Home

୫୦୦୦ କୋଟି ନିବେଶ କରିବ ଗୋଲ୍‌ଡି

ନୂଆଦିଲ୍ଲୀ,୨୮।୯: ଦେଶର ପ୍ରମୁଖ ଷ୍ଟାର୍ଟଅପ୍‌ କମ୍ପାନୀ ‘ଗୋଲ୍‌ଡି ସୋଲାର’ ପକ୍ଷରୁ ବ୍ୟବସାୟ ବିସ୍ତାର ଯୋଜନାର ଏକ ଅଂଶ ଭାବେ ପ୍ରାୟ ୫୦୦୦ କୋଟି ଟଙ୍କାର ନିବେଶ ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଗୋଲ୍‌ଡି ସୋଲାର ୨୦୨୫ ସୁଦ୍ଧା କ୍ଷମତା ସମ୍ପ୍ରସାରଣ…

କମିଶନରେଟ୍‌ ପୋଲିସକୁ ୬ପିସିଆର୍‌ ଭ୍ୟାନ୍‌ ଦେଲା ନାଲ୍‌କୋ

ଭୁବନେଶ୍ୱର,୨୮।୯: ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ପକ୍ଷରୁ ଭୁବନେଶ୍ୱର-କଟକ କମିଶନରେଟ୍‌ ପୋଲିସ୍‌କୁ ୬ଟି ନୂଆ ପୋଲିସ୍‌ ନିୟନ୍ତ୍ରଣ କକ୍ଷ (ପିସିଆର) ଭ୍ୟାନ୍‌ ଯୋଗାଇ ଦିଆଯାଇଛି। ବିଶେଷ କରି ଦ୍ୱୈତ ନଗରୀ (କଟକ-ଭୁବନେଶ୍ୱର) ର ଆଇନ ଶୃଙ୍ଖଳା ନିୟନ୍ତ୍ରଣ ସାଙ୍ଗକୁ ବିଭିନ୍ନ ପରିସ୍ଥିତିର…

ଦି ମ୍ୟାନ୍‌ ଗାର୍ମେଣ୍ଟସ ଷ୍ଟୋରର ପୂଜା ଅଫର

କଟକ,୨୮।୯: ଚଳିତ ବର୍ଷର ପାର୍ବଣ ଋତୁ ଅବସରରେ ‘ଦି ମ୍ୟାନ୍‌ ମଲ୍ଟିବ୍ରାଣ୍ଡ ଗାର୍ମେଣ୍ଟସ ଷ୍ଟୋରର ନୂତନ ଆଉଟ୍‌ଲେଟ୍‌ କଟକର ମଙ୍ଗଳାବାଗଠାରେ ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ମହିଳା ଉଦ୍ୟୋଗୀ ଶକୁନ୍ତଳା ଦେବୀ ଓ ପ୍ରୀତି ଗିଲ୍‌ରା ସମ୍ମାନିତ ଅତିଥି ଭାବେ ଯୋଗଦେଇ…

ପାର୍ବଣରେ ହିରୋ ମୋଟୋକର୍ପର ‘ହିରୋ ଗିଫ୍ଟ’

ନୂଆଦିଲ୍ଲୀ,୨୮।୯: ଚଳିତ ବର୍ଷର ପାର୍ବଣ ଅବସରରେ ହିରୋ ମୋଟୋକର୍ପ ପକ୍ଷରୁ ‘ହିରୋ ଗିଫ୍ଟ’ ଗ୍ରାଣ୍ଡ ଇଣ୍ଡିଆନ ଫେଷ୍ଟିଭାଲ ଅଫ୍‌ ଟ୍ରଷ୍ଟ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଅନ୍ତର୍ଗତ ରୋମାଞ୍ଚକର ମଡେଲ ସତେଜତା, ଖୁଚୁରା ଲାଭ, ବହୁ ଆର୍ଥିକ ଯୋଜନା, ପ୍ରି-ବୁକିଂ…

‘ଭିଭୋ ଇଗ୍‌ନାଇଟ୍‌ ଅଭିଯାନ’

ନୂଆଦିଲ୍ଲୀ,୨୮।୯: ଅନ୍ତର୍ଜାତୀୟ ସ୍ମାର୍ଟଫୋନ୍‌ ବ୍ରାଣ୍ଡ୍‌ ଭିଭୋ ପକ୍ଷରୁ ଦେଶବ୍ୟାପୀ ଭିଭୋ ଇଗ୍‌ନାଇଟ୍‌ ଅଭିଯାନର ଶୁଭାରମ୍ଭ କରାଯାଇଛି। ଉକ୍ତ ଅଭିଯାନରେ ଦେଶର ୮ମରୁ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରମାନେ ଅଂଶ ଗ୍ରହଣ ପାଇଁ ଆବେଦନ ଆରମ୍ଭ ହୋଇଯାଇଛି। ଏପରିକି ୨୦୨୩ ଫେବୃୟାରୀ ପର୍ଯ୍ୟନ୍ତ ୩ଟି…

ଆହୁରି ମହଙ୍ଗା ହୋଇପାରେ ଇଏମ୍‌ଆଇ

ନୂଆଦିଲ୍ଲୀ,୨୮।୯: ଚଳିତ ବର୍ଷ ସେପ୍ଟେମ୍ବର ୨୮ରୁ ୩୦ ପର୍ଯ୍ୟନ୍ତ ଭାରତୀୟ ରିର୍ଜଭ ବ୍ୟାଙ୍କ (ଆର୍‌ବିଆଇ)ର ମୁଦ୍ରାନୀତି କମିଟି (ଏମ୍‌ପିସି) ବୈଠକ ବସିବ ବୋଲି ସୂଚନା ମିଳିଛି। ଏପରିକି ବୁଧବାର ଆର୍‌ବିଆଇର ୩ ଦିନିଆ ଏମ୍‌ପିସି ବୈଠକ ଆରମ୍ଭ ହେଉଛି। ବିଶେଷକରି ସେପ୍ଟେମ୍ବର…

ପଞ୍ଜାବ ବିଧାନସଭାରେ ଆସ୍ଥା ଭୋଟ ଲୋଡ଼ିଲେ ମାନ୍‌

ଚଣ୍ଡିଗଡ଼,୨୮।୯(ପି.ଟି.): ପଞ୍ଜାବରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ସରକାର ଭାଙ୍ଗିବା ପାଇଁ ବିରୋଧୀ ଦଳ ଭାଜପା ଉଦ୍ୟମ ଚଳାଇଥିବାବେଳେ କଂଗ୍ରେସ ଏହାକୁ ସାଥ୍‌ ଦେଉଥିବା ଅଭିଯୋଗ କରି ମୁଖ୍ୟମନ୍ତ୍ରୀ ଭଗଓ୍ବନ୍‌ ମାନ୍‌ ମଙ୍ଗଳବାର ବିଧାନସଭାର ସ୍ବତନ୍ତ୍ର ଅଧିବେଶନରେ ଆସ୍ଥା ଭୋଟ ଲୋଡ଼ିଛନ୍ତି।…

ନଡ୍ଡାଙ୍କ ଗସ୍ତକୁ କାଉଣ୍ଟର ଲାଗି ବିଜେଡିର ୨ ଦିନିଆ ସମ୍ମିଳନୀ

ଭୁବନେଶ୍ବର,୨୮।୯(ବ୍ୟୁରୋ): ରାଜ୍ୟରେ ଏବେ ରାଜନୈତିକ ଲଢ଼େଇ ଧୀରେ ଧୀରେ ବଢ଼ିବା ଆରମ୍ଭ କରିଛି। ଅନେକ ଦିନ ହେବ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ନିଜର କାର୍ଯ୍ୟକ୍ରମକୁ ସାମାନ୍ୟ ଶିଥିଳ ରଖିଥିବା ବେଳେ ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଏଥିଲାଗି ପ୍ରସ୍ତୁତି…

ଗେହଲଟ୍‌ଙ୍କ ୩ ବିଧାୟକ ଦାୟୀ

ନୂଆଦିଲ୍ଲୀ,୨୮।୯: ରାଜସ୍ଥାନ କଂଗ୍ରେସରେ ବିଦ୍ରୋହ ପାଇଁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ୩ ଅନୁଗତ ବିଧାୟକଙ୍କୁ ଦାୟୀ କରାଯାଇଛି। ସେମାନେ ହେଲେ ବିଧାନସଭାରେ ଦଳର ମୁଖ୍ୟ ହୁଇପ୍‌ ମହେଶ ଜୋଷୀ, ଆର୍‌ଟିଡିସି ଅଧ୍ୟକ୍ଷ ଧର୍ମେନ୍ଦ୍ର ପାଠକ ଏବଂ ଶାନ୍ତି ଧରିଓ୍ବାଲ। ସେମାନେ ବିଧାୟକମାନଙ୍କ…

ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮।୯(ପି.ଟି.): ସମାଜର ଆର୍ଥିକ ଦୁର୍ବଳ ଶ୍ରେଣୀ (ଇଡବ୍ଲ୍ୟୁଏସ୍‌)ଙ୍କ ପାଇଁ ଶିକ୍ଷା ଓ ନିଯୁକ୍ତି କ୍ଷେତ୍ରରେ ୧୦ ପ୍ରତିଶତ ସଂରକ୍ଷଣ ପ୍ରଦାନ ଲାଗି ସମ୍ବିଧାନର ୧୦୩ତମ ସଂଶୋଧନର ବୈଧତାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ମଙ୍ଗଳବାର ସର୍ବୋଚ୍ଚ ଅଦାଲତ ଏ ସମ୍ପର୍କିତ ଏକାଧିକ ପିଟିଶନ୍‌ର…

କୋଭିଡ୍‌ ଭାରିଆଣ୍ଟ ବିରୋଧରେ ସ୍ପାଇକ୍‌ ପ୍ରୋଟିନ୍‌ ଟିକା ଫଳପ୍ରଦ

ଚେନ୍ନାଇ,୨୮।୯(ଆଇଏଏନ୍‌ଏସ୍‌): କୋଭିଡ୍‌-୧୯ର ବିଭିନ୍ନ ଭାରିଆଣ୍ଟ ବିରୋଧରେ ସ୍ପାଇକ୍‌ ପ୍ରୋଟିନ୍‌ ଟିକା ଫଳପ୍ରଦ ପ୍ରତିଷେଧକ ହୋଇପାରିବ ବୋଲି ଆଇଆଇଟି ମାଡ୍ରାସ୍‌ର ଏକ ଗବେଷକ ଟିମ୍‌ ଅଧ୍ୟୟନରୁ ଜାଣିପାରିଛନ୍ତି। ଟିକାଦ୍ୱାରା ଉତ୍‌ପ୍ରେରିତ ଟି-ସେଲ୍‌ କୋଭିଡ୍‌ର ଡେଲ୍‌ଟା ପ୍ଲସ୍‌, ଗାମା, ଜେଟା, ମିଙ୍କ୍‌ ଏବଂ ଓମିକ୍ରନ୍‌…

ରିସର୍ଟରେ ନିୟମିତ ଡ୍ରଗ୍ସ, ଗଣିକା ବୃତ୍ତି ଚାଲିଥିଲା

ଋଷିକେଶ,୨୮।୯: ଉତ୍ତରାଖଣ୍ଡର ବହିଷ୍କୃତ ଭାଜପା ନେତାଙ୍କ ପୁଅ ପୁଲକିତ ଆର୍ଯ୍ୟଙ୍କ ରିସର୍ଟରେ ୧୯ ବର୍ଷୀୟା ରିସିପ୍‌ସନିଷ୍ଟ ଅଙ୍କିତା ଭଣ୍ଡାରୀ ହତ୍ୟା ମାମଲାରେ ଜଣେ ପୂର୍ବତନ କର୍ମଚାରୀ ମୁହଁ ଖୋଲିଛନ୍ତି। ପୁଲକିତଙ୍କ ରିସର୍ଟରେ ନିୟମିତ ଡ୍ରଗ୍ସ କାରବାର ଓ ଗଣିକା ବୃତ୍ତି ଚାଲିଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri