ୍ରୀଛାତ୍ରଙ୍କ ପାଇଁ ଆସିଲା ୟୁଜିସିର ନୂଆ ଗାଇଡ୍ଲାଇନ
ନୂଆଦିଲ୍ଲୀ,୧।୧୦: ବିଦେଶୀ ଛାତ୍ରୀଛାତ୍ରଙ୍କ ପାଇଁ ଦେଶର ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ୨୫ ପ୍ରତିଶତ ପର୍ଯ୍ୟନ୍ତ ଅତିରିକ୍ତ ସିଟ୍ ସୃଷ୍ଟି କରିବାକୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଅନୁମତି ଦେଇଛନ୍ତି। ସେମାନଙ୍କ ପାଇଁ ସ୍ବଚ୍ଛ ନାମଲେଖା ପ୍ରକ୍ରିୟା ଆପଣାଇବା ନିମନ୍ତେ ୟୁଜିସି ପକ୍ଷରୁ ଶୁକ୍ରବାର…
ମାନ୍ଙ୍କ ସୁରକ୍ଷାରେ ୪୨ କାର୍କୁ କଂଗ୍ରେସର ସମାଲୋଚନା
ଚଣ୍ଡିଗଡ଼,୧।୧୦: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ସିଂ ମାନ୍ଙ୍କ ସୁରକ୍ଷା ପାଇଁ ୪୨ଟି କାର ବ୍ୟବହାରକୁ ନେଇ ବିରୋଧୀ କଂଗ୍ରେସ ସମାଲୋଚନା କରିଛି। ରାଇଟ୍ ଟୁ ଇନ୍ଫରମେଶନ୍ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ମାନ୍ ନିଜ ସୁରକ୍ଷା ପାଇଁ ୪୨ଟି ଦାମୀ କାର୍…
ନାବାଳିକାଙ୍କୁ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୧୪୨ ବର୍ଷ ଜେଲ
ଥିରୁଭାଲ୍ଲା,୧।୧୦: ଜଣେ ନାବାଳିକାଙ୍କୁ ୨ ବର୍ଷ ପର୍ଯନ୍ତ ବଳାତ୍କାର କରିଥିବା ଜଣେ ୪୧ବର୍ଷୀୟ ବ୍ୟକ୍ତିଙ୍କୁ କେରଳର ଏକ ଅଦାଲତ ଶୁକ୍ରବାର ୧୪୨ ବର୍ଷ ସଶ୍ରମ କାରାଦଣ୍ଡାରେ ଦଣ୍ଡିତ କରିଛନ୍ତି। ଏଥିସହ ପଥାନାମ୍ଥିଟ୍ଟା ଅତିରିକ୍ତ ଜିଲା ଓ ଦୌରା କୋର୍ଟ ବିଚାରପତି ଜୟକୁମାର…
ନିଜ ପଦରୁ ଇସ୍ତଫା ଦେଲେ ଖାର୍ଗେ
ନୂଆଦିଲ୍ଲୀ,୧।୧୦: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ଦାଖଲ କରିବା ପରେ ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖାର୍ଗେ ଶନିବାର ରାଜ୍ୟ ସଭାରେ ବିରୋଧୀ ଦଳର ନେତା ପଦରୁ ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେବା ପରେ ଖାର୍ଗେ କହିଛନ୍ତି, ଜଣେ ନେତାଙ୍କ ଗୋଟିଏ…
ରାଜ୍ୟପାଳଙ୍କ ଦ୍ୱାରା ଆରାଧ୍ୟା ସମ୍ବର୍ଦ୍ଧିତ
ଭୁବନେଶ୍ୱର, ୧।୧୦(କ୍ରୀଡ଼ା ପ୍ରତିନିଧି): ଗତ ଜୁନ୍ରେ ୬ ଦିନ ମଧ୍ୟରେ ୬ଟି ଗିରିଶୃଙ୍ଗ ଆରୋହଣ କରିଥିବା ରାଜ୍ୟର ଶିଶୁ ପର୍ବତାରୋହୀ ଆରାଧ୍ୟାଙ୍କୁ ଗୁରୁବାର ରାଜ୍ୟପାଳ ଗଣେଶୀ ଲାଲ ରାଜଭବନରେ ସମ୍ବର୍ଦ୍ଧିତ କରିଛନ୍ତି। ରାଜ୍ୟପାଳ ତାଙ୍କୁ ଆଶୀର୍ବାଦ କରିବା ସହ ମହାତ୍ମା ଗାନ୍ଧୀଙ୍କର…
ଓଡ଼ିଶା ମହିଳା ରଗ୍ବୀ ଦଳକୁ ସ୍ବର୍ଣ୍ଣ ପଦକ
ଭୁବନେଶ୍ୱର, ୧।୧୦(କ୍ରୀଡ଼ା ପ୍ରତିନିଧି): ଗୁଜରାଟର ବିଭିନ୍ନ ସହରରେ ଚାଲିଥିବା ଜାତୀୟ କ୍ରୀଡ଼ାର ୩୬ତମ ସଂସ୍କରଣରେ ଓଡ଼ିଶା ମହିଳା ରଗ୍ବୀ ଦଳ ଗୌରବ ଆଣିଛି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଓଡ଼ିଶା ୨୨-୦ରେ ମହାରାଷ୍ଟ୍ରକୁ ହରାଇ ସ୍ବର୍ଣ୍ଣ ପଦକ ହାସଲ କରିଛି। ସେମିଫାଇନାଲରେ ବିହାରକୁ…
ଭାରତ ଆଜି ଶ୍ରୀଲଙ୍କାକୁ ଭେଟିବ
ସିଲ୍ହେଟ୍ (ବାଂଲାଦେଶ), ୧।୧୦(ପି.ଟି.): ଏସିଆ କପ୍ ମହିଳା ଟି୨୦ କ୍ରିକେଟ ଶନିବାରଠାରୁ ଆରମ୍ଭ ହେବ। ପ୍ରଥମ ଦିବସରେ ଦୁଇଟି ମ୍ୟାଚ ଖେଳାଯିବ। ଗୋଟିଏ ମ୍ୟାଚରେ ଭାରତ ଓ ଶ୍ରୀଲଙ୍କା ମୁହାଁମୁହିଁ ହେବାକୁଥିବା ବେଳେ ଅନ୍ୟଟି ଆୟୋଜକ ବାଂଲାଦେଶ ଓ ଥାଇଲାଣ୍ଡ ମହିଳା…
ବିସିସିଆଇ ସିନିୟର ମହିଳା ଟି୨୦ ପାଇଁ ଓଡ଼ିଶା ଦଳ
ଭୁବନେଶ୍ୱର, ୧।୧୦ (କ୍ରୀଡ଼ା ପ୍ରତିନିଧି): ବିସିସିଆଇ ଆନୁକୂଲ୍ୟରେ ସିନିୟର ମହିଳା ଟି୨୦ ପ୍ରତିଯୋଗିତା ବେଙ୍ଗାଲୁରୁଠାରେ ଅକ୍ଟୋବର ୧୧ରୁ ଆରମ୍ଭ ହେବ। ଏଥିପାଇଁ ଶୁକ୍ରବାର ୧୬ ଜଣିଆ ଓଡ଼ିଶା ଦଳ ଘୋଷଣା କରାଯାଇଛି। ମାଧୁରୀ ମେହେଟା ଅଧିନାୟିକା ଓ ସୁଶ୍ରୀ ଦିବ୍ୟଦର୍ଶିନୀ ଉପ-ଅଧିନାୟିକା…
ପ୍ଲେ-ଅଫ୍ରେ ଭିଲଓ୍ବାରା କିଙ୍ଗ୍ସ
ଯୋଧପୁର, ୧।୧୦: ଲିଜେଣ୍ଡ୍ସ ଲିଗ୍ କ୍ରିକେଟ ଟୁର୍ନାମେଣ୍ଟରେ ଶୁକ୍ରବାର ଭିଲଓ୍ବାରା କିଙ୍ଗ୍ସ ୫ ଉଇକେଟରେ ଗୁଜରାଟ ଜାଏଣ୍ଟ୍ସକୁ ପରାସ୍ତ କରିଛି। କ୍ରିସ୍ ଗେଲ୍ ଓ ଯଶପାଲ ସିଂଙ୍କ ଦ୍ରୁତ ଅର୍ଦ୍ଧଶତକ ବଳରେ ଗୁଜରାଟ ଜାଏଣ୍ଟ୍ସ ୨୦ ଓଭରରେ ୭ ଉଇକେଟ ହରାଇ…
ରକ୍ତଦାନ ମହତ୍ ଦାନ
ରକ୍ତଦାନ ହେଉଛି ମହତ ଦାନ। ରକ୍ତଦାନ ପାଇ ସଭିଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଅକ୍ଟୋବର ୧କୁ ଭାରତରେ ଜାତୀୟ ସ୍ବେଚ୍ଛାକୃତ ରକ୍ତଦାନ ଦିବସ ଭାବେ ପାଳନ କରାଯାଇଥାଏ। ଭାରତରେ ଟ୍ରାନ୍ସଫ୍ୟୁଜନ ମେଡିସିନର ପିତା ଭାବରେ ପରିଗଣିତ ଡାକ୍ତର ଜେ.ଜି…
ପ୍ରାୟଶ୍ଚିତ୍ତ ପାଇଁ ଶରୀରକୁ ଦଣ୍ଡ
ବ୍ୟାଙ୍କକ୍: ଥାଇଲାଣ୍ଡରେ ଆରମ୍ଭ ହୋଇଯାଇଛି ଫୁକେଟ ଭେଜିଟେରିଆନ୍ ଫେଷ୍ଟିଭାଲ। ଚାଇନା କ୍ୟାଲେଣ୍ଡର ଅନୁସାରେ ପ୍ରତିବର୍ଷ ୯ମ ଲୁନାର ମାସରେ ଅର୍ଥାତ୍ ପ୍ରତିବର୍ଷ ସେପ୍ଟେମ୍ବର ଓ ଅକ୍ଟୋବର ମାସରେ ଏହି ପର୍ବ ପାଳନ କରାଯାଏ। ବେଶ୍ ଧୁମ୍ଧାମରେ ଥାଇଲାଣ୍ଡବାସୀ ଏହି ପର୍ବକୁ ପାଳନ…
ସିଏସ୍ଆଇଆର୍ର ୮୧ତମ ପ୍ରତିଷ୍ଠା ଦିବସ
ଭୁବନେଶ୍ୱର,୧।୧୦: ଦେଶର ପ୍ରମୁଖ ଗବେଷଣାତ୍ମକ ସଂସ୍ଥା କାଉନ୍ସିଲ ଅଫ୍ ସାଇଣ୍ଟିଫିକ୍ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍ଆଇଆର୍)ର ୮୧ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମିନେରାଲ୍ସ ଆଣ୍ଡ ମ୍ୟାଟେରିଆଲ୍ସ ଟେକ୍ନଲୋଜି (ଆଇଏମ୍ଏମ୍ଟି), ଭୁବନେଶ୍ୱର ଅଡିଟୋରିୟମଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର…
Archives


