ସୋନମ-ଆନନ୍ଦଙ୍କ ଘରକୁ ଆସିଲା କୁନି ଅତିଥି
ବମ୍ବେ: ମା’ ହୋଇଛନ୍ତି ବଲିଉଡ୍ର ଫ୍ୟାଶନ୍ ଡିଭା ତଥା ଅଭିନେତ୍ରୀ ସୋନମ କପୁର। ବିବାହର ଚାରି ବର୍ଷ ପରେ ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ନୀତୁ କପୁର ତାଙ୍କର ଇନ୍ଷ୍ଟାଗ୍ରାମରେ ଏନେଇ ପ୍ରଶଂସକଙ୍କୁ ଜଣାଇଛନ୍ତି। ଏପରିକି ସେ ପ୍ରଥମ…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୫୯ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୦ା୮(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୪୫୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୩,୧୩,୩୬୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ସିବିଆଇର ହୋଇଛି ଭାଜପାକରଣ, ମାଲିକ ଯାହା ଚାହୁଁଛନ୍ତି ତାହା ହେଉଛି, ସିବଲଙ୍କ କଡ଼ା ସମାଲୋଚନା…
ନୂଆଦିଲ୍ଲୀ, ୨୦।୮ : ରାଜ୍ୟ ସଭା ଏମ୍ପି କପିଲ ସିବଲ ଶନିବାର କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ)କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ପତଞ୍ଜରା ମଧ୍ୟରେ ଥିବା ଶୁଆ ଏବେ ମୁକ୍ତ ହୋଇଛି। ତଦନ୍ତକାରୀ ସଂସ୍ଥାର କାର୍ଯ୍ୟାନୁଷ୍ଠାନକୁ ନେଇ…
ଗାଧୋଉଥିବା ବେଳେ ବନ୍ୟାଜଳ ସ୍ରୋତରେ ଭାସିଗଲେ ବୃଦ୍ଧ
ପାଟକୁରା,୨୦ା୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ପାଟକୁରା ଥାନା ଅନ୍ତର୍ଗତ ମାଣ୍ଡିଆ ଗ୍ରାମର ଜଣେ ବ୍ୟକ୍ତି ଶନିବାର ମଧ୍ୟାହ୍ନରେ ଗାଧୋଉଥିବା ବେଳେ ଭାସି ଯାଇଛନ୍ତି। ନିଖୋଜ ବ୍ୟକ୍ତି ଜଣକ ହେଲେ ମାଣ୍ଡିଆ ଗ୍ରାମର ଟହଲି ଚରଣ ସାହୁ(୮୦)। ଆଜି ଟହଲି ତାଙ୍କ ଭାଇ ସୁର…
ବାଇକ୍ ପଛରେ ପିଲାକୁ ଧରି ରାସ୍ତାରେ ଠିଆ ହୋଇଥିଲେ ବ୍ୟକ୍ତି, ପଛରୁ ଦ୍ରୁତଗତିରେ ଆସିଲା ଏକ କାର୍; ଆଉ ତା’ ପରେ…
ପ୍ରତିଦିନ ସୋସିଆଲ ମିଡିଆରେ ସଡ଼କ ଦୁର୍ଘଟଣାର ଭିଡିଓ ଭାଇରାଲ ହେଉଛି। ଏଥିମଧ୍ୟରୁ କିଛି ଭିଡିଓ ଆମକୁ ଆଶ୍ଚର୍ଯ୍ୟ କରିଦିଏ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯାହା ଦେଖିଲେ ଈଶ୍ୱରଙ୍କୁ ଧନ୍ୟବାଦ ଦେବାକୁ ଆଦୌ ଭୁଲିବେ ନାହିଁ। pic.twitter.com/pmQ947rjDF —…
ଭାରତ ସହିତ ଶାନ୍ତି ଚାହୁଁଛି ପାକିସ୍ତାନ…
ଇସଲାମାବାଦ, ୨୦।୮ : ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହାବାଜ ଶରିଫ କହିଛନ୍ତି ଯେ ଆଲୋଚନା ମାଧ୍ୟମରେ ଭାରତ ସହିତ ଶାନ୍ତି ଚାହୁଁଛି ପାକିସ୍ତାନ । କଶ୍ମୀର ସମସ୍ୟାର ସମାଧାନ ପାଇଁ ପାରସ୍ପରିକ ଆଲୋଚନା ମାଧ୍ୟମରେ ଭାରତ ସହ ପାକିସ୍ତାନ ଚିରସ୍ଥାୟୀ ଶାନ୍ତି ଚାହୁଁଛି।…
ମୋ’ ଯୋଗୁ ଭାରତୀୟ ରେଳ ବିଭାଗର ଆୟ ବଢ଼ିଗଲା: କରିନା
ବମ୍ବେ: ପୁଣି ଟ୍ରୋଲ ହେଉଛନ୍ତି ବଲିଉଡ୍ ଅଭିନେତ୍ରୀ କରିନା କପୁର ଖାଁ। ହେଲେ ଏଥର ଫିଲ୍ମ ବାବଦରେ ନୁହେଁ ବରଂ ଭାରତୀୟ ରେଳ ବିଭାଗ ବିଷୟରେ ଟିପ୍ପଣୀ ଦେଇ। ନିକଟରେ ରିଲିଜ ହୋଇଥିବା ଫିଲ୍ମ ‘ଲାଲ ସିଂହ ଚଡ୍ଢା’ର ପ୍ରମୋଶନରେ ଏବେ…
ମିଶ୍ରଣ କଳ୍ପନା ଜଳ୍ପନାକୁ ଖଣ୍ଡନ କଲେ ଭାଜପା-ଏନଡିପିପି…
କୋହିମା, ୨୦।୮ : ନାଗାଲାଣ୍ଡର ଶାସକ ମିଳିତ ସହଯୋଗୀ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ପ୍ରଗତିଶୀଳ ପାର୍ଟି (ଏନଡିପିପି) ଏବଂ ଭାରତୀୟ ଜନତା ପାର୍ଟି (ଭାଜପା) ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ପରେ ଦୁଇ ଦଳ ମିଶ୍ରଣ କରିବେ ବୋଲି କଂଗ୍ରେସର କଳ୍ପନା ଜଳ୍ପନାକୁ…
ହୀରାକୁଦରେ ୪ ଗେଟ୍ ଦେଇ ହେଉଛି ଜଳ ନିଷ୍କାସନ
ସମ୍ବଲପୁର,୨୦ା୮(ବ୍ୟୁରୋ): ହୀରାକୁଦରେ ବନ୍ଦ ହେଲା ଆଉ ୬ ଗେଟ୍। ବର୍ତ୍ତମାନ ମାତ୍ର ୪ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ମଧ୍ୟାହ୍ନସୁଦ୍ଧା ଖୋଲାଥିବା ୧୦ ଗେଟ୍ ମଧ୍ୟରୁ ଅପରାହ୍ନରେ ଆଉ ୬ଟି ବନ୍ଦ କରିଦିଆଯାଇଛି। ଏବେ ୪ଟି ଗେଟ୍ ଦେଇ ଜଳ…
ଅଗଷ୍ଟ ୨୭ରେ ଏଏସ୍ଓ ପରୀକ୍ଷା, ଜାଣନ୍ତୁ ସମସ୍ତ ସୂଚନା…
ଭୁବନେଶ୍ୱର,୨୦।୮(ବ୍ୟୁରୋ): ଅଗଷ୍ଟ ୨୭ରେ ହେବ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍ଓ) ପରୀକ୍ଷା। ରାଜ୍ୟରେ ବନ୍ୟାସ୍ଥିତି ଯୋଗୁ ଏହି ପରୀକ୍ଷା ଘୁଞ୍ଚିଥିବା ବେଳେ ଶନିବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଏହି ପରୀକ୍ଷା ୩ ସିଟିଂରେ ହେବ। ପ୍ରଥମ ସିଟିଂ ପରୀକ୍ଷା…
ଭାରତ ପାଇଁ ବିଜୟ ଲକ୍ଷ୍ୟ ୧୬୨ ରନ୍…
ହରାରେ, ୨୦।୮ : ଭାରତ ଏବଂ ଜିମ୍ବାୱେ ମଧ୍ୟରେ ଦ୍ୱିତୀୟ ଏକ ଦିବସୀୟ ଅନ୍ତର୍ଜାତୀୟ ମ୍ୟାଚ୍ ହାରାରେ ଖେଳାଯାଉଛି। ପ୍ରଥମେ ବ୍ୟାଟିଂ କରି ଜିମ୍ବାୱେ ଭାରତ ପାଇଁ ୧୬୨ ରନର ଲକ୍ଷ୍ୟ ଧାର୍ଯ୍ୟ କରିଛି। ତିନି ମ୍ୟାଚ ବିଶିଷ୍ଟ ସିରିଜରେ ଟିମ…
ବଢ଼ିଲା ଯୁକ୍ତ ୨ ନାମଲେଖା ଅବଧି
ଭୁବନେଶ୍ୱର,୨୦।୮(ବ୍ୟୁରୋ): ଯୁକ୍ତ ୨ ନାମଲେଖା ଲାଗି ପ୍ରଥମ ପର୍ଯ୍ୟାୟ ଅବଧିକୁ ବଢ଼ାଇ ଦିଆଯାଇଛି। ଅଗଷ୍ଟ ୨୫ ଯାଏ ହେବାକୁ ଥିବା ନାମଲେଖାକୁ ୩୦ ଯାଏ ବୃଦ୍ଧି କରାଯାଇଛି। ସେହିଭଳି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଲାଗି ସେପ୍ଟେମ୍ବର ୮ରୁ ୧୦ ମଧ୍ୟରେ ନିଷ୍ପତ୍ତି…
Archives


