Home

ମହଙ୍ଗା ହୋଇପାରେ ୟୁପିଆଇ କାରବାର

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଡିଜିଟାଲ ଇଣ୍ଡିଆ କରିବା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ସେଥିମଧ୍ୟରୁ ନଗଦ ଟଙ୍କା କାରବାରକୁ ବନ୍ଦ କରିବା ସହ ଡିଜିଟାଲ ପଦ୍ଧତିରେ ଅର୍ଥ ନେଣଦେଣ କରିବା ପାଇଁ ୟୁନିଫାଏଡ୍‌ ପେମେଣ୍ଟ୍‌ସ ଇଣ୍ଟରଫେସ୍‌ (ୟୁପିଆଇ) ସେବାର ଶୁଭାରମ୍ଭ…

ଓଡ଼ିଶା ଏଚ୍‌ପିସି, ସ୍ପୋଟର୍‌ସ ହଷ୍ଟେଲ ବିଜୟୀ

ଭୁବନେଶ୍ୱର, ୨୨।୮(କ୍ରୀଡ଼ା ପ୍ରତିନିଧି): ନୂଆଦିଲ୍ଲୀରେ ଚାଲିଥିବା ୧୬ ବର୍ଷରୁ କମ୍‌ ଖେଲୋ ଇଣ୍ଡିଆ ମହିଳା ହକି ଲିଗ୍‌ରେ ରବିବାର ଓଡ଼ିଶା ନାଭାଲ ଟାଟା ହକି ହାଇ ପରଫର୍ମାନ୍ସ ସେଣ୍ଟର (ଓଡ଼ିଶା ଏଚ୍‌ପିସି) ଓ ସ୍ପୋଟର୍‌ସ ହଷ୍ଟେଲ ଦଳ ବିଜୟ ହାସଲ କରିଛନ୍ତି।…

୪ ବରିଷ୍ଠ ଅଗ୍ନିଶମ ଅଧିକାରୀଙ୍କୁ ବନ୍ୟାଞ୍ଚଳ ଦାୟିତ୍ୱ

ଭୁବନେଶ୍ୱର,(ବ୍ୟୁରୋ)୨୨ା୮: ଲଗାଣ ବର୍ଷା ଫଳରେ ଉତ୍ତର ଓଡ଼ିଶାରେ ପୁଣି ବନ୍ୟାସ୍ଥିତି ଉପୁଜିଛି। ସୁବର୍ଣ୍ଣରେଖା ଓ ବୈତରଣୀରେ ବନ୍ୟା ଆସିବାରୁ ଲକ୍ଷାଧିକ ଲୋକ ପ୍ରଭାବିତ ହୋଇଛନ୍ତି। ପ୍ରଶାସନ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଉଥିବାବେଳେ ବନ୍ୟା ବିପନ୍ନଙ୍କୁ ସ୍ଥାନାନ୍ତର, ଉଦ୍ଧାର, ରିଲିଫ୍‌ ବଣ୍ଟନରେ ସହାୟତା…

ଫିଫାର ସମସ୍ତ ଦାବିକୁ ଗ୍ରହଣ କଲେ ସରକାର

ନୂଆଦିଲ୍ଲୀ, ୨୨ା୮ (ପି.ଟି.): ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ଉପରୁ ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂଗଠନ ‘ଫିଫା’ର ବାସନ୍ଦ ଦଣ୍ଡକୁ ହଟାଇବା ପରିପ୍ରେକ୍ଷୀରେ କେନ୍ଦ୍ର ସରକାର ରବିବାର ସୁପ୍ରିମ୍‌କୋର୍ଟଙ୍କୁ ଏକ ଦରଖାସ୍ତ କରିଛନ୍ତି। ଏଥିରେ ବର୍ତ୍ତମାନ ଏଆଇଏଫ୍‌ଏଫ୍‌ ସାମୟିକ ପରିଚାଳନା ଦାୟିତ୍ୱରେ…

କେନ୍ଦ୍ରାପଡ଼ାକୁ ଯାତ୍ରୀବାହୀ ଟ୍ରେନ୍‌ ଚଳାଇବା ଲାଗି ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟପାଳ

କେନ୍ଦ୍ରାପଡ଼ା ଅଫିସ,୨୨ା୮: କେନ୍ଦ୍ରାପଡ଼ା ଜିଲାକୁ ଯାତ୍ରୀବାହୀ ରେଳ ଚଳାଚଳ ଦାବିରେ କେନ୍ଦ୍ରାପଡ଼ା ଜିଲା ବିକାଶ ପରିଷଦ ପକ୍ଷରୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଏହି ଦାବିର ଯଥାର୍ଥତା ଥିବା ଦର୍ଶାଇ ରାଜ୍ୟପାଳ ଗତ ୨୦ ତାରିଖରେ…

ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ

ଜୟପୁର,୨୨ା୮ (ନି.ପ୍ର.): ପାରମ୍ପରିକ ଜୈବିକ ଚାଷର ପ୍ରଚାରପ୍ରସାର କରିବା ଦିଗରେ ବିଶେଷ ଭୂମିକା ଗ୍ରହଣ କରିଥିବା କୋରାପୁଟ ଜିଲାର ପଦ୍ମଶ୍ରୀ କମଳା ପୂଜାରୀ ରବିବାର ଅସୁସ୍ଥ ହୋଇପଡ଼ିଛନ୍ତି। କମଳା ଜ୍ୱର ସହ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ତାଙ୍କୁ ଜୟପୁର ସ୍ଥିତ…

ମୁଁ ୫ ଜଣଙ୍କୁ ମାରିଛି

ଜୟପୁର,୨୨ା୮: ରାଜସ୍ଥାନର ଜଣେ ଭାଜପା ନେତା ୫ ଗୋଚାଲାଣକାରୀଙ୍କୁ ହତ୍ୟା କରିଥିବା କହିଛନ୍ତି। ତାଙ୍କର ଏହି ଭିଡିଓ ସୋସିଆଲ ମିଡିଆରେ ବହୁଳ ପ୍ରସାରିତ ହେବା ପରେ ପୋଲିସ ମାମଲା ରୁଜୁ କରିଛି। ଅଲଓ୍ବରର ପୂର୍ବତନ ବିଧାୟକ ଜ୍ଞାନଦେବ ଆହୁଜା ଏକ ସାମ୍ପ୍ରଦାୟିକ…

ଡାକ୍ତରଙ୍କୁ ପିଟିଲେ ମୁଖ୍ୟମନ୍ତ୍ରୀଙ୍କ ଝିଅ

ଝିଅ ପାଇଁ ଅଡ଼ୁଆରେ ପଡ଼ିଛନ୍ତି ମିଜୋରାମ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗା। ଜଣେ ଡାକ୍ତରଙ୍କୁ ଝିଅ ମିଲାରି ଛାଙ୍ଗ୍‌ଟେ ମାଡ଼ ମାରିବା ଭିଡିଓ ବହୁଳ ପ୍ରସାରିତ ହେବା ପରେ ଜୋରାମଥାଙ୍ଗା ସର୍ବସାଧାରଣରେ ଏଥିପାଇଁ କ୍ଷମା ମାଗିଛନ୍ତି। ଘଟଣାଟି ବୁଧବାର ଦିନର। ମିଲାରି ଆଇଜଲ୍‌ ସ୍ଥିତ…

ଦିଲ୍ଲୀ ହସ୍ପିଟାଲରେ ବ୍ରେନ୍‌ ମ୍ୟାପିଙ୍ଗ୍‌ ସୁବିଧା

ନୂଆଦିଲ୍ଲୀ,୨୨।୮: ଦିଲ୍ଲୀର ଆଇବିଏସ୍‌ ହସ୍ପିଟାଲ ରବିବାର ବ୍ରେନ୍‌ ମ୍ୟାପିଙ୍ଗ ଟେକ୍ନୋଲୋଜି ସୁବିଧା ଉପଲବ୍ଧ ହୋଇଛି। କୌଣସି ଡାକ୍ତରଖାନାରେ ଏହି ଟେକ୍ନୋଲୋଜି ରହିବା ଦେଶରେ ପ୍ରଥମ। ଏହା ଜରିଆରେ ବ୍ରେନ୍‌ ଟ୍ୟୁମର ସାଙ୍ଗକୁ ଜଟିଳ ମସ୍ତିଷ୍କ ଅସ୍ତ୍ରୋପଚାର ସହଜରେ କରାଯାଇପାରିବ। ଏଥିସହ ମସ୍ତିଷ୍କର…

ବିବାଦରେ ଜୋମାଟୋ ବିଜ୍ଞାପନ

ନୂଆଦିଲ୍ଲୀ,୨୨।୮: ଫୁଡ୍‌ ଡେଲିଭରି ଆପ୍‌ ଜୋମାଟୋ ବିଜ୍ଞାପନକୁ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। ବଲିଉଡ୍‌ ଅଭିନେତା ହ୍ରିତିକ ରୋଶନଙ୍କ ଦ୍ୱାରା କରାଯାଇଥିବା ଜୋମାଟୋ ଆଡ୍‌କୁ ମଧ୍ୟପ୍ରଦେଶ ଉଜୈନ ମହାକାଳେଶ୍ୱର ମନ୍ଦିର ପୂଜକ ବିରୋଧ କରିଛନ୍ତି। ମହାକାଳରୁ ଖାଇବା ଅର୍ଡର କରୁଥିବାର…

ପାକ୍‌ ଚ୍ୟାନେଲରେ ଇମ୍ରାନ୍‌ଙ୍କ ଭାଷଣ ବ୍ୟାନ୍‌

ଇସ୍‌ଲାମାବାଦ, ୨୨ା୮: ଇସ୍‌ଲାମାବାଦର ଏକ ପାର୍କରେ ଭାଷଣ ଦେବାବେଳେ ବରିଷ୍ଠ ପୋଲିସ ଅଧିକାରୀ, ଜଣେ ମହିଳା ବିଚାରପତି, ସରକାରୀ ଅଫିସରଙ୍କୁ ଖୋଲାଖୋଲି ଧମକ ଅଭିଯୋଗରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଏଣିକି ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌…

ଅପରାଧମୁକ୍ତ ହେବ ସମଲିଙ୍ଗୀ ସମ୍ପର୍କ

ସିଙ୍ଗାପୁର, ୨୨ା୮ : ସିଙ୍ଗାପୁରରେ ପୁରୁଷଙ୍କ ସମଲିଙ୍ଗୀ ସମ୍ପର୍କକୁ ଅପରାଧମୁକ୍ତ କରାଯିବ ବୋଲି ରବିବାର ସେଠାର ପ୍ରଧାନମନ୍ତ୍ରୀ ଲି ସିଏନ୍‌ ଲୁଙ୍ଗ୍‌ ଘୋଷଣା କରିଛନ୍ତି। ବ୍ରିଟିଶ ଉପନିବେଶ ଯୁଗୀୟ ଆଇନ ଅନୁସାରେ ସିଙ୍ଗାପୁର ପେନାଲ କୋଡ୍‌ର ଧାରା ୩୭୭ ଏ ବଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri