Home

ଲିଜେଣ୍ଡ୍ସ ଲଢ଼େଇରେ ଟାଇଗର୍ସର ବାଜିମାତ୍‌

କଟକ, ୨୭ା୯ (ସ୍ପୋଟର୍‌ସ ବ୍ୟୁରୋ):ବାରବାଟୀ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ ମ୍ୟାଚରେ ମଣିପାଲ ଟାଇଗର୍ସ ୩ ରନରେ ଭିଲଓ୍ବାରା କିଙ୍ଗ୍ସକୁ ପରାସ୍ତ କରିଛି। ଟାଟେଣ୍ଡା ଟାଇବୁଙ୍କ ଅର୍ଦ୍ଧଶତକ ସହାୟତାରେ ମଣିପାଲ ଟାଇଗର୍ସ ୮ ଉଇକେଟ ହରାଇ ୧୭୫ ରନ…

ଟଙ୍କା ମୂଲ୍ୟ ହ୍ରାସ ଅଣାୟତ୍ତ

ମୁମ୍ବାଇ, ୨୭ା୯(ପି.ଟି.):ଆମେରିକୀୟ ଡଲାର ତୁଳନାରେ ଟଙ୍କା ସର୍ବକାଳୀନ ଦୁର୍ବଳ ସ୍ତରର ରେକର୍ଡ ଭାଙ୍ଗିଛି। ସୋମବାର ଟଙ୍କାର ମୂଲ୍ୟ ୫୪ ପଇସା ହ୍ରାସ ହୋଇଛି। ଫଳରେ ଡଲାରର ମୂଲ୍ୟ ୮୧.୬୩ ଟଙ୍କାକୁ ବୃଦ୍ଧି ପାଇଛି। ଗତ ଶୁକ୍ରବାର ୩୦ ପଇସା ହ୍ରାସ ପାଇ…

ବର୍ଷକର ଛୁଆକୁ କୋଳରେ ଧରି ଅଟୋ ଚଲାଉଛନ୍ତି ମା’

ନୋଏଡା,୨୬।୯: ନୋଏଡାର ଚଞ୍ଚଳ ଶର୍ମା ଉତ୍ତର ପ୍ରଦେଶରେ ଇ-ରିକ୍ସା ଚଲାଇ ପରିବାର ପାଳୁଛନ୍ତି। ଭାଗ୍ୟର ବିଡମ୍ବନା ଯୋଗୁ ଚଞ୍ଚଳଙ୍କୁ ବର୍ଷକର ପୁଅକୁ ସାଥୀରେ ନେଇ ଅଟୋ ଚଳାଇବାକୁ ପଡ଼େ। ପୁଅକୁ କୋଳରେ ଧରି ପ୍ରତିଦିନ ସକାଳୁ ଘରକାମ ସାରି ବାହାରି ଯାନ୍ତି…

ରୁଷିଆ ସ୍କୁଲରେ ଗୁଳି, ୧୫ ମୃତ,୨୪ ଗୁରୁତର: ନିଜ ଗୁଳିରେ ଟଳିଲେ ଆତତାୟୀ

ମସ୍କୋ, ୨୬ା୯: ରୁଷିଆର ଇଜେଭ୍‌ସ୍କ ସହରରେ ଥିବା ଏକ ସ୍କୁଲରେ ଜଣେ ଆତତାୟୀ ସୋମବାର ଆଖିବୁଜା ଗୁଳି ଚଳାଇଛନ୍ତି। ଏଥିରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୪ ଗୁରୁତର ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୧୧ ସ୍କୁଲ ପିଲା ରହିଛନ୍ତି। ଅଭିଯୁକ୍ତଙ୍କ…

ଅଣୁଅସ୍ତ୍ର ବ୍ୟବହାରକୁ ଗୁରୁତର ସହ ନେବାକୁ ଜେଲେନ୍‌ସ୍କିଙ୍କ ନିବେଦନ

କିଭ୍‌, ୨୬ା୯: ଅଣୁଅସ୍ତ୍ର ବ୍ୟବହାର ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଧମକ ଦେଉଥିବା ଅତିରଞ୍ଜିତ ନୁହେଁ ବୋଲି ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି କହିଛନ୍ତି। ଏହା କେବଳ ଏକ ଧମକ ବୋଲି ଲାଗୁଥିଲେ ହେଁ ପୁଟିନ ଏପରି କରିପାରନ୍ତି ବୋଲି…

ଆଫ୍ରିକା ସିରିଜ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ହାର୍ଦ୍ଦିକଙ୍କ ସ୍ଥାନରେ ଏହି ଖେଳାଳିଙ୍କ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି୨୦ କ୍ରିକେଟ ସିରିଜ ଚଳିତ ମାସ ୨୮ ତାରିଖରେ ଥିରୁଭାନନ୍ତପୁରମଠାରେ ଆରମ୍ଭ ହେବ। ଏହି ସିରିଜ ପାଇଁ ପୂର୍ବ ଘୋଷିତ ଭାରତୀୟ ଦଳରେ କେତେକ ପରିବର୍ତ୍ତନ କରାଯାଇଛି।…

ବିଦ୍ରୋହ ପାଇଁ ଦୁଃଖ ପ୍ରକାଶ କଲେ ଗେହଲଟ: ସୋନିଆ କହିଲେ, ଏଭଳି ଆଶା ନ ଥିଲା

ଜୟପୁର,୨୬।୯: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ କଂଗ୍ରେସ ଅଧ୍ୟକ୍ଷ ପଦ ଲାଗି ନିର୍ବାଚନ ଲଢ଼ିବାକୁ ଯାଉଥିବା ବେଳେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବାକୁ ବିରୋଧ କରି ତାଙ୍କର ପ୍ରାୟ ୯୦ ଜଣ ସମର୍ଥକ ବିଧାୟକ ରବିବାର ରାତିରେ ବିଦ୍ରୋହ କରିବା ସହ ସମୂହ…

ବାହାର ରାଜ୍ୟରେ ବିଜ୍ଞାପନ ପ୍ରକାଶନ ବନ୍ଦ ଲାଗି ଆବେଦନ: ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୯: ନିଜ ଅଞ୍ଚଳ ବାହାରେ ରାଜ୍ୟ ସରକାରମାନେ ପ୍ରକାଶ କରୁଥିବା ବିଜ୍ଞାପନ ବନ୍ଦ ରଖିବା ପାଇଁ ହୋଇଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଜବାବ ମାଗିଛନ୍ତି। ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ହିମା କୋହଲିଙ୍କ…

ମାଲାୟାଲମ ଅଭିନେତା ଶ୍ରୀନାଥ ଭାସି ଗିରଫ

କୋଚି,୨୬।୯: ମାଲାୟାଲମ ଅଭିନେତା ଶ୍ରୀନାଥ ଭାସିଙ୍କ ଅଡୁଆ ବଢ଼ିବାରେ ଲାଗିିଛି। କୋଚିରେ ମାରାଡୁ ପୋଲିସ ଅଭିନେତା ଶ୍ରୀନାଥଙ୍କୁ ଗିରଫ କରିଛି। ଏକ ସାକ୍ଷାତକାର ସମୟରେ ଅଭିନେତା ଜଣେ ମହିଳା ଆଙ୍କରଙ୍କ ସହିତ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ମହିଳା…

ବଢ଼ିବ ନଡ୍ଡାଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ,୨୬।୯: ଲୋକ ସଭା ନିର୍ବାଚନକୁ ନେଇ ସମସ୍ତ ରାଜନୈତିକ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କଲେଣି। ଗୋଟିଏ ପଟେ ଦେଶରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ନେଇ ରାଜନୈତିକ ମାହୋଲ ସରଗରମ ରହିଥିବା ବେଳେ ଏବେ ଭାଜପା ଅଧ୍ୟକ୍ଷଙ୍କୁ ନେଇ ଏକ ଚର୍ଚ୍ଚା…

କଂଗ୍ରେସ ଅଧ୍ୟକ୍ଷ ରେସ୍‌ରୁ ବାଦ ପଡ଼ିପାରନ୍ତି ଗେହଲଟ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନ କଂଗ୍ରେସରେ ମତଭେଦ ପରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଗେହଲଟ ସମର୍ଥକ ବିଧାୟକଙ୍କ ବିଦ୍ରୋହ ପରେ କଂଗ୍ରେସ ଅଧ୍ୟକ୍ଷ ରେସ୍‌ରୁ ଗେହଲଟ ବାହାର ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ରାଜସ୍ଥାନର ରାଜନୈତିକ ଡ୍ରାମା ପରେ କଂଗ୍ରେସ…

ଗେହଲଟ-ପାଇଲଟଙ୍କ ମଧ୍ୟରେ ମଧ୍ୟସ୍ଥତା କରିବେ କମଲନାଥ

ଜୟପୁର,୨୬।୯: ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କଂଗ୍ରେସ ଅଧ୍ୟକ୍ଷ ରେସ୍‌ରେ ସାମିଲ ହେବା ପରେ ରାଜସ୍ଥାନର ରାଜନୈତିକ ସରଗରମ ରହିଛି। କଂଗ୍ରେସ ଭିତରେ ଥିବା ଦଳ କନ୍ଦଳ ପୁଣି ଥରେ ସାମ୍ନାକୁ ଆସିଛି। ଗେହଲଟ ଗୋଷ୍ଠୀଙ୍କ ବିରୋଧ ପରେ ପୁଣି ଥରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri