ପୁତ୍ର ସନ୍ତାନ ଲୋଭ: ବିବସ୍ତ୍ର ସ୍ନାନ ପାଇଁ ବାଧ୍ୟକଲେ ସ୍ବାମୀ
ମୁମ୍ବାଇ: ଆଧୁନିକ ଯୁଗରେ ମଧ୍ୟ ଅନେକ ଲୋକ ଅନ୍ଧ ବିଶ୍ୱାସ କବଳରେ କବଳିତ। ଗୁଣି ଗାରେଡ଼ି ଜରିଆରେ ମହାରାଷ୍ଟ୍ର ପୁଣେର ଜଣେ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାର ଘଟଣା ସାମ୍ନାକୁ ଆସିଛି। ପୁତ୍ର ସନ୍ତାନ ପ୍ରାପ୍ତି ପାଇଁ ମହିଳାଙ୍କୁ ତାଙ୍କ ସ୍ବାମୀ…
ବ୍ରାଜିଲ ଆସିଲା ସମ୍ରାଟ ପେଡ୍ରୋଙ୍କ ହୃତ୍ପିଣ୍ଡ
ବ୍ରାସିଲିଆ: ପାର୍ତ୍ତୁଗାଲଠାରୁ ବ୍ରାଜିଲ୍ ସ୍ବାଧୀନ ହେବାର ୨୦୦ ବର୍ଷ ପୂର୍ତ୍ତି ଅବସରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଆୟୋଜିତ ହେବାକୁ ଥିବା ସମାରୋହରେ ବ୍ରାଜିଲ ସମ୍ରାଟ ଡୋମ୍ ପେଡ୍ରୋ ପ୍ରଥମଙ୍କ ହୃତ୍ପିଣ୍ଡ ପ୍ରଦର୍ଶନ କରାଯିବାର ବ୍ୟବସ୍ଥା କରାଯାଇଛି। ପେଡ୍ରୋଙ୍କ ହୃତ୍ପିଣ୍ଡ ପର୍ତ୍ତୁଗାଲ୍ର…
ସ୍ମାର୍ଟ ଇଣ୍ଡିଆ ହାକାଥନ-୨୦୨୨, ଛାତ୍ରୀଛାତ୍ରଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ, ୨୪।୮ : ଅଗଷ୍ଟ ୨୫ ରେ ରାତି ୮ ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ମାର୍ଟ ଇଣ୍ଡିଆ ହାକାଥନ-୨୦୨୨ ର ଫାଇନାଲିଷ୍ଟମାନଙ୍କୁ ସମ୍ବୋଧିତ କରିବେ। ହାକାଥନରେ, ଛାତ୍ରରଛାତ୍ରମାନେ ସେମାନଙ୍କର ଦୈନନ୍ଦିନ ଜୀବନରେ ସମ୍ମୁଖୀନ ହେଉଥିବା ସମସ୍ୟାର…
ଭାରତ ମସଲା ପକ୍ଷରୁ ରିଲିଫ ବଣ୍ଟନ
ଭୁବନେଶ୍ୱର,୨୪।୮: ରାଜ୍ୟର ପ୍ରମୁଖ ଜିଲାର ବିଭିନ୍ନ ବ୍ଲକ ଚଳିତ ବନ୍ୟାରେ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛନ୍ତି। ବର୍ତ୍ତମାନ ମଧ୍ୟ ସ୍ଥିତିରେ ସୁଧାର ଆସିନାହିଁ। ବନ୍ୟାପାଣି ବିପଦ ସଙ୍କେତ ତଳେ ଥିଲାବେଳେ ଲୋକମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାକୁ ନଜରରେ…
ନରାକାସର ୫୨ତମ ଅର୍ଦ୍ଧବାର୍ଷିକ ବୈଠକ
ଭୁବନେଶ୍ୱର,୨୪।୮: ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି (ନରାକାସ)ର ବା ବ୍ୟାଙ୍କ ଭୁବନେଶ୍ବରର ୫୨ତମ ଅର୍ଦ୍ଧବାର୍ଷିକ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ସ୍ଥାନୀୟ ପ୍ରଧାନ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ନରାକାସ ଅଧ୍ୟକ୍ଷ ଚନ୍ଦ୍ରଶେଖର…
ଟ୍ରେଣ୍ଡ୍ସ ପକ୍ଷରୁ ଗଣେଶପୂଜା ସ୍ବତନ୍ତ୍ର ଅଫର
ଭୁବନେଶ୍ୱର,୨୪।୮: ରିଲାଏନ୍ସ ରିଟେଲର ପ୍ରମୁଖ ସଂସ୍ଥା ‘ଟ୍ରେଣ୍ଡ୍ସ’ ପକ୍ଷରୁ ଚଳିତ ବର୍ଷର ଗଣେଶପୂଜା ଉପଲକ୍ଷେ ସ୍ବତନ୍ତ୍ର ଅଫର ଓ ଟ୍ରେଣ୍ଡସ୍ ସ୍ବାଗତମ୍ ଶ୍ରୀଗଣେଶ ପ୍ରତିଯୋଗିତା ବିଷୟରେ ମଧ୍ୟ ଘୋଷଣା କରାଯାଇଛି। ବିଶେଷକରି ଗଣେଶପୂଜାକୁ ଅଧିକ ଆକର୍ଷଣୀୟ କରିବା ଓ ଗ୍ରାହକଙ୍କୁ ଶପିଂ…
ରେପୋସ ପେ’ର ଶୁଭାରମ୍ଭ
ନୂଆଦିଲ୍ଲୀ,୨୪।୮: ଦେଶର ପ୍ରମୁଖ ଡୋର୍ଷ୍ଟେପ୍ ଇନ୍ଧନ ବିତରଣ ଉଦ୍ୟୋଗ ରେପୋସର ଫିନ୍ଟେକ ଆର୍ମ ରେପୋସ ପେ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ବୈଷୟିକ ଉପକରଣ ଡାତୁମ ମାଧ୍ୟମରେ ଶକ୍ତି ବଣ୍ଟନକୁ ବୈପ୍ଳବିକ କରିବା ପାଇଁ ଏହା ବିଶେଷ…
ଧୀରେ ଧୀରେ କମିବ ମୁଦ୍ରାସ୍ଫୀତି
ନୂଆଦିଲ୍ଲୀ,୨୪।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଗଭର୍ନର ଶକ୍ତିକାନ୍ତ ଦାସ ମଙ୍ଗଳବାର ମୁଦ୍ରାସ୍ଫୀତିକୁ ନେଇ ଉଭୟ ଆରବିଆଇ ଏବଂ ସରକାରଙ୍କ ଆଭିମୁଖ୍ୟ ସମ୍ପର୍କରେ ମତ ରଖି କହିଛନ୍ତି, ବର୍ତ୍ତମାନ ସମୟରେ ଉପରମୁହଁା ହୋଇ ରହିଥିବା ମୁଦ୍ରାସ୍ଫୀତକୁ ଧୀରେ ଧୀରେ ୪%କୁ ହ୍ରାସ…
‘ମାଇଁ ହୋମ୍’ର ଏକ୍ସକ୍ଲୁସିଭ ଆଉଟ୍ଲେଟ୍
ଭୁବନେଶ୍ୱର,୨୪।୮: ଦେଶର ପ୍ରମୁଖ ବାସୋପଯୋଗୀ ସାମାଧନଭିତ୍ତିକ ଘରୋଇ ସଂସ୍ଥା ସେଣ୍ଟ-ଗୋବାଇନ ପକ୍ଷରୁ ଭୁବନେଶ୍ୱରରେ ତା’ର ପ୍ରଥମ ଏକ୍ସକ୍ଲୁସିଭ ଆଉଟ୍ଲେଟ୍ର ଶୁଭାରମ୍ଭ ହୋଇଯାଇଛି। ବିଶେଷକରି ଗୋଟିଏ ଛାତ ତଳେ ସହରବାସୀଙ୍କୁ ଏକ ସୁଲଭ ଓ ଗୁଣାତ୍ମକ ସେବା ଯୋଗାଇବା ଲକ୍ଷ୍ୟରେ ସୋମବାର ସ୍ଥାନୀୟ…
ବଢ଼ିଲା ପିନାକର ଲକ୍ଷ୍ୟଭେଦ କ୍ଷମତା, ପୋଖରାନରେ ସଫଳ ପରୀକ୍ଷଣ…
ଜୟପୁର,୨୪।୮ : ଦେଶର ପ୍ରତିରକ୍ଷା ପାଇଁ ନୂତନ ଅସ୍ତ୍ରଶସ୍ତ୍ରର ବିକାଶରେ ନିୟୋଜିତ ଥିବା ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆର୍ଡିଓ) ପିନାକ ରକେଟର ଲକ୍ଷ୍ୟଭେଦ କ୍ଷମତାକୁ ବୃଦ୍ଧି କରିଛି। ରକେଟର ବିସ୍ତାରିତ ଲକ୍ଷ୍ୟଭେଦ କ୍ଷମତା ରାଜସ୍ଥାନର ପୋଖରାନ ଫାୟାରିଂ ରେଞ୍ଜରେ…
ଅଧ୍ୟକ୍ଷ ପଦ ପାଇଁ ଗେହଲଟଙ୍କ ନାମ ନେଇ ଚର୍ଚ୍ଚା, ପାଇଲଟଙ୍କ ଲାଗି ମୁଖ୍ୟମନ୍ତ୍ରୀ ହେବାର ସୁଯୋଗ…
ନୂଆଦିଲ୍ଲୀ, ୨୪।୮ : ଦେଶର ସର୍ବ ପୁରାତନ ଦଳ କଂଗ୍ରେସ ଏକ ବଡ ପରିବର୍ତ୍ତନ ଆଡ଼କୁ ଅଗ୍ରସର ହେଉଛି। ଦଶନ୍ଧି ପରେ ସେ ଜଣେ ଅଣ-ଗାନ୍ଧୀ ପରିବାର ସଦସ୍ୟଙ୍କୁ ଅଧ୍ୟକ୍ଷ ଭାବରେ ଚୟନ କରିବାର ସମ୍ଭାବନା ସୃଷ୍ଟି ହୋଇଛି। ଗଣମାଧ୍ୟମ ରିପୋର୍ଟ…
ମାନହାନି ମାମଲାରେ ସିସୋଡିଆଙ୍କୁ କୋର୍ଟ ସମନ
ଗୁଆହାଟୀ,୨୪।୮: ଏକ ମାନହାନି ମାମଲାରେ ଆସାମର ଏକ ଅଦାଲତ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ସମନ ଜାରି କରି ସେପ୍ଟେମ୍ବର ୨୯ରେ ହାଜର ହେବାକୁ କହିଛି। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ସ୍ତ୍ରୀ ରିନିକି ଭୂୟାଁ ଶର୍ମା ଦୁର୍ନୀତି ମାମଲାରେ…
Archives


