Home

ଏମ୍ସ ସ୍ଥାନାନ୍ତର ହେଲେ ଅଭିଜିତ୍‌ ମଜୁମ୍‌ଦାର

କଟକ,୪ା୯: ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମ୍‌ଦାର ଏମ୍ସ ସ୍ଥାନାନ୍ତର ହୋଇଛନ୍ତି। କଟକର ଏକ ଘରୋଇ ହସ୍ପିଟାଲରୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର ହୋଇଛନ୍ତି। ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି। ଏହା ସଙ୍ଗୀତପ୍ରେମୀଙ୍କୁ ଚିନ୍ତାରେ…

ଏହି କ୍ରିକେଟର୍‌ଙ୍କ ଉପରେ ଲାଗିଥିଲା ବଳାତ୍କାର କେସ୍‌: କୋର୍ଟ ଦେଲେ ବଡ଼ ରାୟ

ଲଣ୍ଡନ,୪।୯:ପାକିସ୍ତାନୀ କ୍ରିକେଟର ହାଇଦର ଅଲିଙ୍କୁ କିଛି ଦିନ ପୂର୍ବରୁ ଲଣ୍ଡନରେ ଗିରଫ କରାଯାଇଥିଲା। ଜଣେ ବ୍ରିଟିଶ-ପାକିସ୍ତାନୀ ମହିଳା ତାଙ୍କ ଉପରେ ବଳାତ୍କାର ଅଭିଯୋଗ ଆଣିଥିଲେ। ଏହା ପରେ, ପାକିସ୍ତାନ କ୍ରିକେଟ ବୋର୍ଡ ମଧ୍ୟ ତାଙ୍କୁ ନିଲମ୍ବିତ କରିଥିଲା, ଏବେ କ୍ରିକେଟରଙ୍କୁ କୋର୍ଟରୁ…

ଚିଙ୍ଗୁଡ଼ି ଘେରି ପାଇଁ ପ୍ରଭାବିତ ହେଉଛି ଜଳ, ସ୍ଥଳ

କେନ୍ଦ୍ରାପଡ଼ା,୪ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ବେଆଇନ ଚିଙ୍ଗୁଡ଼ି ଘେରି ଏକ ବଡ଼ ସମସ୍ୟା ଭାବେ ଉଭାହୋଇଛି। ୨୦ ହଜାରରୁ ଊର୍ଦ୍ଧ୍ୱ ଏକର ଅଞ୍ଚଳରେ ହେଉଥିବା ଚାଷ ପାଇଁ ଜଳ ଓ ସ୍ଥଳଭାଗ ପ୍ରଭାବିତ ହେଉଛି। ଜାତୀୟ ଉଦ୍ୟାନ ଭିତରକନିକା ଜୈବ…

ଉପକୂଳରେ ଅନୁପ୍ରବେଶ ରୋକିବ ସାଗର କବଚ

ମହାକାଳପଡ଼ା,୪ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳରେ ସୁରକ୍ଷା ପାଇଁ ସାଗର କବଚର ଏକ ଏନଫୋର୍ସ ଟିମ୍‌ର ୨ ଦିନିଆ ସମରାଭ୍ୟାସ ବୁଧବାରଠାରୁ ଆରମ୍ଭ ହୋଇଛି। ସମୁଦ୍ର ମଧ୍ୟରେ କୌଣସି ସନ୍ଦିଗ୍ଧ ବ୍ୟକ୍ତି, ବେଆଇନ ଚାଲାଣ ଓ…

GSTରେ ପରିବର୍ତ୍ତନ ଦେଶ ଉପରେ କ’ଣ ପଡ଼ିବ ପ୍ରଭାବ, ଏସ. ଜୟଶଙ୍କର ଦେଲେ ଜବାବ

ନୂଆଦିଲ୍ଲୀ,୪।୯: କେନ୍ଦ୍ର ସରକାର GSTରେ ଅନେକ ପରିବର୍ତ୍ତନ କରିଛନ୍ତି, ଯାହା ସାଧାରଣ ଲୋକଙ୍କୁ ଏବଂ ଛୋଟ ବ୍ୟବସାୟୀଙ୍କୁ ବଡ଼ ଆଶ୍ୱସ୍ତି ଦେଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି, କିଛି ସାମଗ୍ରୀକୁ ଟିକସମୁକ୍ତ କରାଯାଇଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏହାକୁ ଐତିହାସିକ…

OSRTC ବସକୁ ବନ୍ଧକ ରଖିଲେ ଗ୍ରାମବାସୀ: ଦାବି ଆମକୁ ବସ ଦିଅ ତମ ବସ ନିଅ

ବଣାଇଁ,୪।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅନ୍ତର୍ଗତ ଗୋବିନ୍ଦପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ଓଏସଆର୍‌ଟିସି (ମୁଖ୍ୟମନ୍ତ୍ରୀ ବସ ସେବା) ବସକୁ ବନ୍ଧକ ରଖିଛନ୍ତି ଗ୍ରାମବାସୀ l ଦୀର୍ଘ ଦିନ ହେବ ଗୋବିନ୍ଦପୁର ପଞ୍ଚାୟତବାସୀ ତାଙ୍କ ଗ୍ରାମକୁ ତତ୍କାଳୀନ ଲକ୍ଷ୍ମୀ…

ଜିଏସ୍‌ଟି ହାର କମିଲା, ୨୨ରୁ ଲାଗୁ

ନୂଆଦିଲ୍ଲୀ,୪ା୯(ପି.ଟି.): ସେପ୍ଟେମ୍ବର ୨୨ରୁ ଦେଶରେ ସାମଗ୍ରୀ ଓ ସେବାଗୁଡ଼ିକ ଉପରେ ଦୁଇଟି ଟିକସ ସ୍ଲାବ୍‌ ଲଗାଯିବ। ନୂଆଦିଲ୍ଲୀରେ ଚାଲିଥିବା ୫୬ତମ ଜିଏସ୍‌ଟି କାଉନ୍‌ସିଲ ବୈଠକରେ ବୁଧବାର ରାତିରେ ଏ ସମ୍ପର୍କିତ ପ୍ରସ୍ତାବ ଅନୁମୋଦନ ଲାଭ କରିଛି। ତଦନୁସାରେ ପୂର୍ବ ବ୍ୟବସ୍ଥାକୁ ଉଚ୍ଛେଦ…

ଏସବୁ ଜିନିଷ ହେଲା ଶସ୍ତା, ଏହି ଉତ୍ପାଦ ମହଙ୍ଗା; GST ନୂଆ ସ୍ଲାବ୍‌ ଆପଣଙ୍କ ପକେଟ ଉପରେ ପକାଇବ କି ପ୍ରଭାବ?

ନୂଆଦିଲ୍ଲୀ,୩।୯: ବସ୍ତୁ ଓ ସେବା କର (ଜିଏସ୍‌ଟି)ର ଚାରୋଟି ସ୍ଲାବ ହ୍ରାସ ପାଇ ଏବେ ଦୁଇଟି ସ୍ଲାବ ୫ ପ୍ରତିଶତ ଓ ୧୮ ପ୍ରତିଶତରେ ସୀମିତ ହୋଇଛି। ବୁଧବାର ରାତିରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି ଯେ, ୨୨ ସେପ୍ଟେମ୍ବରଠାରୁ…

ବିକ୍ରି ହେବ ଜବାହରଲାଲ ନେହେରୁଙ୍କ ବଙ୍ଗଳା, ହେବ ଦେଶର ସବୁଠୁ ବଡ଼ ପ୍ରପର୍ଟି ଡିଲ୍‌…

ନୂଆଦିଲ୍ଲୀ,୩।୯: ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ଲୁଟିୟନ୍ସ ବଙ୍ଗଳା ଜୋନରେ ଥିବା ପ୍ରଥମ ସରକାରୀ ବାସଭବନ, ୧୭ ୟୋର୍କ ରୋଡ୍‌ (ବର୍ତ୍ତମାନ ମୋତିଲାଲ ନେହେରୁ ମାର୍ଗ) ଶୀଘ୍ର ନୂଆ ମାଲିକ ପାଇବାକୁ ଯାଉଛି। ଏହା ଦେଶର ସବୁଠୁ ବଡ଼ ପ୍ରପର୍ଟି ଡିଲ…

ମହାନଦୀରେ ନିଖୋଜ ନୁହେଁ, ପ୍ରେମ ପାଇଁ ସ୍ବାମୀ-ପିଲାଙ୍କୁ ଛାଡ଼ି ଫେରାର ହୋଇଥିଲେ ମହିଳା, ପୁରୀରୁ…

ବାଙ୍କି,୩।୯(ଶୁଭେନ୍ଦୁ ମହାପାତ୍ର): ମହାନଦୀରେ ଗାଧୋଉଥିବା ବେଳେ ଗୋଡ଼ ଖସି ମହିଳା ନିଖୋଜ ହେବାର  ଘଟଣାରେ ରୋଚକ ମୋଡ଼। ପୁରୀରୁ ମହିଳାଙ୍କୁ ପ୍ରେମିକଙ୍କ ସହ ଧରିଛି ବାଙ୍କି ପୋଲିସ। ଏଭଳି ଏକ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନାନୁଯାୟୀ, ସୋମବାର ଭୋର ୪ଟା…

ଛାତ୍ରୀଙ୍କୁ ଅସଦାଚରଣ ପରେ କାର୍ଯ୍ୟାନୁଷ୍ଠାନ, ପୋକ୍ସୋ ଆକ୍ଟରେ ଗିରଫ ପରେ ପ୍ରଧାନଶିକ୍ଷକ…

ଭବାନୀପାଟଣା/ଜୁନାଗଡ଼ ,୩।୯(ଉତ୍ତମ କୁମାର  ଦାଶ/ସୁନୀଲ କୁମାର ସିଂହ )- କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁଲେନ୍ଦ୍ର ମେହେର ସ୍ଥାନୀୟ ସ୍କୁଲର ଛାତ୍ରୀଙ୍କୁ ଅସଦାଚରଣ କରୁଥିବା ଓ ବିଭିନ୍ନ ଆଳରେ ସ୍ପର୍ଶ କରୁଥିବା…

ବ୍ଲକ କାର୍ଯ୍ୟାଳୟରେ ଗୁଣ୍ଡାରାଜ୍‌, ବିଲ୍‌ ନ କରିବାରୁ ଜେଇଙ୍କୁ ମାଡ଼ ମାରିଲେ ଠିକାଦାର

ବଲାଙ୍ଗୀର,୩ା୯(ସୁନୀଲ ମହାନ୍ତି): ବଲାଙ୍ଗୀର ପୁଇଁତଳା ବ୍ଲକ କାର୍ଯ୍ୟାଳୟରେ ଘଟିଛି ଏକ ଅଭାବନୀୟ ଘଟଣା। ବ୍ଲକ ଜେଇ ବିଭୂତି ଭୂଷଣ ମହାନ୍ତି ନିଜ ଅଫିସ ଚ୍ୟାମ୍ବରରେ କାର୍ଯ୍ୟରତ ଥିବାବେଳେ ଏହି ସମୟରେ ଜଣେ ଠିକାଦାର ଆସି ଜେଇଙ୍କୁ ଗାଳିଗୁଲଜ କରିବା ସହ ମାଡ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri