Home

କାଠି, ଓସ୍ତପତ୍ରରେ ସୁନ୍ଦର କଳାକୃତି

ପାରାଦୀପ,୩୦ା୯(ସ୍ବ.ପ୍ର.):ଆଇସ୍‌କ୍ରିମ ଓ ଦିଆସିଲି କାଠି ସହ ଓସ୍ତପତ୍ର ଆଦିରେ ବିଭିନ୍ନ କଳାକୃତି କରୁଛନ୍ତି ପାରାଦୀପର ଶ୍ରୁତି ରଞ୍ଜନ ମୁଦୁଲି, ତାଙ୍କ ପୈତୃକ ଗ୍ରାମ ଜଗତ୍‌ସିଂହପୁର ଜିଲା ନାଉଗାଁସ୍ଥିତ ଭଟଣା ଗ୍ରାମରେ। ବାପା ରାଜେନ୍ଦ୍ର ବ୍ୟବସାୟ କରୁଥିବାବେଳେ ମା’ଗୃହିଣୀ। ଶ୍ରୁତିଙ୍କୁ ଏବେ ୨୩…

ଭାରତକୁ ୨ ସ୍ବର୍ଣ୍ଣ, ୧ ବ୍ରୋଞ୍ଜ

ଭୁବନେଶ୍ୱର, ୩୦।୯ (କ୍ରୀଡ଼ା ପ୍ରତିନିଧି):ଜର୍ଜିଆର ବାଟୁମିଠାରେ ବିଶ୍ୱ କ୍ୟାଡେଟ୍‌ ଚେସ୍‌ ଚାମ୍ପିୟନଶିପ୍‌ ଚଳିତ ମାସ ୧୫ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମାନଜନକ ପ୍ରତିଯୋଗିତାରେ ୮ ବର୍ଷରୁ କମ୍‌ (ବାଳିକା ଓ ବାଳକ), ୧୦ ବର୍ଷରୁ କମ୍‌ (ବାଳିକା ଓ…

ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପ: ଓଏମ୍‌ସି ଆର୍ଥିକ ସହାୟତା କରିବ

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ଆସନ୍ତା ୫ ବର୍ଷ ପାଇଁ ଉତ୍କଳମଣିଙ୍କ ଜନ୍ମପୀଠର ରକ୍ଷଣାବେକ୍ଷଣ ନିମନ୍ତେ ଓଡ଼ିଶା ଖଣି ନିଗମ (ଓଏମ୍‌ସି) ଆର୍ଥିକ ସହାୟତା ଯୋଗାଇବ। ଗୁରୁବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଏହି…

ଶୂନ ମାଧ୍ୟାକର୍ଷଣରେ ଫୁଟବଲ୍‌ ମ୍ୟାଚ

ଲିସ୍‌ବନ୍‌: ଜିରୋ ଗ୍ରାଭିଟି ବା ଶୂନ ମାଧ୍ୟାକର୍ଷଣରେ ଫୁଟ୍‌ବଲ ମ୍ୟାଚ୍‌। ଅନେକଙ୍କୁ ଏହି କଥା ଆଶ୍ଚର୍ଯ୍ୟ ଲାଗୁଥାଇପାରେ। ହେଲେ ନିକଟରେ ପର୍ତ୍ତୁଗିଜ୍‌ ଫୁଟବଲ୍‌ ଲିଜେଣ୍ଡ୍‌ ଲୁଇସ୍‌ ଫିଗୋଙ୍କ ସମେତ ଅନ୍ୟ ପ୍ରମୁଖ ଖେଳାଳି ପ୍ରାୟ ୨୦,୨୩୦ ଫୁଟ୍‌ ଉଚ୍ଚରେ ମ୍ୟାଚ୍‌ ଖେଳିଛନ୍ତି।…

ଚାଇଁପାଳ ବିଦ୍ୟୁତ୍‌ ଡିଭିଜନକୁ ଜରିମାନା

ଅନୁଗୋଳ ଅଫିସ, ୩୦ା୯: ଅନୁଗୋଳ ଜିଲା ଖାଉଟି ବିବାଦ ବିଚାର ଆୟୋଗ ପକ୍ଷରୁ ଏକ ମାମଲାର ବିଚାର କରାଯାଇ ତାଳଚେର ଚାଇଁପାଳ ବିଦ୍ୟୁତ୍‌ ଡିଭିଜନକୁ ଜରିମାନା କରାଯାଇଛି। ଖାଉଟିଙ୍କୁ ମାନସିକ ଯନ୍ତ୍ରଣା ଦେଇଥିବାରୁ ୮୦ ହଜାର ଟଙ୍କା ଜରିମାନା ଦେବାକୁ ଆୟୋଗଙ୍କ…

ଗହଳିରୁ ରକ୍ଷାକରିବ ଏୟାର ଟାକ୍ସି

ବେଙ୍ଗାଲୁରୁ: ରାସ୍ତାରେ ଟ୍ରାଫିକ୍‌ ଜାମ୍‌ ହେଲେ ଦୀର୍ଘ ସମୟ ଅପେକ୍ଷା କରିବା ଅଧିକାଂଶଙ୍କ ପାଇଁ କାଠିକର ପାଠ। ଅନେକେ ଭାବନ୍ତି ଯଦି ଭିଡ଼ରୁ ଉଡ଼ିକରି ଯିବାର ସୁବିଧା ଥାଆନ୍ତା ତେବେ ସେମାନେ ନିଶ୍ଚୟ ଉଡ଼ିଯାଇଥାନ୍ତେ। ହେହଲେ ଏବେ ତାହା କେବଳ ଏକ…

୧୩ ଲକ୍ଷ ଟଙ୍କାର ଅଷ୍ଟ୍ରେଲିଆନ୍‌ କୋଇଲା ଜବତ

ଭୁବନେଶ୍ୱର,୩୦ା୯ (ବ୍ୟୁରୋ): ଯାଜପୁର ଅଞ୍ଚଳକୁ ଚୋରା ଚାଲାଣବେଳେ ଭଦ୍ରକ ଜିଲା ଧୁଷୁରୀ ଥାନାଞ୍ଚଳରୁ ବିପୁଳ ପରିମାଣର ଅଷ୍ଟ୍ରେଲିଆନ କୋଇଲା ସହ ଟ୍ରକକୁ ଜବତ କରିଛି କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌)। ଏଥିସହ ଟ୍ରକ ଡ୍ରାଇଭରଙ୍କୁ ମଧ୍ୟ ଗିରଫ କରାଯାଇଛି। ସେ…

ଟିକେଏମ୍‌ ପକ୍ଷରୁ ମୂଲ୍ୟ ଘୋଷଣା

ନୂଆଦିଲ୍ଲୀ,୩୦।୯:ଚଳିତ ମାସ ଆରମ୍ଭରେ ଅର୍ବାନ କ୍ରୁଇଜର ହାଇରାଡରର ଶ୍ରେଷ୍ଠ ଚାରି ଶ୍ରେଣୀର ମୂଲ୍ୟ ଘୋଷଣା କରିବା ପରେ ଦେଶର ପ୍ରମୁଖ ଚାରିଚକିଆ ଯାନ ଟୟୋଟା କିର୍ଲୋସ୍କର ମୋଟର (ଟିକେଏମ୍‌) ପକ୍ଷରୁ ନିକଟରେ ମୂଲ୍ୟ ଘୋଷଣା ହୋଇଯାଇଛି। ବିଶେଷକରି କମ୍ପାନୀର ଅର୍ବାନ କ୍ରୁଇଜର…

କ୍ୟାରେଟ୍‌ଲେନ୍‌ର ନୂତନ କଲେକ୍ସନ ‘ମୋଗ୍ରା’ ଉନ୍ମୋଚିତ

ଭୁବନେଶ୍ୱର,୩୦।୯:ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ କ୍ୟାରେଟ୍‌ଲେନ୍‌ ପକ୍ଷରୁ ଗୁରୁବାର ବ୍ରାଣ୍ଡର ନୂଆ କଲେକ୍ସନ ‘ମୋଗ୍ରା’ର ଉନ୍ମୋଚନ କରାଯାଇଛି। ‘ମୋଗ୍ରା’କୁ ହୀରା ଏବଂ ପ୍ରଥମ ଥର ପାଇଁ ରାଇସ୍‌ ୱାଟର ପର୍ଲରେ ପ୍ରସ୍ତୁତ କରାଯାଇଛି। ମାଇକ୍ରୋ-ସେଟିଂ ଟେକ୍‌ନିକ୍‌କୁ ବ୍ୟବହାର କରାଯାଇଛି। ଏପରିକି ଉକ୍ତ…

ଖସୁଛି ଶେୟାର ବଜାର କାରବାର

ନୂଆଦିଲ୍ଲୀ,୩୦।୯:କ୍ରମାଗତ ୭ମ ଦିନ ହେବ ଭାରତୀୟ ଶେୟାର ବଜାରର କାରବାର ମାନ୍ଦା ସାଙ୍ଗକୁ ଫଳାଫଳ ମଧ୍ୟ ଖରାପ ରହିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟଦିବସର ଫଳାଫଳ ଅନୁସାରେ ଦଲାଲ ଷ୍ଟ୍ରିଟ୍‌ର କାରବାର ମଧ୍ୟ ହ୍ରାସ ପାଇଛି। ଫଳରେ ଶେୟାର ବଜାରର…

ଜେଲରେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ପୁରୀ ଅଫିସ,୩୦ା୯: ବାଙ୍ଗରସ୍ଥିତ ପୁରୀ ମୁଖ୍ୟ କାରାଗାରରେ ଗୁରୁବାର ଜଣେ କଏଦୀଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସେ ହେଲେ ସତ୍ୟବାଦୀ ଥାନା ବିଶ୍ୱନାଥପୁରର ଶିବପ୍ରସାଦ ଭୋଇ(୪୫)। ହଠାତ୍‌ ଅପରାହ୍ନରେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ…

ସୋନି ଇଣ୍ଡିଆ ପକ୍ଷରୁ ପାର୍ବଣ ଅଫର

ନୂଆଦିଲ୍ଲୀ,୩୦।୯:ଚଳିତ ବର୍ଷର ପାର୍ବଣ ଉପଲକ୍ଷେ ସୋନି ଇଣ୍ଡିଆ ପକ୍ଷରୁ ଆକର୍ଷଣୀୟ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ସୋନି ଇଣ୍ଡିଆର ଟିଭି, ହୋମ୍‌ ଥିଏଟର, ସାଉଣ୍ଡବାର୍‌, କ୍ୟାମେରା ଏବଂ ଲେନ୍ସଗୁଡିକ ଉପରେ କିଛି ସ୍ବତନ୍ତ୍ର ଅଫର ମଧ୍ୟ ରହିଛି। ଚଳିତ ଦୁର୍ଗାପୂଜାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri