Home

୨ ପୋଲିସ କଲୋନୀରେ ରାସ୍ତା ନାହିଁ କି ଡ୍ରେନ୍‌ ନାହିଁ

ଗଞ୍ଜାମ,୨୧ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହରରେ ଥିବା ଉଭୟ ପୁରୁଣା ଓ ନୂଆ ପୋଲିସ କଲୋନୀ ଡ୍ରେନ୍‌ ଓ ରାସ୍ତାର ସୁବିଧା ନାହିଁ। ଫଳରେ ଉକ୍ତ ୨ଟି କଲୋନୀରେ ରହୁଥିବା ପୋଲିସ କର୍ମଚାରୀଙ୍କ ପରିବାର ନାହିଁ ନ ଥିବାର ଅସୁବିଧାର ସମ୍ମୁଖୀନ…

ଅଳଙ୍କାର ଦୋକାନରେ ଜିଏସ୍‌ଟି ଚଢ଼ାଉ

ବାଲେଶ୍ୱର ଅଫିସ,୨୧ା୧୦: ବାଲେଶ୍ୱର ସହର ଚିଡ଼ିଆ ପୋଲ ନିକଟସ୍ଥ ଲକ୍ଷ୍ମୀ ନାରାୟଣ ଅଳଙ୍କାର ଦୋକାନ ଉପରେ ଶୁକ୍ରବାର ଜିଏସ୍‌ଟି ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଦୋକାନ ପକ୍ଷରୁ ଗୋଟିଏ ଜିଏସ୍‌ଟି ବିଲ ନମ୍ବରରେ ଭିନ୍ନ ଭିନ୍ନ ରସିଦ କାଟି ଗରାଖମାନଙ୍କୁ ଦେଉଥିବାର…

ବିଶ୍ୱକପ୍‌ରେ ବଡ଼ ଓଲଟପାଲଟ: ପ୍ରଥମ ରାଉଣ୍ଡରୁ ବିଦା ହେଲା ୨ ଥର ବିଶ୍ୱ ଚାମ୍ପିଅନ୍‌ ଓ୍ବେଷ୍ଟଇଣ୍ଡିଜ୍‌

ହୋବାର୍ଟ,୨୧।୧୦: ଟି-୨୦ ବିଶ୍ୱକପର ୧୧ତମ ମ୍ୟାଚରେ ବଡ଼ ଓଲଟପାଲଟ ଦେଖିବାକୁ ମିଳିଛି। ହୋବାର୍ଟରେ ଖେଳାଯାଇଥିବା ଏକ ମ୍ୟାଚରେ ୨ ଥରର ଚାମ୍ପିଅନ୍‌ ୱେଷ୍ଟଇଣ୍ଡିଜକୁ ୯ ଉଇକେଟ୍‌ରେ ପରାସ୍ତ କରିଛି ଆୟାରଲାଣ୍ଡ। ଏହା ସହ ଆୟାରଲାଣ୍ଡ ସୁପର-୧୨ରେ ପ୍ରବେଶ କରିଛି । ଦୁଇଥର…

ଲୋକାର୍ପିତ ହେଲା, କାର୍ଯ୍ୟକ୍ଷମ ହେଉନି

ସୋନପୁର,୨୧।୧୦: ସୁବର୍ଣ୍ଣପୁର ଜିଲା ସଦର ମହକୁମାର ଝୁପୁଡିପଡାରେ ନୂତନ ଭାବେ ନିର୍ମିତ ହୋଇଛି ୫୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ସ୍ବାସ୍ଥ୍ୟକେନ୍ଦ୍ର। ଗତ ଜୁନ୍‌ ୧୫ ତାରିଖରେ ସୋନପୁର ବିଧାୟକ ତଥା ରାଜ୍ୟ ଅର୍ଥ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ…

କଳିଙ୍ଗରେ ଫିଫା ବିଶ୍ୱକପ୍‌ ଓ ଭାରତ

୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟ ନିକଟରେ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଆୟୋଜକ ଭାରତ ଏଠାରେ ବିଶ୍ୱକପ ପଦାର୍ପଣ କରି ନିଜର ସମସ୍ତ ମ୍ୟାଚ ଖେଳିଥିଲା। ଘରୋଇ ଦଳ ଯେ କେବଳ ସବୁତକ ମ୍ୟାଚ ହାରିଥିଲା…

ହାଇକୋର୍ଟ ଥିଲା, ସ୍ଥାୟୀ ବେଞ୍ଚ ଫେରାଅ

ବଲାଙ୍ଗୀର ଅଫିସ, ୨୧ା୧୦: ଓଡିଶା ସହ ଗଡଜାତ ମିଶ୍ରଣ ପୂର୍ବରୁ ବଲାଙ୍ଗୀରରେ ହାଇକୋର୍ଟ କାର୍ଯ୍ୟ କରୁଥିଲା। ଗଡଜାତ ମିଶ୍ରଣ ପରେ ବଲାଙ୍ଗୀରରୁ ହାଇକୋର୍ଟ ଉଠାଇ ଦିଆଯାଇ କଟକ ହାଇକୋର୍ଟ ଅନ୍ତର୍ଭୁକ୍ତ କରାଯାଇଥିଲା। ଏହା ଇତିହାସ ହୋଇପାରେ, ମାତ୍ର ଏହାହିଁ ସତ୍ୟତା। ଐତିହାସିକ…

ନକଲି ପରିଚୟ ଦେଇ ଦିଲ୍ଲୀରେ ରହୁଥିଲେ ଚାଇନା ମହିଳା: ଧରିଲା ପୋଲିସ

ନୂଆଦିଲ୍ଲୀ,୨୧।୧୦: ରାଜଧାନୀ ଦିଲ୍ଲୀରେ ନକଲି ପରିଚୟ ଦେଇ ରହୁଥିବା ଚାଇନା ମହିଳାଙ୍କୁ ପୋଳିସ ଗିରଫ କରିଛି। କାଇ ରୁଅ ନାମକ ଏହି ମହିଳା ଜଣଙ୍କ ଦେଶ ବିରୋଧୀ କାର୍ଯ୍ୟକଳାପରେ ସାମିଲ ଥିବା ଅଭିଯୋଗ ହୋଇଛି। ତାଙ୍କ ପ୍ରକୃତ ଘର ଚାଇନାର ହାଇନାନ…

‘ଅଗ୍ନି ପ୍ରାଇମ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୧ା୧୦: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଡିଆରଡିଏ ଅଧିନସ୍ଥ ଅବ୍‌ଦୁଲ କଲାମ ଦ୍ବୀପରୁ ‘ଅଗ୍ନି ପ୍ରାଇମ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଶୁକ୍ରବାର ପୂର୍ବାହ୍ନ ୯ଟା ୩୦ରେ ‘ଅଗ୍ନି ପ୍ରାଇମ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଭୂପୃଷ୍ଠରୁ ଆକାଶକୁ ନିକ୍ଷେପ କରାଯାଇପାରୁଥିବା…

ହାତୀ ଉପଦ୍ରବରେ ବ୍ୟାପକ ଧାନଫସଲ କ୍ଷତି

ନାକଟିଦେଉଳ,୨୧ା୧୦(ଡି.ଏନ.ଏ.): ନାକଟିଦେଉଳ ବନାଞ୍ଚଳ ଅନ୍ତର୍ଗତ ସରାପାଲି ବିଟର ମହୁକୁଦ ଗ୍ରାମରେ ହାତୀ ଉପଦ୍ରବରେ ବ୍ୟାପକ ଧାନଫସଲ କ୍ଷତି ହୋଇଛି। ହାତୀପଲ ମଙ୍ଗଳବାର ବିଳମ୍ବିତ ରାତିରେ ଗ୍ରାମର ଖଳିମୁଣ୍ଡା ନିକଟ ଜାମୁପଟି, ସଡ଼କ ସାହି ଓ ସୁଦ ସାହିର ଧାନ କ୍ଷେତରେ ପଶି…

ବିବାଦୀୟ ମନ୍ତବ୍ୟକୁ ନେଇ ସଫେଇ ଦେଲେ ଶିବରାଜ

ନୂଆଦିଲ୍ଲୀ,୨୧।୧୦: ପୂର୍ବତନ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ତଥା କଂଗ୍ରେସ ନେତା ଶିବରାଜ ପାଟିଲ ନିଜ ବିବାଦୀୟ ମନ୍ତବ୍ୟ ପାଇଁ ଶୁକ୍ରବାର ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି, ଯଦି ଆପଣ ମହାତ୍ମା ଗାନ୍ଧୀଙ୍କୁ ହତ୍ୟା କରନ୍ତି ତେବେ ଏହା ଜିହାଦ ଅଟେ। କିନ୍ତୁ ଆପଣ…

ଦେଶରେ ୨,୧୧୯ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୧।୧୦: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୧୧୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୧୦ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା…

ଅସୁରକ୍ଷିତ ଭାବେ ଚାଲିଛି ହ୍ୟୁମ୍‌ ପାଇପ୍‌ ଫ୍ୟାକ୍ଟ୍ରି

ସମ୍ବଲପୁର,୨୧ା୧୦(ବ୍ୟୁରୋ): ସମ୍ବଲପୁର ମହାନଗର ନିଗମର ମାନେଶ୍ୱର- ଜୟନ୍ତପୁର ରାସ୍ତା କଡରେ ଥିବା ହ୍ୟୁମ୍‌ ପାଇପ୍‌ ଫ୍ୟାକ୍ଟ୍ରିରେ ସେପ୍ଟେମ୍ବର ୨୫ରେ କାମ କରୁଥିବା ସମୟରେ ସତ୍ୟ ମିର୍ଦ୍ଧା (୧୯) ନାମକ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଶ୍ରମିକମାନେ ଜୋତା, ହେଲ୍‌ମେଟ ଓ ଅନ୍ୟାନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?