କେନ୍ଦ୍ରର ହସ୍ତକ୍ଷେପ ପାଇଁ ସୁପ୍ରିମକୋର୍ଟଙ୍କ ପରାମର୍ଶ
ନୂଆଦିଲ୍ଲୀ,୧୮ା୮(ପି.ଟି): ତୃତୀୟ ପକ୍ଷ ହସ୍ତକ୍ଷେପ କାରଣରୁ ଭାରତୀୟ ଫୁଟବଲ ସଂଘ (ଏଆଇଏଫଏଫ୍)କୁ ଫିଫା ବାସନ୍ଦ କରିଛି। ବୁଧବାର ଏହି ମାମଲାର ଶୁଣାଣି ଥିଲା। ମାତ୍ର ସରକାର ଏବଂ କମିଟି ଅଫ୍ ଆଡମିନିଷ୍ଟ୍ରେଟର୍ସ (ସିଓଏ) ସହିତ ଫିଫା ପକ୍ଷରୁ ଆଲୋଚନା ଚାଲିଥିବା କାରଣରୁ…
ଅକ୍ଟୋବର ୯ ସୁଦ୍ଧା ହକି ଇଣ୍ଡିଆ ନିର୍ବାଚନ
ନୂଆଦିଲ୍ଲୀ,୧୮ା୮(ପି.ଟି) : ହକି ଇଣ୍ଡିଆ ପକ୍ଷରୁ ଆସନ୍ତା ୯ ଅକ୍ଟୋବର ସୁଦ୍ଧା ଏହାର ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ କରାଯିବ। ବୁଧବାର କମିଟି ଅଫ୍ ଆଡମିନିଷ୍ଟ୍ରେଟର୍ସ (ସିଓଏ) ପକ୍ଷରୁ ଅନ୍ତର୍ଜାତୀୟ ହକି ଫେଡେରେଶନ(ଏଫ୍ଆଇଏଚ୍) ନିକଟରେ ନୂତନ ସମ୍ବିଧାନର ପ୍ରଥମ ଅନୁଚ୍ଛେଦ ଉତ୍ଥାପନ କରାଯିବା…
୩୮ ଟେଷ୍ଟ, ୪୨ ଦିନିକିଆ, ୬୧ ଟି୨୦ ଖେଳିବ ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ, ୧୮।୮ (ପି.ଟି.) : ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୩ରୁ ୨୦୨୭ ଆଗାମୀ ୫ ବର୍ଷର ଫ୍ୟୁଚର ଟୁର୍ ପ୍ରୋଗ୍ରାମ (ଏଫ୍ଟିପି)ରେ ୧୪୧ଟି ଦ୍ୱିପାକ୍ଷିକ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହା ମଧ୍ୟରେ ୩୮ ଟେଷ୍ଟ, ୪୨ ଦିନିକିଆ ଓ ୬୧ଟି…
ଟପ୍ ୧୦ରେ ଦିଲ୍ଳୀ, କୋଲକାତା
ଓ୍ବାଶିଂଟନ୍,୧୮।୮:: ଭାରତର ୨୦ ସହର ମଧ୍ୟରୁ ୧୮ ସହରରେ ବାୟୁ ପ୍ରଦୂଷଣର ମାତ୍ରା ବଢ଼ିବାରେ ଲାଗିଛି। ପ୍ରଭାବିତ ସହରାଞ୍ଚଳ ବାୟୁରେ ଫାଇନ୍ ପାର୍ଟିକଲ ପଲ୍ୟୁଟାଣ୍ଟ (ପିଏମ୍୨.୫)ର ପରିମାଣ ବୃଦ୍ଧି ପାଇଥିବା ରିପୋର୍ଟ ଦର୍ଶାଯାଇଛି। ଆମେରିକାର ରିସର୍ଚ୍ଚ ଅର୍ଗାନାଇଜେଶନ୍ ହେଲ୍ଥ ଇଫେକ୍ଟସ୍ ଇନ୍ଷ୍ଟିଚ୍ୟୁଟ…
ବେଦାନ୍ତ ଆଲୁମିନିୟମର ‘ପଞ୍ଚପ୍ରାଣ’ ପ୍ରତିଶ୍ରୁତି
ଭୁବନେଶ୍ୱର,୧୮।୮: ୭୬ତମ ସ୍ବାଧୀନତା ଦିବସ ଅବସରରେ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଏକ ନୂତନ ସଙ୍କଳ୍ପ ‘ପଞ୍ଚପ୍ରାଣ’ର ଆରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ତା’ର ଓଡ଼ିଶା ଓ ଛତିଶଗଡ଼ କର୍ମ ପରିସରରେ ନିୟୋଜିତ କର୍ମଚାରୀ, ବ୍ୟବସାୟିକ ସହଯୋଗୀ, ଗୋଷ୍ଠୀ ସଦସ୍ୟ ଓ…
ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ଆଭାର’
ମୁମ୍ବାଇ,୧୮।୮: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ରିଲାଏନ୍ସ ଜୁଏଲ୍ସ ଚଳିତ ବର୍ଷ ତା’ର ୧୫ତମ ଆନିଭର୍ସାରି ମହୋତ୍ସବ ପାଳନ କରୁଛି। ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଆନିଭର୍ସାରିରେ କିଛି ନୂତନ ଡିଜାଇନ୍ ସହ ଆକର୍ଷଣୀୟ ସୁବିଧା ପ୍ରଦାନ କରୁଛି।…
ୟୁବିଓଆଇ ପକ୍ଷରୁ ଦେଶ ବିଭାଜନ ସ୍ମରଣ ଦିବସ
ଭୁବନେଶ୍ୱର,୧୮।୮: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରୁଛି। ଏହି ମହୋତ୍ସବ ଅବସରରେ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ ଏକ ୫ ଦିନିଆ ଦେଶ ବିଭାଜନ ସ୍ମରଣ ଦିବସ ସାରା ଦେଶରେ…
ପରିବର୍ତ୍ତନ ହୋଇପାରେ ଜିଏସ୍ଟି ହାର
ନୂଆଦିଲ୍ଲୀ,୧୮।୮: ଦେଶର ଅର୍ଥନୀତିକୁ ସବଳ କରିବା ସହ ଟିକସ ଆଦାୟ କ୍ଷେତ୍ରରେ ରହିଥିବା କିଛି କାର୍ଯ୍ୟକୁ ଶେଷ କରିବା ପାଇଁ ନିକଟରେ ଶେଷ ହୋଇଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ଏଭଳି କିଛି ବିଷୟ ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା। ସେହିଭଳି ପ୍ରଧାନମନ୍ତ୍ରୀଙ୍କ…
ବିଓବି ଭୁବନେଶ୍ୱର କ୍ଷେତ୍ର ପକ୍ଷରୁ ସ୍ବାଧୀନତା ଦିବସ
ଭୁବନେଶ୍ୱର,୧୮।୮: ବ୍ୟାଙ୍କ ଅଫ୍ ବରୋଦା (ବିଓବି)ର ଭୁବନେଶ୍ୱର କ୍ଷେତ୍ର ପକ୍ଷରୁ ୭୬ ତମ ସ୍ବାଧୀନତା ଦିବସ ବ୍ୟାଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପାଟଣା ଜୋନ୍ ଅନ୍ତର୍ଗତ ନେଟ୍ୱର୍କ-୧ର ଉପମହାପ୍ରବନ୍ଧକ ଡ. ଆର୍.କେ.ମହାନ୍ତି ପତାକା ଉତ୍ତୋଳନ କରିଥିଲେ। ଆମର…
ଟିଏସ୍ଜି ଗୁରୁକୁଳରେ ପତାକା ଉତ୍ତୋଳନ
ଭୁବନେଶ୍ୱର,୧୮।୮: ରାଜ୍ୟ ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଟାଇମ୍ସ ସ୍କଲାର୍ସ ଗୁରୁକୁଳ ପରିସରରେ ୭୬ ତମ ସ୍ବାଧୀନତା ଦିବସ ଧୁମଧାମରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଶିଷ୍ଟ ସାମାଜିକ କର୍ମୀ ଶାନ୍ତିଲତା ଦେବୀ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଅନୁଷ୍ଠାନର ଅଧ୍ୟକ୍ଷ…
ୟୁକୋ ବ୍ୟାଙ୍କର ଋଣ ଜମା ଅନୁପାତ ବୃଦ୍ଧି
ଭୁବନେଶ୍ୱର,୧୮।୮: ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୋମା ଶଙ୍କର ପ୍ରସାଦ ନିକଟରେ ଭୁବନେଶ୍ୱର ଗସ୍ତରେ ଆସିଥିଲେ। ତାଙ୍କର ଗସ୍ତ ସମୟରେ ସେ ବ୍ୟାଙ୍କର ବଛା ବଛା ଶାଖାର କାର୍ଯ୍ୟଦକ୍ଷତା ସମୀକ୍ଷା କରିଥିଲେ। ସେହିଭଳି ପ୍ରସାଦ ମୁଖ୍ୟମନ୍ତ୍ରୀ…
ଓଏମ୍ସି ପକ୍ଷରୁ ସ୍ବାଧୀନତା ଦିବସ
ଭୁବନେଶ୍ୱର,୧୮।୮: ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଓଡ଼ିଶା ଖଣି ନିଗମ (ଓଏମ୍ସି) ପରିସରରେ ୭୬ ତମ ସ୍ବାଧୀନତା ଦିବସ ଆଡମ୍ବର ସହକାରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଏମ୍ସିର ଅଧ୍ୟକ୍ଷ ଡି.କେ. ସିଂହ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ…
Archives


