କଚ୍ଛପ ଗତିରେ ୨୯ ମେଗା ପାଣି ପ୍ରକଳ୍ପ
ଯାଜପୁର ଅଫିସ,୨୨ା୮: ରାଜ୍ୟର ୬ ଖଣି ପ୍ରଭାବିତ ଜିଲାରେ ଓଏମ୍ବିଏଡିସିି (ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ) ପାଣ୍ଠିରେ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ୨୯ଟି ମେଗା ପାଇପ ଜଳଯୋଗାଣ ପ୍ରକଳ୍ପ କଚ୍ଛପ ଗତିରେ ଚାଲିଛି। ଏଥିରେ ନିୟୋଜିତ ଅଣଓଡ଼ିଆ…
ଖୁବ୍ଶୀଘ୍ର ଆରମ୍ଭ ହେବ ପୁଷ୍ପା-୨ର ଶୁଟିଂ
ସାଉଥ୍ ଅଭିନେତା ଅଲୁ ଅର୍ଜୁନ ଏବଂ ରଶ୍ମିକା ମନ୍ଦନାଙ୍କ ଫିଲ୍ମ ‘ପୁଷ୍ପା: ଦି ରାଇଜ’ ସୁପରହିଟ ହେବା ପରେ ପ୍ରଶଂସକମାନେ ଏହାର ସିକ୍ୱେଲକୁ ଅପେକ୍ଷା କରିଛନ୍ତି। ଏବେ ପୁଷ୍ପା ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର ଅଛି। ଖୁବ୍ଶୀଘ୍ର ଏହି ଫିଲ୍ମର…
ବନ୍ୟାରେ ଜିଲା କୃଷି ଅର୍ଥନୀତି ବିପନ୍ନ
କେନ୍ଦ୍ରାପଡ଼ା ଅଫିସ,୨୨ା୮: ମହାନଦୀରେ ବନ୍ୟା ପାଣି କେନ୍ଦ୍ରାପଡ଼ା ଜିଲାର କୃଷି ଅର୍ଥନୀତିକୁ ବିପନ୍ନ କରି ଦେଇଛି। ଜିଲାର ୭ ବ୍ଲକର ୪୧ ପଞ୍ଚାୟତରେ ବନ୍ୟାଜଳ ଜମି ରହି ଖରିଫ ଚାଷ, ପନିପରିବା ଫସଲକୁ ଉଜାଡି ଦେଇଛି। ଏବେ ସୁଦ୍ଧା ବନ୍ୟା ପ୍ରଭାବିତ…
ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗିଦେଲା ବନ୍ୟା
ଜଗତ୍ସିଂହପୁର ଅଫିସ,୨୨ା୮: ଜଗତ୍ସିଂହପୁର ଜିଲାରେ ଲଗାଣ ବର୍ଷା ଓ ବନ୍ୟା ଯୋଗୁ ପନିପରିବା ଚାଷ କ୍ଷତିଗ୍ରସ୍ତ ହୋଇଛି। ଅମଳ ବେଳେ ପ୍ରାକୃତିକ ବିପତ୍ତି ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଦେଇଛି। ବିଭିନ୍ନ ମାଧ୍ୟମରେ ଏପରି କି କରଜ କରି ଅନେକ ଚାଷୀ…
ଓମାର ଅବଦୁଲ୍ଲାଙ୍କ ପ୍ରଶ୍ନ, ଇଡି-ସିବିଆଇ କଂଗ୍ରେସ ପାଇଁ ଭାଜପା ଏଜେଣ୍ଟ,ଏଏପି କ୍ଷେତ୍ରରେ ବିଶ୍ୱସନୀୟ…
ଶ୍ରୀନଗର, ୨୨।୮ : ନ୍ୟାଶନାଲ କନଫରେନ୍ସ ଉପାଧ୍ୟକ୍ଷ ଓମାର ଅବଦୁଲ୍ଲା ସିବିଆଇ, ଇଡି ଏବଂ ଏନଆଇଏ ଭଳି କେନ୍ଦ୍ରୀୟ ଏଜେନ୍ସିର ଭୂମିକା ଉପରେ କଂଗ୍ରେସର ଦୋମୁହାଁ ଆଭିମୁଖ୍ୟ ନେଇ ପ୍ରଶ୍ନ କରିଛନ୍ତି। ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ବିରୋଧରେ ସିବିଆଇ ଚଢ଼ାଉ…
ଚହଲଙ୍କ ସହ ମନୋମାଳିନ୍ୟକୁ ନେଇ ମୁହଁ ଖୋଲିଲେ ଧନଶ୍ରୀ
ନିକଟରେ ଭାରତୀୟ ଦଳର ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ତାଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ଟ୍ରେଣ୍ଡରେ ଥିଲେ। ଧନଶ୍ରୀ ଇନ୍ଷ୍ଟାଗ୍ରାମରେ ତାଙ୍କ ନାଁରୁ ଚହଲ ସରନେମ୍ ହଟାଇ ଦେଇଥିଲେ। ସେପଟେ ଚହଲ ମଧ୍ୟ ଏକ ଇନ୍ଷ୍ଟା ଷ୍ଟାଟସରେ ଲେଖିଥିଲେ ‘ନ୍ୟୁ ଲାଇଫ୍…
କିମ୍ଙ୍କ ଆଣବିକ ଆକ୍ରମଣ ଧମକକୁ ଭୟ ନାହିଁ, ଆମେରିକା-ଦକ୍ଷିଣ କୋରିଆ ମିଳିତ ସମରାଭ୍ୟାସ ଆରମ୍ଭ…
ଓ୍ବାଶିଂଟନ/ସିଓଲ, ୨୨।୮ : ଉତ୍ତରକୋରିଆର ଏକ ଛତ୍ରବାଦୀ ଶାସକ କିମ୍ ଜୋଙ୍ଗ ଉନ୍ଙ୍କ ଆଣବିକ ଆକ୍ରମଣ ଧମକକୁ ଭୟ ନ କରି ସୋମବାର ଆମେରିକା ଏବଂ ଦକ୍ଷିଣ କୋରିଆ ଏକ ବୃହତ ସାମରିକ ଅଭ୍ୟାସ ଆରମ୍ଭ କରିଛନ୍ତି। ଉତ୍ତର କୋରିଆର ବଢୁଥିବା…
ଘରୋଇ ଡଙ୍ଗାରେ ପୁଣି ଯାତ୍ରୀ ପରିବହନ
ମହାକାଳପଡ଼ା, ୨୨ା୮ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀ ବାହାକୁଦ ଘାଟରୁ ପାରାଦୀପ ମୂଷାଡିଆ ଫେରି ଘାଟରେ ଗତ ୧୬ ତାରିଖରୁ ରାମନଗର ପଞ୍ଚାୟତ ପକ୍ଷରୁ ମହାନଦୀରେ ବନ୍ୟା ଯୋଗୁ ଡଙ୍ଗା ଚଳାଚଳକୁ ବନ୍ଦ କରାଯାଇଥିଲା। ପୁଣି ନିର୍ଦ୍ଦେଶ ନ…
ସମସ୍ତଙ୍କ ପାଇଁ ଖୋଲିଲା ଆଚାର୍ଯ୍ୟ ରଜନୀଶଙ୍କ ଓଶୋ ଆଶ୍ରମ…
ମୁମ୍ବାଇ, ୨୨।୮ : ପୁଣେରେ ଆଚାର୍ଯ୍ୟ ରଜନୀଶ ଓଶୋଙ୍କ ଆଶ୍ରମ ବର୍ତ୍ତମାନ ସମସ୍ତଙ୍କ ପାଇଁ ଖୋଲା ଯିବ। ଓଶୋଙ୍କ ସମାଧୀସ୍ଥାନ ଏବଂ ତାଙ୍କର ଉତ୍ତରାଧିକାରୀଙ୍କ ସୁରକ୍ଷା ପାଇଁ ଆଗେଇ ଆସିଥିବା ଶିଷ୍ୟଙ୍କ ପ୍ରବେଶ ବହୁ ବର୍ଷ ଧରି ଏଠାରେ ପ୍ରବେଶ ବାରଣ…
ଆଜି ଭାରତ-ଜିମ୍ବାଓ୍ବେ ତୃତୀୟ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ହରାରେ,୨୨।୮: ଭାରତ ଏବଂ ଜିମ୍ବାଓ୍ବେ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ନିର୍ଣ୍ଣାୟକ ମ୍ୟାଚ୍ ଆଜି ଖେଳାଯିବ। ଭାରତ ପୂର୍ବରୁ ସିରିଜ୍ ଜିତିସାରିଥିବାବେଳେ କେବଳ କ୍ଲିନ୍ସୁଇପ୍ ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ। ସେପଟେ ଜିମ୍ବାଓ୍ବେ ଶେଷ ମ୍ୟାଚ୍ ଜିତି ଆତ୍ମସମ୍ମାନ…
କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୨୦୩ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୨ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ସୋମବାର ରାଜ୍ୟରୁ ୨୦୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୫,୨୬୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ…
ଆଣବିକ ଆକ୍ରମଣ, ରାସାୟନିକ ବିପର୍ଯ୍ୟୟ ପୀଡ଼ିତଙ୍କ ପାଇଁ ଝାଜର-ଚେନ୍ନାଇରେ ହେବ ସ୍ବତନ୍ତ୍ର ହସ୍ପିଟାଲ…
ନୂଆଦିଲ୍ଲୀ, ୨୨।୮ : ଭବିଷ୍ୟତରେ ଭୋପାଳ ଗ୍ୟାସ ଦୁର୍ଘଟଣା କିମ୍ବା କାନପୁର ଆମୋନିୟା ଗ୍ୟାସ ଲିକ ଭଳି ଦୁର୍ଘଟଣା ଘଟିଲେ ପୀଡିତମାନେ ଦୁଇଟି ନୂତନ ଉଚ୍ଚ ବିଶେଷଜ୍ଞତା ବିଶିଷ୍ଟ ମେଡିକାଲରେ ଚିକିତ୍ସା ଯୋଗାଇ ଦିଆଯିବ। ଝାଜର ଏବଂ ଚେନ୍ନାଇରେ ଏଭଳି ହସ୍ପିଟାଲ…
Archives


