Home

ମଙ୍ଗଳବାର ଭୋର ୪ଟା ୪୪ରେ ଉଲ୍‌କା ପିଣ୍ଡ ଡିର୍ମୋଫୋସକୁ ଧକ୍କାଦେବ ଡାର୍ଟ…

ଓ୍ବାଶିଂଟନ, ୨୬।୯ : ଏବେ ଆଉ ପୃଥିବୀକୁ ଉଲ୍‌କା ପିଣ୍ଡ ଧକ୍କା ଦେବାର ଭୟ ରହିବ ନାହିଁ। ନାସାର ଡାର୍ଟ ମିଶନ ପୃଥିବୀ ପାଇଁ ପାଲଟିବ ସୁରକ୍ଷା କବଚ। ଏଭଳି ବିପଦର ମୁକାବିଲା ପାଇଁ ନାସାର ମହାକାଶଯାନ ଡାର୍ଟ ପୃଥିବୀଠାରୁ ୬୮…

ଗୋପାଳପୁରରେ ଆରମ୍ଭ ହେଲା ବୁଣାକାର ହାଟ

ରସୁଲପୁର,୨୬ା୯(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳର ବୁଣକାର ଗାଁଭାବେ ଗୋପାଳପୁରର ସାରା ରାଜ୍ୟରେ ସୁନାମ ରହିଛି। ଏହି ଗାଁରେ ୧୫୦୦ରୁ ଊର୍ଦ୍ଧ୍ୱ ବୁଣାକାର ପରିବାର ବସବାସ କରୁଛନ୍ତି। ତେଣୁ ଏଠାରେ ରବିବାରଠାରୁ ଜୟଜଗନ୍ନାଥ ବୁଣାକାର ସାପ୍ତାହିକ ହାଟ ଶୁଭାରମ୍ଭ କରାଯାଇଛି। ହାଟର ପ୍ରଥମ…

ସଂସ୍କୃତି ଭବନ ଅପେକ୍ଷାରେ ୧୪ ବର୍ଷ

ଯାଜପୁର ରୋଡ,୨୬ା୯(ଡି.ଏନ.ଏ.): କଳା, ଐତିହ୍ୟ, ଭାଷା, ସାହିତ୍ୟ ଓ ପରମ୍ପରା ଭଳି ସାଂସ୍କୃତିକ ବିଭବକୁ ପ୍ରସାରିତ କରିବା ଏବଂ ଯୁବପିଢି ତଥା ସମସାମୟିକ ସମାଜରେ ସାଂସ୍କୃତିକ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟ ନେଇ ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନ ଗଢି ଉଠିଥାଏ। ଏଥିସହ…

ମୃତ୍ୟୁ ସଂଖ୍ୟା ୧୦ ତଳେ…

ନୂଆଦିଲ୍ଲୀ, ୨୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪୪ ହଜାର ତଳେ ରହିଛି। କେରଳରେ ସତର୍କ…

୧୫ ରାଜ୍ୟର ୨୫୧ ଜିଲାରେ ଲମ୍ପି ଭାଇରସ ଆତଙ୍କ…

ନୂଆଦିଲ୍ଲୀ, ୨୬।୯ : ଦେଶରେ ଲମ୍ପି ଭାଇରସଏକ ଭୟଙ୍କର ରୂପ ନେଇଛି। ଏହି ଭୂତାଣୁ ୧୫ ଟି ରାଜ୍ୟର ୨୫୧ ଟି ଜିଲ୍ଲାକୁ ବ୍ୟାପିଛି । ୨୦.୫୬ ଲକ୍ଷରୁ ଅଧିକ ଗାଈଗୋରୁଙ୍କୁ ଆକ୍ରାନ୍ତ କରିଛି। ପ୍ରାୟ ଏକ ଲକ୍ଷ ଗାଈଗୋରୁଙ୍କର ମୃତ୍ୟୁ…

ବର୍ଷକରେ ୧୩.୫ ଟନ୍‌ ଗୋ’ମାଂସ ଜବତ

ଖୋର୍ଦ୍ଧା ଅଫିସ,୨୬ା୯: ଗୋ ଚାଲାଣ ପରେ ଏବେ ଗୋ’ମାଂସ ଚାଲାଣ ବଢ଼ିବାରେ ଲାଗିଛି। ଭୁବନେଶ୍ୱର-ଚେନ୍ନାଇ ୧୬ ଏବଂ ଖୋର୍ଦ୍ଧା-ନୟାଗଡ଼ ୫୭ ନମ୍ବର ଜାତୀୟ ରାଜପଥରେ ଦୈନିକ ଏକାଧିକ କଣ୍ଟେନରରେ ଗୋରୁଙ୍କୁ ବାହାର ରାଜ୍ୟ ଦେଇ ବାଂଲାଦେଶ ଚାଲାଣ କରାଯାଉଛି। ଖୋର୍ଦ୍ଧାରେ ଏକ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ’ ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଲେଖିକା ତେଜସ୍ବିନୀ ପଣ୍ଡାଙ୍କ ପୁସ୍ତକ ‘ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ’ ଲୋକାର୍ପଣ ଉତ୍ସବ ସ୍ଥାନୀୟ ଏକ ହୋଟେଲରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ କବି ରକ୍ଷକ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି, ଯେତେବେଳେ ସାହିତ୍ୟ…

ଦୁର୍ଗା ପୂଜାରେ ସର୍ବଧର୍ମ ସମନ୍ବୟର ବାର୍ତ୍ତା

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ମା’ ଆସୁଛନ୍ତି। ଚଳଚଞ୍ଚଳ ହୋଇପଡ଼ିଛି ରାଜଧାନୀ। ଚାରିଆଡ଼େ ଖୁସିର ମାହୋଲ। କରୋନା ମହାମାରୀ ଯୋଗୁଁ ୨ ବର୍ଷ ନିରାଡ଼ମ୍ବରରେ ପାଳିତ ହୋଇଥିବା ଦୁର୍ଗାପୂଜା ଚଳିତ ବର୍ଷ ମହାଆଡ଼ମ୍ବରରେ ପାଳନ ହେବାକୁ ଯାଉଛି। ଏଥିପାଇଁ ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର…

ପ୍ରଥମେ ଗେହଲୋଟ-ପାଇଲଟଙ୍କୁ ଯୋଡନ୍ତୁ, ରାହୁଲଙ୍କ ଭାରତ ଯୋଡ ଯାତ୍ରାକୁ ନେଇ ଭାଜପାର କଟାକ୍ଷ …

ନୂଆଦିଲ୍ଲୀ, ୨୬।୯ : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କ ଉତ୍ତରାଧିକାରୀ କିଏ ହେବ ସେ ନେଇ ସୃଷ୍ଟି ହୋଇଥିବା ବିବାଦ ମଧ୍ୟରେ ଭାଜପା ନେତା ତଥା କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ଯାଦବ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ଯାତ୍ରା ଅଭିଯାନକୁ କଟାକ୍ଷ…

ଓଲଟିଲା ଯାତ୍ରୀବାହୀ ବସ୍‌

ମୋହନା,୨୬ା୯(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ରାଇସିଂ ଘାଟିରେ ସୋମବାର ଭୋର୍‌ରୁ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିବାରୁ ଏଥିରେ ଥିବା ପ୍ରାୟ ୨୫ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କାମଧେନୁ ନାମକ ଏହି ଯାତ୍ରୀବାହୀ ବସ୍‌ଟି ରାୟଗଡ଼ା ଜିଲା ମୁନିଗୁଡ଼ାରୁ ବ୍ରହ୍ମପୁର…

ପୂଜା ଭିଡ଼ ନିୟନ୍ତ୍ରଣ ପାଇଁ ଆଉ ୫ ଟ୍ରାଫିକ୍‌ ମୋବାଇଲ ବାଇକ୍‌

ଭୁବନେଶ୍ୱର,୨୬।୯ (ବ୍ୟୁରୋ): ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ରବିବାର ଟ୍ରାଫିକ ପରିଚାନାରେ ଆଉ ୫ଟି ମୋବାଇଲ ବାଇକ ସାମିଲ କରାଯାଇଛି। ଭୁବନେଶ୍ୱରରେ ୨ଟି ଓ କଟକରେ ୩ଟି କାର୍ଯ୍ୟ କରିବ। ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏହାକୁ ଉଦ୍‌ଘାଟନ…

ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ

ଭୁବନେଶ୍ୱର,୨୬।୯ (ବ୍ୟୁରୋ): ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ ଅଭିଯୋଗରେ ନୟାପଲ୍ଲୀ ଥାନା ପୋଲିସ ଜଣେ ଯୁବକଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ସେଠାରୁ ଅଭିଯୁକ୍ତଙ୍କୁ ଟ୍ରାଞ୍ଜିଟ୍‌ ରିମାଣ୍ଡରେ ଭୁବନେଶ୍ୱର ଅଣାଯିବା ପରେ ରବିବାର କୋର୍ଟ ଚାଲାଣ କରିଛି। ସେ ହେଲେ ଯାଜପୁର ଜିଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri