ଏଣିକି ବିମାନରେ ସମସ୍ତ ଯାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
ନୂଆଦିଲ୍ଲୀ,୧୭।୮: ଦେଶରେ ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ(ଡିଜିସିଏ) କଠୋର ହୋଇଛି। ଯାତ୍ରା ସମୟରେ ସମସ୍ତ ଯାତ୍ରୀ ସଠିକ ଭାବରେ ମାସ୍କ ପିନ୍ଧିବା ଜରୁରୀ। ମାସ୍କ ପିନ୍ଧୁ ନ ଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ…
ଭିଜିଲାନ୍ସ ପଞ୍ଝାରେ ଲ୍ୟାମ୍ପ୍ସ ଏମ୍ଡି
କୋରାପୁଟ/ନାରାୟଣପାଟଣା,୧୭ା୮(ସ୍ବ.ପ୍ର./ଡି.ଏନ୍.ଏ.): କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ଅନ୍ତର୍ଗତ ଆଲମଣ୍ଡା ଲ୍ୟାମ୍ପ୍ସ ପରିଚାଳନା ନିର୍ଦ୍ଦେଶକ ଆର୍ ରାମକୃଷ୍ଣ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣେ ଚାଷୀଙ୍କଠାରୁ ୩୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଜୟପୁର ଭିଜିଲାନ୍ସ ବିଭାଗ କାବୁ କରିଛି। ଏଥିସହ ତାଙ୍କ…
ଭିଭୋ ଲଞ୍ଚ କଲା ରଙ୍ଗ ବଦଳାଉଥିବା ସ୍ମାର୍ଟଫୋନ୍: କଭର୍ ଖର୍ଚ୍ଚ ବଞ୍ଚିବ !
ନୂଆଦିଲ୍ଲୀ,୧୭।୮: ଭାରତରେ ବୁଧବାର ମୋବାଇଲ ଫୋନ କମ୍ପାନୀ ଭିଭୋ ନିଜର ‘ଭି୨୫’ ଭ୍ୟାରିଆଣ୍ଟକୁ ଲଞ୍ଚ କରିଛି। ଏହି ସ୍ମାର୍ଟଫୋନ୍ରେ ୧୨ଜିବି ପର୍ଯ୍ୟନ୍ତ ରାମ୍ ସହ ମିଡିଆ ଟେକ୍ ଡାଇମେନ୍ସିଟି ୧୩୦୦ ପ୍ରୋସେସର ରହିଛି। ଏହା ଦୁଇଟି ରଙ୍ଗ ବିକଳ୍ପରେ ବଜାର ପ୍ରବେଶ…
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୫୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୭ା୮(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୫୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୩,୧୧,୯୪୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ପୁଣି ଏକ ମାଈହାତୀର ମୃତ୍ୟୁ
ବଣାଇ,୧୭ା୮(ସ୍ବ.ପ୍ର.): ସାରା ରାଜ୍ୟରେ ହାତୀ ମୃତ୍ୟୁ ନେଇ ଚିନ୍ତା ପ୍ରକଟ କରାଯାଉଥିବା ବେଳେ ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ତାମଡ଼ା ରେଞ୍ଜର କୁସୁମଡିହି ସେକ୍ସନର କେନ୍ଦୁଡିହି ନିକଟରେ ବୁଧବାର ପୁଣି ଏକ ମାଈହାତୀର ମୃତ୍ୟୁ ହୋଇଛି। ଖବର ପାଇ ଘଟଣାସ୍ଥଳରେ ତୁରନ୍ତ…
ପ୍ରକାଶ ପାଇଲା ଯୁକ୍ତ ୨ କଟ୍ଅଫ୍ ମାର୍କ ତାଲିକା: ବିଜ୍ଞାନ-ବାଣିଜ୍ୟରେ ରେଭେନ୍ସା ଶୀର୍ଷରେ
ଭୁବନେଶ୍ୱର, ୧୭।୮(ବ୍ୟୁରୋ): ଯୁକ୍ତ୨ ନାମଲେଖା ପାଇଁ କଟ୍ ଅଫ୍ ମାର୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ ରେଭେନ୍ସା ଶୀର୍ଷରେ ରହିଥିବା ବେଳେ କଳା ବିଭାଗରେ କୃଷ୍ଣପ୍ରସାଦ ଶୀର୍ଷରେ ରହିଛି। ରେଭେନ୍ସାରେ ବିଜ୍ଞାନରେ ସାଧାରଣ ବର୍ଗଙ୍କ…
ଦିଲ୍ଲୀ ପୋଲିସରେ ହାଜର ହେବାକୁ ବର୍ଷାଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ ଅଫିସ,୧୭ା୮: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଦିଲ୍ଲୀ ପୋଲିସରେ ୧୫ ଦିନ ମଧ୍ୟରେ ହାଜର ହେବାକୁ ବୁଧବାର ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ବର୍ଷା ତାଙ୍କ ସ୍ବାମୀ ଅନୁଭବ ମହାନ୍ତିଙ୍କ କର୍ମଚାରୀଙ୍କ ପ୍ରତି ଜାତିଆଣ ଆକ୍ଷେପ କରିଥିବା ନେଇ ଦିଲ୍ଲୀ…
୪୫ କିଲୋମିଟର ପାଇଁ ଉବର ଚାର୍ଜ କଲା ଏତିକି ଟଙ୍କା, ଜାଣିଲେ…
ଆଜିକାଲି ଅଧିକାଂଶ ଜିନିଷ ଅନ୍ଲାଇନରେ ସହଜରେ ଉପଲବ୍ଧ।ଆମେ ସବୁବେଳେ ଭାବୁ ସହଜରେ ଜିନିଷ ଆମ ସାମ୍ନାକୁ ଆସୁ। ଖାଦ୍ୟପାନୀୟଠାରୁ ଆରମ୍ଭ କରି ଯାତାୟାତ ପର୍ଯ୍ୟନ୍ତ, ଅନ୍ଲାଇନ ଆବେଦନ ମାଧ୍ୟମରେ ଏହି ସୁବିଧା ଉପଲବ୍ଧ। ଯଦିଓ ଏହି କାରଣରୁ ଜୀବନ ସହଜ ହୋଇଯାଉଛି।…
ଅଧିନାୟକ ପଦ ଚାଲିଯିବାକୁ ନେଇ ଏପରି କହିଲେ ଧାଓ୍ବନ
ନୂଆଦିଲ୍ଲୀ,୧୭।୮: ଜିମ୍ବାଓ୍ବେ ବିପକ୍ଷରେ ଭାରତ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ ଖେଳିବ। ଏହାକୁ ନେଇ ଭାରତର ଗସ୍ତ ପୂର୍ବରୁ ବିସିସିଆଇ ଅଧିନାୟକ ପରିବର୍ତ୍ତନ କରିବାର ନିଷ୍ପତ୍ତି ନେଇଥିଲା। ଶିଖର ଧାଓ୍ବନଙ୍କ ସ୍ଥାନରେ କେ.ଏଲ୍. ରାହୁଲଙ୍କୁ ନେତୃତ୍ୱ ଦିଆଯାଇଥିଲା। ହେଲେ ସଫଳତାକୁ…
ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ତାଲା ପକାଇ ଧାରଣାରେ ବସିଲେ କାଉନସିଲର
ଆନନ୍ଦପୁର,୧୭ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରର ଫକୀରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା ନେଇ ବୁଧବାର ଉତ୍ତେଜନା ପ୍ରକାଶ ପାଇଥିଲା। ଆଜି ସକାଳେ ଡାକ୍ତରଖାନା ଖୋଲା ରହିଥିଲେ ମଧ୍ୟ ୮.୪୫ ପର୍ଯ୍ୟନ୍ତ କେହି ଡାକ୍ତର ଆସି ନ ଥିଲେ। ଫଳରେ ଶାଳବଣି ଛକ ନିକଟରେ…
ଡୋଭାଲଙ୍କ ସୁରକ୍ଷାରେ ତ୍ରୁଟି: ୩ କମାଣ୍ଡୋ ହଟିଲେ
ନୂଆଦିଲ୍ଲୀ,୧୭।୮: ଚଳିତ ବର୍ଷ ଫେବୃଆରୀରେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ବାସଭବନରେ ସୁରକ୍ଷା ଉଲ୍ଲଂଘନ ନେଇ ବୁଧବାର କେନ୍ଦ୍ର ସରକାର କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହି ଘଟଣା ପରେ ତିନି ଜଣ ସିଏସଏଫ କମାଣ୍ଡୋଙ୍କୁ ହଟାଯାଇ ଥିବାବେଳେ ଜଣେ…
କୋଚ୍ ଭାବେ ବିଫଳତାକୁ ସହ୍ୟ କରିପାରୁ ନ ଥିଲେ ଶାସ୍ତ୍ରୀ: କାର୍ତ୍ତିକ
ନୂଆଦିଲ୍ଲୀ,୧୭।୮: ଭାରତର ଅନୁଭବୀ ଉଇକେଟକିପର ବ୍ୟାଟ୍ସମ୍ୟାନ୍ ଦିନେଶ କାର୍ତ୍ତିକ ପୂର୍ବତନ ମୁଖ୍ୟ କୋଚ୍ ରବି ଶାସ୍ତ୍ରୀଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି। ଶାସ୍ତ୍ରୀ ଖେଳାଳିମାନଙ୍କୁ ବିଶେଷ ଉପଲବ୍ଧି ହାସଲ କରିବାକୁ ନେଇ ଉତ୍ସାହିତ କରିଥାନ୍ତି ସତ ହେଲେ ବିଫଳତାକୁ ସହ୍ୟ କରିପାରୁ…
Archives


