‘ଯେକୌଣସି ସଂସଦୀୟ କମିଟିର ଅଧ୍ୟକ୍ଷ ପଦ ଆମକୁ ଦିଅ’ ଲୋକସଭା ବାଚସ୍ପତିଙ୍କୁ ଅଧୀର ରଞ୍ଜନଙ୍କ ଚିଠି…
ନୂଆଦିଲ୍ଲୀ, ୨୪।୯ : କେନ୍ଦ୍ର ସରକାର ସଂସଦୀୟ ପରମ୍ପରାର ପାଳନ କରୁ ନାହାନ୍ତି ବୋଲି କଂଗ୍ରେସ ପକ୍ଷରୁ ଶନିବାର ଅଭିଯୋଗ କରାଯାଇଛି। ଏହି ମର୍ମରେ ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କୁ ଏକ ଚିଠି ଲେଖାଯାଇଛି। ସ୍ବରାଷ୍ଟ୍ର, ବହିର୍ବ୍ୟାପାର, ପ୍ରତିରକ୍ଷା ଏବଂ ଅର୍ଥ…
ପ୍ରଥମ ବିଶ୍ୱକପ୍, ନୂତନ ଅଧିନାୟକ: ଟିମ୍ ଇଣ୍ଡିଆର ସ୍ମରଣୀୟ ଦିନକୁ ପୂରିଲା ୧୫ ବର୍ଷ…
ନୂଆଦିଲ୍ଲୀ,୨୪।୯: ଭାରତୀୟ କ୍ରିକେଟ ପାଇଁ ଆଜି ଏକ ସ୍ମରଣୀୟ ଦିନ। ୨୪ ସେପ୍ଟେମ୍ବର ୨୦୦୭ରେ ଭାରତ ଟି-୨୦ ବିଶ୍ୱକପ୍ ଜିତି ଇତିହାସ ସୃଷ୍ଟି କରିଥିଲା। ଏହା ଥିଲା ପ୍ରଥମ ଟି-୨୦ ବିଶ୍ୱକପ, ଯେଉଁଥିରେ ନୂତନ ଅଧିନାୟକ ଏମ୍ଏସ୍ ଧୋନୀଙ୍କ ନେତୃତ୍ୱରେ ଭାରତୀୟ…
ମାଉଣ୍ଟ ଡୋମ୍ ଖାଙ୍ଗ ଉପରେ ବିଜୟ: ତ୍ରିରଙ୍ଗା ଉତ୍ତୋଳନ କଲେ ଆଇଟିବିପି ଯବାନ…
ନୂଆଦିଲ୍ଲୀ, ୨୪।୯ : ଭାରତ-ତିବ୍ଦତୀୟ ସୀମା ପୋଲିସର ପର୍ବତାରୋହୀମାନେ ଇତିହାସ ସୃଷ୍ଟି କରିଛନ୍ତି। ଆଇଟିବିପି ଯବାନମାନେ ସଫଳତାର ସହିତ ଉତ୍ତର ସିକିମରେ ଅବସ୍ଥିତ ମାଉଣ୍ଟ ଡୋମ ଖାଙ୍ଗ ଉପରେ ବିଜୟ ହାସଲ କରିଛନ୍ତି। ଯବାନମାନେ ସେଠାରେ ଭାରତୀୟ ଜାତୀୟ ପତାକା ତ୍ରିରଙ୍ଗା…
ପିଏଫଆଇ ବିରୋଧରେ ପ୍ରତିବନ୍ଧକ ଲାଗୁ କରନ୍ତୁ କେନ୍ଦ୍ର ସରକାର: ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ଏକ ଇକୋ-ସିଷ୍ଟମ ସୃଷ୍ଟି କରୁଛି ବୋଲି କହିଲେ ହିମନ୍ତ ସରମା…
ଗୁଆହାଟୀ, ୨୪।୯ : ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ସରମା ଶନିବାର କହିଛନ୍ତି ଯେ ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ) ଉପରେ ପ୍ରତିବନ୍ଧକ ଲଗାଇବାକୁ କେନ୍ଦ୍ରକୁ ତାଙ୍କ ସରକାର ନିରନ୍ତର ଅନୁରୋଧ କରୁଛନ୍ତି। ଏହି ସଂଗଠନ ଉପରେ ପ୍ରତିବନ୍ଧକ ଲଗାଯିବା…
କାଚରେ ତିଆରି ଡ୍ରେସ୍ ପିନ୍ଧି ଚର୍ଚ୍ଚାରେ ଏହି ଅଭିନେତ୍ରୀ
ମୁମ୍ବାଇ: ସେଲିବ୍ରିଟିମାନେ ସବୁବେଳେ କିଛି ନା କିଛି କରି ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାନ୍ତି। ସେମିତି ସେଲିବ୍ରିଟିଙ୍କ ମଧ୍ୟରୁ ଉର୍ଫି ଜାଭେଦ ହେଉଛନ୍ତି ଜଣେ। ବିଶେଷକରି ଉର୍ଫି ସବୁବେଳେ ଅଦ୍ଭୁତ ଡ୍ରେସ୍ ପିନ୍ଧି ଚର୍ଚ୍ଚାରେ ରହିଥାନ୍ତି। ଏବେ ସେ ତାଙ୍କ ଇନ୍ଷ୍ଟାଗ୍ରାମରେ…
ନିଯୁକ୍ତି ନାମରେ ଭାରତୀୟ ଯୁବବର୍ଗଙ୍କୁ ଥାଇଲାଣ୍ଡରେ ଠକେଇ, ଆଡଭାଇଜରୀ ଜାରି କଲା ବହିର୍ବ୍ୟାପାର ମନ୍ତ୍ରଣାଳୟ…
ନୂଆଦିଲ୍ଲୀ, ୨୪।୯ : ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଥାଇଲାଣ୍ଡରେ ଲାଭଜନକ ଆଇଟି କ୍ଷେତ୍ରରେ ଚାକିରି ଯୋଗାଇବାର ବାହାନା କରି ଭାରତୀୟ ଯୁବବର୍ଗଙ୍କୁ ନକଲି ଅଫର ପ୍ରଦାନ କରାଯାଉଥିବା ନେଇ ଉପରେ ଏକଆଡଭାଇଜରୀ ଜାରି କରିଛି। ବହିର୍ବ୍ୟାପାର ମନ୍ତ୍ରଣାଳୟ କହିଛି ଯେ…
ଶତ୍ରୁଙ୍କୁ କଡ଼ା ଜବାବ ଦେବ ଭାରତର ଏଏଲ୍ଏସ୍-୫୦…
ପୋଖରନ, ୨୪।୯ : ସ୍ବଦେଶୀ ଅସ୍ତ୍ରଶସ୍ତ୍ର ପ୍ରସଙ୍ଗରେ ଭାରତ ଆତ୍ମନିର୍ଭରଶୀଳ ହେବା ଦିଗରେ ଆଗେଇବାରେ ଲାଗିଛି। ପ୍ରତିରକ୍ଷା କ୍ଷେତ୍ରରେ ଦେଶରେ ଘଟୁଥିବା ନୂତନତ୍ୱ ମଧ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ବର୍ତ୍ତମାନ ଭାରତ ଜୈସଲମେରର ପୋଖରାନ ଫିଲ୍ଡ ଫାୟାରିଂ ରେଞ୍ଜରେ ଏଏଲ୍ଏସ୍-୫୦ ଡ୍ରୋନକୁ…
ନୀତୀଶଙ୍କ ସହ ମିଶି ସୋନିଆଙ୍କୁ ଭେଟିବେ ଲାଲୁ, କହିଲେ ସରକାର ଭାଙ୍ଗି ଯିବାରୁ ବିଳିବିଳାଉଛନ୍ତି ଶାହା
ପାଟନା,୨୪ ।୯: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବେ ବିହାର ଗସ୍ତରେ ଅଛନ୍ତି । ଏହି ସମୟରେ ସେ ବିହାରର ମେଣ୍ଟ ସରକାର ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ଉପରେ ଖୁବ୍ ବର୍ଷିଛନ୍ତି…
ନେପାଳ-ଭାରତ ମଧ୍ୟରେ ୭ ସୂତ୍ରୀୟ ଜଳ ସମାଧାନ ଚୁକ୍ତି
କାଠମାଣ୍ଡୁ,୨୪ା୯: ଜଳସମ୍ପଦ ସହ ଜଡ଼ିତ ନେପାଳ ଏବଂ ଭାରତର ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ୭ ସୂତ୍ରୀୟ ଚୁକ୍ତି ହୋଇଛି। ଜଳ ସମ୍ପଦ ମିଳିତ କମିଟିର ନବମ ବୈଠକରେ ପଙ୍କଜ କୁମାର, ସଚିବ, ଜଳସମ୍ପଦ, ନଦୀ ବିକାଶ ବିଭାଗ ଏବଂ ଗଙ୍ଗା ସଂରକ୍ଷଣ…
ସଲମାନଙ୍କ ସହ ଭାଇମାନଙ୍କ ଉପରେ ବଳାତ୍କାର ଅଭିଯୋଗ ଆଣିଥିଲେ ଏହି ଅଭିନେତ୍ରୀ
ବମ୍ବେ: ଦବଙ୍ଗ ଖାଁ ସଲମାନ ଯେତିକି ଲୋକପ୍ରିୟ ସେତିକି ବିବାଦୀୟ ମଧ୍ୟ। ବଳାତ୍କାର ସାଙ୍ଗକୁ ଯୌନ ନିର୍ଯାତନା ଭଳି ମାମଲାରେ ସେ ଛନ୍ଦି ହୋଇ ବଦନାମ ହୋଇଛନ୍ତି। ଏକଦା ଅଭିନେତ୍ରୀ ପୂଜା ମିଶ୍ରା ଭାଇଜାନଙ୍କ ଉପରେ ବଳାତ୍କାର ଅଭିଯୋଗ ଲଗାଇଥିଲେ। କେବଳ…
ଶାହବାଜ ସରିଫଙ୍କ ହଁରେ ହଁ କହୁଛନ୍ତି ମେହବୁବା…
ଶ୍ରୀନଗର, ୨୪।୯ : ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହାବାଜ ସରିଫଙ୍କ ହଁରେ ହଁ କହୁଥିବାର ଦେଖିବାକୁ ମିଳୁଛି। ଶନିବାର ସେ କହିଛନ୍ତି ଯେ ଯଦି ପାକିସ୍ତାନର ପ୍ରଧାନମନ୍ତ୍ରୀ ଜମ୍ମୁ -କଶ୍ମୀରର ସମସ୍ୟାର…
ଜିନପିଙ୍ଗଙ୍କୁ ନଜର ବନ୍ଦୀ ନେଇ ଚର୍ଚ୍ଚା…
ବେଜିଂ, ୨୪।୯ : ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କୁ ନଜର ବନ୍ଦୀ କରି ରଖାଯାଇଥିବା ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। ଚାଇନା ସୈନ୍ୟବାହିନୀ ତାଙ୍କୁ ଏଭଳି କରି କ୍ଷମତାଚ୍ୟୁତ କରି ଘରେ ବନ୍ଦୀ ଭାବେ ରଖିଛି। ଚାଇନା କମ୍ୟୁନିଷ୍ଟ ପାର୍ଟିର…
Archives


