Home

କମିଛି ବର୍ଷା, କମିନି ଦୁର୍ଦ୍ଦଶା

ସମ୍ବଲପୁର,୧୯ା୮(ବ୍ୟୁରୋ):ହୀରାକୁଦ ଜଳଭଣ୍ଡାରରୁ ଗୁରୁବାର ୨୮ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଅନ୍ୟପଟେ ଦିନତମାମ ସମ୍ବଲପୁର ସହରରେ ବର୍ଷା ହୋଇନାହିଁ। ତେଣୁ ତଳି ଅଞ୍ଚଳରେ ପ୍ରଭାବିତମାନଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ହେଲେ ମଧ୍ୟ ସେମାନଙ୍କ ଦୁର୍ଦ୍ଦଶା କମିନାହିଁ। ଅନେକ ଗୃହ…

ଅସରଳାରେ ବଢୁଛି ପକ୍ଷୀ ଶିକାର

ଖୋର୍ଦ୍ଧା ଅଫିସ,୧୯।୮: ବୋଲଗଡ ବ୍ଲକ ଅଧୀନ ଅସରଳା ଗ୍ରାମରେ ଅବାଧରେ ଚାଲିଛି ପକ୍ଷୀ ଶିକାର। ଶିକାରୀମାନେ ସତର୍କତାର ସହ ବିଭିନ୍ନ ଉପାୟରେ ଗଛରେ ଥିବା ପକ୍ଷୀଙ୍କୁ ବନ୍ଧୁକ ମୁନରେ ଶିକାର କରିଚାଲିଛନ୍ତି। ବଡ଼ ବଡ଼ ମାଛ ରଙ୍କା, ବଗ, ବାଦୁଡ଼ି ପ୍ରତିଦିନ…

ମ୍ୟାଚ୍‌ ପୂର୍ବରୁ ଏମିତି କାମ କରି ପ୍ରଶଂସକଙ୍କ ହୃଦୟ ଜିତିଲେ ରାହୁଲ

ହରାରେ,୧୯।୮: ପ୍ରଥମ ଦିନିକିଆରେ ଜିମ୍ବାୱେ ବିପକ୍ଷରେ ୧୦ ଉଇକେଟରେ ବିଜୟ ହାସଲ କରିଛି। କେ.ଏଲ ରାହୁଲଙ୍କ ଅଧିନାୟକତ୍ୱରେ ଭାରତ ଜବରଦସ୍ତ ଖେଳ ପ୍ରଦର୍ଶନ କରି ହରାରେ ଗ୍ରାଉଣ୍ଡରେ ଏକପାଖିଆ ବିଜୟ ହାସଲ କରିଥିଲା। ଭାରତର ବିଜୟର ହିରୋ ବୋଲିଂରେ ଦୀପକ ଚହର,…

ବିଜ୍ଞାନ ଶିକ୍ଷାରୁ ବଞ୍ଚିତ ଛାତ୍ରୀଛାତ୍ର

ଲାଠୋର,୧୯ା୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଅଞ୍ଚଳରେ କୌଣସି ସରକାରୀ ଯୁକ୍ତ ୩ ବିଜ୍ଞାନ କଲେଜ ନାହିଁ। ଏଥିଯୋଗୁ ଯୁକ୍ତ ୨ବିଜ୍ଞାନରେ କୃତକାର୍ଯ୍ୟ ହେବା ପରେ ପାଟଣାଗଡ ଓ ଅନ୍ୟାନ୍ୟ ସ୍ଥାନକୁ ଯାଇ ଉଚ୍ଚଶିକ୍ଷା ଲାଭ କରୁଛନ୍ତି। ଯେଉଁମାନଙ୍କର ସମ୍ବଳ ନାହିଁ…

ସବୁଜିମା ହେବ ଝାଙ୍କର, ଖର୍ଡିଆ ଡୁଙ୍ଗୁରି

ଲୋଇସିଂହା,୧୯।୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବନ ରେଞ୍ଜ ଆଗଲପୁର ବ୍ଲକ ନଅଗାଁ(ଖ) ଗ୍ରାମର ଟାଙ୍ଗରା ପଡିଥିବା ଝାଙ୍କର ଏବଂ ଖର୍ଡିଆ ଡୁଙ୍ଗୁରି ସବୁଜିମାକୁ ଫେରିବ। ବନ ବିଭାଗ ସହଯୋଗ ଏବଂ ରାମଜୀ ଯୁବକ ସଂଘ ଉଦ୍ୟମକ୍ରମେ ଉକ୍ତ ଟାଙ୍ଗରା ଡୁଙ୍ଗୁରିରେ ଚାରା…

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୩୮୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଶୁକ୍ରବାର ରାଜ୍ୟରୁ ୩୮୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୪,୪୫୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ…

ରୁଷିଆ ସହ ଶାନ୍ତି ବୁଝାମଣା କରିବାକୁ ମନା କଲେ ୟୁକ୍ରେନ ରାଷ୍ଟ୍ରପତି

କିଭ୍‌,୧୯।୮: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ସୈନ୍ୟ ପ୍ରତ୍ୟାହାର ନ କରିବା ପର୍ଯ୍ୟନ୍ତ ରୁଷିଆ ସହିତ କୌଣସି ଶାନ୍ତି ସମ୍ଭାବନାକୁ ଏଡ଼ାଇ ଦେଇଛନ୍ତି। ଜେଲେନସ୍କି ରୁଷିଆ ସହିତ ଶାନ୍ତି ବୁଝାମଣା କରିବାକୁ ମନା କରି ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି…

ଲିଜ୍‌ଧାରୀଙ୍କ ନାଁରେ ମାମଲା

ବାରିପଦା ଅଫିସ,୧୯ା୮: ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲ ଅଧୀନ ମହୁପୁରା ଘାଟରୁ ବେଆଇନ ବାଲି ଉତ୍ତୋଳନ ଘଟଣାକୁ ନେଇ ଲିଜଧାରୀଙ୍କ ନାଁରେ ବଡ଼ସାହି ଥାନାରେ ମାମଲା ରୁଜୁ ହୋଇଛି। ଏ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ମାମଲା ଚାଲିଥିବା ବେଳେ ବାରିପଦା…

୧୨୧୪୦ ଚାଷ ଜମି , ୪୬୮୫ ହେକ୍ଟର ଫସଲ ନଷ୍ଟ

ବାଙ୍କୀ,୧୯ା୮(ସ୍ବ.ପ୍ର.): ମହାନଦୀରେ ବନ୍ୟାଜଳ କମିବା ପରେ କଟକ ଜିଲା ବାଙ୍କୀ ଉପଖଣ୍ଡର ବାଙ୍କୀ ଓ ଡମପଡ଼ା ବ୍ଲକରେ ବିପନ୍ନମାନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ବନ୍ୟା ପାଣି ଘେରରେ ରହିଥିବା ବାଙ୍କୀର ୩୯ ଗଁାର ୧ଲକ୍ଷ ୨ ହଜାର ୪୯୩ ଜଣ ଗୁରୁବାର…

‘ସିବିଆଇକୁ ସ୍ବାଗତ, ଆମେ ସହଯୋଗ କରିବୁ’

ନୂଆଦିଲ୍ଲୀ,୧୯।୮: ଅବକାରୀ ପଲିସିକୁ ନେଇ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଘରେ ସିବିଆଇ ଚଢାଉ କରିଛି। ଅବକାରୀ ପଲିସି ଲିଙ୍କରେ ଦିଲ୍ଲୀ-ଏନସିଆରରେ ୨୧ଟି ସ୍ଥାନ ଉପରେ ସିବିଆଇ ପକ୍ଷରୁ ଚଢାଉ କରିଯାଇଛି। ଏହି ଚଢାଉ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌…

ଦେଶରେ କରୋନା ସଂକ୍ରମଣରେ କମୁନି

ନୂଆଦିଲ୍ଲୀ,୧୯।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସାମାନ୍ୟ ହ୍ରାସ ପାଇଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫,୭୫୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା…

ପରିବା ଚାଷରୁ ରୋଜଗାରକ୍ଷମ ହେଉଛନ୍ତି ଜୁଆଙ୍ଗ

କେନ୍ଦୁଝର,୧୯।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ବୁଢାଖମଣ ପଞ୍ଚାୟତର ଜୁଆଙ୍ଗ ଜନଜାତି ଲୋକେ ଜଙ୍ଗଲ ଓ ପାହାଡ଼ରେ ଥିବା କାଠ, ପତ୍ର, ଫଳମୂଳ ଆଦି ଉପରେ ନିର୍ଭର କରି ଜୀବିକା ନିର୍ବାହ କରିଆସୁଥିଲେ। କିନ୍ତୁ ଏବେ ପନିପରିବା ଚାଷ କରି ଆତ୍ମନିର୍ଭରଶୀଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri