Home

ଶହେ ବର୍ଷ ପରେ ଭାରତକୁ ଫେରିବ ନିଜାମଙ୍କ ଖଣ୍ଡା

ହାଇଦ୍ରାବାଦ,୨୩ା୯: ଚତୁର୍ଦ୍ଦଶ ଶତାବ୍ଦୀରେ ହାଇଦ୍ରାବାଦ ନିଜାମ ଧରୁଥିବା ଏକ ସର୍ପାକୃତିର ପାରମ୍ପରିକ ଖଡ୍ଟ ଭାରତକୁ ଫେରିବ। ବିଂଶ ଶତାବ୍ଦୀରେ ଏହି ଖଣ୍ଡାକୁ ଜଣେ ବ୍ରିଟିଶ ଜେନେରାଲଙ୍କୁ ବିକ୍ରି କରିଦିଆଯାଇଥିଲା। ସ୍କଟଲାଣ୍ଡର ଗ୍ଲାସ୍‌ଗୋ ମ୍ୟୁଜିୟମଗୁଡ଼ିକୁ ପରିଚାଳନା କରୁଥିବା ଗ୍ଲାସ୍‌ଗୋ ଲାଇଫ୍‌ ପକ୍ଷରୁ ଭାରତକୁ…

ଭାଜପାକୁ ଧୋକା ଦେଇ ଲାଲୁଙ୍କ କୋଳରେ ବସିଛନ୍ତି ନୀତୀଶ: ଅମିତ ଶାହା

ପାଟନା,୨୩।୯: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ବିହାରର ପୁର୍ନିଆ ଜିଲାରେ ‘ଜନ ଭାବନ ମହାସଭା’କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ଗ୍ରାଣ୍ଡ ଆଲାଇନ୍ସକୁ ମଧ୍ୟ କଡ଼ା ଟାର୍ଗେଟ କରିଥିଲେ। ସେ କହିଛନ୍ତି, ତାଙ୍କ ଗସ୍ତ ଯୋଗୁ ଲାଲୁ…

ୟୁକ୍ରେନ ଦଖଲ ପାଇଁ ରୁଷିଆର ନୂଆ ଚାଲ୍‌

ମସ୍କୋ,୨୩।୯: ଅସ୍ତ୍ରଶସ୍ତ୍ର ଆଧାରରେ ୟୁକ୍ରେନକୁ କାବୁ କରିବାକୁ ସମସ୍ତ ଚେଷ୍ଟା ବିଫଳ ହେବା ପରେ ରୁଷିଆ ବର୍ତ୍ତମାନ ଏକ ନୂଆ କୌଶଳ ଆପଣାଇବାକୁ ଚେଷ୍ଟା କରିବାକୁ ଯାଉଛି। ୟୁକ୍ରେନ ଅଧିକୃତ ଅଞ୍ଚଳରେ ରୁଷିଆ ଜନମତ ସଂଗ୍ରହ ଆରମ୍ଭ କରିଛି। ରୁଷିଆ ଅଧିକାରୀଙ୍କ…

କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୩।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫,୯୧୦ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୧୬ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା…

ଅକ୍ଟୋବର ୧୮ରେ ୬ଘଣ୍ଟା ପାଇଁ ବନ୍ଦ ରହିବ ମୁମ୍ବାଇ ବିମାନବନ୍ଦର

ମୁମ୍ବାଇ,୨୩।୯: ମୁମ୍ବାଇ ବିମାନବନ୍ଦରରୁ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଅକ୍ଟୋବର ୧୮ରେ ମୁମ୍ବାଇ ଏୟାରପୋର୍ଟ ବନ୍ଦ ରହିବ। ସୂଚନା ମୁତାବକ, ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦର ମରାମତି ଏବଂ ରକ୍ଷଣାବେକ୍ଷଣ କାର୍ଯ୍ୟ ହେତୁ ଅକ୍ଟୋବର ୧୮ରେ…

ପିଏଫ୍‌ଆଇର ହରତାଳକୁ ହାଇକୋର୍ଟର ଭର୍ତ୍ସନା: ବିନା ଅନୁମତିରେ କେହି ଦେଇପାରିବନି ବନ୍ଦ ଡାକରା

ଥିରୁଭାନନ୍ତମପୁରମ,୨୩।୯: ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି (ଏନ୍‌ଆଇଏ)ର ଚଢ଼ାଉକୁ ବିରୋଧ କରି ଶୁକ୍ରବାର ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ପକ୍ଷରୁ କେରଳରେ ରାଜ୍ୟବ୍ୟାପୀ ବନ୍ଦ ଡାକରା ଦିଆଯାଇଛି। ଇତିମଧ୍ୟରେ ଶୁକବ୍ରାର କେରଳ ହାଇକୋର୍ଟ ଏକ ପିଟିଶନ୍‌ ବିଚାର କରି ପିଏଫ୍‌ଆଇର ଏହି…

ଫିଲ୍ମ ଷ୍ଟାଇଲ୍‌ରେ ଅମିରଙ୍କ ଝିଅଙ୍କୁ ପ୍ରପୋଜ କଲେ ନୁପୁର

ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଅମିର ଖାନଙ୍କ ଝିଅ ଇରା ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ଖାନ ଇରା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ଇରା ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କ ବ୍ୟକ୍ତିଗତ ଜୀବନ ସହିତ ଜଡିତ ଖବର ପ୍ରଶଂସକଙ୍କ ସହ ଶେୟାର କରନ୍ତି।…

ଅଧରାତିରେ ଜୟଶଙ୍କରଙ୍କୁ ଫୋନ କରି ଏମିତି କହିଥିଲେ ପ୍ରଧାନମନ୍ତ୍ରୀ ମୋଦି

ନ୍ୟୁୟର୍କ,୨୩।୯: ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ନ୍ୟୁୟର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ତାଙ୍କର ଏକ ରୋଚକ ଘଟଣା ଶେୟାର କରିଥିଲେ। ‘ମୋଦୀ @ ୨୦: ଡ୍ରିମ୍ସ ମିଟ ଡେଲିଭରି’ ପୁସ୍ତକ ଉପରେ ଆଲୋଚନା ବେଳେ ପ୍ରଧାନମନ୍ତ୍ରୀ ମୋଦି…

ଭୂକମ୍ପରେ ଥରିଲା ମଣିପୁର

ଇମ୍ଫାଲ,୨୩।୯: ମଣିପୁରରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ମଣିପୁରର ମୋଇରାଙ୍ଗରରୁ ୧୦୦ କିଲୋମିଟର ଦୂର ଦକ୍ଷିଣ-ପୂର୍ବରେ ଜୋରରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ରହିଛି। ନ୍ୟାସନାଲ ସେଣ୍ଟର ଫର୍‌ ସିସ୍‌ମୋଲୋଜି…

ପିଏଫ୍‌ଆଇ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ: ଭାଙ୍ଗିଲେ ଭାଜପା କାର୍ଯ୍ୟାଳୟ

ଚେନ୍ନାଇ,୨୩।୯: ଆତଙ୍କବାଦୀଙ୍କୁ ପାଣ୍ଠି ଓ ଅନ୍ୟାନ୍ୟ ସହାୟତା ଯୋଗାଇବା ଅଭିଯୋଗରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଗୁରୁବାର ୧୧ ରାଜ୍ୟରେ ଚଢ଼ାଉ କରି ପପୁଲାର ଫ୍ରଣ୍ଟ୍‌ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ)ର ୧୦୬ ଜଣ କର୍ମୀଙ୍କୁ ଗିରଫ କରାଯାଇଛି। ଦେଶବ୍ୟାପୀ ହୋଇଥିବା ଏହି…

ସ୍ମାର୍ଟ କ୍ଲାସରେ ସାଉଣ୍ଡ ଶୁଣିପାରୁନାହାନ୍ତି ଛାତ୍ରୀଛାତ୍ର

ଲାଠୋର,୨୩ା୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର,ମାଲପଡ଼ା ଏବଂ ବେନ୍ଦେର ଉଚ୍ଚ ବିଦ୍ୟାଳୟରେ ଚାଲିଥିବା ସ୍ମାର୍ଟ କ୍ଲାସ ରୁମରେ ସାଉଣ୍ଡ ସିଷ୍ଟମର ସୁବିଧା ଏଯାବତ୍‌ କରାଯାଇନାହିଁ। ଫଳରେ ଶିକ୍ଷା ଗ୍ରହଣ କଲା ବେଳେ ନା ନା ସମସ୍ୟାର ସମ୍ମୁଖୀନ ହେବାକୁ…

କଳ୍ପନାଜଳ୍ପନା ଶେଷ: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବେ ଅଶୋକ ଗେହଲଟ

ନୂଆଦିଲ୍ଲୀ,୨୩।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ପ୍ରସ୍ତୁତି ସରଗରମ ହେଉଛି। ଅନେକ କଳ୍ପନାଜଳ୍ପନା ପରେ ଶେଷରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବାକୁ ଯାଉଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ। ସେ ଶୁକ୍ରବାର ଏନେଇ ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି, ମୁଁ କଂଗ୍ରେସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri