Home

୫୦ବର୍ଷରେ ଶାନ୍ତିସ୍ତୂପ ଧଉଳି

ଭୁବନେଶ୍ୱର,୨୪।୧୦(ବ୍ୟୁରୋ):ଦେଶର ଅନ୍ୟତମ ବୌଦ୍ଧ ଐତିହ୍ୟ ଶାନ୍ତିସ୍ତୂପ ଧଉଳିକୁ ଆସନ୍ତା ୨୮ ତାରିଖରେ ୫୦ବର୍ଷ ପୂରୁଛି। ତେଣୁ ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ପାଳନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଉତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ…

ଜେଲରେ ଜଗବନ୍ଧୁଙ୍କୁ ଦେଖି କାନ୍ଦିଲେ ଅର୍ଚ୍ଚନା

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ):ବଡ଼ବଡ଼ିଆ, ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ବ୍ୟବସାୟୀ, ପ୍ରଶାସନିକ ଓ ପୋଲିସ ଅଧିକାରୀଙ୍କୁ ହନିଟ୍ରାପ୍‌ର ମାୟାଜାଲରେ ଫସାଇ ବିପୁଳ ଅର୍ଥ ହଡ଼ପ କରିବା ଅଭିଯୋଗରେ ଗିରଫ ହୋଇ ଜେଲରେ ଦିନ କାଟୁଛନ୍ତି ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗ ଏବଂ ତାଙ୍କ ସ୍ବାମୀ ଜଗବନ୍ଧୁ…

ଆସିଲେଣି ୬୫ ପ୍ରଜାତିର ୧୯,୧୫୭ ପକ୍ଷୀ

ବାଲୁଗଁା,୨୪ା୧୦(ଡି.ଏନ୍‌.ଏ.):କିଛିଦିନ ହେବ ବାୟୁମଣ୍ଡଳରୁ ଉଷ୍ମତା ହ୍ରାସ ପାଇଥିବା ବେଳେ ଶୀତ ଅନୁଭୂତ ହୋଇଛି। ଫଳରେ ଚିଲିକାକୁ ରଙ୍ଗ ବେରଙ୍ଗର ବିଦେଶୀ ପକ୍ଷୀଙ୍କ ଆଗମନ ହେବାରେ ଲାଗିଛି। ରବିବାର ସୁଦ୍ଧା ଚିଲିକାକୁ ୬୫ ପ୍ରଜାତିର ୧୯,୧୫୭ ପକ୍ଷୀଙ୍କ ଆଗମନ ହୋଇଥିବା ବାଲୁଗଁା ବନ୍ୟପ୍ରାଣୀ…

ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲରେ ସିଦ୍ଧିକ୍ଷା ଦ୍ୱିତୀୟ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ):ଦୁବାଇଠାରେ ଅନୁଷ୍ଠିତ ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲ୍‌ କଣ୍ଟେଷ୍ଟରେ ୨ୟ ରନର୍ସ ଅପ୍‌ ହୋଇ ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ଯୁବତୀ ସିଧିକ୍ଷା ପ୍ରିୟଦର୍ଶିନୀ। ଏଥିସହ ଅନ୍ତର୍ଜାତୀୟ ମଡେଲ ଦୁନିଆରେ ସେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି…

ଧନତେରସ୍‌ ପାଇଁ ଝାଡୁ ଅଭାବ

ବାଲିଅନ୍ତା,୨୪।୧୦(ଡି.ଏନ୍‌.ଏ.): ଧନତେରସରେ ଝାଡୁ ଏବଂ ସୁନା କିଣିଲେ ଶୁଭ ବୋଲି ବିଶ୍ୱାସ ରହିଛି। ସେଥିପାଇଁ ରବିବାର ଧନତେରସ ପାଇଁ ଝାଡୁର ଅଭାବ ଦେଖିବାକୁ ମିଳିଥିଲା। ବାଲିଅନ୍ତା ହାଟ ବଜାରରେ ଲୋକେ ଝାଡୁ କିଣିବା ପାଇଁ ଲାଇନ ଲଗାଇଥିଲେ। ବଜାରକୁ ଆସିଥିବା ମହିଳାମାନେ…

ଅନୁରାଗ ପାଇଁ ଯୁବପିଢ଼ିଙ୍କ କ୍ରେଜ୍‌

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ୟୁଟୁବର୍‌ ତଥା ବାଇକର୍‌ ଅନୁରାଗ ଦୋଭଲଙ୍କୁ ରବିବାର ଅପରାହ୍ନ ୪.୩୦ରେ ଭୁବନେଶ୍ୱର ଏସ୍‌ପ୍ଲାନେଡ୍‌ ମଲ ନିକଟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଥିଲା। ସେ ତାଙ୍କ ଆକର୍ଷଣୀୟ ବାଇକ୍‌ ନେଇ ଏଠାରେ ପହଞ୍ଚିବା ପରେ ପ୍ରଶଂସକମାନେ ଭିଡ଼ ଜମାଇଥିଲେ। ଏପରିକି…

ପାର୍ଟି କର୍ମକର୍ତ୍ତାରୁ ସର୍ବାଧିକ କ୍ଷମତାଶାଳୀ

ବେଜିଂ,୨୪ା୧୦: ୧୯୫୩ ଜୁନ୍‌ ୧୫ରେ ବେଜିଂରେ ଜନ୍ମିତ ଶି ଜିନ୍‌ପିଙ୍ଗ୍‌ ହେଉଛନ୍ତି କମ୍ୟୁନିଷ୍ଟ ପାର୍ଟିର ବରିଷ୍ଠ ନେତା ତଥା ୧୯୪୯ରେ କମ୍ୟୁନିଷ୍ଟ ପାର୍ଟିକୁ ଶାସନକୁ ଆଣିଥିବା ଗୃହଯୁଦ୍ଧବେଳର ଗେରିଲା କମାଣ୍ଡର ଶି ଜୋଙ୍ଗ୍‌ଶୁନ୍‌ଙ୍କ ପୁଅ। ୧୯୬୯-୧୯୭୫: ଚାଇନାରେ ସାଂସ୍କୃତିକ ବିପ୍ଳବ ସମୟରେ…

ଋଷି ବନାମ କିଏ

ଲଣ୍ଡନ,୨୪ା୧୦: କଞ୍ଜରଭେଟିଭ୍‌ ପାର୍ଟି ଏମ୍‌ପି ତଥା ପୂର୍ବତନ ଅର୍ଥମନ୍ତ୍ରୀ ଋଷି ସୁନକ ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଦୌଡ଼ରେ ରବିବାର ଦ୍ୱିତୀୟ ଥର ପାଇଁ ଆନୁଷ୍ଠାନିକ ଭାବେ ସାମିଲ ହୋଇଛନ୍ତି। ବ୍ରିଟେନ ଏକ ମହାନ୍‌ ଦେଶ କିନ୍ତୁ ଆମେ ଏକ ବୃହତ୍‌ ଆର୍ଥିକ…

ଭାରତୀୟ ପରମ୍ପରାରେ ଦୀପାବଳି

ଆମ ଦେଶ ଭାରତ ସାରା ଜଗତରେ ଦେବଭୂମି ରୂପେ କଥିତ। ବିଶ୍ୱକୁ ଆଧ୍ୟାତ୍ମିକ ଆଲୋକରେ ପ୍ରତିଭାତ କରୁଥିବା ଭାରତ ଅନେକ ପର୍ବପର୍ବାଣିର ଲୀଳାଭୂମି। ତନ୍ମଧ୍ୟରୁ ଦୀପାବଳି ଉତ୍ସବର ମହତ୍ତ୍ୱ ସର୍ବୋଚ୍ଚ ଓ ପ୍ରଧାନ। କଶ୍ମୀରଠାରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଏହି ଉତ୍ସବକୁ ଆମ…

ଦୀପାବଳିରେ ଭିଜିବ ଉପକୂଳ

ଭୁବନେଶ୍ୱର,୨୪।୧୦ (ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ୬ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ରବିବାର ସକାଳେ ଗଭୀର ଅବପାତରେ ପରିଣତ ହୋଇଛି। ଘଣ୍ଟାପ୍ରତି ୧୭ କି.ମି. ବେଗରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ…

ସୁରକ୍ଷା ଖୋଜୁଛି ସୁରକ୍ଷାକବଚ

ଭୁବନେଶ୍ୱର(ବ୍ୟୁରୋ)/ରାଜନଗର, ୨୪।୧୦(ଡି.ଏନ୍‌.ଏ):ହେନ୍ତାଳ ହେଉଛି ଲବଣ ପ୍ରତିରୋଧୀ ପ୍ରଜାତିର ବୃକ୍ଷ, ଯାହାକି ସମୁଦ୍ର ଉପକୂଳ ଏବଂ ନଦୀ ମୁହାଣରେ ଥିବା ଆର୍ଦ୍ର ଅଞ୍ଚଳରେ ଦେଖିବାକୁ ମିଳିଥାଏ। ଏହା ବାତ୍ୟା, ଜୁଆର ସମୟରେ ମାଡ଼ି ଆସୁଥିବା ସମୁଦ୍ର ପାଣିରୁ ଉପକୂଳକୁ ସୁରକ୍ଷା ଦେଇଥାଏ। ସମୁଦ୍ର…

ପ୍ରଧାନମନ୍ତ୍ରୀ ରେସ୍‌ରୁ ନିଜ ଦୂରେଇ ରଖିଲେ ଜନସନ, ସୁନକ ବିଜୟର ନିକଟତର

ଲଣ୍ଡନ,୨୩।୧୦: ବ୍ରିଟେନରେ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ହେବାର ରାସ୍ତା ପ୍ରାୟ ସ୍ପଷ୍ଟ ହେବାରେ ଲାଗିଛି। ବ୍ରିଟେନରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ପ୍ରଧାନମନ୍ତ୍ରୀ ପଦବୀରୁ ନିଜକୁ ଦୂରେଇ ରଖିଛନ୍ତି। ତାଙ୍କ ନିଷ୍ପତ୍ତି ପରେ ବର୍ତ୍ତମାନ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?