ମୁମ୍ବାଇରେ ଭୁଶୁଡ଼ିଲା କୋଠାଘର
ମୁମ୍ବାଇ,୧୯।୮: ମୁମ୍ବାଇରେ ଶୁକ୍ରବାର ୪ମହଲା ବିଶିଷ୍ଟ ଏକ କୋଠାଘର ଭୁଶୁୁଡ଼ିପଡ଼ିଛି। ମହାନଗରର ବୋରିଭାଲି ପଶ୍ଚିମର ସାଇବାବା ନାଗରରେ ଥିବା ଏକ ୪ମହଲା କୋଠାଘର ଗୀତାଞ୍ଜଳି ଆପାର୍ଟମେଣ୍ଟ ଭୁଶୁଡ଼ିିପଡ଼ିଛି। ଏହାର ଭଗ୍ନାବଶେଷ ତଳେ ଅନେକ ଲୋକ ଚାପି ହୋଇଯାଇଥିବା କୁହାଯାଉଛି। ତେବେ ବର୍ତ୍ତମାନ…
ପାଠପଢ଼ା ବେଳେ ବିଦ୍ୟାଳୟରେ ବଜ୍ରପାତ: ୧୦ ଛାତ୍ରୀଛାତ୍ର ଗୁରୁତର
ଦେବଗଡ଼,୧୯।୮(ଡି.ଏନ୍.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ କୁଟୁରାପଶି ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବିଦ୍ୟାଳୟରେ ପାଠପଢ଼ା ଚାଲିଥିବା ବେଳେ ବଜ୍ରପାତ ହୋଇଥିଲା। ଏଥିରେ ୧୦ଜଣ ଛାତ୍ରୀଛାତ୍ର ଗୁରୁତର ହୋଇଥିବା ଜଣାପଡିଛି। ଗୁରୁତର ଛାତ୍ରୀଛାତ୍ରଙ୍କୁ ଚିକିତ୍ସା ପାଇଁ ଦେବଗଡ଼ ଜିଲା…
ପୁଣି ଭାଙ୍ଗିଲେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି
ନ୍ୟୁୟର୍କ,୧୯ା୮: ନ୍ୟୁୟର୍କର ଏକ ମନ୍ଦିର ସମ୍ମୁଖରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଭାଙ୍ଗି ଦିଆଯାଇଛି। ଏହି ମାସରେ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉପରେ ଏହା ଦ୍ୱିତୀୟ ଆକ୍ରମଣ। ଏହା ପରେ ଏକ ସ୍ଥାନୀୟ ସ୍ବେଚ୍ଛାସେବୀ ଗୋଷ୍ଠୀ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଶ୍ରୀ ତୁଳସୀ ମନ୍ଦିରରେ…
ଆଇସିଜି ସହ ଆକ୍ସିସ୍ ବ୍ୟାଙ୍କର ଏମ୍ଓୟୁ ସ୍ବାକ୍ଷରିତ
ନୂଆଦିଲ୍ଲୀ,୧୯।୮:ଆକ୍ସିସ୍ ବ୍ୟାଙ୍କର ‘ପାୱାର ସାଲ୍ୟୁଟ’ ଅଭିଯାନ ଅଧୀନରେ ଶ୍ରେଷ୍ଠ ଶ୍ରେଣୀର ସୁବିଧା ଓ ବୈଶିଷ୍ଟ୍ୟ ଥିବା ପ୍ରତିରକ୍ଷା ସେବା ବେତନ ପ୍ୟାକେଜ୍ ପ୍ରଦାନ କରିବା ଲାଗି ନିକଟରେ ଇଣ୍ଡିଆନ୍ କୋଷ୍ଟ ଗାର୍ଡ (ଆଇସିଜି) ସହ ଏକ ବୁଝାମଣାପତ୍ର (ଏମ୍ଓୟୁ) ସ୍ବାକ୍ଷର ହୋଇଯାଇଛି।…
ନୀରବରେ କହିଦିଏ ବହୁ କଥା
ସାଧାରଣ ମୁହୂର୍ତ୍ତକୁ ଅମୂଲ୍ୟ କରିଦିଏ ଫଟୋ। ପ୍ରିୟ ସ୍ମୃତିକୁ ଉଜାଗର କରେ, ଏକଲାପଣରେ ବି ଆନନ୍ଦ ଆଣିଦିଏ। ନୀରବ ରହି ବି ବିନା କୌଣସି ଭାଷାରେ କହିଥାଏ ଅନେକ କଥା। ଏସବୁକୁ କ୍ୟାମେରା ଲେନ୍ସରେ କଏଦ କରିଥାନ୍ତି ଫଟୋଗ୍ରାଫର। ଫଟୋରେ ବିଶେଷ…
କୃଷକଙ୍କ ଆୟ ବଢ଼ାଇବ ୟୁଏଆଇଏଲ୍ର ‘ଓ୍ବାଡି’ ପ୍ରକଳ୍ପ
ରାୟଗଡ଼ା ଅଫିସ,୧୯ା୮: କୃଷକଙ୍କ ଆୟକୁ ଦ୍ୱିଗୁଣିତ କରିବା ଲକ୍ଷ୍ୟ ନେଇ ରାୟଗଡ଼ା ଜିଲା ଟିକିରି ସ୍ଥିତ ଉତ୍କଳ ଆଲୁମିନା ଇଣ୍ଟରନ୍ୟାଶନାଲ ଲିମିଟେଡ (ୟୁଏଆଇଏଲ୍)ପକ୍ଷରୁ ସିଏସ୍ଆର୍ କାର୍ଯ୍ୟକ୍ରମ ମାଧ୍ୟମରେ କାର୍ଯ୍ୟକାରୀ ହୋଇଛି ଓ୍ବାଡି ପ୍ରକଳ୍ପ। ୨୦୧୮ରୁ ନାବାର୍ଡ ସହଭାଗିତାରେ କାଶୀପୁର ବ୍ଲକର ୧୭ଟି…
ଚୋରି ଏୟାରପଡ୍ ଫେରିପାଇବା ପାଇଁ ୨.୨ ଲକ୍ଷ ଖର୍ଚ୍ଚ
ଲଣ୍ଡନ: ଲୋକେ ନିଜର ଅତି ପ୍ରିୟ ଜିନିଷକୁ ଯତ୍ନ ସହକାରେ ରଖନ୍ତି। ହେଲେ ହଜିଯାଇଥିବା କିମ୍ବା ଚୋରି ହୋଇଥିବା ଜିନିଷକୁ ପାଇବା ପାଇଁ ଜଣେ ନିଜର ସବୁକିଛି ଲଗାଇଦେବା ଘଟଣା ବିରଳ। ବ୍ରିଟେନ୍ରୁ ଏପରି ଏକ ରୋଚକ ଘଟଣା ସାମ୍ନାକୁ ଆସିଛି।…
ପ୍ରକଳ୍ପ ହସ୍ତାନ୍ତର ନ ହେଉଣୁ ଟାଙ୍କିରୁ ଗଳୁଛି ପାଣି
ଉମରକୋଟ,୧୯ା୮(ସ୍ବ.ପ୍ର.): ଗ୍ରାମାଞ୍ଚଳର ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ଲକ୍ଷ୍ୟରେ ଜଳ ଜୀବନ ମିଶନରେ ପାନୀୟ ଜଳ ପ୍ରକଳ୍ପ କରାଯାଉଛିି। ହେଲେ ତଳସ୍ତରରେ ଏଥିରେ ଦୁର୍ନୀତି କରାଯାଉଥିବା ଅଭିଯୋଗ ହେଉଛି। ନିମ୍ନମାନର କାମ ଯୋଗୁ ନିର୍ମାଣର ମାତ୍ର ୩ ମାସ ନ…
ଆଲିଙ୍ଗନ କରି ମହିଳାଙ୍କ ହାଡ଼ ଭାଙ୍ଗିଦେଲେ
ବେଜିଂ: ଚାଇନାର ଏକ କମ୍ପାନୀରେ କାର୍ଯ୍ୟରତ ଜଣେ ମହିଳାଙ୍କୁ ଆଲିଙ୍ଗନ କରିବା ତାଙ୍କ ସହକର୍ମୀଙ୍କୁ ମହଙ୍ଗା ପଡ଼ିଛି। ଯୁବକ ଜଣକ ମହିଳାଙ୍କୁ ଜୋର୍ରେ ଜାବୁଡ଼ି ଧରିବା ଫଳରେ ତାଙ୍କ କଙ୍କାଳର ୩ଟି ହାଡ଼ ଭାଙ୍ଗିଯାଇଥିଲା। ଏହାକୁ ନେଇ ସମ୍ପୃକ୍ତା ମହିଳା କୋର୍ଟଙ୍କ…
ଓଲା ପକ୍ଷରୁ ‘ଫ୍ରିଡମ୍ ଏଡିଶନ’ର ଶୁଭାରମ୍ଭ
ନୂଆଦିଲ୍ଲୀ,୧୯।୮:ଦେଶର ପ୍ରମୁଖ ଇଲେକ୍ଟ୍ରିକ୍ ଭେହିକିଲ୍ କମ୍ପାନୀ ଓଲା ଇଲେକ୍ଟ୍ରିକ୍ ପକ୍ଷରୁ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂଆ ଓଲା ଏସ୍୧ ସ୍କୁଟରର ଶୁଭାରମ୍ଭ କରାଯାଇଛି ା ସେହିଭଳି ଓଲା ଏସ୍୧ ପ୍ରୋରେ ଖାକି ଗ୍ରୀନ୍ କଲରରେ ‘ଫ୍ରିଡମ୍ ଏଡିଶନ’ର ମଧ୍ୟ ଉନ୍ମୋଚନ କରାଯାଇଛି।…
ଏଲ୍ଆଇସିର ‘ଅଚଳ ପଲିସିର ପୁନରାରମ୍ଭ’ ଅଭିଯାନ
ମୁମ୍ବାଇ,୧୯ା୮:ଭାରତୀୟ ଜୀବନ ବୀମା ନିଗମ (ଏଲ୍ଆଇସି) ପକ୍ଷରୁ ଏକ ସ୍ବତନ୍ତ୍ର ଅଭିଯାନ ‘ଅଚଳ ପଲିସିର ପୁନରାରମ୍ଭ’ ସମ୍ପର୍କରେ ଘୋଷଣା କରାଯାଇଛି। ଏଲ୍ଆଇସିର ବୀମା ହିତାଧିକାରୀମାନେ ଉକ୍ତ ଅଭିଯାନ ଜରିଆରେ ସେମାନଙ୍କର ଅଚଳ ହୋଇ ପଡିଥିବା ବୀମାଗୁଡିକର ପୁନଃ ଆରମ୍ଭ କରିପାରିବେ। ଏପରିକି…
ଗୋପାଳପୁରରେ ଆରମ୍ଭ ଠେଲାପେଲା ରାଜନୀତି
ବ୍ରହ୍ମପୁର ଅଫିସ,୧୯ା୮: ଗୋପାଳପୁର ନିର୍ବାଚନମଣ୍ଡଳୀରେ ଏବେ ଠେଲାପେଲା ରାଜନୀତି ଆରମ୍ଭ ହୋଇଛି। ଏହାକୁ ବିଭିନ୍ନ ମହଲ ଓ ରାଜନୀତି ବିଶ୍ଳେଷକଙ୍କ ପକ୍ଷରୁ ସମାଲୋଚନା କରାଯାଇଛି। ନିଜ ନିର୍ବାଚନମଣ୍ଡଳୀରୁ ବିଧାୟକଙ୍କୁ ଘଉଡ଼ାଇବାକୁ କିଏ ଅଧିକାର ଦେଇଛି ସେନେଇ ଚର୍ଚ୍ଚା ଜୋର ଧରିଛି। ଏହା…
Archives


