ପିଏମଏଲଏ ଆଧାରରେ ଇଡି ଯାଞ୍ଚ୍: ରାୟର ସମୀକ୍ଷା ଆବେଦନ ଉପରେ ଶୁଣାଣି ପାଇଁ ସୁପ୍ରିମ୍କୋର୍ଟଙ୍କ ସହମତି…
ନୂଆଦିଲ୍ଲୀ, ୨୨।୮ : ମନି ଲଣ୍ଡରିଂ ଆକ୍ଟ ଅନୁଯାୟୀ ମନି ଲଣ୍ଡରିଂ ସହିତ ଜଡିତ ଇଡିର କ୍ଷମତା, ଗିରଫ କରିବାର ଅଧିକାର, ସାକ୍ଷୀଙ୍କୁ ଡକାଇବା ଏବଂ ସମ୍ପତ୍ତି ଜବତ କରିବା ଏବଂ ଜାମିନ ପ୍ରକ୍ରିୟା ସମ୍ପର୍କିତ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ର କ୍ଷମତାକୁ…
ଛାତ୍ରୀଛାତ୍ର ୨୪୪, ଶିକ୍ଷକ ଅଛନ୍ତି ୫
କୋରୁକୋଣ୍ଡା ୨୨ା୮(ଡି.ଏନ୍.ଏ.): ରାଜ୍ୟ ସରକାର ଶିକ୍ଷାର ଉନ୍ନତି ପାଇଁ ବହୁ ପଦକ୍ଷେପ ନେଉଛନ୍ତି। ୫-ଟି ଅଧୀନରେ ବିଦ୍ୟାଳୟଗୁଡିକର ଉନ୍ନତି କରୁଛନ୍ତି। ଶ୍ରେଣୀଗୃହ ସହ ଅତ୍ୟାଧୁନିକ ବିଜ୍ଞାନାଗାର ପ୍ରତିଷ୍ଠ କରି ଛାତ୍ରୀଛାତ୍ରଙ୍କୁ ଅଧ୍ୟୟନ ପ୍ରତି ଆକୃଷ୍ଟ କରୁଛନ୍ତି। ଉପସ୍ଥାନ ବୃଦ୍ଧି ଲାଗି ମଧ୍ୟାହ୍ନଭୋଜନ…
ଅନ୍ଲାଇନ୍ ଟ୍ରାଞ୍ଜାକ୍ଶନ ପୋଲିସକୁ ଦେଲା ସୁରାକ
ନବରଙ୍ଗପୁର,୨୨।୮(ବି.ପ୍ର.): ନାଟକୀୟ ଢଙ୍ଗରେ ଗଞ୍ଜେଇ ଚାଲାଣ ପାଇଁ ଅଟୋରିକ୍ସା ଲୁଟି ନେଇଥିଲେ ୫ ଜଣ ଅଭିଯୁକ୍ତ। ନବରଙ୍ଗପୁର ଆଦର୍ଶ ଥାନାରେ ମାମଲା ରୁଜୁ ପରେ ପୋଲିସ ତନାଘନା ଆରମ୍ଭ କରିଥିଲା। ଅଭିଯୁକ୍ତମାନେ ଚା ପିଇ ପେଟିଏମ୍ରେ ଟଙ୍କା ଦେଇଥିଲେ। ଏହି ସୁରାକ…
ପୁରୁଣାପାଣି ପୋଲରୁ ଉଠିଗଲା କଂକ୍ରିଟ୍
ବଇଣ୍ଡା,୨୨।୮(ଡି.ଏନ.ଏ.): ଲଘୁଚାପ ଜନିତ ଲଗାଣବର୍ଷାର ପ୍ରଭାବ ପଡ଼ିଛି ଅନୁଗୋଳ ଜିଲାରେ। ଜଳସ୍ରୋତରେ ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପଞ୍ଚାୟତ ଦେଉଳସାହିରୁ ପୁରୁଣାପାଣି ଗ୍ରାମକୁ ସଂଯୋଗ କରୁଥିବା ପୁରୁଣାପାଣି ପୋଲ ସଂଲଗ୍ନ ରାସ୍ତାରୁ କଂକ୍ରିଟ୍ ଉଠିଯାଇଛି। ସ୍ଥିତି ଏପରି ହୋଇଛି ଯେ, ଯାନବାହନ ଚଳାଚଳ…
ବନ୍ୟା ଜଳରେ ଭାସି ବୃଦ୍ଧଙ୍କ ଜୀବନ ଗଲା
ହାଟଡିହୀ,୨୨।୮(ଡି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜାବିନିପୁର ଗ୍ରାମର ଜଣେ ବ୍ୟକ୍ତି ବନ୍ୟା ଜଳରେ ବୁଡି ମୃତ୍ୟୁବରଣ କରିଛନ୍ତି। ସେ ହେଉଛନ୍ତି କୁଶ ମୁଣ୍ଡା(୪୦)। ସୂଚନାରୁ ଜଣାପଡିଛି ଯେ, କୁଶ ଗତ ରବିବାର ସକାଳୁ ଭାଗବଖରା କରିଥିବା ଚାଷ ଜମିକୁ ଏକ…
ବାର୍ଦ୍ଧକ୍ୟରେ ବଢୁଛି ବ୍ୟଥା
ଢେଙ୍କାନାଳ ଅଫିସ, ୨୨।୮: ବରିଷ୍ଠ ନାଗରିକଙ୍କୁ ସମ୍ମାନ ଜଣାଇବା, ସେମାନଙ୍କୁ ଅଧିକାର ପ୍ରଦାନ କରିବା ଏବଂ ଅନ୍ୟମାନଙ୍କୁ ଏ ଦିଗରେ ସଚେତନ କରାଇବା ଉଦ୍ଦେଶ୍ୟରେ ରବିବାର ବିଶ୍ୱବ୍ୟାପୀ ପାଳିତ ହୋଇଛି ବରିଷ୍ଠ ନାଗରିକ ଦିବସ। ସେମାନଙ୍କ ଉଦ୍ଦେଶ୍ୟରେ ଆୟୋଜିତ ହୋଇଛି ସଭାସମିତି…
ଝିଅ ସହ ଛୁଟି କାଟୁଛନ୍ତି ପିସି
ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ଅଭିନୟରେ ଜଲଓ୍ବା ଦେଖାଇଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ପ୍ରିୟଙ୍କା ଅନେକ ହଲିଉଡ ପ୍ରୋଜେକ୍ଟରେ ଅଭିନୟ କରିଛନ୍ତି। ସେ ସୋସିଆଲ ମିଡିଆରେ ମଧ୍ୟ ବେଶ୍ ଆକ୍ଟିଭ୍। ପ୍ରତିଦିନ ପ୍ରଶଂସକଙ୍କ ସହ ନିଜ ସହ ଜଡିତ…
ଏଆଇଏଫଏଫ ନିର୍ବାଚନ ସପ୍ତାହେ ଘୁଞ୍ଚାଇଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ, ୨୨।୮ : ସୁପ୍ରିମକୋର୍ଟ ଅଲ୍ ଇଣ୍ଡିଆ ଫୁଟବଲ ଫେଡ଼େରେଶନ (ଏଆଇଏଫଏଫ) ନିର୍ବାଚନକୁ ଏକ ସପ୍ତାହ ସ୍ଥଗିତ ରଖିଛନ୍ତି। ଫିଫା ଏଆଇଏଫଏଫକୁ ନିଲମ୍ବିତ କରିଥିବାରୁ କେନ୍ଦ୍ର ଏବଂ ଏଆଇଏଫଏଫ ପକ୍ଷରୁ କୁହାଯାଇଛି ଏହା ଦ୍ୱାରା ୧୭ ବିଶ୍ୱକପର ମହିଳା ଦଳଙ୍କୁ ପ୍ରଭାବିତ…
ଟସ୍ ଜିତିଲା ଭାରତ
ହରାରେ,୨୨।୮: ଭାରତ ଏବଂ ଜିମ୍ବାଓ୍ବେ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ନିର୍ଣ୍ଣାୟକ ମ୍ୟାଚ୍ ଆଜି ଖେଳାଯାଉଛି। ଏହି ମ୍ୟାଚ୍ରେ ଭାରତ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଏକାଦଶରେ ଦୁଇଟି ପରିବର୍ତ୍ତନ ହୋଇଛି।…
ଆଇଟି ଟାଓ୍ବାର ପରିଦର୍ଶନ କଲେ ୫-ଟି ସଚିବ
ଭୁବନେଶ୍ୱର,୨୨ା୮(ବ୍ୟୁରୋ): ୫-ଟି ସଚିବ ଭିକେ ପାଣ୍ଡିଆନ ସୋମବାର ଆଇଟି ଟାଓ୍ବାର ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବ ସତ୍ୟନଗରଠାରେ ନିର୍ମାଣାଧୀନ ବିଏମସିର ନୂଆ ବିଲଡ଼ିଂ ଏବଂ O’ ହବ୍ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି…
କେଜରିଓ୍ବାଲଙ୍କୁ ଭୟ କରୁଛି ଭାଜପା,ଶରଦ ପାଓ୍ବାରଙ୍କ ଶୈଳୀରେ ଇଡି-ସିବିଆଇର ମୁକାବିଲା କରୁଛନ୍ତି କେଜରିଓ୍ବାଲ-ସିସୋଡିଆ…
ନୂଆଦିଲ୍ଲୀ, ୨୨।୮ : ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଗତ ଦୁଇ ଦିନ ଧରି ଏକ୍ସାଇଜ ସ୍କାମ ମାମଲାରେ ସିବିଆଇ ସ୍କାନରରେ ଅଛନ୍ତି। କୁହାଯାଉଛି ଯେ ଶୀଘ୍ର ଏହି ମାମଲା ଇଡିକୁ ହସ୍ତାନ୍ତର କରା ଯାଇପାରେ। ଏହି ସମସ୍ୟା ମୁଖ୍ୟମନ୍ତ୍ରୀ ଅରବିନ୍ଦ…
କନ୍ଧମାଳ: ଲଗାଣ ବର୍ଷାରେ ଭାଙ୍ଗିଛି ୫୦୦ରୁ ଊର୍ଦ୍ଧ୍ୱ ଘର
ଫୁଲବାଣୀ ଅଫିସ,୨୨ା୮: ଲଗାଣ ବର୍ଷାର ପ୍ରଭାବ କନ୍ଧମାଳ ଜିଲାରେ ପଡିଛି। ରବିବାର ବର୍ଷା ପୂର୍ବ ଅପେକ୍ଷା କମିଛି। ଗତ ୧୫ ତାରିଖରୁ ଦୁଇ ଦଫାରେ ହୋଇଥିବା ଲଗାଣ ବର୍ଷାରେ ଜିଲାରେ ଅନେକ କ୍ଷୟକ୍ଷତି ଘଟିଛି। ପାଖାପାଖି ୫୦୦ରୁ ଉଦ୍ଧର୍ବ ଘର ଭାଙ୍ଗିଥିବା…
Archives


