ପାର୍ବଣ ପୂର୍ବରୁ ମୂଲ୍ୟ ବଢ଼ାଇଲା ହିରୋ
ନୂଆଦିଲ୍ଲୀ,୨୩।୯: ଚଳିତ ବର୍ଷଣ ପାର୍ବଣ ପୂର୍ବରୁ ଦେଶର ପ୍ରମୁଖ ୨ଚକିଆ ଯାନ ନିର୍ମାତା ହିରୋ ମୋଟୋକର୍ପର ବିଭିନ୍ନ ବର୍ଗର ବାଇକ ମୂଲ୍ୟ ଉପରେ ୧୦୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରିଥିବା ଜଣାପଡ଼ିଛି। ଏପରିକି ଏହି ବର୍ଦ୍ଧିତ ମୂଲ୍ୟ ଗୁରୁବାରଠାରୁ ସାରା ଦେଶରେ…
ଉତ୍ପାଦନ-ଆର୍ଥିକ ମାନଦଣ୍ଡରେ ନାଲ୍କୋର ଦୃଢ଼ ପ୍ରଦର୍ଶନ
ଭୁବନେଶ୍ୱର,୨୩।୯:ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍ (ନାଲ୍କୋ)ର ୪୧ତମ ବାର୍ଷିକ ସାଧାରଣ ବୈଠକ (ଏଜିଏମ୍) ଗୁରୁବାର ଭୁବନେଶ୍ୱରଠାରେ ଆୟୋଜିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଅଂଶୀଦାରମାନେ ୧୪,୧୮୧ କୋଟି ଟଙ୍କାର ସର୍ବାଧିକ ଆୟ ସାଙ୍ଗକୁ ବିକ୍ରୟ କାରବାର…
ପୁନର୍ଗଠିତ ହେବ ଓଡ଼ିଶା ସମବାୟ ସେବାବର୍ଗ
ଭୁବନେଶ୍ବର,୨୩ା୯(ବ୍ୟୁରୋ): ଓଡିଶା ସମବାୟ ସେବାବର୍ଗ ହେଉଛି ଓଡିଶା ପ୍ରଶାସନିକ ସେବାବର୍ଗର ଗୋଟିଏ ଅଂଶ। ବର୍ତ୍ତମାନ ନିବନ୍ଧକ ସମବାୟ ସମିତି ସମୂହ, ଓଡିଶାଙ୍କ କାର୍ଯ୍ୟଭାର, ଦାୟିତ୍ୱ ଓ ଉତ୍ତରଦାୟିତ୍ୱ ବହୁ ମାତ୍ରାରେ ବୃଦ୍ଧି ପାଇଛି। ଏହାର ପ୍ରତିଷ୍ଠା ହେବା ଠାରୁ ମାତ୍ର ଛୋଟିଆ…
ବିଗ୍ବସ୍କୁ ଆସିବା ପାଇଁ ଶିଳ୍ପାଙ୍କ ସ୍ବାମୀ ଦାବି କରୁଛନ୍ତି ଏତିକି କୋଟି, ଫି’ ଜାଣିଲେ ଚମକି ପଡ଼ିବେ
ମୁମ୍ବାଇ: ବିଗ୍ବସ୍- ୧୬ରେ ଦିନକୁ ଦିନ ନୂଆ ନୂଆ କଥା ସାମ୍ନାକୁ ଆସୁଛି। ଶୋ’ରେ ଭାଗ ନେବା ପାଇଁ ଏପର୍ଯ୍ୟନ୍ତ ଅନେକ ଲୋକଙ୍କ ନାଁ ସାମ୍ନାକୁ ଆସିଛି। ଏଥି ସହିତ ଅନେକ ପ୍ରତିଯୋଗୀଙ୍କ ନାମ ମଧ୍ୟ ଷ୍ଟାମ୍ପ କରାଯାଇଛି। ତଥାପି ଏପରି…
ସୁପ୍ରିମକୋର୍ଟରେ ବଂଶଧାରା ମାମଲା ଶୁଣାଣି ଘୁଞ୍ଚିଲା
ନୂଆଦିଲ୍ଲୀ,୨୩ା୯:ବଂଶଧାରା ଜଳବିବାଦ ଟ୍ରିବ୍ୟୁନାଲ ରାୟକୁ ଚ୍ୟାଲେଞ୍ଜ କରି ଓଡ଼ିଶା ସରକାରଙ୍କ ପକ୍ଷରୁ ଦାଏର ଏକାଧିକ ପିଟିଶନର ଶୁଣାଣିକୁ ଗୁରୁବାର ସର୍ବୋଚ୍ଚ ଅଦାଲତ ଘୁଞ୍ଚାଇ ଦେଇଛନ୍ତି। ଜଷ୍ଟିସ୍ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ହିମା କୋହଲିଙ୍କ ଖଣ୍ଡପୀଠ ଶୁଣାଣିକୁ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ସ୍ଥଗିତ…
ସ୍ତ୍ରୀ ଖୁସି ପାଇଁ ଅନ୍ୟର ପିଲାକୁ ହସ୍ପିଟାଲରୁ ନେଇଥିଲେ ସ୍ବାମୀ
ରାୟଗଡ଼ା ଅଫିସ,୨୩ା୯: ପ୍ରସବ ବେଳେ ନିଜ ସନ୍ତାନ ନଷ୍ଟ ହୋଇଯିବାରୁ ସ୍ତ୍ରୀ ଭାଙ୍ଗିପଡ଼ିଥିଲେ। ଫଳରେ ଅନ୍ୟର ଶିଶୁପୁତ୍ରକୁ ଡାକ୍ତରଖାନାରେ ଏକା ଦେଖି ସ୍ବାମୀ ଘରକୁ ନେଇଗଲେ। ହେଲେ ୮ମାସର ଶିଶୁପୁତ୍ର ନିଜ ମା’କୁ ଛାଡ଼ି ତାଙ୍କ ପାଖରେ ରହିପାରି ନ ଥିଲେ।…
ଉଲଗ୍ନ ଅବସ୍ଥାରେ ଘରକୁ ଚାଲିଚାଲି ଗଲେ ଗଣବଳାତ୍କାର ପୀଡ଼ିତା
ମୋରଦାବାଦ, ୨୩ା୯: ଉତ୍ତରପ୍ରଦେଶର ମୋରଦାବାଦରୁ ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ୧୫ ବର୍ଷୀୟା ବାଳିକା ଉଲଗ୍ନ ଅବସ୍ଥାରେ ରାସ୍ତାରେ ଚାଲିଚାଲି ଯାଉଥିବାର ସିସିଟିଭି ଫୁଟେଜ୍ ଓ ଭିଡିଓ ଭାଇରାଲ ହେବାରେ ଲାଗିଛି। ତାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…
ମୁକୁଳିଲେ ୩୦୦ ଯୁଦ୍ଧବନ୍ଦୀ
କିଭ୍/ମସ୍କୋ, ୨୩ା୯: ୟୁକ୍ରେନ୍ରେ ବଡ଼ ଧରଣର ଆକ୍ରମଣ ପାଇଁ ରୁଷିଆ ରଣନୀତି ପ୍ରସ୍ତୁତ କରୁଥିବାବେଳେ ଉଭୟ ଦେଶ ଅପ୍ରତ୍ୟାଶିତ ଭାବେ ଦୁଇପଟୁ ୩୦୦ ଯୁଦ୍ଧ ବନ୍ଦୀଙ୍କୁ ମୁକୁଳାଇଛନ୍ତି। ଫେବୃୟାରୀ ୨୪ରେ ମସ୍କୋର କିଭ ଆକ୍ରମଣ ପରଠାରୁ ଏହା ବଡ଼ଧରଣର ଅଦଳବଦଳ। ସେମାନଙ୍କ…
