Home

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ ଓ ସରଳ କରିଦେଇଛି। ଯଦି ଆପଣ ଜଣେ ଚାକିରିଆ ଏବଂ ଆପଣଙ୍କର ପିଏଫ…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ ଦେଶକୁ ଏକ ନୂଆ ଦିଗ ଦେବ। ସଂରକ୍ଷଣ ବ୍ୟବସ୍ଥା ମହିଳାଙ୍କ ସ୍ବରକୁ ଆହୁରି…

‘ସମସ୍ତ ଏମ୍‌ପି ଏପ୍ରିଲ ୧୬ ରୁ ୧୮ ପର୍ଯ୍ୟନ୍ତ ସଂସଦରେ ରହିବା ଜରୁରୀ’; ହ୍ବିପ ଜାରି କଲା ଭାଜପା

ନୂଆଦିଲ୍ଲୀ,୧୨।୪: ଭାରତୀୟ ଜନତା ପାର୍ଟି (ଭାଜପା) ଆଗାମୀ ସ୍ବତନ୍ତ୍ର ସଂସଦୀୟ ଅଧିବେଶନ ସମ୍ପର୍କରେ ଏହାର ସମସ୍ତ ଏମ୍‌ପିଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛି। ଲୋକ ସଭା ଏବଂ ରାଜ୍ୟ ସଭା ଉଭୟର ସମସ୍ତ ସଦସ୍ୟଙ୍କୁ ତିନି ଧାଡ଼ି ବିଶିଷ୍ଟ ହ୍ବିପ ଜାରି…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ; କିନ୍ତୁ ମ୍ୟାଚ ପରେ ଅଧିନାୟକ ଋତୁରାଜ ଗାୟକୱାଡଙ୍କୁ ୧୨ ଲକ୍ଷ ଟଙ୍କା ଜରିମାନା…

ଧନୀ-ଦରିଦ୍ର ରାଷ୍ଟ୍ର ମଧ୍ୟରେ ବଢୁଛି ବ୍ୟବଧାନ: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ଜାତିସଂଘ,୧୨ା୪:ଧନୀ ଓ ଦରିଦ୍ର ଦେଶଗୁଡ଼ିକ ମଧ୍ୟରେ ବ୍ୟବଧାନ ଅଧିକ ପ୍ରଶସ୍ତ ହେଉଥିବା ଜାତିସଂଘ ରିପୋର୍ଟରୁ ଜଣାପଡ଼ିଛି। ବ୍ୟବଧାନ କମାଇବା ଦିଗରେ କାର୍ଯ୍ୟ କରିବା ପାଇଁ ବୃହତ୍‌ ବୈଶ୍ୱିକ ଆର୍ଥତ୍କ ପ୍ରତିଷ୍ଠାନ ସମେତ ବହୁ ଦେଶ ଗତବର୍ଷ ସହମତ ହୋଇଥିଲେ ମଧ୍ୟ ପ୍ରତିଶ୍ରୁତି…

ଆରମ୍ଭ ହେଲା ପାକିସ୍ତାନର ଖରାପ ସମୟ, ଇସଲାମାବାଦରେ ମାଡ଼ ହେବ ମିଶାଇଲ!

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧବିରତି ଆଲୋଚନା ଭାଙ୍ଗିବା କେବଳ ପଶ୍ଚିମ ଏସିଆରେ କ୍ଷେପଣାସ୍ତ୍ର ଏବଂ ବୋମା ଆକ୍ରମଣ ପୁନରାବୃତ୍ତିର ସଙ୍କେତ ଦେଉନାହିଁ ବରଂ ପାକିସ୍ତାନକୁ ଏକ ଗମ୍ଭୀର କୂଟନୈତିକ ଏବଂ ସୁରକ୍ଷା ସଙ୍କଟରେ…

‘ପାକିସ୍ତାନ ହିଁ ଏମିତି କରିପାରେ’; ଇସଲାମାବାଦରେ ଆମେରିକା-ଇରାନ ବାର୍ତ୍ତାକୁ ନେଇ…

ନୂଆଦିଲ୍ଲୀ,୧୨।୪: ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତାକୁ ନେଇ କଂଗ୍ରେସ ସାଂସଦ ଶଶି ଥରୁର ବଡ଼ ବୟାନ ଦେଇଛନ୍ତି। ପାକିସ୍ତାନ ଏହି ବାର୍ତ୍ତାରେ ଯେଉଁ ମଧ୍ୟସ୍ଥତା କରୁଛି, ତାହାକୁ ନେଇ ଥରୁର ଥଟ୍ଟା କରି…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏନେଇ ଆୟୋଜିତ ଉତ୍ସବରେ ଅଧ୍ୟକ୍ଷ ବିଭାସ କୁମାର ଦାସ ମୁଖ୍ୟ ଅତିଥି…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ ମୃତଦେହ ବ୍ୟବଚ୍ଛେଦ ହୋଇପାରି ନ ଥିବା ବେଳେ ଗାଡ଼ିଚାଳକଙ୍କୁ ମଧ୍ୟ ପୋଲିସ ଗିରଫ…

ଚାଇନାକୁ ଧମକ ଦେଲେ ଟ୍ରମ୍ପ, ଏମିତି କଲେ ଭୋଗିବ ପରିଣାମ: ସାରା ବିଶ୍ୱ ହଲଚଲ

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣାର କିଛି ଦିନ ପରେ ଉଭୟ ଦେଶର ପ୍ରତିନିଧି ଦଳ ପାକିସ୍ତାନରେ ମୁହାଁମୁହିଁ ଆଲୋଚନା କରିଥିଲେ। ଏନେଇ ଟ୍ରମ୍ପ କହିଛନ୍ତି, ଆମେ ହର୍ମୁଜ ପ୍ରଣାଳୀ ସଫା କରୁଛୁ। ଇରାନ ସହିତ…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’ ସଇତାନ ସାଜିଛନ୍ତି। ସ୍ବାମୀଙ୍କ ସହ ଝଗଡା ପରେ ରାଗ ସୁଝାଇବା ପାଇଁ ନିଜର…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର ପ୍ରମୋଦ ପ୍ରଧାନଙ୍କ ପୁଅ ଶୁଭଙ୍କର ପ୍ରଧାନ (୧୪ ବର୍ଷ)ଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?