Home

ଇଟାଲୀରେ ଅତି ରାଷ୍ଟ୍ରବାଦୀ ସରକାର, ଜିଓର୍ଜିଆ ମେଲୋନି ହେବେ ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ

ରୋମ,୨୭ ।୯: ଇଟାଲୀରେ ହୋଇଥିବା ରାଷ୍ଟ୍ରୀୟ ନିର୍ବାଚନରେ ଧୁର ଦକ୍ଷିଣପନ୍ଥୀ ଓ ଅତି ରାଷ୍ଟ୍ରବାଦୀ ମେଣ୍ଟ ‘ଦ ବ୍ରଦର୍ସ ଅଫ ଇଟାଲୀ’କୁ ବହୁମତ ମିଳିଛି । ଏହାର ଅଧ୍ୟକ୍ଷ ଜିଓର୍ଜିଆ ମେଲୋନି ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଦେଶର ନେତୃତ୍ୱ ନେଉଥିବା ପ୍ରଥମ…

ଆବାସ ଯୋଜନା ଅଛି, ଘର ମିଳୁନାହିଁ

ଜେନାପୁର,୨୭ା୯(ଡି.ଏନ.ଏ.):ଆର୍ଥିକ ଅନଟନ ମଧ୍ୟରେ ଦିନ କାଟୁଥିବା ପରିବାରକୁ ସରକାର ଗ୍ରାମୀଣ ଆବାସ ଯୋଜନାରେ ଘର ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରିଛନ୍ତି। ହେଲେ ଯାଜପୁର ଜିଲା ଧର୍ମଶାଳା ବ୍ଲକର ବିଭିନ୍ନ ପଞ୍ଚାୟତରେ ସେହି ଯୋଜନା ଯେମିତି ପହଞ୍ଚି ପାରିନାହିଁ। ଏଥିପାଇଁ ଆର୍ଥିକ…

ଧାର୍ମିକ, ପରିବେଶ ପର୍ଯ୍ୟଟନର କ୍ଷେତ୍ର କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ା ଅଫିସ, ୨୭ା୯: ରାଜ୍ୟର ଏକମାତ୍ର ଜାତୀୟ ଉଦ୍ୟାନ କେନ୍ଦ୍ରାପଡ଼ା ଜିଲାରେ ଅଛି। ଏଥିସହ ତୁଳସୀକ୍ଷେତ୍ର ଭାବେ ଏହି ଜିଲା ଧାର୍ମିକ ପର୍ଯ୍ୟଟନ ପାଇଁ ପରିଚିତି ଲାଭ କରିଛି। ପରିବେଶ ଓ ଧାର୍ମିକ ପର୍ଯ୍ୟଟନ ପାଇଁ ପର୍ଯ୍ୟାପ୍ତ ଭିତ୍ତିଭୂମି ଥିଲେ ମଧ୍ୟ…

ଗୁଆ ଘିଅରେ ତିଆରି ହୁଏ ସମସ୍ତ ଭୋଗ

ଡେରାବିଶ, ୨୭ା୯(ସ୍ବ.ପ୍ର.):ଶାରଦୀୟ ଦୁର୍ଗାପୂଜା ପାଇଁ ଡେରାବିଶର ବିଭିନ୍ନ ଅଞ୍ଚଳ ଉତ୍ସବ ମୁଖର ହେବାକୁ ଯାଉଛି। ପୂଜା ଆଉ ମାତ୍ର ୫ ଦିନ ଥିବାବେଳେ ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ହଳଦିଆପାଟଣା ମା’ ଦୁର୍ଗାଙ୍କ ଶକ୍ତିପୀଠ ଭାବେ ପ୍ରସିଦ୍ଧି ଲାଭ କରିଛି। ମହାଳୟା…

ଅଲିଭ ରିଡ୍‌ଲେ କଇଁଛଙ୍କ ଅନ୍ତୁଡିଶାଳ ପ୍ରତି ବିପଦ

ମହାକାଳପଡ଼ା, ୨୭ା ୯(ଡି.ଏନ.ଏ):ବଙ୍ଗୋପସାଗର ପୂର୍ବ ଉପକୂଳରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରେ ବିଶ୍ୱ ପ୍ରସିଦ୍ଧ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳର ବିସ୍ତୀର୍ଣ୍ଣ ବାଲୁକା ଶଯ୍ୟା ଅଲିଭ ରିଡ୍‌ଲେ କଇଁଛଙ୍କ ଅଣ୍ଡଦାନର ଅନ୍ତୁଡ଼ିଶାଳ ଭାବେ ପରିଚିତ। ଏଠାକୁ କାହିଁ କେଉଁ କାଳରୁ ବିରଳ ପ୍ରଜାତିର…

ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୭।୯:ଶ୍ରୀଜଗନ୍ନାଥଙ୍କ କୌଣସି ସମ୍ପତ୍ତି ବିକ୍ରି ବନ୍ଦ କରିବା ଲାଗି ଓଡ଼ିଶା ସରକାରଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ଦାଏର ଏକ ପିଟିଶନରେ ହସ୍ତକ୍ଷେପ କରିବାକୁ ସୋମବାର ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଏଥିପାଇଁ ନୀତି ନିର୍ଦ୍ଧାରଣ କରିବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇପାରିବ ନାହିଁ।…

ଲଳିତ ମୋହନ ପଣ୍ଡା ପାଇବେ ଜାତୀୟ ପର୍ଯ୍ୟଟନ ପୁରସ୍କାର

ଭୁବନେଶ୍ୱର, ୨୭।୯(ବ୍ୟୁରୋ):ଦେଶର ସର୍ବଶ୍ରେଷ୍ଠ ୱାଇଲ୍ଡଲାଇଫ୍‌ ଗାଇଡ୍‌ ଭାବେ ଓଡ଼ିଶାର ଲଳିତ ମୋହନ ପଣ୍ଡା ଜାତୀୟ ପର୍ଯ୍ୟଟନ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ମଙ୍ଗଳବାର ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଉପରାଷ୍ଟ୍ରପତି ଏହି ପୁରସ୍କାର ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି। ୨୦୧୮-୧୯ ପାଇଁ ଏହି…

ବର୍ଷକରେ ବନ୍ଧାହେଲେଣି ୩୮

ଭୁବନେଶ୍ୱର,୨୭।୯ (ବ୍ୟୁରୋ):ଗିରଫଦାରି ଓ କାର୍ଯ୍ୟାନୁଷ୍ଠାନ ସତ୍ତ୍ୱେ ରାଜଧାନୀରେ ଦାଦାବଟି ଘଟଣା ବଢ଼ି ଚାଲିଛି। ବ୍ୟବସାୟିକ ସଂସ୍ଥା, ଜମି ମାଲିକ, କଣ୍ଟ୍ରାକ୍ଟରଙ୍କୁ ଅସାମାଜିକ ବ୍ୟକ୍ତିମାନେ ଦାଦାବଟି ମାଗି ପ୍ରାୟ ସମୟ ହଇରାଣ ହରକତ କରୁଛନ୍ତି। ବଟି ନ ପାଇଲେ ଆକ୍ରମଣ ଓ ହତ୍ୟା…

ମନ୍ତ୍ରୀଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉ: ଭାଜପା

ଭୁବନେଶ୍ବର,୨୭ା୯(ବ୍ୟୁରୋ):ପୁରୀ ଜିଲା ଗୋପ ବ୍ଲକ ୧୧ନମ୍ବର ଜିଲା ପରିଷଦ ଜୋନ୍‌ ସଭ୍ୟ ତଥା ବିଜେଡି ନେତା ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଏବେ ରାଜ୍ୟ ରାଜନୀତି ଜୋର୍‌ ଧରିଛି। ଏହି ଘଟଣାରେ ସ୍ଥାନୀୟ ବିଧାୟକ ତଥା ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ…

‘ଓଡ଼ିଶାର କୃଷି କ୍ଷେତ୍ରରେ ଦକ୍ଷତା ବିକାଶକୁ ପ୍ରୋତ୍ସାହିତ କରାଯିବ’

ଭୁବନେଶ୍ୱର, ୨୭।୯(ବ୍ୟୁରୋ):ସର୍ବଭାରତୀୟ ମହାତ୍ମା ଗାନ୍ଧୀ ଜାତୀୟ ଫେଲୋଙ୍କୁ ନେଇ ୱାର୍ଲଡ୍‌ ସ୍କିଲ ସେଣ୍ଟରରେ ଦୁଇଦିନିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ସମ୍ପର୍କରେ ଏଠାରେ ଆଲୋଚନା ହୋଇଥିଲା। ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ…

ଶୋଭା ପାଇବ ଅଯୋଧ୍ୟା ରାମ ମନ୍ଦିର

ଭୁବନେଶ୍ୱର,୨୭।୯(ବ୍ୟୁରୋ):ରାଜଧାନୀର ଭୁବନେଶ୍ୱରରେ ମା’ ଜଗତ୍‌ଜନନୀଙ୍କ ଆଗମନ ପାଇଁ ପ୍ରସ୍ତୁତି ଏକ ପ୍ରକାର ଶେଷ ହେବାକୁ ବସିଲାଣି। ସଜେଇ ହେଲାଣି ପୂଜା ମଣ୍ଡପ। ମା’ଙ୍କ କରୁଣା ଓ ଭକ୍ତମାନଙ୍କ ଶ୍ରଦ୍ଧା ବଳରେ ଅନ୍ୟବର୍ଷ ଭଳି ଏ ବର୍ଷ ଯଥାଶକ୍ତି ଦଶହରା ଉତ୍ସବ ପାଳନ…

ଯୁଆଡ଼େ ଦେଖିବ ସିଆଡ଼େ ଖାଲ

ଭୁବନେଶ୍ୱର, ୨୭।୯ (ବ୍ୟୁରୋ):‘ସ୍ମାର୍ଟସିଟି ଭୁବନେଶ୍ୱର’ କେବଳ ନାମକୁମାତ୍ର। ରାସ୍ତାଠାରୁ ଆରମ୍ଭ କରି ପରିମଳ ପର୍ଯ୍ୟନ୍ତ ସବୁକିଛି ବିପର୍ଯ୍ୟସ୍ତ। ଯୁଆଡେ ଦେଖିବ ସିଆଡେ ଖାଲ। ସହରର ଏମିତି କୌଣସି ସ୍ଥାନ ନାହିଁ, ଯେଉଁଠାରେ ଖାଲଖମା ନାହିଁ। କେଉଁଠି ସ୍ବେରେଜ ଲାଇନ୍‌ ପାଇଁ ରାସ୍ତାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri