Home

କ୍ୱାରାଣ୍ଟାଇନ୍‌ରେ ଥିଲେ ଜିନ୍‌ପିଙ୍ଗ୍‌

ବେଜିଂ,୨୮।୯: ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କୁ ନେଇ ଉଠିଥିବା ଗୁଜବ ଓ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଉଜ୍‌ବେକିସ୍ତାନର ସମରକନ୍ଦ ଏସ୍‌ସିଓ ସମ୍ମିଳନୀରୁ ଗତ ୧୬ ତାରିଖରେ ଫେରିବା ପରଠୁ ତାଙ୍କୁ ଦେଖିବାକୁ ମିଳି ନ ଥିଲା। ଏହାକୁ ନେଇ କେତେକ ଗଣମାଧ୍ୟମ…

କ୍ୟୁବାରେ ସମଲିଙ୍ଗୀ ବିବାହକୁ ସ୍ବୀକୃତି

କାରିବିଆନ୍‌ ଦେଶ କ୍ୟୁବା ପୁରୁଷ ସମଲିଙ୍ଗୀଙ୍କ ବିବାହକୁ ସ୍ବୀକୃତି ଦେଇଛି। ରବିବାର ଏହା ସପକ୍ଷରେ ବହୁଳ ମତଦାନ ହୋଇଥିଲା। କ୍ୟୁବା ଜନସଂଖ୍ୟାର ୭୪% ବା ୮୪ ଲକ୍ଷ ଲୋକ ଏହି ପ୍ରସଙ୍ଗରେ ଭୋଟ ଦେବାକୁ ଯୋଗ୍ୟ ହୋଇଥିଲେ। ୩୯ ଲକ୍ଷ (୬୬%)ରୁ…

ଆଜି ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଥିରୁଭାନନ୍ତପୁରମ,୨୮।୯: ଅଷ୍ଟ୍ରେଲିଆ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଜିତିବା ପରେ ଭାରତୀୟ ଦଳ ବର୍ତ୍ତମାନ ଏକ ନୂଆ ଚ୍ୟାଲେଞ୍ଜ ପାଇଁ ପ୍ରସ୍ତୁତ। ବୁଧବାର ଠାରୁ ଭାରତ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବ।…

ପ୍ରତିରକ୍ଷା ଉପକରଣ ନିର୍ମାଣ କରିବାକୁ ଭାରତ ସକ୍ଷମ, ଅନ୍ୟଦେଶକୁ ରପ୍ତାନୀ ୨୦୨୫ ସୁଦ୍ଧା ଟପିବ ୩୫ ହଜାର କୋଟି…

ନୂଆଦିଲ୍ଲୀ, ୨୭।୯ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଭାରତୀୟ ପ୍ରତିରକ୍ଷା ଶିଳ୍ପକୁ ଆଧୁନିକ ତଥା ବ୍ୟୟବହୁଳ ଉତ୍ପାଦ ପ୍ରସ୍ତୁତ କରିବାକୁ କହିଛନ୍ତି। ଯାହା ଦ୍ୱାରା ସରକାରଙ୍କ ନୂତନ ଭାରତ ଗଠନର ଲକ୍ଷ୍ୟ ହାସଲ ହୋଇପାରିବ ବୋଲି ସେ କହିଛନ୍ତି। ରାଜନାଥ…

ବଦଳିଲା ‘ଓ୍ବିକେଣ୍ଡ କା ଓ୍ବାର’ର ସମୟ

ବମ୍ବେ: ଆରମ୍ଭରୁ ଚର୍ଚ୍ଚାରେ ବିବାଦୀୟ ରିଆଲିଟି ଶୋ’ ‘ବିଗବସ୍‌ ୧୬’। ଅକ୍ଟୋବର ପହିଲାରୁ ଶୋ’ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଗୋଟିଏ ପରେ ଗୋଟିଏ ଖୁଲାସା ପ୍ରଶଂସକଙ୍କୁ ଚକିତ କରୁଛି। ସେଥିରୁ ପ୍ରଥମ ପରିବର୍ତ୍ତନଟି ହେଲା ଚଳିତ ଥରର ‘ଓ୍ବିକେଣ୍ଡ…

ଚାଇନାକୁ ମିଳିବ କଡ଼ା ଜବାବ, ଏଲଏସିରେ ମୁତୟନ ହେବ ୧୦୦ଟି କେ-୯ ବଜ୍ର ତୋପ…

ନୂଆଦିଲ୍ଲୀ, ୨୭।୯ : ମେ ୨୦୨୦ ରେ ପୂର୍ବ ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ବିବାଦ ଦେଖାଦେଇଥିଲା । ଏହା ଯୋଗୁ ଉଭୟଙ୍କ ମଧ୍ୟରେ ଦୁଇ ବର୍ଷରୁ ଅଧିକ ସମୟ ଧରି ଉତ୍ତେଜନା ଲାଗି ରହିଥିଲା। କୋର କମାଣ୍ଡର ସ୍ତରରେ…

