Home

ହକି ବିଶ୍ୱକପ୍‌ ପାଇଁ ଓଡ଼ିଶା ପ୍ରସ୍ତୁତ

ଭୁବନେଶ୍ୱର,୨୩ା୮(ବ୍ୟୁରୋ):୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍‌ ପାଇଁ ଓଡ଼ିଶା ପ୍ରସ୍ତୁତ। ୨୦୧୮ରେ ପ୍ରଥମଥର ପାଇଁ ଏହି ମହାକୁମ୍ଭର ସଫଳତା ପରେ ଦ୍ୱିତୀୟଥର ଲାଗି ଓଡ଼ିଶାରେ ଏହାର ଆୟୋଜନ ହେବାକୁ ଯାଉଛି। ଏଥିସହିତ ରାଜ୍ୟ ୨୦୧୭ରେ ଏସିଆନ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ମଧ୍ୟ…

ସମୁଦ୍ରକୁ ଯାଉଛି ଅଧା ପାଣି

ଭୁବନେଶ୍ୱର,୨୩ା୮(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ଓ ସ୍ବଳ୍ପ ବୃଷ୍ଟିପାତ କାରଣରୁ ଅଧିକାଂଶ ନଦୀରେ ଜଳପ୍ରବାହ କ୍ରମଶଃ ହ୍ରାସ ପାଇଚାଲିଛି। ଓଡ଼ିଶାର ଅନେକ ନଦୀ ବର୍ଷାଦିନେ ଶୁଖିଲା ପଡୁଛି। ଜଳ ସଂରକ୍ଷଣ ନ କଲେ ଆଗାମୀ ଦିନରେ ଭୟଙ୍କର ପରିସ୍ଥିତି ସୃଷ୍ଟି ହେବା ନେଇ ପରିବେଶବିତ୍‌…

ଜେଏନ୍‌ୟୁରେ ଛାତ୍ର-ସୁରକ୍ଷା କର୍ମୀ ସଂଘର୍ଷ: ଏବିଭିପି ସଭାପତିଙ୍କ ସମେତ ୧୨ ଆହତ

ନୂଆଦିଲ୍ଲୀ,୨୨।୮:ଜବାହରଲାଲ୍‌ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ) କ୍ୟାମ୍ପସ୍‌ରେ ସୋମବାର ବିକ୍ଷୋଭରତ ଛାତ୍ରଙ୍କୁ ସୁରକ୍ଷାକର୍ମୀ ମାଡ଼ ମାରିବାରୁ ଏବିଭିପି ସଭାପତି ଓ ଜଣେ ଦୃଷ୍ଟିଶକ୍ତି ହରାଇଥିବା ଛାତ୍ରଙ୍କ ସମେତ ୧୨ ଜଣ ଆହତ ହୋଇଛନ୍ତି। ବର୍ଷେ ହେଲା ଛାତ୍ରବୃତ୍ତି ଓ ଫେଲୋଶିପ୍‌ ପାଇ ନ…

ଦୁର୍ନୀତି ମାମଲାରେ ପଞ୍ଜାବର ପୂର୍ବତନ ମନ୍ତ୍ରୀ ଗିରଫ

ଚଣ୍ଡିଗଡ଼,୨୨।୮:ଏକ ଦୁର୍ନୀତି ମାମଲାରେ ଭିଜିଲାନ୍ସ ବ୍ୟୁରୋ ପଞ୍ଜାବର ପୂର୍ବତନ ମନ୍ତ୍ରୀ ଭରତ ଭୂଷଣ ଆଶୁଙ୍କୁ ଗିରଫ କରିଛି। ଭରତ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଥିବା ବେଳେ ଜାଲ୍‌ ରେଜିଷ୍ଟେଶନ ନମ୍ବର ଥିବା ଗାଡ଼ିଗୁଡ଼ିକୁ ଖାଦ୍ୟଶସ୍ୟ ପରିବହନ ଲାଗି ଟେଣ୍ଡରକୁ ମଞ୍ଜୁରୀ…

ଫିଲ୍ମ ଫେୟାର ଆଓ୍ବାର୍ଡରୁ ବାଦ୍‌ ପଡ଼ିଲେ କଙ୍ଗନା

ମୁମ୍ବାଇ:ବଲିଉଡ୍‌ର ବିବାଦୀୟ ଅଭିନେତ୍ରୀ କଙ୍ଗନା ରଣାଓ୍ବତ ସବୁବେଳେ ନିଜର ବୟାନ ଓ ପୋଷ୍ଟକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏବେ ପୁଣି ସେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ଫିଲ୍ମ ଫେୟାର ଆଓ୍ବାର୍ଡରୁ କଙ୍ଗନା ବାଦ୍‌ ପଡ଼ିଥିବା ଜଣାପଡ଼ିଛି। ଫିଲ୍ମ ତଲାଇଭି ପାଇଁ କଙ୍ଗନାଙ୍କ…

ହାତରେ ଜାତୀୟ ପତାକା ଧରିଥିବା ଯୁବକଙ୍କୁ ନିସ୍ତୁକ ମାଡ଼ ମାରିଲେ ଅତିରିକ୍ତ ଜିଲାପାଳ: ତଦନ୍ତ ନିର୍ଦ୍ଦେଶ

ପାଟନା,୨୨।୮: ବିହାରରେ ଶିକ୍ଷକ ନିଯୁକ୍ତି ବିଳମ୍ବକୁ ନେଇ ଶହ ଶହ ଆଶାୟୀ ସୋମବାର ପାଟନାରେ ବିକ୍ଷୋଭ କରୁଥିବା ବେଳେ ସେମାନଙ୍କୁ ଘଉଡ଼ାଇବାକୁ ଯାଇ ପୋଲିସ ଲାଠିଚାଳନା କରିବା ସହ ପାଣିମାଡ଼ କରିଛି। ଏପରିକି ଜାତୀୟ ପତାକା ଧରିଥିବା ଜଣେ ନିଯୁକ୍ତି ଆଶାୟୀ…

୩୯ଟି ଜିଲାକୁ ଆଲର୍ଟ: ୮ଜିଲାରେ ବନ୍ଦ ରହିବ ସ୍କୁଲ

ଭୋପାଳ,୨୨।୮: ମଧ୍ୟପ୍ରଦେଶରେ ଗତ କିଛି ଦିନ ଧରି ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ପ୍ରବଳ ବର୍ଷା ଯୋଗୁ ମଧ୍ୟପ୍ରଦେଶର ୩୯ଟି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏଥିସହ ଭୋପାଳ ସମେତ ୮ଟି ଜିଲାର…

ସ୍ପେଶିଆଲ ୨୬ ଭଳି ଲୋକଙ୍କୁ ଲୁଟୁଥିଲେ ନକଲି ଆୟକର ଅଧିକାରୀ

ମୁମ୍ବାଇ,୨୨।୮: ଖିଲାଡୀ ବୟ ଅକ୍ଷୟ କୁମାରଙ୍କ ହିନ୍ଦୀ ଫିଲ୍ମ ସ୍ପେଶିଆଲ ୨୬ ଭଳି ଫିଲ୍ମ ଷ୍ଟାଇଲ୍‌ରେ ଏକ ଲୁଟ୍‌ ଘଟଣା ସାମ୍ନାକୁ ଆସିଛି। ସୋମବାର ମହାରାଷ୍ଟ୍ରର ଚନ୍ଦ୍ରପୁର ବଲ୍ଲାରପୁର ପୋଲିସ ଜଣେ ନକଲି ଆୟକର ଅଧିକାରୀଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

ଏଏପିର ଗୁଜରାଟ ମିଶନ: ଛୁଟୁଛି ପ୍ରତିଶ୍ରୁତିର ସୁଅ

ଅହମ୍ମଦାବାଦ,୨୨।୮: ଗୁଜରାଟ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉଷ୍ମତା ସେତିକି ସରଗରମ ହେବାରେ ଲାଗିଛି। ଏଭଳି ସ୍ଥିତିରେ ଆମ ଆଦମୀ ପାର୍ଟି(ଏଏପି) ରାଜ୍ୟରେ ସରକାର ଗଠନ କରିବା ପାଇଁ ଏବେଠୁ କସରତ କରୁଛି। ଇତିମଧ୍ୟରେ ସୋମବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ…

ଦିଲ୍ଲୀରେ ଅପରେଶନ୍‌ ‘ଲୋଟସ୍‌’ ବିଫଳ: ଏଏପିକୁ ଭାଙ୍ଗିବାକୁ ଭାଜପାର ସିବିଆଇ-ଇଡିର ଛାଟ

ନୂଆଦିଲ୍ଲୀ,୨୨।୮: ଦିଲ୍ଲୀରେ ଏକ୍ସାଇଜ୍‌ ସ୍କାମ୍‌ ମାମଲାର ଯାଞ୍ଚ ଯେତେ ଆଗକୁ ବଢ଼ୁଛି ଆମ ଆଦମୀ ପାର୍ଟି (ଏଏପି) ଓ ଭାଜପା ମଧ୍ୟରେ ବିବାଦ ଆହୁରି ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ଦାବି କରିଛନ୍ତି। ରାଜଧାନୀରେ ଭାଜପାର…

ଶୁବମନ ଗିଲ୍‌ଙ୍କ ପ୍ରଥମ ଅନ୍ତର୍ଜାତୀୟ ଶତକ: ଜିମ୍ବାଓ୍ବେକୁ ୨୯୦ ରନ୍‌ର ଟାର୍ଗେଟ୍‌

ହରାରେ,୨୨।୮: ହରାରେ ସ୍ପୋର୍ଟସ କ୍ଲବରେ ଖେଳାଯାଉଥିବା ତୃତୀୟ ଦିନିକିଆରେ ଭାରତ ଘରୋଇ ଜିମ୍ବାଓ୍ବେକୁ ୨୯୦ ରନ୍‌ର ବିଜୟ ଲକ୍ଷ୍ୟ ଦେଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟି କରିଥିବା ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ୍‌ ହରାଇ ୨୮୯ ରନ୍‌ କରିଥିଲା।…

ଶ୍ରୀଲଙ୍କାକୁ ୨୧,୦୦୦ ଟନ ସାର ଯୋଗାଇଲା ଭାରତ

ନୂଆଦିଲ୍ଲୀ/କଲମ୍ବୋ,୨୨।୮:ଭାରତ ସୋମବାର ଏକ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମ ଅଧୀନରେ ଶ୍ରୀଲଙ୍କାକୁ ୨୧,୦୦୦ ଟନ ସାର ପ୍ରଦାନ କରିଛି। ଏହି ପଦକ୍ଷେପ ପଡୋଶୀ ଦେଶର କୃଷକମାନଙ୍କୁ ସାହାଯ୍ୟ କରିବ ଏବଂ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ କରିବ। ଗତ କିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri