ପରସ୍ପରକୁ ଅନ୍ଫଲୋ କଲେ ଶୁଭମନ-ସାରା, ବ୍ରେକ୍ଅପ୍ ହୋଇଥିବା ନେଇ…
ନୂଆଦିଲ୍ଲୀ,୨୪।୮: ନିକଟରେ ଟିମ୍ ଇଣ୍ଡିଆର ଷ୍ଟାର ଓପନର ଶୁଭମନ ଗିଲ ଜିମ୍ବାଓ୍ବେ ବିପକ୍ଷରେ ଖେଳାଯାଇଥିବା ଦିନିକିଆ ସିରିଜରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଛନ୍ତି। ଏହି ସିରିଜରେ ସେ କ୍ୟାରିୟରର ପ୍ରଥମ ଦିନିକିଆ ଶତକ ମାରି ସଚିନଙ୍କ ରେକର୍ଡ ଭାଙ୍ଗିଥିଲେ। ଏହାପରଠାରୁ ଶୁଭମନ ଏବଂ…
ବାଜପେୟୀ, ଆଡଭାନୀଙ୍କୁ ପ୍ରଶଂସା, ନାଁ ନ ନେଇ ମୋଦିଙ୍କୁ ଟାର୍ଗେଟ କଲେ ନୀତୀଶ
ପାଟନା,୨୪।୮: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବୁଧବାର ବିଧାନସଭାରେ ଅନୁଷ୍ଠିତ ଆସ୍ଥା ଭୋଟରେ ବିଜୟୀ ହୋଇଛନ୍ତି। ଏହି ଅବସରରେ ନୀତୀଶ କୁମାର ଗୃହରେ ଭାଜପା ନେତା ଲାଲକୃଷ୍ଣ ଆଡଭାନୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ପ୍ରଶଂସା କରିବା ସହ…
ଡ୍ରେନେଜ ନିର୍ମାଣ ନେଇ ବିଡିଓଙ୍କୁ ଦାବିପତ୍ର
ଗଞ୍ଜାମ,୨୪ା୮(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ସାନ ରାମଚନ୍ଦ୍ରପୁର ପଞ୍ଚାୟତର ଡିଆଁଡେଇଁ ଚାମୁଣ୍ଡା ସାହିରେ ଡ୍ରେନେଜ ନିର୍ମାଣ ପାଇଁ ଉକ୍ତ ପଞ୍ଚାୟତ ସରପଞ୍ଚଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବୁଧବାର ବିଡିଓ ବିଶ୍ୱଜିତ୍ ରାୟଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଉକ୍ତ ସାହିରେ ଡ୍ରେନ…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୦୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୪ା୮(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୪୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୩,୧୪,୭୫୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
୩୬ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି, କୃତଜ୍ଞତା ଜଣାଇଲା ଶିକ୍ଷକ ସଂଘ
ଗଞ୍ଜାମ,୨୪ା୮(ଡି.ଏନ୍.ଏ.): ୨୦୧୫ରେ ନିଯୁକ୍ତି ପାଇ ଗଞ୍ଜାମ ବ୍ଲକରେ କାର୍ଯ୍ୟରତ ୩୬ କନିଷ୍ଠ ଶିକ୍ଷକଙ୍କୁ ବୁଧବାର ନିୟମିତ ଶିକ୍ଷକଙ୍କ ମାନ୍ୟତା ମିଳିଛି। ଏନେଇ ସମସ୍ତ ଶିକ୍ଷୟିତ୍ରୀ/ଶିକ୍ଷକଙ୍କୁ ନିୟମିତ ପତ୍ର ପ୍ରଦାନ କରାଯାଇଛି। ବିଇଓ କାର୍ଯ୍ୟାଳୟରେ ବିଇଓ ଭାଗିରଥୀ ବେହେରା, ଏବିଇଓ ବିଜୟ ଚନ୍ଦ୍ର…
ଭାରତ ବିପକ୍ଷରେ ପାକିସ୍ତାନର ‘ମାଷ୍ଟର ପ୍ଲାନ୍’
ଦୁବାଇ,୨୪।୮: ଅଗଷ୍ଟ ୨୮ରେ ପାକିସ୍ତାନ ବିପକ୍ଷରେ ଏସିଆ କପ୍ର ପ୍ରଥମ ମ୍ୟାଚ୍ ଖେଳିବ ଭାରତ। ଏହି ରୋମାଞ୍ଚକର ମୁକାବିଲା ଲାଗି ଉଭୟ ଟିମ୍ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ପାକିସ୍ତାନ ଟିମ୍ ମାଷ୍ଟର ପ୍ଲାନ ବିଷୟରେ ଖୁଲାସା ହୋଇଛି।…
ଆସ୍ଥା ଭୋଟରେ ଜିତିଲେ ନୀତୀଶ କୁମାର
ପାଟନା,୨୪।୮: ଭାଜପା ହାତ ଛାଡି ଆରଜେଡି ସହ ମିଶି ସରକାର ଗଠନ କରିଥିବା ନୀତୀଶ କୁମାର ବୁଧବାର ଆସ୍ଥା ଭୋଟରେ ବିଜୟୀ ହୋଇଛନ୍ତି। ବିଧାନସଭାରେ ଅନୁଷ୍ଠିତ ଆସ୍ଥା ଭୋଟରେ ୧୬୦ ନୀତୀଶ ସରକାରଙ୍କ ସପକ୍ଷରେ ଏବଂ ବିପକ୍ଷରେ ଶୂନ ଭୋଟ ଥିଲା।…
ଜାତୀୟ ମୁଖପାତ୍ର ପଦରୁ ଇସ୍ତଫା ଦେଲେ କଂଗ୍ରେସ ନେତା ଜୟବୀର ଶେରଗିଲ୍
ନୂଆଦିଲ୍ଲୀ,୨୪।୮: କଂଗ୍ରେସ ନେତା ଜୟବୀର ଶେରଗିଲ୍ କଂଗ୍ରେସ ଦଳର ଜାତୀୟ ମୁଖପାତ୍ର ପଦରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କୁ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି। ଇସ୍ତଫା ପତ୍ରରେ ଜୟବୀର ଦଳର ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରି କହିଛନ୍ତି,…
୧୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ
ଖୋର୍ଦ୍ଧା ଅଫିସ,୨୪ା: ଖୋର୍ଦ୍ଧାରେ ବଢ଼ିଚାଲିଛି ବ୍ରାଉନସୁଗାର କାରବାର। ବୁଧବାର ଖୋର୍ଦ୍ଧା ଅବକାରୀ ପୋଲିସ ସାମନ୍ତରାପୁର ଠେଙ୍ଗାହାଟ ଛକରୁ ୧୪୬ ଗ୍ରାମ୍ ବ୍ରାଉନସୁଗାର ଜବତ ସହ ଜଣେ ଯୁବକଙ୍କୁ ଗିରଫ କରିଛି। ଜବତ ବ୍ରାଉନ୍ସୁଗାରର ମୂଲ୍ୟ ୧୫ଲକ୍ଷ ଟଙ୍କା ହେବ। ଭୁବନେଶ୍ୱର ଏୟାରଫିଲ୍ଡ…
ସ୍ଲାଇଡ୍ରୁ ଖସିବା ସମୟରେ ପିଲାଙ୍କ ସହ ଘଟିଲା ଏମିତି, ଭିଡିଓ ଦେଖିଲେ…
ମନୋରଞ୍ଜନ ପାଇଁ ମଣିଷ ଆପଣାଉଥିବା ପଦ୍ଧତି ବେଳେବେଳେ ଭୟଙ୍କର ସାବ୍ୟସ୍ତ ହୋଇଥାଏ। ଏବେ ସେମିତି ଏକ ଭିଡିଓ ଆମେରିକାରୁ ଦେଖିବାକୁ ମିଳିଛି। ଏଠାକାର ଏକ ମନୋରଞ୍ଜନ ପାର୍କରେ ଖୋଲିବାକୁ ଯାଉଥିବା ସବୁଠାରୁ ବଡ଼ ସ୍ଲାଇଡ୍କୁ ନେଇ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା…
‘ସିବିଆଇ, ଇଡି, ଆଇଟି ଭାଜପାର ୩ ଜ୍ୱାଇଁ ’
ପାଟନା,୨୪।୮: କେନ୍ଦ୍ରୀୟ ଏଜେନ୍ସିର ଅପବ୍ୟବହାରକୁ ନେଇ ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ଭାଜପାକୁ ଟାର୍ଗେଟ କରିଛନ୍ତି। ଯେତେବେଳେ କୌଣସି ରାଜ୍ୟରେ ହାରିବାର ଭୟ ଥାଏ କିମ୍ବା ହାରେ, ସେତେବେଳେ ଭାଜପା ତାର ୩ ‘ଜ୍ୱାଇଁ’, ସିବିଆଇ, ଇଡି ଏବଂ ଆଇଟି ନେଇ…
ଏଥର ବିନା କଟକଣାରେ ହେବ ଗଣେଶ ପୂଜା
ଭୁବନେଶ୍ୱର,୨୪।୮(ବ୍ୟୁରୋ): ଏଥର ବିନା କଟକଣାରେ ପାଳନ ହେବ ଗଣେଶ ପୂଜା। ଗତ ୨ ବର୍ଷ ଧରି କରୋନା କଟକଣା ଭିତରେ ବିନା ଭକ୍ତରେ ପ୍ରଭୁଙ୍କ ପୂଜା ଆୟୋଜନ କରାଯାଉଥିଲା। ହେଲେ ଚଳିତ ବର୍ଷ ରାଜଧାନୀରେ ସେଭଳି କିଛି କଟକଣା ଲାଗିବ ନାହିଁ।…
Archives