ଯୁକ୍ତ ୨ ନାମଲେଖା: ସରିଲା ଦ୍ୱିତୀୟ ପର୍ଯ୍ୟାୟ ଆବେଦନ; ୧ରେ ମେଧା ତାଲିକା

ଭୁବନେଶ୍ୱର,୨୭।୯(ବ୍ୟୁରୋ)- ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକରେ ଯୁକ୍ତ୨ ନାମଲେଖା ପାଇଁ ମଙ୍ଗଳବାର ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଶେଷ ହୋଇଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ପ୍ରାୟ ଦେଢ଼ଲକ୍ଷ ଛାତ୍ରୀଛାତ୍ର ଆବେଦନ କରିଥିବା ଜଣାପଡ଼ିଛି। ଆସନ୍ତା ଅକ୍ଟୋବର ୧ ତାରିଖ ଅପରାହ୍ନ ୨ଟାରେ ମେଧା…

ସୁଷମା ସ୍ବରାଜଙ୍କ ପରେ ଏସ୍‌.ଜୟଶଙ୍କର: ବୈଦେଶିକ ମନ୍ତ୍ରୀ ଭାବେ ଯିଏ ବଦଳାଇଛନ୍ତି ଭାରତର ଭାବମୂର୍ତ୍ତି…

ନୂଆଦିଲ୍ଲୀ,୨୭।୯: ୨୦୧୯ ଡିସେମ୍ବର ୩୧ରେ ଯେତେବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ଲାଗି ଶପଥ ଗ୍ରହଣ କରିଥିଲେ, ସେତେବେଳେ ତାଙ୍କ ମନ୍ତ୍ରୀଙ୍କ ତାଲିକାରେ ଏକ ଆଶ୍ଚର୍ଯ୍ୟ କଲାଭଳି ନାମ ରହିଥିଲା। ସେ ଥିଲେ ଏସ୍‌.ଜୟଶଙ୍କର, ଯାହାଙ୍କୁ ବୈଦେଶିକ ମନ୍ତ୍ରୀ ଦାୟିତ୍ୱ…

ମାଗଣା ରାଶନ ଯୋଜନା ପୁଣି ବଢ଼ିପାରେ ୩ ମାସ…

ନୂଆଦିଲ୍ଲୀ, ୨୭।୯ : ମାଗଣା ରାଶନ ଯୋଜନା ପୁଣି ୩ ମାସ ବଢ଼ିପାରେ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚିନ୍ତା କରାଯାଉଛି। ଏହି ଯୋଜନା ଦ୍ୱାରା ବାର୍ଷିକ ସରକାରଙ୍କ ଉପରେ ୧୮ ବିଲିୟନ ଡଲାରରୁ ଅଧିକ ବୋଝ ପଡୁଛି। ସରକାର ଦୀପାବଳି…

ବାଲ୍ୟ ବିବାହକୁ ଅମାନ୍ୟ ଘୋଷିତ କରୁଥିବା ଆଇନକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ…

ନୂଆଦିଲ୍ଲୀ, ୨୭।୯ : ବାଲ୍ୟ ବିବାହକୁ ଅମାନ୍ୟ ଘୋଷିତ କରୁଥିବା ହରିୟାଣାର ଏକ ଆଇନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହା ଅନୁସାରେ ଏଣିକି ୧୫ରୁ ୧୮ ବର୍ଷ ବୟସ୍କ ପୁଅ ଝିଅଙ୍କ ବିବାହକୁ ବେଆଇନ ବିବେଚନା କରାଯିବ।…

ପାକିସ୍ତାନରେ ୩ ବର୍ଷରେ ୨୩ ହଜାରରୁ ଅଧିକ ପୁରୁଷ ଲିଙ୍ଗ ପରିବର୍ତ୍ତନ କରି ହୋଇଛନ୍ତି ମହିଳା…

ଇସଲାମାବାଦ, ୨୭।୯ : କିନ୍ନର ସମ୍ପ୍ରଦାୟରଙ୍କୁ ଆଇନଗତ ସ୍ବୀକୃତି ପ୍ରଦାନ କରିବା ପାଇଁ ପାକିସ୍ତାନରେ ଅଣାଯାଇଥିବା ଟ୍ରାନ୍ସଜେଣ୍ଡର ଆଇନକୁ ଅନେକ ଇସଲାମ ସଂଗଠନ ସହଜରେ ଗ୍ରହଣ କରି ପାରୁ ନାହାନ୍ତି। ଇସଲାମିକ ସଂଗଠନଗୁଡ଼ିକ ଏହାକୁ ନିରନ୍ତର ବିରୋଧ କରୁଛନ୍ତି। ୨୦୧୮ରେ ସଂସଦ…

ଆଇସିଏଓ-ଆଇଏସଏ ଚୁକ୍ତି…

ନୂଆଦିଲ୍ଲୀ, ୨୭।୯ : ଅନ୍ତର୍ଜାତୀୟ ବେସାମରିକ ବିମାନ ଚଳାଚଳ ସଂଗଠନ (ଆଇସିଏଓ) ଏବଂ ଅନ୍ତର୍ଜାତୀୟ ସୌର ଆଲାଇନ୍ସ (ଆଇଏସଏ) ସହିତ ଏକ ବୁଝାମଣାପତ୍ର (ଏମଓୟୁ) ସ୍ବାକ୍ଷରିତ ହୋଇଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri