ଭୟଙ୍କର ଦୁର୍ଘଟଣା: ଟ୍ରକ୍ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…
ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍ ସହ ଧକ୍କା ହୋଇଥିଲା ଏକ ଘରୋଇ ଆମ୍ବୁଲାନ୍ସ। ଏହି ଆମ୍ବୁଲାନ୍ସଟି ଭୁବନେଶ୍ୱରରୁ ରୋଗୀ ଛାଡ଼ି ଅନୁଗୋଳ…
ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍ ଶୁଣାଇ ଦେଲେ ଅଞ୍ଚଳବାସୀ
ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା। ଏହି କାର୍ଯ୍ୟର ପ୍ରାରମ୍ଭିକ ସ୍ତରରେ ବିପୁଳ ପୋଲିସ ଓ ପ୍ରଶାସନକୁ ନିୟୋଜିତ କରାଯାଇଥିଲା।…
ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ
କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ ବ୍ଲକ ପ୍ରଶାସନଠୁ ଆରମ୍ଭ କରି ଜିଲା ପ୍ରଶାସନ ପାଖରେ ଅନେକଥର ଲିଖିତ…
ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ
ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର ସକାଳୁ ଜଣେ ନାବାଳକଙ୍କ ଗୋଡ଼ହାତ ଅଲଗା ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଯୁବକ…
ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି
ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯ ଡିଗ୍ରୀ ରହିଥିବାବେଳେ ଶୁକ୍ରବାର ୩୯ ଡିଗ୍ରୀ ଛୁଇଁଛି। ସେହିଭଳି ରାଜ୍ୟର ଅନ୍ୟ ସ୍ଥାନରେ…
ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ
ଭୁବନେଶ୍ୱର,୧୧।୪(ସୁନିତ୍ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍ର ସିଜିମାଳି ବକ୍ସାଇଟ୍ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ ବିରୋଧ କରିଆସୁଛନ୍ତି। ମାତ୍ର ଏହି ବିରୋଧକୁ ବେଦାନ୍ତ କମ୍ପାନୀ ଖାତିର ନ କରି…
ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍ ଋଦ୍ଦ ଦାବି
ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ ତଥା ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନିକଟରେ ଫେରାଦ ହୋଇଛନ୍ତି। ଏହି ଅଭିଯୋଗ ପାଇ ମନ୍ତ୍ରୀ ମହାଲିଙ୍ଗ…
ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍ ଦିନେ ଘଟିଲା…
ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ ମୃତ ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ଶୋଇଥିଲେ। ସେ…
ବିସ୍ଫୋରକ ବ୍ୟାଟିଂ ପଛର ରାଜ୍ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…
ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା ଏବଂ ୮ଟି ଚୌକା ମାରିଥିଲେ। ତାଙ୍କୁ ପ୍ଲେୟାର ଅଫ ଦି ମ୍ୟାଚ ପୁରସ୍କାର।…
କାହାକୁ ଚିୟର କରିବେ ଗିଲ୍ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO
ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ ଭିଡିଓ ଭାଇରାଲ ହୋଇଛି। ଏଥିରେ ତାଙ୍କୁ ପଚରାଯାଇଥିଲା ଯେ, ସେ କେଉଁ ଦଳକୁ…
ଯାତ୍ରୀବାହୀ ବସ୍କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…
ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର ଅଭିମୁଖେ ଯାଉଥିବା ଘରୋଇ ବସ (ଲକ୍ଷ୍ମୀ) ସୋହେଲା ଡଙ୍ଗାଘାଟ ନାଲା ପାର ହୋଇ…
କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ
ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ ଲକ୍ଷ୍ୟ ବୋଲି କୁହାଯାଇଥିଲା। ତେବେ କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ କ୍ରୀଡ଼ା ସାମଗ୍ରୀ…