୨୭ରୁ ସାମ୍ବିଧାନିକ ପୀଠ ଶୁଣାଣିର ସିଧା ପ୍ରସାରଣ
ନୂଆଦିଲ୍ଲୀ,୨୩।୯(ପି.ଟି.): ସୁପ୍ରିମକୋର୍ଟ କାର୍ଯ୍ୟରେ ସ୍ବଚ୍ଛତା ବଢ଼ାଇବା ସହ ସମସ୍ତଙ୍କ ପାଖରେ ପହଞ୍ଚାଇବା ଲାଗି ଆସନ୍ତା ୨୭ ତାରିଖରୁ ସମସ୍ତ ସାମ୍ବିଧାନିକ ପୀଠର ଶୁଣାଣି ସିଧା ପ୍ରସାରଣ କରାଯିବାକୁ ନିଷ୍ପତ୍ତି ହୋଇଛି। ଠିକ୍ ୪ ବର୍ଷ ପୂର୍ବେ ୨୦୧୮ରେ ସୁପ୍ରିମକୋର୍ଟ ସ୍ବପ୍ନିଳ ତ୍ରିପାଠୀ…
୧୧ ରାଜ୍ୟରେ ଏନ୍ଆଇଏ ଚଢ଼ାଉ
ନୂଆଦିଲ୍ଲୀ,୨୩।୯(ପି.ଟି.): ଆତଙ୍କବାଦୀଙ୍କୁ ପାଣ୍ଠି ଓ ଅନ୍ୟାନ୍ୟ ସହାୟତା ଯୋଗାଇବା ଅଭିଯୋଗରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ) ଗୁରୁବାର ୧୧ ରାଜ୍ୟରେ ଚଢ଼ାଉ କରିଛି। ଏହି ଚଢ଼ାଉ ବେଳେ ପପୁଲାର ଫ୍ରଣ୍ଟ୍ ଅଫ୍ ଇଣ୍ଡିଆ (ପିଏଫ୍ଆଇ)ର ୧୦୬ ଜଣ କର୍ମୀଙ୍କୁ ଗିରଫ କରାଯାଇଛି।…
ପୁଣି ଧରାପଡ଼ିଲା ନକଲି ଟେଲ୍ମା-୪୦
କଟକ ଅଫିସ,୨୩ା୯: ବାରଣ ସତ୍ତ୍ୱେ ନକଲି ମେଡିସିନ କାରବାର ଥମିବାର ନାଁ ଧରୁନି। ଡ୍ରଗ୍ସ କଣ୍ଟ୍ରୋଲର ବିଭାଗ ପକ୍ଷରୁ ଗୁରୁବାର ପୁଣି କଟକର ୩ଟି ଏଜେନ୍ସିରେ ଚଢ଼ାଉ କରାଯାଇ ନକଲି ଟେଲ୍ମା-୪୦ ଓ ଟେଲ୍ମା-ଏଏମ୍ ମେଡିସିନ ଜବତ କରାଯାଇଛି। ଜବତ ନକଲି…
ଟଙ୍କା ଟଳମଳ, ଡଲାର ସବଳ
ଓ୍ବାଶିଂଟନ/ମୁମ୍ବାଇ,୨୩ା୯: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କା କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଟଙ୍କା ଦିନକୁ ଦିନ ତଳକୁ ଖସିବାରେ ଲାଗିଥିବାରୁ ଭାରତର ଅର୍ଥନୀତିକୁ ଶକ୍ତ ଝଟ୍କା ଲାଗିଛି। ୨୦୨୪-୨୫ ଆର୍ଥିକ ବର୍ଷ ସୁଦ୍ଧା ଦେଶର ଅର୍ଥନୀତିକୁ ୫ ଟ୍ରିଲିୟନ୍ ଡଲାରରେ…
Archives


